-+91-9937148622 |

prerana_bgr@rediffmail.com |

  Tuesday 17th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   (17-Nov-2026)       ||      ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   (16-Nov-2026)       ||      CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   (16-Nov-2026)       ||      ୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    (16-Nov-2026)       ||      କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   (16-Nov-2026)       ||      ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ    (16-Nov-2026)       ||      *ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   (16-Nov-2026)       ||      ବରପାଳି ଯାଦବ ସମାଜର ମହାନତା   (16-Nov-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   (16-Nov-2026)       ||      *ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   (16-Nov-2026)       ||      *କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   (16-Nov-2026)       ||      କୋକସରା ରେ କେ ଜେ ୟୁ ପକ୍ଷରୁ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ   (16-Nov-2026)       ||      ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର    (16-Nov-2026)       ||      *ଡାବୁଗାଁ ଠାରେ ନୂତନ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରଥମ ଥର ପାଇଁ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ - ୨୦୨୬ ପାଳିତ♦️ -ଚାଞ୍ଚଲ୍ୟକର ଖବର ଅପେକ୍ଷା ବିଶ୍ୱସନୀୟତା ଓ ଦାୟିତ୍ୱବୋଧକ ସାମ୍ବାଦିକତା ଆଜିର ସବୁଠାରୁ ବଡ଼ ଆବଶ୍ୟକତା: ଅତିଥିବୃନ୍ଦ   (16-Nov-2026)       ||      ୧୮ରୁ୨୦ ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ   (16-Nov-2026)       ||      ରୟାଲ ଏକାଡେମୀର ବାର୍ଷିକ କ୍ରୀଡା   (16-Nov-2026)       ||      ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ୬ତମ ବାର୍ଷିକ ପ୍ରତିଷ୍ଠା ଦିବସ ‘ସମର୍ପଣ୍-୨୦୨୬’ ପାଳିତ; ସଂଗଠନକୁ ଆମ୍ବୁଲାନ୍ସ ଯୋଗାଇ ଦେବାକୁ ବଲାଙ୍ଗିର ବିଧାୟକଙ୍କ ଘୋଷଣା   (16-Nov-2026)       ||      ବରିଷ୍ଠ ନାଗରିକ ସଂଘ ର ନିଜସ୍ୱ ଗୃହ ନିର୍ମାଣ ପାଇଁ ଭୂମିପୂଜା ଓ ଭିତ୍ତିପ୍ରସ୍ତର ସ୍ଥାପନ    (16-Nov-2026)       ||     

HOME   ଜିଲ୍ଲା

ୟୋନେକ୍ସ ସନରାଇଜ ଓସବା ୪୦ତମ ସିନିଅର ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ ଉଦଘାଟିତ

12-Nov-2026



ଭୁବନେଶ୍ୱର, ୧୨/୧୧:

 ଭୁବନେଶ୍ୱର ର ପୋଖରୀପୁଟ ସ୍ଥିତ ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମଠାରେ ଆଜିଠାରୁ ଓଡିଶା ରାଜ୍ୟ ବ୍ୟାଡମିଣ୍ଟନ ସଂଘ ଦ୍ୱାରା  ୟୋନେକ୍ସ-ସନରାଇଜ୍ ୪୦ତମ ସିନିୟର ଷ୍ଟେଟ୍ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ ଆରମ୍ଭ ହୋଇଯାଇ ଅଛି। ଓଡିଶା ରାଜ୍ୟ ବ୍ୟାଡମିଣ୍ଟନ ସଂଘ ଏବଂ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗର ସହଯୋଗରେ ଆୟୋଜିତ ଏହି ଚାମ୍ପିୟାନସିପ କୁ ଓସବା ଉପସଭାପତି ତଥା ପ୍ରାକ୍ତନ ବେଡ଼ମିଣ୍ଟନ ଖେଳାଳି କାର୍ତିକ ଦାସ ପ୍ରଦୀପ ପ୍ରଜ୍ବଳନ କରି ଉଦ୍ଘାଟନ କରିଥିଲେ । ଏ ଅବସରରେ  ପ୍ରତିଯୋଗୀତା ର ଅୟୋଜନ  କମିଟି ସଂପାଦକ ସୁରୂଲାଲ ମଟାରି,ପର୍ଯ୍ୟବେକ୍ଷକ କମଳ ଦାସ, ନିର୍ଦେଶକ ଅଜିତ ମହାନ୍ତି, ସଂଯୋଜକ ଜୟପ୍ରକାଶ ଜେନା, ତାରାକାନ୍ତ ଦାସ, ଅବଦୁଲ ହାକିମ ,ପ୍ରତିଯୋଗିତା ମୁଖ୍ୟ ରେଫରି ବିଜୟ ବାଗ ଓ ଓସବା ସଦସ୍ୟ ଶୁଭ୍ରାଂଶୁ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

 ବରିଷ୍ଠ ବର୍ଗର ପୁରୁଷ ଓ ମହିଳା ସିଙ୍ଗଲ୍ସ, ଡବଲ୍ସ ଏବଂ ମିକ୍ସଡ୍ ଡବଲ୍ସ ବିଭାଗରେ ଚାମ୍ପିୟନସିପ ଟାଇଟଲ୍ ପାଇଁ ଲଢେଇ ହେବ । 

