-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||     

HOME   ଜିଲ୍ଲା

କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ

10-Nov-2026



(ମିହିର ଶଙ୍କର ପାତ୍ର)
ଡାବୁଗାଁ କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଉନ୍ନୟନ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ଉନ୍ନୟନ କମିଟିର ସଭାପତି  ତଥା ଡାବୁଗାଁ ତହସିଲଦାର ହରି ଅମ୍ ଭୋଇ, ସଂପାଦକ ଦେବରାଜ ପାତ୍ର, କୋଷାଧ୍ୟକ୍ଷ ଜି ସାଇ ରାଜୁ, ସୁରେନ୍ଦ୍ର ମିଶ୍ର, ପୁର୍ବତନ ବ୍ଲକ ଅଧ୍ୟକ୍ଷ ବଂଶୀଧର ମାଝୀ, ଭଗବାନ ମହାନ୍ତି,  ପୁର୍ବତନ ସରପଞ୍ଚ ଧର୍ମାନନ୍ଦ ନାୟକ, ଭାଗୀରଥି ମାଝି, ପଦ୍ମ ଚରଣ ମାଝି, ସପନ ମାଝୀ, ନରସିଂହ ଭତ୍ରା, ପୋଲିସ ଏସଆଇ ମହେଶ୍ୱର ବଡବୁଡ଼ିଆ, ଡାବୁଗାଁ ରାଜସ୍ୱ ନିରୀକୟକ, ଅଗ୍ନିଶମ ବିଭାଗର କର୍ମଚାରୀ ମାନେ, ମନ୍ଦିର ପୂଜାରୀ ମାନେ ଏବଂ ସ୍ଥାନୀୟ ଅଞ୍ଚଳ ଭକ୍ତମାନେ ଉପସ୍ଥିତ ଥିଲେ। ବୈଠକକୁ ପରିଚାଳନା କହିଥିଲେ କେଲିଆ ମନ୍ଦିର ଉନ୍ନୟନ କମିଟିର ସଂପାଦକ ଦେବରାଜ ପାତ୍ର। ଶାନ୍ତି ଶୃଙ୍ଖଳାରେ କିଭଳି କାର୍ତ୍ତିକ ପୂର୍ଣ୍ଣିମା ପାଳନ ହେବ ଏହା ଉପରେ ବ୍ୟାପକ ଭାବେ ଆଲୋଚନା ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026

You Might Also Like