-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||     

HOME   ରାଜ୍ୟ

ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ

02-Nov-2026



 ଏକତା ନଗର (ଗୁଜରାଟ): ସ୍ୱଚ୍ଛ ଭାରତ ମିଶନର ବ୍ରାଣ୍ଡ ଆମ୍ବାସାଡର ଏବଂ ସିଲଭର ଗାନ୍ଧୀ ଭାବେ ପରିଚିତ ମୋହନ ମହାପାତ୍ର ସମ୍ପ୍ରତି ଗୁଜରାଟରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ ସହିତ ଦେଶ ସାରା ତାଙ୍କର ୧୨ ବର୍ଷର ପଦଯାତ୍ରା ସମ୍ପୂର୍ଣ୍ଣ କରିଛନ୍ତି। ଶ୍ରୀ ମହାପାତ୍ର ଓ ତାଙ୍କ ଦଳ ଅକ୍ଟୋବର ୩୧ ତାରିଖରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କର ୧୫୧ ତମ ଜୟନ୍ତୀ ରାଷ୍ଟ୍ରୀୟ ଏକତା ଦିବସ ନାମରେ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ ଏକତା

ନଗର  ସ୍ଥିତ ଷ୍ଟାଚୁ ଅଫ ୟୁନିଟି ପରିସର ମଧ୍ୟରେ ଗର୍ବର ସହିତ ପାଦଚାରଣା କରି ଏହି ମାଇଲଖୁଣ୍ଟ ହାସଲ କରିଛନ୍ତି।ଏହି ଉପଲକ୍ଷେ ସେଠାରେ ଆୟୋଜିତ ଭାରତ ପର୍ବ -୨୦୨୬ ରେ ଶ୍ରୀ ଗାନ୍ଧୀ ଓ ତାଙ୍କର ସହଯୋଗୀ ମାନେ ଅଂଶଗ୍ରହଣ କରିଥିଲେ।
  ସିଲଭର ଗାନ୍ଧୀ ପ୍ରଧାନମନ୍ତ୍ରୀଙ୍କର ସ୍ୱଚ୍ଛ ଭାରତ ମିଶନରୁ ପ୍ରେରଣା ଲାଭ କରି  ଓଡ଼ିଶାର ପୁରୀରୁ ଗୁଜରାଟର ପୋରବନ୍ଦର ପର୍ଯ୍ୟନ୍ତ ସବୁଠାରୁ ଲମ୍ବା ପଦଯାତ୍ରା କରି ବିଶ୍ୱ ରେକର୍ଡ ହାସଲ କରିସାରିଛନ୍ତି। ଏହି ସାଧନା ପାଇଁ ତାଙ୍କ ନାମ ଇଣ୍ଡିଆ ବୁକ୍ ଅଫ ରେକର୍ଡସ୍ ଏବଂ ଏସିଆ ବୁକ୍ ଅଫ ରେକର୍ଡସ୍‌ରେ ସ୍ଥାନ ପାଇଛି।
                                               ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଜୀବନ ଓ ଦର୍ଶନକୁ ଦେଶସାରା ପ୍ରଚାର ଓ ପ୍ରସାର କରିବା ପାଇଁ କରିଥିବା ବିଭିନ୍ନ ପଦଯାତ୍ରା ଯୋଗୁଁ ସିଲଭର ଗାନ୍ଧୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜଗଦୀଶ ଲାଲ ଖଟ୍ଟର, ଗୁଜରାଟର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସାଂସଦ ମନୋଜ ତିୱାରୀ ପ୍ରମୁଖଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସ୍ୱଚ୍ଛ ଭାରତ ଗଠନ , ମା ପାଇଁ ଏକ ବୃକ୍ଷ ରୋପଣ ଏବଂ ପ୍ରତ୍ୟେକ ଭାରତୀୟଙ୍କ ଘରେ ତ୍ରିରଙ୍ଗା ଉତ୍ତୋଳନ ଭଳି ପ୍ରଧାନମନ୍ତ୍ରୀ ମୋଦୀଙ୍କର ମହତ୍ତ୍ୱପୂର୍ଣ୍ଣ ଆହ୍ୱାନ ଗୁଡ଼ିକୁ ଲୋକପ୍ରିୟ କରିବା ତାଙ୍କର  ପଦଯାତ୍ରାର ମୁଖ୍ୟ ଲକ୍ଷ ବୋଲି ସିଲଭର ଗାନ୍ଧୀ ଉଲ୍ଲେଖ କରିଛନ୍ତି ।ନିଜର ସମସ୍ତ ପଦଯାତ୍ରାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଉତ୍ସର୍ଗ କରି ସିଲଭର ଗାନ୍ଧୀ ନିଜକୁ ପ୍ରଧାନମନ୍ତ୍ରୀଙ୍କର ସବୁଠାରୁ

ବଡ଼  ପ୍ରଶଂସକ ବୋଲି ଅବତାରଣା କରିଛନ୍ତି। ଏକ ବିକସିତ, ଆତ୍ମନିର୍ଭର ଓ ସଶକ୍ତ ଭାରତ ଗଢ଼ିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କର ବାର୍ତ୍ତାକୁ ଭାରତର ପ୍ରତ୍ୟେକ ନାଗରିକଙ୍କ ନିକଟରେ ପହୁଞ୍ଚାଇବା ଉଦ୍ଦେଶ୍ୟରେ ଦେଶର କୋଣ ଅନୁକୋଣରେ ସେ ଏଭଳି କଷ୍ଟଦାୟକ ପଦଯାତ୍ରା କରୁଥିବା ଗଣମାଧ୍ୟମକୁ ସାକ୍ଷାତକାର ଦେଇ ସିଲଭର ଗାନ୍ଧୀ ପ୍ରକାଶ କରିଛନ୍ତି।
ଭୁବନେଶ୍ୱରର ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଏବଂ ନୂଆଦିଲ୍ଲୀର ନ୍ୟାସନାଲ ସ୍କୁଲ ଅଫ ଡ୍ରାମା ରେ ଶିକ୍ଷା ଲାଭ କରିଥିବା ସିଲଭର ଗାନ୍ଧୀଙ୍କର ସ୍ୱଚ୍ଛ ଭାରତ ଦଳରେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ସଙ୍ଗୀତ, ନାଟକ ଓ ନୃତ୍ୟ ବିଭାଗର ୧୪ଟି ବିଭାଗର ଛାତ୍ରଛାତ୍ରୀ ମାନେ ସାମିଲ ହୋଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026
  ଜିଲ୍ଲା  
ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   02-Nov-2026
  ଜିଲ୍ଲା  
ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   02-Nov-2026
  ଜିଲ୍ଲା  
ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   02-Nov-2026
  ଜିଲ୍ଲା  
ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   02-Nov-2026
  ଜିଲ୍ଲା  
ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   02-Nov-2026
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026

You Might Also Like