-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||     

HOME   ଜିଲ୍ଲା

ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ

10-Nov-2026



ବରପାଲି(ସୁଦାମ ଦୀପ): ବରପାଲି ଜଗବନ୍ଧୁ ଦାଶ ମହିଳା ମହାବିଦ୍ୟାଳୟ ପରିସରରେ ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକଙ୍କ ୧୪୩ ତମ ଓ  ଶ୍ରୀମତୀ ଜମ୍ବୁବତୀ ଦେବୀଙ୍କ ୧୪୧ ତମ ଜନ୍ମ ଜୟନ୍ତୀ ପାଳିତ ହୋଇ‌ଯାଇଛି।  ମହାବିଦ୍ୟାଳୟ ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ସଭାପତିତ୍ବରେ ପରିଚାଳିତ ସଭାକୁ ଓଡିଆ ଅଧ୍ୟାପକ ଯତୀନ୍ଦ୍ର କୁମାର ସାହୁ ପରିଚାଳନା ସହ ପରିଚୟ ପ୍ରଦାନ କରିଥିଲେ। ମୁଖ୍ୟବକ୍ତା ଭାବେ ଜଗବନ୍ଧୁ ଦାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କୁମାର ମେହେର, ମୁଖ୍ୟଅତିଥି ଭାବେ ମହାବିଦ୍ୟାଳୟ ପ୍ରତିଷ୍ଠାତା ଅନ୍ତର୍ଯ୍ୟାମୀ ପଣ୍ଡା ଯୋଗ ଦେଇଥିଲେ। ଅତିଥି ମାନେ ମହାନ ସଂଗ୍ରାମୀ ଭାଗିରଥୀ ପଟ୍ଟନାୟକ ଓ ଜମ୍ବୁବତୀ ପଟ୍ଟନାୟକଙ୍କ ଐତିହାସିକ ପୃଷ୍ଠ ପିଟିକା ଉପରେ ଆଲୋଚନା କରିଥିଲେ। ସଭା ପ୍ରାରମ୍ଭରୁ ସଂଗ୍ରାମୀ ଦ୍ଵୟଙ୍କ  ପ୍ରତିମୂର୍ତ୍ତୀରେ ପୁଷ୍ପ ମାଲ୍ୟାର୍ପଣ  ସହ ଦ୍ଵୀପ ପ୍ରଜ୍ବଳନ ମାଧ୍ୟମରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା।  ପରେ  ଛାତ୍ରୀ ମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ଓ ସମାପ୍ତି ସଙ୍ଗୀତ ଗାନ କରାଯାଇଥିଲା। ପୁର୍ବରୁ  ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତିତ୍ୱ ହାସଲ କରିଥିବା ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ଅବସରରେ ମହାବିଦ୍ୟାଳୟ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏଥିରେ ସାମିଲ ହୋଇଥିଲେ।ପରିଶେଷରେ ଅଧ୍ୟାପକ ନେପାଲ ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026

You Might Also Like