-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||     

HOME   ଜିଲ୍ଲା

ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର

10-Nov-2026



ବିନିକା (ହିମାଂଶୁ ଶେଖର ପୁଟେଲ)ବିନିକା କଂସାରୀପଡ଼ା ସ୍ଥିତ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଗିରି ଗୋବର୍ଦ୍ଧନ ପୂଜା ମହାଆଡ଼ମ୍ବରରେ ମଙ୍ଗଳବାର ପାଳିତ ହୋଇଛି। ସକାଳୁ କଂସାରୀପଡ଼ା ସ୍ଥିତ ମାଁ ପୂର୍ଣ୍ଣମାସି (ବ୍ରଜବିହାରୀ) ମନ୍ଦିରରୁ ରାଧାକୃଷ୍ଣ ଓ ଘୁଣ୍ଡୁ ଗୋପାଳଙ୍କୁ ବାଦ୍ୟ ବାଜଣା ସହ ଆଣି ସ୍ଥାନୀୟ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ରୀତିନୀତି ଅନୁସାରେ ପୂଜା କରାଯାଇଥିଲା।ପୂଜା ପରେ କମିଟି ସଭାପତି ମନୋଜ ଦାସ ଓ ସମ୍ପାଦକ ପଦ୍ମଲୋଚନ ଦାସଙ୍କ ନେତୃତ୍ୱରେ ଶତାଧିକ ଭକ୍ତ ଘଣ୍ଟ, ଶଙ୍ଖ ଧ୍ୱନିରେ ପ୍ରଭୁଙ୍କୁ ଏକ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରାଇ ଯୋଗେଶ୍ୱର ମନ୍ଦିର ନିକଟ ବନଦୁର୍ଗା ପ୍ରାଙ୍ଗଣକୁ ପହଞ୍ଚିଥିଲେ। ସହରର ବିଭିନ୍ନ ଛକରେ ଭକ୍ତମାନେ ପ୍ରଭୁଙ୍କୁ ଦର୍ଶନ କରି ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।ସେଠାରେ ପୂଜକ ସର୍ବେଶ୍ୱର ପୁରୋହିତ ଓ ମାନଭଞ୍ଜନ ପୂଜାରୀଙ୍କ ଦ୍ୱାରା ଗୋବର୍ଦ୍ଧନ ପୂଜା କାର୍ଯ୍ୟ ମହା ଆଡ଼ମ୍ବର ପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଥିଲା। ଏଥିରେ କର୍ତ୍ତା ଭାବେ କୃଷ୍ଣଚନ୍ଦ୍ର ଦାସ ଓ ତାଙ୍କ ଧର୍ମପତ୍ନୀ ଦାୟିତ୍ୱ ନିର୍ବାହ କରିଥିଲେ।ଏହି ଅବସରରେ ଭଗବାନଙ୍କୁ ଛପନ ଭୋଗ ବା ଅନ୍ନକୂଟ ଲାଗି କରାଯାଇ ଗୋମାତାଙ୍କୁ ପୂଜା କରାଯାଇଥିଲା। ପୂଜା ପରେ ଭକ୍ତମାନଙ୍କ ମଧ୍ୟରେ ପ୍ରସାଦ ବଣ୍ଟନ କରାଯାଇଥିଲା।
ସଂଘର ସଦସ୍ୟ ରଘୁନାଥ ମାହାଣା,ଶିବଶଙ୍କର ଦାସ,ଜୟନାରାୟଣ ସାହୁ,ଦେବାଂଶୁ ସାହୁ, ସୀତାରାମ ମାହାଣା,ସୀତାରାମ ଦାସ,ସଂଜୟ ସାହୁ,ବବଲୁ ସାହୁ,ନିତ୍ୟ ଗୋବିନ୍ଦ ସାହୁ, ରଣଜିତ୍ ମାହାଣା,ବଣ୍ଟି ସାହୁ,ସାଜିତ୍ ସାହୁ,ରାମଚନ୍ଦ୍ର ଦାସ,ରମାକାନ୍ତ ଦାସ୍,ରାଜେନ୍ଦ୍ର ମାହାଣା ପ୍ରମୁଖଙ୍କ ସମେତ ସମସ୍ତ ସଦସ୍ୟ ସହଯୋଗ କରିଥିଲେ। ସେହିପରି ଅନ୍ୟ ପକ୍ଷରେ ଗୁଲୁଣ୍ତା,ଜାମଛାପର,ଘାଟି ଜାମପାଲି,ତେଲିପାଲି,ଅଏଁଲାମୁଣ୍ଡା,ନାରାଣଟିକିରା ପ୍ରଭୃତି ସ୍ଥାନରେ ଗିରି ଗୋବର୍ଦ୍ଧନ ପୂଜା ମହାସମାରୋହରେ ପାଳିତ ହୋଇଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026

You Might Also Like