-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||     

HOME   ଜିଲ୍ଲା

ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ

05-Nov-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର ): ଆଜି ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ପିସିସିର ଏକ ଟିମ୍ ଗଞ୍ଜାମ ଜିଲ୍ଲାର ବନ୍ୟା ପ୍ରପୀଡ଼ିତ ଅଞ୍ଚଳ ଗଞ୍ଜା, ଛତ୍ରପୁର, ପୁରୁଷୋତ୍ତମପୁର, ଆସ୍କା, କବିସୂର୍ଯ୍ୟନଗର ଗସ୍ତ କରି ତଥ୍ଯ ଅନୁଧ୍ୟାନ କରିଥିଲେ । ଭୟଙ୍କର ବନ୍ୟା ପରର ଦୃଶ୍ୟ ଅତ୍ୟନ୍ତ ହୃଦବିଦାରକ ଥିଲା । ଲୋକଙ୍କ ଘର ଭାଙ୍ଗିରୁଜି ଯାଇଛି, ସାଇତି ରଖିଥିବା ଖାଦ୍ୟଶସ୍ୟ ବନ୍ୟା ପାଣିରେ ନଷ୍ଟ ହେଇଯାଇଛି । ପିଲାଙ୍କ ବହିଖାତା ସବୁ ନଷ୍ଟ ହେଇ ଯାଇଛି । କୋଉଠି ବୁଢ଼ୀ ମାଉସୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ନ ପାଇ ଝାଟି ମାଟି ଘର ସଜାଡିବାରେ ଲାଗିଛି ତ ଆଉ କୋଉଠି ଯୁକ୍ତ ଦୁଇ ପଢୁଥିବା ସରସ୍ୱତୀ ଭିଜା ବହିରୁ ଭବିଷ୍ୟତ ଖୋଜୁଥିଲା । ନବରତ୍ନପୁରରେ ବନ୍ୟା ମାଡରେ ବଡ଼ବଡ଼ କୋଠା ଭୁଶୁଡ଼ି ପଡ଼ିଛି । ଅଧିକାଂଶ ସ୍ଥାନରେ ବିଜୁଳି ସଂଯୋଗ ବିଚ୍ଛିନ୍ନ ହୋଇଥିବା ବେଳେ ସେମାନଙ୍କ ପାଖକୁ ମହମବତୀଟେ ବି ଯୋଗାଇ ଦିଆଯାଇ ପାରୁନି । ଧାନ ଚାଷ ସମେତ ପନିପରିବା ଫସଲ ସଂପୂର୍ଣ୍ଣ ଉଜୁଡ଼ି ଯାଇଛି । ଗାଈ, ବଳଦ, ଛେଳି, ମେଣ୍ଢା, ମଇଁଷି, କୁକୁଡ଼ା, ବତକ ଆଦି ଜୀବଜନ୍ତୁ ମଧ୍ଯ ବନ୍ୟା ଦୁର୍ଦ୍ଦଶାରୁ ବର୍ତ୍ତିପାରି ନାହାନ୍ତି ।