ତିନି ଦିନ ଧରି ହେବାକୁ ଥିବା ଏହି ଚାମ୍ପିଅନସିପ ର ପ୍ରଥମ ଦିନ ରେ ୧୪୦ ଗୋଟି ମ୍ୟାଚ ଦ୍ଵିତୀୟ ଦିବସ ରେ  ପାଞ୍ଚ ଗୋଟି ସେମି ଫାଇନାଲ ସହ ଚାଳିଶ ଟି ମ୍ୟାଚ
ଏବଂ ଅନ୍ତିମ ଦିବସ ରେ ବଳକା ପାଞ୍ଚ ଗୋଟି ସେମିଫାଇନାଲ ସହ ସମସ୍ତ ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ ବୋଲି ଅୟୋଜନ କମିଟି ର ସଂପାଦକ ସୁରୁଲାଲ ମଟାରି  ଜଣାଇଛନ୍ତି।ଓସବା ସମ୍ପାଦକ ନିଲିନ କୁମାର ଙ୍କ ପ୍ରତ୍ୟକ୍ଷ  ତତ୍ୱାବଧାନ ରେ ହେଉଥିବା ଏହି ଚାମ୍ପିୟାନସିପ ସମୟରେ ବ୍ୟାଡମିଣ୍ଟନ ମ୍ୟାଚ ପରିଚାଳନା ନିମନ୍ତେ ଏକ ଟେକନିକାଲ ଅଫିସିଆଲ ପରୀକ୍ଷା ଶିବିର  ଅନୁଷ୍ଠିତ ହେଉଛି ଯେଉଁ ଥିରେ କି ସାରା ରାଜ୍ୟ ରୁ ସମୁଦାୟ ୨୮ ଜଣ ପରୀକ୍ଷାର୍ଥୀ ଉଭୟ ଥିଓରୀ ଓ ପ୍ରାକ୍ଟିକାଲ ପରୀକ୍ଷା ଦେଉଛନ୍ତି,ଏହି ପରୀକ୍ଷାର କୃତୀ ପରୀକ୍ଷାର୍ଥୀ ମନେ ଆଗାମୀ ଦିନରେ ଓସବା ରେଫରୀ ପ୍ୟାନେଲ ରେ ଯୋଗଦେବେ ପରୀକ୍ଷା ଶିବିର କୁ ମୁଖ୍ୟରେଫରୀ ବିଜୟ କୁମାର ବାଗ,ଜାତୀୟ ମାନ୍ୟତା ପ୍ରାପ୍ତ ରେଫରି ରିତା ଦାସ ପରିଚାଳନା କରିଥିବାବେଳେ ସହ ସଂଯୋଜକ ଭାବେ ଲକ୍ଷପତି ନନ୍ଦ, ସୁବାଷ କୁମାର ସାହୁ, ସମୀର କୁମାର ସାହୁ ଓ ଅସିତ ପଟ୍ଟନାୟକ ପ୍ରମୁଖ  ଦାୟିତ୍ୱ ତୁଲାଉଛନ୍ତି।
ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ
ଆଜି ଅନୁଷ୍ଠିତ ହେଇଥିବା ମ୍ୟାଚ ମାନ ଙ୍କରେ ପୂର୍ବତନ 

ରାଜ୍ୟ ଚାମ୍ପିୟାନ ତୃତୀୟ ମାନ୍ୟତାପ୍ରାପ୍ତ ଖେଳାଳି ପାରଶ ମାଥୁର ସୁନ୍ଦରଗଡ଼ ର ଅଣ ସିଡେଡ଼ ଖେଳାଳି ଶ୍ରେୟାନ୍ସ ପରିଡା ଙ୍କ ଠାରୁ ୧୫-୧୦,୭-୧୫ ଓ ୧୧-୧୫ ପଏଣ୍ଟ ରେ ତିନୋଟି ସେଟ ରେ ହାରି ପ୍ରତିଯୋଗିତାରୁ ବିଦାୟ ନେଇଛନ୍ତି, ଅନ୍ୟ ମାନଙ୍କ ମଧ୍ୟ ରେ ଟପ ସିଡ ଆରିୟା ମାଝୀ ପଞ୍ଚମ ସିଡ ଦିବ୍ୟମ କେଜେରିୱାଲ ସପ୍ତମ ସିଡ ବାପୁନ ରାଉତ,ଅଂଶୁମାନ ସିଂହ,ଆୟୁସ୍ମାନ ରାୟ,ଜୟକୃଷ୍ଣ ଗରଡ଼ିଆ, ଶ୍ରେୟାନ୍ସ କେଜେରିୱଲ, ସିଭମ ମହତୋ,ମୟଙ୍କ ଭରଦ୍ୱାଜ,ଅରବିନ୍ଦ ସାହୁ, ଆୟୁଷ ଦାସ, କେ ମୂରଲୀକ୍ରୀଷ୍ଣା ପ୍ରମୁଖ ନିଜ ନିଜର ଦ୍ଵିତୀୟ ରାଉଣ୍ଡ ମ୍ୟାଚ ଜିତି ତୃତୀୟ ରାଉଣ୍ଡ କୁ ଉନ୍ନିତ ହୋଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   17-Nov-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   16-Nov-2026
  ଜିଲ୍ଲା  
CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   16-Nov-2026
  ଜିଲ୍ଲା  
୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    16-Nov-2026
  ଜିଲ୍ଲା  
କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   16-Nov-2026
  ଜିଲ୍ଲା  
ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   16-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ   16-Nov-2026
  ଜିଲ୍ଲା  
*ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   16-Nov-2026
  ଜିଲ୍ଲା  
ବରପାଳି ଯାଦବ ସମାଜର ମହାନତା   16-Nov-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   16-Nov-2026
  ଜିଲ୍ଲା  
*ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   16-Nov-2026
  ଜିଲ୍ଲା  
*କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   16-Nov-2026

You Might Also Like