-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା   (12-Nov-2026)       ||      ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   (12-Nov-2026)       ||      *ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   (12-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||     

HOME   ଜିଲ୍ଲା

ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ

04-Nov-2026



ବଲାଙ୍ଗୀର(ପ୍ରେରଣା ଖବର): ସରକାରୀ ମହିଳା ମହାବିଦ୍ୟାଳୟ ବଲାଙ୍ଗୀରରେ ରାଜ୍ୟ ଉଚ୍ଚଶିକ୍ଷା ବିଭାଗର ଯୁଗ୍ମ ସଚିବଙ୍କ ପରିଦର୍ଶନ ଶେଷ ହୋଇଛି । ପୂର୍ବାହ୍ନ ରେ ଉଚ୍ଚଶିକ୍ଷା ବିଭାଗର ଯୁଗ୍ମ ସଚିବ ଅଶୋକ କୁମାର ଗୌଡ ମହାବିଦ୍ୟାଳୟରେ ପହଞ୍ଚିଥିଲେ । ତାଙ୍କୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ: ଅରବିନ୍ଦ କୁମାର ଓଝା ସ୍ୱାଗତ ଜଣାଇଥିବା ବେଳେ ଅନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ । ପରିଦର୍ଶନ କାଳରେ 

ଶ୍ରୀ ଗୌଡ ମହାବିଦ୍ୟାଳୟର ସମସ୍ତ ବିଭାଗ ବୁଲି ଦେଖିବା ସହ ଛାତ୍ରୀମାନଙ୍କ ସହ ଭାବବିନିମୟ କରିଥିଲେ । ମହାବିଦ୍ୟାଳୟରେ କାର୍ଯ୍ୟକ୍ଷମ ପାନୀୟ ଜଳ ବ୍ୟବସ୍ଥା , ଡିଜିଟାଲ ଶ୍ରେଣୀକକ୍ଷ ଦେଖି ପ୍ରଶଂସା କରିଥିଲେ । ଏହା ସହ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା , ଛାତ୍ରବୃତ୍ତି, ଛାତ୍ରୀନିବାସ, ପରୀକ୍ଷା ପରିଚାଳନା, ନାମଲେଖା ଏବଂ ପାଠପଢା ଅଧାରୁ ଛାଡିଥିବା ଛାତ୍ରୀ ସଂଖ୍ୟା, ଶକ୍ତିଶ୍ରୀ କମିଟୀ, ମାନସିକ ସ୍ୱାସ୍ଥ‍୍ୟ, ନାକ୍,  ୟୁଜିସି ନିୟମାବଳୀ ପ୍ରସ୍ତୁତି ଏବଂ ଅଗ୍ରଗତିର ଯାଞ୍ଚ,  ଏନ୍.  ଆଇ. ଆର୍. ଏଫ୍ ପାଣ୍ଠି ବିନିଯୋଗ ସହ ମହାବିଦ୍ୟାଳୟର ସମସ୍ଯା ଓ ଆବଶ୍ଯକତା ସମ୍ପର୍କରେ ସମୀକ୍ଷା କରିଥିଲେ । ଏ ଅବକାଶରେ ମହାବିଦ୍ୟାଳୟ ତରଫରୁ ଯୁଗ୍ମ ସଚିବ ଶ୍ରୀ ଗୌଡଙ୍କ ନିକଟରେ ଏକଧିକ ଦାବି ଉପସ୍ଥାପନ କରାଯାଇଥିଲା । ଦାବିଗୁଡିକ ମଧ୍ୟରେ ମଞ୍ଜୁରୀ ପ୍ରାପ୍ତ ଅଧ୍ଯାପକ ସଂଖ୍ୟା ବୃଦ୍ଧି, ପ୍ରତ୍ୟେକ ଯୋଗ୍ ବିଷୟରେ ସ୍ନାତକୋତ୍ତର ଶ୍ରେଣୀ ଆରମ୍ଭ, ତିନି ମହଲା ବିଶିଷ୍ଟ ସ୍ୱତନ୍ତ୍ର ସ୍ନାତକୋତ୍ତର ବିଭାଗ, ସମ୍ପୂର୍ଣ କାର୍ଯ‍୍ୟକ୍ଷମ

ବିଜ୍ଞାନ, ପରୀକ୍ଷାଗାର ସହ ନୂତନ ବିଜ୍ଞାନଭବନ, ଅଧ୍ଯୟନ ସହ ନୂତନ ଗ୍ରନ୍ଥାଗାର, ନିୟମିତ ଅଧ୍ଯାପକ ନିଯୁକ୍ତି ତଥା ଅଣଶିକ୍ଷକ କର୍ମଚାରୀ ନିଯୁକ୍ତି ଏବଂ ଏକଦଶ ଓ ଦ୍ୱାଦଶ ଶ୍ରେଣୀ ପାଇ ସ୍ୱତନ୍ତ୍ର କ୍ୟାମ୍ପସ ନିର୍ମାଣ ସମ୍ପର୍କିତ ଦାବି ପ୍ରମୁଖ ଥିଲା । ସନ୍ଧ୍ୟାରେ ଛାତ୍ରୀମାନଙ୍କ ଦ୍ୱାରା ଅନୁଷ୍ଠିତ ସାଂସ୍କୃତିକ କାର୍ଯକ୍ରମରେ ଶ୍ରୀ ଗୌଡ ଯୋଗଦେଇଥିଲେ । ଏଥିରେ ମହାବିଦ୍ଯାଳୟର ଅନ୍ଯାନ୍ଯ ଅଧ୍ଯାପକ, ଅଧ୍ୟାପିକା ଉପସ୍ଥିତ ରହିଥିଲେ । ପରିଦର୍ଶନ ଶେଷ କରି ଶ୍ରୀ ଗୌଡ ରାତିରେ ଭୁବନେଶ୍ୱର ଫେରିଯାଇଥିବା ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା   12-Nov-2026
  ଜିଲ୍ଲା  
ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   12-Nov-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   12-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026

You Might Also Like