-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||     

HOME   ଜିଲ୍ଲା

ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

11-Nov-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ମକୁନ୍ଦପୁର ଗ୍ରାମପଞ୍ଚାୟତର ଭୀମଡୁଙ୍ଗୁରୀ ପର୍ଯ୍ୟଟନସ୍ଥଳୀଠାରେ ଚାଲିଥିବା ଦ୍ୱାଦଶ ଭୀମପାହାଡ ମହୋତ୍ସବର ତୃତୀୟସଂଧ୍ୟାରେ କଂସଦରବାର ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ ମଞ୍ଚ ଦୁଲୁକିଛି । ଲୋକକଳା,ସଂସ୍କୃତି,ଐତିହ୍ୟ ଓ ପରମ୍ପରାର ପ୍ରତୀକସ୍ୱରୂପ ଭୀମପାହାଡ ମହୋତ୍ସବରେ ଅଞ୍ଚଳବାସୀ ସମ୍ମିଳିତ ହୋଇ ମହୋତ୍ସବକୁ ପାଳନ କରୁଛନ୍ତି । ଭୀମପାହାଡ ମହୋତ୍ସବ କମିଟି,ଗିରିଗୋବର୍ଦ୍ଧନ ପୂଜାକମିଟି ପକ୍ଷରୁ ଆୟୋଜିତ ଏହି ମହୋତ୍ସବରେ ବିଶିଷ୍ଟ କଳାକାର ରବିନ୍ଦ୍ରକୁମାର ସାହୁ ଓ ଟିମଙ୍କର କଂସଦରବାର ଖୁବ ଆକର୍ଷିତ କରୁଛି । 

୨୪ ପ୍ରହରୀ ନାମଯଜ୍ଞ ଓ ନାମସଂକିର୍ତ୍ତନ୍ୟ ଚାଲିଥିବା ବେଳେ କଂସଦରବାର ସହ ସାଂସ୍କୃତିକବିଚିତ୍ରା କାର୍ଯ୍ୟକ୍ରମ ଚାଲୁରହିଛି । ମୀନାବଜାର ସହ କୃଷିମେଳା ହଜାର ହଜାର ଦର୍ଶକଙ୍କ ମନମୋହୁଛି ।
 ଆଜି ତୃତୀୟଦିବସର ଦିନବେଳା ସାମାଜିକ ଅନୁଷ୍ଠାନ ମା ମାହେଶ୍ୱରୀ ସେନା ପକ୍ଷରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଓ ମହାନଦୀ ନେତ୍ରଚିକିତ୍ସାଳୟ,ପଣ୍ଡାପାଲି ପକ୍ଷରୁ ମାଗଣା ଚକ୍ଷୁଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗୀର ଜିଲ୍ଲା ମୁୁଖ୍ୟଚିକିତ୍ସାଅଧିକାରୀ ତଥା ଜନସ୍ୱାସ୍ଥ୍ୟଅଧିକାରୀ ଡ.ପୁଷ୍ପାଞ୍ଜଳି ମିଶ୍ର ମୁଖ୍ୟଅତିଥି ଭାବରେ ଯୋଗଦେଇ ଏହି ସ୍ୱାସ୍ଥ୍ୟ ଶିବିରକୁ ଉଦଘାଟନ କରିଥିଲେ । ଏଥିରେ ମୋଟ ୩୫ ୟୁନିଟ ରକ୍ତସଂଗ୍ରହ କରାଯାଇଥିବା ବେଳେ ୧୪୦ରୁ ଉର୍ଦ୍ଧ୍ୱଲୋକଙ୍କର ଚକ୍ଷୁପରୀକ୍ଷା କରାଯାଇଥିଲା । ବଲାଙ୍ଗୀର ରକ୍ତଭଣ୍ଡାରର କର୍ମଚାରୀମାନେ ରକ୍ତସଂଗ୍ରହରେ ସହଯୋଗ କରିଥିବା ବେଳେ ମହାନଦୀ ନେତ୍ରଚିକିତ୍ସାଳୟର ଡାକ୍ତରମାନେ ଚକ୍ଷୁ ପରୀକ୍ଷା କରିଥିଲେ । ମାହେଶ୍ୱରୀସେନାର ବଲାଙ୍ଗୀର ଜିଲ୍ଲା ସଭାପତି ମନୋଜ କରନ,ରମାକାନ୍ତ ମେଶ୍ୱା,ସୁରେଶ କମ୍ପ,ଯୁଗଲାଲ ପଧାନ,ଜିତୁ ଚାଉଲିଆ,ପ୍ରଶାନ୍ତ ପଧାନ,ଆନନ୍ଦ ଡାଙ୍ଗ,ଆଜାଦ କଲତା,ସୁନିଳ ପଧାନ,ଅବିନାଶ କମ୍ପ ଓ ଗଜାନନ ପଧାନଙ୍କ ନେତୃତ୍ୱରେ ବହୁସଂଖ୍ୟାରେ ଯୁବକମାନେ ସାମିଲ ହୋଇଥିଲେ । ଏହି କାର୍ଯ୍ୟକ୍ରମରେ ମହୋତ୍ସବ କମିଟିର ଅଧ୍ୟକ୍ଷ ଲକ୍ଷ୍ମଣକୁମାର ମେହେର,ସଭାପତି ପ୍ରମୋଦ ବହିଦାର,ସଂପାଦକ ଗୋବର୍ଦ୍ଧନ ସାହୁ,କୋଷାଧ୍ୟକ୍ଷ ଅଭିମନ୍ୟୁ ମାଝୀ,ଉପଦେଷ୍ଟା ଶୈଳେନ୍ଦ୍ର ସାହୁ, ଦୟାସାଗର ମହାକୁର, ରାଜେଶ ନାଏକ, ନନ୍ଦିକିଶୋର ନାଏକ ପ୍ରମୁଖଙ୍କ ସହିତ ଅନ୍ୟାନ୍ୟ କର୍ମକର୍ତ୍ତାଗଣ ସହଯୋଗ କରିଥିଲେ ।
 ସଂଧ୍ୟାରେ ପ୍ରତିଦିନଭଳି ଭଜନସଂଧ୍ୟା କାର୍ଯ୍ୟକ୍ରମ ପରେ ରବିନ୍ଦ୍ର  ସାହୁ ଓ ସାଥିଙ୍କ ଦ୍ୱାରା କଂସଦରବାର କରାଯାଇଥିଲା । ମହୋତ୍ସବ କମିଟିର ସଭାପତି ପ୍ରମୋଦ ବହିଦାରଙ୍କ ସଭାପତିତ୍ୱ ଓ ଅଧ୍ୟକ୍ଷ ଲକ୍ଷ୍ମଣକୁମାର ମେହେରଙ୍କ ସଂଯୋଜନାରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ତୃତୀୟଦିନରେ ମୁଖ୍ୟଅତିଥି 

