-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଚିନିକଳର ପୁନରୁଦ୍ଧାର ପାଇଁ ଅମିତ ଶାହଙ୍କ ପ୍ରତିଶ୍ରୁତି : ବାୟୋ-ଇଥାନଲ୍‌ ପ୍ରକଳ୍ପର ଉଦ୍‌ଘାଟନ ପାଇଁ ବରଗଡ଼ ଆସିବାକୁ ସାଂସଦ ପ୍ରଦୀପ ପୁରୋହିତଙ୍କ ନିମନ୍ତ୍ରଣ   (12-Nov-2026)       ||      କଣ୍ଟାମାଳରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା   (12-Nov-2026)       ||      ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   (12-Nov-2026)       ||      *ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   (12-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||     

HOME   ରାଜ୍ୟ

କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ

29-Oct-2026



ବଲାଙ୍ଗୀର(ପ୍ରେରଣା ଖବର): ୧ ନଭେମ୍ବର ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ସହରର କଲେଜଛକ ସ୍ଥିତ କଲ୍ୟାଣମଣ୍ଡପ ପରିସରରେ ‘ଷ୍ଟୁଡେଣ୍ଟ ୟୁନିଟି’ ପକ୍ଷରୁ ଏକ ଭବ୍ୟ ଚିତ୍ରକଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଛାତ୍ରଛାତ୍ରୀଙ୍କୁ କଳା ଏବଂ ସୃଜନଶୀଳତା କ୍ଷେତ୍ରରେ ପ୍ରୋତ୍ସାହିତ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ଏହି ପ୍ରତିଯୋଗିତାରେ ବଲାଙ୍ଗୀରର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ୩୦ ଜଣରୁ ଅଧିକ ଛାତ୍ରଛାତ୍ରୀ ଉତ୍ସାହର ସହ ଅଂଶଗ୍ରହଣ କରି ନିଜର ଚିତ୍ରକଳା ପ୍ରତିଭା ପ୍ରଦର୍ଶନ କରିଥିଲେ। ବିଚାରକ ଭାବରେ 
ଏହି କାର୍ଯ୍ୟକ୍ରମକୁ  ଷ୍ଟୁଡେଣ୍ଟ ୟୁନିଟିର  ଉତ୍ତମ ବରା଼ଡ ଏବଂ ସମସ୍ତ ସଦସ୍ୟମାନେ ଉପସ୍ଥିତ ରହି ସମଗ୍ର କାର୍ଯ୍ୟକ୍ରମକୁ 

ସଫଳ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଆୟୋଜନରେ ଷ୍ଟୁଡେଣ୍ଟ ୟୁନିଟିର ସଦସ୍ୟମାନଙ୍କ ମଧ୍ୟରୁ ବିଶ୍ୱଭୂଷଣ ସିଂହ, ଅରମାନ ଦାଶ, ଆକାଶ ନାଏକ, ସୁଭମ୍ ଭାଟି, ବିଶ୍ୱଜିତ ବାଗ , ଦୀପ୍ତିମୟୀ କର୍ମୀ , ସ୍ୱୟଂଶ୍ରୀ  ମଟରୀ , ସୁଦେଶ୍ୱନା କୁମୁରା,, ସତ୍ୟ ସାହୁ, ଅଂଶୁମାନ ପାଢ଼ୀ , ରୀତିକ xମାଝୀ, ଆନନ୍ଦ ରଣା, ଏବଂ ବିନୟ ପ୍ରଧାନ ପ୍ରମୁଖ ସକ୍ରିୟ ଭାବେ ଅଂଶଗ୍ରହଣ କରି ସହଯୋଗ କରିଥିଲେ।
 ସେହିପରି ଉତ୍କଳ ମହିଳା ବିକାଶପରିଷଦ ବଲାଙ୍ଗୀର ତରଫରୁ ଆମର ପିଠା ମଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଏହି ପ୍ରତିଯୋଗିତା ରେ ବିଚାରକ ଭାବରେ ଡ଼ଃ ଜ୍ୟୋତି ପାଣିଗ୍ରାହୀ, ସରିତା ଦାସ, କମଳା ଶତପଥୀ ଯୋଗଦେଇଥିଲେ l ପ୍ରାୟ ୫୦ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିବା ବେଳେ ବିକାଶ ପରିଷଦ ର ସଭାପତି ସଂଯୁକ୍ତା ମିଶ୍ର, ସମ୍ପାଦକ