ଏତେ ସବୁ ଘଟଣା ଘଟିଗଲା ପରେ ବି ସରକାରଙ୍କ ସ୍ଥାଣୁତା ସରକାରଙ୍କ ଅପାରଗତାକୁ ପଦାରେ ପକାଇଛି । ବନ୍ୟା ପ୍ରପୀଡିତ ଲୋକଙ୍କ ପାଖରେ ଏ ପର୍ଯ୍ୟନ୍ତ ଠିକ୍ ଭାବରେ ରନ୍ଧା ଖାଦ୍ୟ ପହଞ୍ଚାଇବାରେ ସରକାର ବିଫଳ । ବିଶୁଦ୍ଧ ପାନୀୟ ଜଳ ଲୋକଙ୍କ ପାଖରେ ପହଞ୍ଚି ପାରି ନାହିଁ । ଅଞ୍ଚଳର ଅବସ୍ଥା ଦେଖି ଜଣାପଡୁଛି ସରକାର ବନ୍ୟା ପୀଡ଼ିତାଙ୍କୁ ମ୍ୟାଲେରିଆ, ଡାଇରିଆ ଓ ଚର୍ମ ରୋଗ ଭଳି ଘାତକ ଅବସ୍ଥାକୁ ଠେଲି ଦେଉଛନ୍ତି । ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟ ଜନକ । ଏହି ସମୟରେ ମୁଖ୍ୟମନ୍ତ୍ରୀ ଅଥବା ଦୁଇ ଦୁଇ ଜଣ ମୁଖ୍ୟମନ୍ତ୍ରୀଙ୍କ ଭିତରୁ କେହି ବି ଜଣେ ଲୋକଙ୍କ ଦୁଃଖ ବୁଝିବା ପାଇଁ ସମୟ ନ ଥିଲା ବେଳେ ଲୋକ ଦେଖାଣିଆ ଲୋକତନ୍ତ୍ର ବଞ୍ଚେଇବା ପାଇଁ ନାଟକ ବାଜି କରୁଛନ୍ତି । ଦୁର୍ଭାଗ୍ୟର କଥା ନା ମୁଖ୍ୟମନ୍ତ୍ରୀ କୋଟିଆକୁ ବଞ୍ଚେଇ ପାରିଲେ ନା ଗଂଜାମ ଜିଲ୍ଲାକୁ ବନ୍ୟାରୁ ବଞ୍ଚେଇ ପାରିଲେ । ଯଦି ସରକାର ବନ୍ୟା ସମ୍ପର୍କିତ ଆଗୁଆ ସୂଚନା ଅଞ୍ଚଳବାସୀଙ୍କୁ ଜଣେଇ ପାରିଥାନ୍ତେ ଓ ତଳିଆ ଅଞ୍ଚଳର ଲୋକଙ୍କୁ ଠିକଣା ସମୟରେ ସ୍ଥାନାନ୍ତର କରିଥାନ୍ତେ, ଆଜି ଗଞ୍ଜାମ ଜିଲ୍ଲା ବାସୀଙ୍କୁ ଏଭଳି ଦୁର୍ଦ୍ଦିନରେ ସମ୍ମୁଖୀନ ହେବାକୁ ପଡି ନ ଥାଆନ୍ତା।ସରକାର ତୁରନ୍ତ ମୃତ ଚାଷୀଙ୍କ ପରିବାରଙ୍କୁ ୨୦ ଲକ୍ଷ ଟଙ୍କାର କ୍ଷତି ପୂରଣ ଦିଅନ୍ତୁ, ଉଜୁଡ଼ି ଯାଇଥିବା ଶସ୍ୟର ଏମଏସପି ଆଧାରିତ ୫୦ ପ୍ରତିଶତ କ୍ଷତି ପୂରଣ ଦିଅନ୍ତୁ । ଗୃହ ଭାଙ୍ଗିଥିବା ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତୁରନ୍ତ ସହାୟତା ଯୋଗାଇ ଦିଅନ୍ତୁ । ପ୍ରତି

ଭିଜା ବହିରୁ ଭବିଷ୍ୟତ ଖୋଜୁଛି ସରସ୍ୱତୀ

ବନ୍ୟା ପ୍ରଭାବିତ ଗାଁ ଏବଂ ପଡାରେ ଅସ୍ଥାୟୀ ପ୍ରସାଶନିକ ସହାୟତା କେନ୍ଦ୍ର ତୁରନ୍ତ ଖୋଲନ୍ତୁ । ଲୋକଙ୍କୁ ଯୁଦ୍ଧ କାଳୀନ ଭିତ୍ତିରେ ରନ୍ଧା, ଶୁଖିଲା ଖାଦ୍ୟ, ପାନୀୟ, ଔଷଧାଦିର ଆବଶ୍ୟକୀୟ ଜିନିଷ ତୁରନ୍ତ ଯୋଗାଇ ଦିଅନ୍ତୁ ବୋଲି ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ସରକାରଙ୍କ ପାଖରେ ଦାବି ରଖିଛନ୍ତି । 

ଏଇ ଟିମରେ ରାଜ୍ୟ କଂଗ୍ରେସ ସେବାଦଳ ଅଧ୍ୟକ୍ଷ ଶୁଭେନ୍ଦୁ ମହାନ୍ତି, ଗଣମାଧ୍ୟମ ବିଭାଗ ମୁଖ୍ୟ ଅରବିନ୍ଦ ଦାସ, ସାଧାରଣ ସମ୍ପାଦକ ସତ୍ୟବ୍ରତ ନାୟକ, ସୋନାଲି ସାହୁ, ଦେବକାନ୍ତ ଶର୍ମା, ରାଜ୍ଯ ମୁଖପାତ୍ର ଡ. ମନୀଷା ଦାସ ପଟ୍ଟନାୟକ, ଗଂଜାମ (ପୂର୍ବ) ସଭାପତି ରଶ୍ମି ରଞ୍ଜନ ପଟ୍ଟନାୟକ, ପଶ୍ଚିମ ସଭାପତି ଦଣ୍ଡପାଣି ପାତ୍ର, ଅଶୋକ ପଟ୍ଟନାୟକ, ସାକା ସୁଜିତ୍ କୁମାର ପ୍ରମୁଖ ଉପସ୍ଥିତ ଥିଲେ । ଆସନ୍ତାକାଲି ଉକ୍ତ ଟିମ୍ ବନ୍ୟା ପ୍ରପୀଡ଼ିତ ଭଞ୍ଜ ନଗର, ସୋରଡ଼ା, ଧରାକୋଟ, ଜହଡା, ସିଂଘିପୂର୍ ଆଦି ଅଞ୍ଚଳ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026
  ଜିଲ୍ଲା  
ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026
  ଜିଲ୍ଲା  
ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   05-Nov-2026
  ଜିଲ୍ଲା  
ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   05-Nov-2026
  ରାଜ୍ୟ  
ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   05-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ   05-Nov-2026
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026

You Might Also Like