-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ

05-Nov-2026



ସୁରକ୍ଷା ସରଞ୍ଜାମ ବିନା କାମ କରୁଥିଲେ ଶତାଧିକ ଶ୍ରମିକ, କ୍ଷତିପୂରଣ ଦାବିରେ ପରିବାର

କଣ୍ଟାବାଞ୍ଜି(ମୋହନ ସୁନା): ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜିରେ ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଘଟିଛି ଏକ ଦୁଃଖଦ ଅଘଟଣ। କୋଠା ନିର୍ମାଣ କାମ ଚାଲିଥିବା ସମୟରେ ଉପର ମହଲାରୁ ଲୁହା ଛଡ଼ ମୁଣ୍ଡରେ ପଡ଼ି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ବୁରୋବାହାଲ ଗ୍ରାମର ଭାବଗ୍ରାହୀ ପୁଟେଲ। ସୂଚନା ଅନୁସାରେ, କଣ୍ଟାବାଞ୍ଜି-ବଙ୍ଗୋମୁଣ୍ଡା ରାସ୍ତାରେ ନିର୍ମାଣାଧୀନ ନୂତନ ମ୍ୟାରେଜ ପ୍ୟାଲେସରେ କାମ କରୁଥିବା ସମୟରେ ଚାରି ମହଲା ଉପରୁ ଏକ ଲୁହା ଛଡ଼ ତଳେ କାମ କରୁଥିବା ଶ୍ରମିକଙ୍କ ମୁଣ୍ଡରେ ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଘଟଣା ପରେ କଣ୍ଟାବାଞ୍ଜି ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅନ୍ୟପଟେ ମୃତ ଶ୍ରମିକଙ୍କ ପରିବାର ପକ୍ଷରୁ ଉଚିତ କ୍ଷତିପୂରଣ ଦାବି କରାଯାଇଛି। ଏହି ଘଟଣା ପରେ ନିର୍ମାଣସ୍ଥଳରେ ଶ୍ରମିକଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ପରିବାର ପକ୍ଷରୁ ଅଭିଯୋଗ ହୋଇଛି ଯେ, ନିର୍ମାଣ କାମ କରୁଥିବା ମାଲିକ ଶ୍ରମିକଙ୍କୁ ଆବଶ୍ୟକ ସୁରକ୍ଷା ସରଞ୍ଜାମ ବା ସେଫ୍ଟି କିଟ୍ ଯୋଗାଇ ଦେଇନଥିଲେ। ଏପରିକି ଶତାଧିକ ଶ୍ରମିକ ବିନା ସୁରକ୍ଷା ହେଲମେଟ୍ ଓ ଅନ୍ୟାନ୍ୟ ସରଞ୍ଜାମରେ କାମ କରୁଥିବା ଜଣାପଡ଼ିଛି। ତେବେ ଶ୍ରମିକଙ୍କ ସୁରକ୍ଷା ପ୍ରତି ଅବହେଳା ଯୋଗୁଁ ଏଭଳି ଅଘଟଣ ଘଟିଲା କି, ତାହା ପୁଲିସ ତଦନ୍ତ ପରେ ସ୍ପଷ୍ଟ ହେବ। ନିର୍ମାଣସ୍ଥଳରେ ସୁରକ୍ଷା ନିୟମ ପାଳନ ହେଉଥିଲା କି ନାହିଁ, ଏବେ ତାହା ତଦନ୍ତର ପ୍ରମୁଖ ବିଷୟ ପାଲଟିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026
  ଜିଲ୍ଲା  
ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   05-Nov-2026
  ଜିଲ୍ଲା  
ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   05-Nov-2026
  ରାଜ୍ୟ  
ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   05-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ   05-Nov-2026
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026

You Might Also Like