ନିହାରିକା ମିଶ୍ର, ସୁଜାତା ନନ୍ଦ, ମମତା ସୁନା, ଗାୟତ୍ରୀ ଦାସ, ସସ୍ମିତା ମେହେର, ପ୍ରତିମା ହୋତା, ଅରୁଣା ବାଗ, ଆଶାଳତା ସେଠି ଆଦି କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ l  ଠିକ ସେହିପରି ଏଆରପାଲେସ ଠାରେ ପୂଜା ଡିଭାଇନ ଗ୍ଲୋ ପକ୍ଷ୍ୟରୁ ଦିନେଶ୍ ବେହେରା, ପୂଜା ସାହୁ, ଗଗନ ସୁନା ଓ ମୁନି ଙ୍କ ଆୟୋଜନ ରେ ଆମର ପିନ୍ଧନ୍ ଉଢନ, ଫେନ୍ସ ଡ୍ରେସ୍, ମ୍ୟାକଅଫ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା l କାର୍ଯ୍ୟକ୍ରମକୁ ଲୋପାମୁଦ୍ରା ମିଶ୍ର ପରିଚାଳନା କରିଥିବା ବେଳେ ବିଚାରକ ଭାବରେ ରାମ ଦାସ, ସାଗର ବାରିକ , ଡଃ.ଲେଲିନା ଶାହା, ସୁଧିର ମେହେର,  ସ୍ନିଗ୍ଧା ପାଢୀ,  ନିକେତl ମେହେର ଯୋଗଦେଇଥିଲେ l
ଏହି  ସମସ୍ତ କାର୍ଯ୍ୟକ୍ରମରେ ବଲାଙ୍ଗିର ଦିନ ଆୟୋଜକ କମିଟିର ଅଧ୍ୟକ୍ଷ ଗୋପଲଜୀ ପାଣିଗ୍ରାହୀ, ସଂଯୋଜିକ ସରିତା ଦାସ,  ପ୍ରତାପ ରଥ,  ଗୋପଲ ପ୍ରଧାନ, ବିଧୁଭୁଷଣ ତ୍ରିପାଠୀ,  ଲୋଟସ ଷଡଙ୍ଗୀ, ସଙ୍ଗୀତା ଦାସ, ନୂତନ ଦାସ, ସୋମନାଥ ମିଶ୍ର, ବିନୋଦ କlଳସାଏ , ଗୋବିନ୍ଦ ଶତପଥୀ, ବିକାଶ ସା, ସଂଜୀବ ସାହୁ, ରାମ ଦାସ , ହରି ଓମ  ପଟେଲ, ମାନସୀ ନନ୍ଦଙ୍କ ସମେତ ସମସ୍ତ କର୍ମକର୍ତ୍ତା ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଚିନିକଳର ପୁନରୁଦ୍ଧାର ପାଇଁ ଅମିତ ଶାହଙ୍କ ପ୍ରତିଶ୍ରୁତି : ବାୟୋ-ଇଥାନଲ୍‌ ପ୍ରକଳ୍ପର ଉଦ୍‌ଘାଟନ ପାଇଁ ବରଗଡ଼ ଆସିବାକୁ ସାଂସଦ ପ୍ରଦୀପ ପୁରୋହିତଙ୍କ ନିମନ୍ତ୍ରଣ   12-Nov-2026
  ଜିଲ୍ଲା  
କଣ୍ଟାମାଳରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା   12-Nov-2026
  ଜିଲ୍ଲା  
ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   12-Nov-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   12-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026

You Might Also Like