-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"

06-Nov-2026



ବଲାଙ୍ଗୀର(ପ୍ରେରଣା ଖବର):ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୬ ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ ଶେଖର ମିଶ୍ର ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲବାର ଯୋଗ ଦେଇ ଚଳିତ ବର୍ଷର ମୁଖ୍ୟ ବିଷୟବସ୍ତୁ ‘ସମୃଦ୍ଧ ଭାଷା ଓ ସମୃଦ୍ଧ ଓଡ଼ିଶା’ ଉପରେ  ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ କରିବା ସହ ଶିକ୍ଷା କେବଳ ପାଠ୍ୟ ପୁସ୍ତକ ମଧ୍ୟରେ ସୀମିତ ନୁହେଁ।ଗୀତ,ନୃତ୍ୟ,ଚିତ୍ରାଙ୍କନ,ବକ୍ତୃତା, କୁଇଜ,ନାଟକ ଓ ବିଭିନ୍ନ ସୃଜନଶୀଳ କାର୍ଯ୍ୟକଳାପ

ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ ବୋଲି ନିଜ ବକ୍ତବ୍ୟରେ କହିଥିଲେ।ସମ୍ମାନୀତ ଅତିଥି ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର ପଣ୍ଡା, ସୁଶ୍ରୀ ରୀନା କୁମାରୀ ବେହେରା,ସେବାଶ୍ରୀ ଭୋଇ, ସ୍ଥାନୀୟ ବିଦ୍ୟାଳୟ ର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ସ୍ୱରୂପା ମଞ୍ଜରୀ ସାମନ୍ତରା ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀ ଙ୍କୁ ମାର୍ଗଦର୍ଶନ କରିଥିଲେ।ଜିଲ୍ଲାର ୧୪ଗୋଟି ବ୍ଲକ ରୁ ୫୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କ ସହ ବହୁ ସଂଖ୍ୟାରେ ଗାଇଡ଼ ଶିକ୍ଷକ ଓ ଗାଇଡ଼ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ।ଏହି ଅବସରରେ ପ୍ରବନ୍ଧ,ସୁନ୍ଦର ହସ୍ତାକ୍ଷର,ତର୍କ, ଚିତ୍ରାଙ୍କନ,କୁଇଜ୍‌,ବକ୍ତୃତା,ପିଏମ ପୋଷଣ ଚିତ୍ରକଳା,ଶିଳ୍ପକଳା, ସଙ୍ଗୀତ ଓ ଦଳଗତ ସାଂସ୍କୃତିକ ପ୍ରତିଯୋଗିତାରେ ଛାତ୍ରଛାତ୍ରୀ ଭାଗନେଇ ନିଜର ପ୍ରତିଭା ଓ ସୃଜନଶୀଳତା ପ୍ରଦର୍ଶନ କରିଥିଲେ।ଦ୍ଵିତୀୟ ଅଧିବେଶନ ରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା ଯୋଗଦେଇ ନିଜ ବକ୍ତବ୍ୟରେ ଭଲ ମଣିଷ ହେବା ପାଇଁ ଜ୍ଞାନ ସହିତ ଶୃଙ୍ଖଳା, ସୃଜନଶୀଳତା,ନୈତିକତା, ସହଯୋଗ ଓ ନେତୃତ୍ୱ ଗୁଣ ର ଆବଶ୍ୟକତା ରହିଛି।ଏହି ସବୁ ଗୁଣ ର ବିକାଶ ପାଇଁ ସୁରଭି ଏକ ଉପଯୁକ୍ତ ମଞ୍ଚ ବୋଲି କହିଥିଲେ।ବିଶିଷ୍ଟ ଅତିଥି ଭାବେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତରଣୀ ସୁନା ଯୋଗଦେଇ ନିଜ ବକ୍ତବ୍ୟରେ ପ୍ରତ୍ୟେକ ଶିଶୁ ର ପ୍ରତିଭାକୁ ଚି଼ହ୍ନଟ କରି ତାକୁ ଉପଯୁକ୍ତ ସୁଯୋଗ ଓ ମାର୍ଗଦର୍ଶନ ଦେଲେ ପ୍ରତ୍ୟେକ ଶିଶୁ ନିଜର ସ୍ବପ୍ନକୁ ସାକାର କରିବାର

ସୁଯୋଗ ପାଇବେ ବୋଲି କହିଥିଲେ।କାର୍ଯ୍ୟକ୍ରମ ର ସଂଯୋଜନା ଅଳକା ଦାଶ ଓ ଶୈଳେନ୍ଦ୍ରି ପରିଡା କରିଥିବା ବେଳେ ପ୍ରଧାନ ଶିକ୍ଷକ ନବଘନ ସାହୁ ଧନ୍ୟବାଦ ଦେଇଥିଲେ।ଏହି ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ର ପ୍ରତ୍ୟେକ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ଟ୍ରଫି ଓ ମାନପତ୍ର ପ୍ରଦାନ କରାଯାଇଥିଲା।।ଏହି କାର୍ଯ୍ୟକ୍ରମ ରେ ସମସ୍ତ ସିଆରସିସି,ଶିକ୍ଷକ ଶିକ୍ଷୟତ୍ରୀ ଓ ଶିକ୍ଷା କର୍ମଚାରୀଙ୍କ ସହ ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026

You Might Also Like