-+91-9937148622 |

prerana_bgr@rediffmail.com |

  Tuesday 17th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   (17-Nov-2026)       ||      ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   (16-Nov-2026)       ||      CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   (16-Nov-2026)       ||      ୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    (16-Nov-2026)       ||      କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   (16-Nov-2026)       ||      ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ    (16-Nov-2026)       ||      *ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   (16-Nov-2026)       ||      ବରପାଳି ଯାଦବ ସମାଜର ମହାନତା   (16-Nov-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   (16-Nov-2026)       ||      *ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   (16-Nov-2026)       ||      *କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   (16-Nov-2026)       ||      କୋକସରା ରେ କେ ଜେ ୟୁ ପକ୍ଷରୁ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ   (16-Nov-2026)       ||      ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର    (16-Nov-2026)       ||      *ଡାବୁଗାଁ ଠାରେ ନୂତନ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରଥମ ଥର ପାଇଁ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ - ୨୦୨୬ ପାଳିତ♦️ -ଚାଞ୍ଚଲ୍ୟକର ଖବର ଅପେକ୍ଷା ବିଶ୍ୱସନୀୟତା ଓ ଦାୟିତ୍ୱବୋଧକ ସାମ୍ବାଦିକତା ଆଜିର ସବୁଠାରୁ ବଡ଼ ଆବଶ୍ୟକତା: ଅତିଥିବୃନ୍ଦ   (16-Nov-2026)       ||      ୧୮ରୁ୨୦ ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ   (16-Nov-2026)       ||      ରୟାଲ ଏକାଡେମୀର ବାର୍ଷିକ କ୍ରୀଡା   (16-Nov-2026)       ||      ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ୬ତମ ବାର୍ଷିକ ପ୍ରତିଷ୍ଠା ଦିବସ ‘ସମର୍ପଣ୍-୨୦୨୬’ ପାଳିତ; ସଂଗଠନକୁ ଆମ୍ବୁଲାନ୍ସ ଯୋଗାଇ ଦେବାକୁ ବଲାଙ୍ଗିର ବିଧାୟକଙ୍କ ଘୋଷଣା   (16-Nov-2026)       ||      ବରିଷ୍ଠ ନାଗରିକ ସଂଘ ର ନିଜସ୍ୱ ଗୃହ ନିର୍ମାଣ ପାଇଁ ଭୂମିପୂଜା ଓ ଭିତ୍ତିପ୍ରସ୍ତର ସ୍ଥାପନ    (16-Nov-2026)       ||     

HOME   ଜିଲ୍ଲା

ସୁକନ୍ୟା ସମୃଦ୍ଧି ଯୋଜନା ନିମନ୍ତେ ସଚେତନତା ଶିବିର

12-Nov-2026



ଝାରସୁଗୁଡା(ପ୍ରେରଣା ଖବର): ସଞ୍ଚୟ ପକ୍ଷ ପାଳନ ଉପଲକ୍ଷେ ଝାରସୁଗୁଡା ଜିଲ୍ଲା ପ୍ରଶାସନ ଅଧିନସ୍ଥ ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ଆନୁକୁଲ୍ୟରେ ଶିଶୁ ବିକାଶ ବିଦ୍ୟା ମନ୍ଦିର, ପଞ୍ଚପଡା ଠାରେ ସୁକନ୍ୟା ସମୃଦ୍ଧି ଯୋଜନା ନିମନ୍ତେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ବରିଷ୍ଠ ଆଚାର୍ଯ୍ୟା ମନ୍ଦାକିନୀ ମାକର କାର୍ଯ୍ୟକ୍ରମ ଉପରେ ସଂକ୍ଷିପ୍ତ ସୂଚନା ଦେଇଥିଲେ । ସମ୍ପାଦକ ଦିଗମ୍ବର ମାଝୀ ମହୋଦୟ ଅତିଥି ପରିଚୟ ପ୍ରଦାନ କରିଥିଲେ ଏବଂ ସମସ୍ତଙ୍କୁ ସ୍ବାଗତ କରିଥିଲେ ।  ଜିଲ୍ଲା ଆର୍ଥିକ ସେବା ଓ ସଞ୍ଚୟ ଅଧିକାରୀ ସୁମନା ପଣ୍ଡା ସେଠାରେ ଉପସ୍ଥିତ ଥିବା ଆଚାର୍ଯ୍ୟ, ଆଚାର୍ଯ୍ୟା ଓ ପିଲାମାନଙ୍କର ଅଭିଭାବକ ମାନଙ୍କୁ ସୁକନ୍ୟା ସମୃଦ୍ଧି ଯୋଜନା ସମ୍ପର୍କରେ ଅବଗତ କରାଇଥିଲେ । ପ୍ରଧାନ ଆଚାର୍ଯ୍ୟା ମମତା ସିଂହ କାର୍ଯ୍ୟକ୍ରମ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । କୋଷାଧ୍ୟକ୍ଷା ପ୍ରିୟଙ୍କା ସାହୁ, ସଞ୍ଚୟ ଓ ଆର୍ଥିକ ସେବା ବିଭାଗର କର୍ମଚାରୀ ହେମକାନ୍ତ ବାଗ ଏବଂ ଜଗନ୍ନାଥ ରାଉତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   17-Nov-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   16-Nov-2026
  ଜିଲ୍ଲା  
CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   16-Nov-2026
  ଜିଲ୍ଲା  
୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    16-Nov-2026
  ଜିଲ୍ଲା  
କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   16-Nov-2026
  ଜିଲ୍ଲା  
ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   16-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ   16-Nov-2026
  ଜିଲ୍ଲା  
*ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   16-Nov-2026
  ଜିଲ୍ଲା  
ବରପାଳି ଯାଦବ ସମାଜର ମହାନତା   16-Nov-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   16-Nov-2026
  ଜିଲ୍ଲା  
*ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   16-Nov-2026
  ଜିଲ୍ଲା  
*କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   16-Nov-2026

You Might Also Like