-+91-9937148622 |

prerana_bgr@rediffmail.com |

  Monday 16th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ    (15-Nov-2026)       ||      ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ    (15-Nov-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ    (15-Nov-2026)       ||      ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   (15-Nov-2026)       ||      ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   (15-Nov-2026)       ||      ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   (15-Nov-2026)       ||      ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   (15-Nov-2026)       ||      ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   (15-Nov-2026)       ||      ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (15-Nov-2026)       ||      ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ    (15-Nov-2026)       ||      ମନ୍ଥର ଗତିରେ ଚାଲିଛି ସୁବର୍ଣ୍ଣପୁର ଜିଲ୍ଲାର ବନ୍ଦୋବସ୍ତ ପ୍ରକ୍ରିୟା   (15-Nov-2026)       ||      ପତ୍ରା ଜଙ୍ଗଲକୁ ବେଆଇନ ଜବରଦଖଲ କାହା ସ୍ୱାର୍ଥରେ ? ଜଗୁଆଳି ବିକୁଥିଲା ଦେଶୀମଦ♦️ ମଣିଷକୃତ ଭୁଲ ପାଇଁ ହାତୀ ଆକ୍ରମଣରେ ନିରୀହ ବୃଦ୍ଧ ଙ୍କ ଜୀବନ ଗଲା    (15-Nov-2026)       ||      ୧୯ ତମ ଲୋଇସିଂହା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ – ୨୦୨୬   (15-Nov-2026)       ||      ପଲସଦା ଉଚ୍ଚ ବିଦ୍ୟାଳୟରେ ଧୁମଧାମରେ ପାଳିତ ହେଲା ଶିଶୁ ମହୋତ୍ସବ–୨୦୨୬   (15-Nov-2026)       ||      ବଲାଙ୍ଗୀର ହେବ ରକ୍ତହୀନତା ମୁକ୍ତ♦️ ଶପଥ ନେଲେ ଯୁବ ସ୍ୱେଚ୍ଛାସେବୀ - ଗୀତ, ନୃତ୍ୟ ଓ ରକ୍ତ ପରୀକ୍ଷାରେ ଝୁମିଲା ମହାବିଦ୍ୟାଳୟ   (15-Nov-2026)       ||      ଡୁଙ୍ଗୁରିପାଲି:   ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଫଟାମୁଣ୍ଡା ପରିସରରେ ଶିଶୁ ଦିବସ ପାଳିତ    (15-Nov-2026)       ||      ବ୍ରିକ୍ସ ସ୍ଥାୟୀ ଜୀବନଶୈଳୀ ସପ୍ତାହ ୨୦୨୬’ ପାଳିତ   (15-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ନେତୃତ୍ୱ ବିକାଶ ତଥା ଜାତୀୟ ଓ ଆନ୍ତର୍ଜାତୀୟ ଛାତ୍ରବୃତ୍ତି ସୁଯୋଗ ସମ୍ପର୍କିତ ଆଲୋଚନାଚକ୍ର ଅନୁଷ୍ଠିତ   (15-Nov-2026)       ||     

HOME   ଜିଲ୍ଲା

*ଶିକ୍ଷା ଭିତ୍ତିଭୂମି ଉନ୍ନତି କ୍ଷେତ୍ରରେ ନବରଙ୍ଗପୁର ଜିଲ୍ଲା ରାଜ୍ୟରେ ପ୍ରଥମ*

13-Nov-2026



(ପ୍ରିୟଦର୍ଶିନୀ ପାତ୍ର)
 ଶିକ୍ଷାର ଭିତ୍ତିଭୂମି ଉନ୍ନତି କ୍ଷେତ୍ରରେ ନବରଙ୍ଗପୁର ଜିଲ୍ଲା ରାଜ୍ୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଛି। ଭୁବନେଶ୍ୱରରେ ଆୟୋଜିତ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସହ ଜିଲ୍ଲାକୁ ୩ କୋଟି ଟଙ୍କାର ପୁରସ୍କାର ରାଶି ମିଳିଛି। ଏହା ସ୍କୁଲଗୁଡ଼ିକର ଭିତ୍ତିଭୂମି ଉନ୍ନତିରେ ଖର୍ଚ୍ଚ ହେବ।ଏହି ଅବସରରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଛତ୍ରପତି ସାହୁ ମୁଖ୍ୟମନ୍ତ୍ରୀ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଠାରୁ ପୁରସ୍କାର ଗ୍ରହଣ କରିଛନ୍ତି। ଶ୍ରେଷ୍ଠ ଜିଲ୍ଲା ବର୍ଗରେ କଟକ ଦ୍ୱିତୀୟ ଓ କଳାହାଣ୍ଡି ତୃତୀୟ ହୋଇଛନ୍ତି।ଶ୍ରେଷ୍ଠ ଜିଲ୍ଲା ଶିକ୍ଷା ଅଧିକାରୀ ବର୍ଗରେ ମଧ୍ୟ ଛତ୍ରପତି ସାହୁ ରାଜ୍ୟରେ ପ୍ରଥମ ହୋଇଛନ୍ତି। ଏଥିସହ ଜିଲ୍ଲାର ୯ ଜଣ ଶିକ୍ଷକ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ସମ୍ମାନିତ ହୋଇଛନ୍ତି।ଏହା ଜିଲ୍ଲା ପ୍ରଶାସନ, ଶିକ୍ଷା ବିଭାଗ ଓ ଶିକ୍ଷକମାନଙ୍କ ମିଳିତ ପ୍ରୟାସର ଫଳ ବୋଲି କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ   15-Nov-2026
  ଜିଲ୍ଲା  
ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ   15-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ   15-Nov-2026
  ଜିଲ୍ଲା  
ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   15-Nov-2026
  ଜିଲ୍ଲା  
ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   15-Nov-2026
  ଜିଲ୍ଲା  
ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   15-Nov-2026
  ଜିଲ୍ଲା  
ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   15-Nov-2026
  ଜିଲ୍ଲା  
ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   15-Nov-2026
  ଜିଲ୍ଲା  
ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   15-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ   15-Nov-2026

You Might Also Like