-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଚିନିକଳର ପୁନରୁଦ୍ଧାର ପାଇଁ ଅମିତ ଶାହଙ୍କ ପ୍ରତିଶ୍ରୁତି : ବାୟୋ-ଇଥାନଲ୍‌ ପ୍ରକଳ୍ପର ଉଦ୍‌ଘାଟନ ପାଇଁ ବରଗଡ଼ ଆସିବାକୁ ସାଂସଦ ପ୍ରଦୀପ ପୁରୋହିତଙ୍କ ନିମନ୍ତ୍ରଣ   (12-Nov-2026)       ||      କଣ୍ଟାମାଳରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା   (12-Nov-2026)       ||      ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   (12-Nov-2026)       ||      *ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   (12-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||     

HOME   ଜିଲ୍ଲା

ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ

03-Nov-2026



କଣ୍ଟାବାଞ୍ଜି/ତୁରେକେଲା ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ରାଜୀବଗାନ୍ଧୀ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତୁରେକେଲା ପରିସରରେ ଅନୁଷ୍ଠିତ ହୋଇଥିଲା।ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢିହାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉଦଘାଟନୀ ସଭାରେ ଫକୀର ଚରଣ ବିଶି ଅତିରିକ୍ତ ଶିକ୍ଷା ଅଧିକାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପଟେଲ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ବିଘ୍ନନାଶକ ଗଣେଶଙ୍କ ଫଟୋଚିତ୍ରରେ ପୁଷ୍ପ, ଧୂପଦୀପ ପ୍ରଦାନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।ଅଶ୍ୱିନୀ କୁମାର ମେହେର ଅଧ୍ୟକ୍ଷ,ଜଗବନ୍ଧୁ ମାଝୀ,ଅତିରିକ୍ତ ଶିକ୍ଷା ଅଧିକାରୀ ସମ୍ମାନିତ ଅତିଥି,ଅଧ୍ୟାପକ ଦିଲ୍ଲୀପ କୁମାର ପ୍ରଧାନ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିଲେ।ବିରଞ୍ଚି ନାରାୟଣ ଦାଶ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ହିଆଲ ସଭା ପରିଚାଳନା କରିଥିଲେ।ସେହିପରି ଉଦଯାପନୀ ସଭାରେ ଫକୀର ଚରଣ ବିଶିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଲକ୍ଷ୍ମଣ ବାଗ,ବିଧାୟକ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁଖ୍ୟ ଅତିଥି,ରାଜେଶ କୁମ୍ଭାର, ଓଡ଼ିଆ ଅଧ୍ୟାପକ ଆଦର୍ଶ ବିଦ୍ୟାଳୟ ଝରଣୀ, ମୁଖ୍ୟ ବକ୍ତା,ସିଆରସିସି ଗଜୀନ୍ଦ୍ର ହରିଜନ, ଅକ୍ଷୟ ମେହେର, ବିଚାରକ ଜୀତେନ୍ଦ୍ର ପଟ୍ଟନାୟକ, ଗଣପତି ବେହେରା, ସୁକେଶ କୁମାର ପଟ୍ଟନାୟକ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।ସିଆରସିସି ବିରଞ୍ଚି ନାରାୟଣ ଦାଶ ସଭା ପରିଚାଳନା ଓ ସିଆରସିସି ଦୀନେଶ ମହାନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ।ଏଗାରଗୋଟି କ୍ଳଷ୍ଟରରୁ ଆସିଥିବା ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରତିଯୋଗିତା ଯଥା ବକ୍ତୃତା, ପ୍ରବନ୍ଧ, ଚିତ୍ରାଙ୍କନ, ଗୀତ,ଚିତ୍ରକଳା, ଶିଳ୍ପକଳା,ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।ସେମାନଙ୍କ ମଧ୍ୟରୁ ପ୍ରଥମ,ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପ୍ରମାଣ ପତ୍ର ଓ ସ୍ମୃତିଫଳକ ପ୍ରଦାନ ପୂର୍ବକ ପୁରସ୍କୃତ କରାଯାଇଥିଲା।ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ସିଆରସିସି ପ୍ରେମରାଜ ପାଣିଗ୍ରାହୀ, ଧନସିଂ ମାଝୀ,ଗୁରୁ ପ୍ରସାଦ ଛତ୍ରିଆ,ଅନୁପ କୁମାର ଦାସ, ଗଜୟ କୁମାର ଦାଶ, ମୋହନ ବରିହା, ଜଗ ମୋହନ

ସେଠୀ,ସୁନୀଲ କୁମାର ସାହୁ,ଜ୍ୟୋତି ବିକାଶ ବାରିକ,ରମେଶ ସୁନା, ପ୍ରକାଶ ସେଲମା,ସୁଶାନ୍ତ ପ୍ରଧାନ, ମମତା ପଣ୍ଡା, ମାଧବୀଲତା ସାହୁ,ଦିପ୍ତିବାଳା ବେହେରା, ସସ୍ମିତା ମେହେର,ଧରିତ୍ରୀ ମେହେର, ସ୍ୱାଗତିକା ମିଶ୍ର, ଶମ୍ଭୁପ୍ରସାଦ ବିଶି,କିଶୋର ବରିହା, ବୁଧୁ ବର୍ଗେ,ରବୀନ୍ଦ୍ର ରଥ,ପ୍ରଶାନ୍ତ ମହାପାତ୍ର, ସପ୍ତମ କିଶୋର ବେହେରା, କୃଷ୍ଣଚନ୍ଦ୍ର ପଣ୍ଡା,ସୌରଭ ବେହେରା ଆଦି ସହଯୋଗ କରିଥିଲେ।ପ୍ରକାଶ ଥାଉକି ବ୍ଳକ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀମାନେ ଚଳିତ ମାସ ପାଞ୍ଚ ତାରିଖରେ ବଲାଙ୍ଗୀରରେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ରେ ଯୋଗ ଦେବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଚିନିକଳର ପୁନରୁଦ୍ଧାର ପାଇଁ ଅମିତ ଶାହଙ୍କ ପ୍ରତିଶ୍ରୁତି : ବାୟୋ-ଇଥାନଲ୍‌ ପ୍ରକଳ୍ପର ଉଦ୍‌ଘାଟନ ପାଇଁ ବରଗଡ଼ ଆସିବାକୁ ସାଂସଦ ପ୍ରଦୀପ ପୁରୋହିତଙ୍କ ନିମନ୍ତ୍ରଣ   12-Nov-2026
  ଜିଲ୍ଲା  
କଣ୍ଟାମାଳରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା   12-Nov-2026
  ଜିଲ୍ଲା  
ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   12-Nov-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   12-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026

You Might Also Like