-+91-9937148622 |

prerana_bgr@rediffmail.com |

  Saturday 7th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||     

HOME   ଅପରାଧ

ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ

07-Nov-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ସରକାରୀ ଶିଳ୍ପ ତାଲିମ କେନ୍ଦ୍ର (ଆଇଟିଆଇ)ର ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କୁ ୩୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗିରଫ କରିବା ପରେ ତାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠାବ ପାଇଁ ବିଭିନ୍ନ ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା।

ଚଢ଼ାଉ ସମୟରେ ଶ୍ରୀ ଦଳବେହେରା ଓ ତାଙ୍କ ପରିବାର ସଦସ୍ୟଙ୍କ ନାମରେ ଥିବା ବହୁ ସମ୍ପତ୍ତିର ସନ୍ଧାନ ମିଳିଛି।

ଭିଜିଲାନ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଠାବ ହୋଇଥିବା ସମ୍ପତ୍ତି ମଧ୍ୟରେ ରହିଛି:
୧. ଦୁଇଟି କୋଠା, ଯାହା ମଧ୍ୟରୁ ରାଉରକେଲାରେ ଗୋଟିଏ ଦୁଇ ମହଲା ବିଶିଷ୍ଟ କୋଠା ରହିଛି।
୨. ରାଉରକେଲା, ସୁନ୍ଦରଗଡ଼, ଜଟଣୀ, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ାରେ ମୋଟ ୧୧ଟି ମୂଲ୍ୟବାନ ପ୍ଲଟ୍।
୩. ୨୬୩ ଗ୍ରାମ ସୁନା ଅଳଙ୍କାର ଓ ପ୍ରାୟ ୨ କେଜି ୫୦୦ ଗ୍ରାମ ରୁପା ଅଳଙ୍କାର।
୪. ନଗଦ ୫ ଲକ୍ଷ ୧୬ ହଜାର ଟଙ୍କା।

୫. ଗୋଟିଏ ହୁଣ୍ଡାଇ ଚାରିଚକିଆ ଗାଡ଼ି ଓ ୩ଟି ଦୁଇଚକିଆ ଯାନ।

ସୂଚନାଯୋଗ୍ୟ, ସରକାରୀ ଆଇଟିଆଇରେ କାର୍ଯ୍ୟରତ ଅତିଥି ପ୍ରଶିକ୍ଷକମାନଙ୍କ ଚାକିରି ଅବ୍ୟାହତ ରଖିବା ଏବଂ ନିୟମିତ ଦରମା ପ୍ରଦାନ ପାଇଁ ସେମାନଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଥିଲା।
ସୁରେଶ କୁମାର ଦଳବେହେରାଙ୍କୁ ଗିରଫ କରାଯାଇ ଆଜି ବଲାଙ୍ଗୀର ଭିଜିଲାନ୍ସ ସ୍ୱତନ୍ତ୍ର ଅଦାଲତରେ ହାଜର କରାଯିବ। ଏହି ଘଟଣାର ତଦନ୍ତ ଜାରି ରହିଛି ।
ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ତଦନ୍ତ ଜାରି ରହିଥିବାରୁ ଠାବ ହୋଇଥିବା ସମ୍ପତ୍ତି ସମ୍ପର୍କରେ ଅଧିକ ତଥ୍ୟ ପରବର୍ତ୍ତୀ ସମୟରେ ସାମ୍ନାକୁ ଆସିପାରେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026
  ଜିଲ୍ଲା  
ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   07-Nov-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026
  ଜିଲ୍ଲା  
ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   07-Nov-2026
  ଜିଲ୍ଲା  
ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                           07-Nov-2026

You Might Also Like