-+91-9937148622 |

prerana_bgr@rediffmail.com |

  Monday 16th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ    (15-Nov-2026)       ||      ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ    (15-Nov-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ    (15-Nov-2026)       ||      ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   (15-Nov-2026)       ||      ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   (15-Nov-2026)       ||      ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   (15-Nov-2026)       ||      ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   (15-Nov-2026)       ||      ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   (15-Nov-2026)       ||      ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (15-Nov-2026)       ||      ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ    (15-Nov-2026)       ||      ମନ୍ଥର ଗତିରେ ଚାଲିଛି ସୁବର୍ଣ୍ଣପୁର ଜିଲ୍ଲାର ବନ୍ଦୋବସ୍ତ ପ୍ରକ୍ରିୟା   (15-Nov-2026)       ||      ପତ୍ରା ଜଙ୍ଗଲକୁ ବେଆଇନ ଜବରଦଖଲ କାହା ସ୍ୱାର୍ଥରେ ? ଜଗୁଆଳି ବିକୁଥିଲା ଦେଶୀମଦ♦️ ମଣିଷକୃତ ଭୁଲ ପାଇଁ ହାତୀ ଆକ୍ରମଣରେ ନିରୀହ ବୃଦ୍ଧ ଙ୍କ ଜୀବନ ଗଲା    (15-Nov-2026)       ||      ୧୯ ତମ ଲୋଇସିଂହା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ – ୨୦୨୬   (15-Nov-2026)       ||      ପଲସଦା ଉଚ୍ଚ ବିଦ୍ୟାଳୟରେ ଧୁମଧାମରେ ପାଳିତ ହେଲା ଶିଶୁ ମହୋତ୍ସବ–୨୦୨୬   (15-Nov-2026)       ||      ବଲାଙ୍ଗୀର ହେବ ରକ୍ତହୀନତା ମୁକ୍ତ♦️ ଶପଥ ନେଲେ ଯୁବ ସ୍ୱେଚ୍ଛାସେବୀ - ଗୀତ, ନୃତ୍ୟ ଓ ରକ୍ତ ପରୀକ୍ଷାରେ ଝୁମିଲା ମହାବିଦ୍ୟାଳୟ   (15-Nov-2026)       ||      ଡୁଙ୍ଗୁରିପାଲି:   ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଫଟାମୁଣ୍ଡା ପରିସରରେ ଶିଶୁ ଦିବସ ପାଳିତ    (15-Nov-2026)       ||      ବ୍ରିକ୍ସ ସ୍ଥାୟୀ ଜୀବନଶୈଳୀ ସପ୍ତାହ ୨୦୨୬’ ପାଳିତ   (15-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ନେତୃତ୍ୱ ବିକାଶ ତଥା ଜାତୀୟ ଓ ଆନ୍ତର୍ଜାତୀୟ ଛାତ୍ରବୃତ୍ତି ସୁଯୋଗ ସମ୍ପର୍କିତ ଆଲୋଚନାଚକ୍ର ଅନୁଷ୍ଠିତ   (15-Nov-2026)       ||     

HOME   ଜିଲ୍ଲା

ଲଖନପୁର ବ୍ଲକରେ ମଧୁବାବୁ ପେନସନ୍ ଯୋଜନାର ନୂତନ ଭତ୍ତା ବଣ୍ଟନ; ୫୭୩ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କଲେ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ

12-Nov-2026



ଲଖନପୁର /ଝାରସୁଗୁଡ଼ା(ପ୍ରେରଣା ଖବର): ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଲକ୍ଷ୍ୟରେ ଆଜି ଲଖନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ 'ମଧୁବାବୁ ପେନସନ୍ ଯୋଜନା' ଅନ୍ତର୍ଗତ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା କ୍ୟାବିନେଟ୍ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ

ମୁଖ୍ୟ ଅତିଥି ଭାବେ ଯୋଗଦେଇ ନୂତନ ଭାବେ ମଞ୍ଜୁର ହୋଇଥିବା ମୋଟ ୫୭୩ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଶ୍ରୀ ପୂଜାରୀ ହିତାଧିକାରୀମାନଙ୍କୁ ସମ୍ବୋଧିତ କରି କହିଛନ୍ତି ଯେ, "ଆଜି ଲଖନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଆୟୋଜିତ 'ମଧୁବାବୁ ପେନସନ୍ ଯୋଜନା'ର ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେଇ ମୋଟ ୫୭୩ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ନୂତନ ଭତ୍ତା ପ୍ରଦାନ କରି ଆନନ୍ଦ ଅନୁଭବ କଲି। ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ

ଆମ ସରକାର ସମାଜର ପ୍ରତ୍ୟେକ ବର୍ଗର କଲ୍ୟାଣ ଓ ସାମାଜିକ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ।"

ଉକ୍ତ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ଲଖନପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ହୁତେଶ୍ୱରୀ ତିହିରିଆ, ବରଗଡ଼ ସାଂସଦଙ୍କ ଲଖନପୁର ପ୍ରତିନିଧି ଶ୍ରୀଯୁକ୍ତ ସୁଦାମ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ) ଶ୍ରୀଯୁକ୍ତ ବିନୟ କୁମାର ପଟେଲ ଏବଂ ତହସିଲଦାର ଶ୍ରୀଯୁକ୍ତ ପ୍ରସନ୍ନ କୁମାର ପଟେଲ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। ଏହା ସହିତ ଲଖନପୁର ବ୍ଲକର ସମସ୍ତ ଜିଲ୍ଲା ପରିଷଦ ସଦସ୍ୟ, ସରପଞ୍ଚ ଓ ସମିତିସଭ୍ୟମାନେ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ   15-Nov-2026
  ଜିଲ୍ଲା  
ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ   15-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ   15-Nov-2026
  ଜିଲ୍ଲା  
ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   15-Nov-2026
  ଜିଲ୍ଲା  
ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   15-Nov-2026
  ଜିଲ୍ଲା  
ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   15-Nov-2026
  ଜିଲ୍ଲା  
ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   15-Nov-2026
  ଜିଲ୍ଲା  
ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   15-Nov-2026
  ଜିଲ୍ଲା  
ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   15-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ   15-Nov-2026

You Might Also Like