ଦେଓଗାଁ ବିଡିଓ  ପ୍ରିୟରଞ୍ଜନ କୁମାର ଓ ବରେଣ୍ୟ ଅତିଥି ସଦର ଏସଡିପିଓ ସରୋଜକୁମାର ଉପାଧ୍ୟକ୍ଷାୟ  ଯୋଗଦେଇଥିଲେ । ଏହି ଅବସରରେ ଦେଓଗାଁ ବିଡିଓ ତଥା କଳାକାର ପ୍ରିୟରଂଜନ କୁମ୍ଭାରଙ୍କୁ ଭୀମପାହାଡ ସମ୍ମାନରେ ସମ୍ମାନୀତ କରାଯାଇଥିଲା । ସାଂସ୍କୃତିକବିବିଚିତ୍ରାରେ ବଲାଙ୍ଗୀରର ସଂଜ୍ୟୋତ କଳାକେନ୍ଦ୍ର,କୋସଲ ଫୋକ ଏକାଡେମୀ, ପୁଇଁତଳାର ଘୁଙ୍ଗୁରୁକଳା ପରିଷଦ,ଜରାସିଂହା ପବ୍ଲିକସ୍କୁଲ ଓ ତୁଷୁରାର ତୋଷାଳୀ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ସାଂସ୍କୃତିକ  କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ହଜାର ହଜାର ଦର୍ଶକଙ୍କ ଭିଡ ଲାଗିରହିଥିବା ଦେଖାଯାଇଥିଲା । ଦେଓଗାଁ ଓ ତୁଷୁରା ପୋଲିସ ମୁତୟନ ହୋଇ ଶାନ୍ତିଶୃଙ୍ଖଳା ରକ୍ଷା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026

You Might Also Like