-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||     

HOME   ଜିଲ୍ଲା

ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ

28-Oct-2026



ବଲାଙ୍ଗୀର(ପ୍ରେରଣା ଖବର): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ଅଭିଯାନ “ଶୈଶବ ସୁରକ୍ଷା” କୁ ସଫଳ କରିବା ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଗତ ୨୭ତାରିଖ ଦିନ ପଲ୍ଲୀଶ୍ରୀ ଉଚ୍ଚ ବିଦ୍ୟାଳୟ, ସଦେଇପାଲି ଠାରେ “ସୁରକ୍ଷିତ ଶୈଶବ ଅଭିଯାନ" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି  ।
କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଜଜ,  ସ୍ପେସିଆଲ କୋର୍ଟ (ଏସ୍‌ସି/ଏସ୍‌ଟି) ବଲାଙ୍ଗୀର ତଥା ଭାରପ୍ରାପ୍ତ ଜିଲ୍ଲା ଜଜ୍  ସୁବ୍ରତ ପଟ୍ଟନାୟକ, ସଚିବ ଜିଲ୍ଲା ଆଇନ ସେବା ପ୍ରାଧିକରଣ ବଲାଙ୍ଗୀର ପବିତ୍ରାନନ୍ଦ ପ୍ରଧାନ, JMFC(LR & LTV) ବଲାଙ୍ଗୀର ସାଧକ କାରଜୀ , ବଲାଙ୍ଗୀର ଗ୍ରାମ ନ୍ୟାୟଧିକାରୀ  ଶିଶିର କୁମାର ଭୋଇ, ଶିଶୁ କଲ୍ୟାଣ ସମିତି (CWC) ର ସଦସ୍ୟା ଶ୍ରୀମତୀ ଏସ୍. ଲତାଶ୍ରୀ, ବିଦ୍ୟାଳୟର ପ୍ରଧାନଶିକ୍ଷକ ବୃନ୍ଦାବନ ମହାକୁର ପ୍ରମୁଖ ଯୋଗଦାନ କରିଥିଲେ ।
ଏହି ଶିବିରରେ ଅତିରିକ୍ତ ଜିଲ୍ଲା ଜଜ ଶ୍ରୀଯୁକ୍ତ ପଟ୍ଟନାୟକ ଶିଶୁମାନଙ୍କ ଅଧିକାର, ଶିଶୁ ସୁରକ୍ଷା, ବାଲ୍ୟବିବାହ ନିରାକରଣ, ଶିଶୁ ଶୋଷଣ ଓ ନିର୍ଯାତନାରୁ ସୁରକ୍ଷା ତଥା ଶିଶୁମାନଙ୍କ ପ୍ରତି ଥିବା ସାମାଜିକ ଦାୟିତ୍ଵ ସମ୍ପର୍କରେ ସଚେତନ‌ତା ଉପରେ ଆଲୋକପାତ କରିଥିଲେ ।
ଶ୍ରୀଯୁକ୍ତ ପ୍ରଧାନ ଶିଶୁମାନଙ୍କ ଉଜ୍ଜଳ ଭବିଷ୍ୟତ ଗଠନ ପାଇଁ ସେମାନଙ୍କୁ ଏକ ସୁରକ୍ଷିତ, ଭୟମୁକ୍ତ ଓ ଅଧିକାରଭିତ୍ତିକ ପରିବେଶ ଯୋଗାଇଦେବା ସମସ୍ତଙ୍କ ଦାୟିତ୍ବ ବୋଲି ମତ ପ୍ରକାଶ କରିଥିଲେ ।
ଶ୍ରୀ କାରଜୀ ସଚେତନ‌ତା କାର୍ଯ୍ୟକ୍ରମ ମାଧ୍ୟମରେ POCSO ଆକ୍ଟ ର ବିଭିନ୍ନ ଧାରା ଉପରେ ଦୃଷ୍ଟି ଆକର୍ଷଣ କରିଥିଲେ ।
ଶ୍ରୀଯୁକ୍ତ ଭୋଇ Prevention is better than cure ଉପରେ ଛାତ୍ରଛାତ୍ରୀ ଉପରେ ସଚେତନତା କରିଥିଲେ ।
ପ୍ରଧାନ ଶିକ୍ଷକ ବୃନ୍ଦାବନ ମହାକୁର ସମସ୍ତଙ୍କୁ ସ୍ବାଗତ ଭାଷଣ ଏବଂ ଶ୍ରୀମତୀ ସଂସ୍କୃତି ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026

You Might Also Like