-+91-9937148622 |

prerana_bgr@rediffmail.com |

  Monday 16th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ    (15-Nov-2026)       ||      ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ    (15-Nov-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ    (15-Nov-2026)       ||      ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   (15-Nov-2026)       ||      ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   (15-Nov-2026)       ||      ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   (15-Nov-2026)       ||      ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   (15-Nov-2026)       ||      ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   (15-Nov-2026)       ||      ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (15-Nov-2026)       ||      ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ    (15-Nov-2026)       ||      ମନ୍ଥର ଗତିରେ ଚାଲିଛି ସୁବର୍ଣ୍ଣପୁର ଜିଲ୍ଲାର ବନ୍ଦୋବସ୍ତ ପ୍ରକ୍ରିୟା   (15-Nov-2026)       ||      ପତ୍ରା ଜଙ୍ଗଲକୁ ବେଆଇନ ଜବରଦଖଲ କାହା ସ୍ୱାର୍ଥରେ ? ଜଗୁଆଳି ବିକୁଥିଲା ଦେଶୀମଦ♦️ ମଣିଷକୃତ ଭୁଲ ପାଇଁ ହାତୀ ଆକ୍ରମଣରେ ନିରୀହ ବୃଦ୍ଧ ଙ୍କ ଜୀବନ ଗଲା    (15-Nov-2026)       ||      ୧୯ ତମ ଲୋଇସିଂହା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ – ୨୦୨୬   (15-Nov-2026)       ||      ପଲସଦା ଉଚ୍ଚ ବିଦ୍ୟାଳୟରେ ଧୁମଧାମରେ ପାଳିତ ହେଲା ଶିଶୁ ମହୋତ୍ସବ–୨୦୨୬   (15-Nov-2026)       ||      ବଲାଙ୍ଗୀର ହେବ ରକ୍ତହୀନତା ମୁକ୍ତ♦️ ଶପଥ ନେଲେ ଯୁବ ସ୍ୱେଚ୍ଛାସେବୀ - ଗୀତ, ନୃତ୍ୟ ଓ ରକ୍ତ ପରୀକ୍ଷାରେ ଝୁମିଲା ମହାବିଦ୍ୟାଳୟ   (15-Nov-2026)       ||      ଡୁଙ୍ଗୁରିପାଲି:   ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଫଟାମୁଣ୍ଡା ପରିସରରେ ଶିଶୁ ଦିବସ ପାଳିତ    (15-Nov-2026)       ||      ବ୍ରିକ୍ସ ସ୍ଥାୟୀ ଜୀବନଶୈଳୀ ସପ୍ତାହ ୨୦୨୬’ ପାଳିତ   (15-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ନେତୃତ୍ୱ ବିକାଶ ତଥା ଜାତୀୟ ଓ ଆନ୍ତର୍ଜାତୀୟ ଛାତ୍ରବୃତ୍ତି ସୁଯୋଗ ସମ୍ପର୍କିତ ଆଲୋଚନାଚକ୍ର ଅନୁଷ୍ଠିତ   (15-Nov-2026)       ||     

HOME   ଜିଲ୍ଲା

ଜମି ଅଧିଗ୍ରହଣ ଓ କ୍ଷତିପୂରଣ ଦାବିରେ ଗଣଧାରଣା ପ୍ରତିଶ୍ରୁତି ପରେ ସ୍ଥଗିତ

13-Nov-2026



ବରୀ (ରଂଜିତ ମହାନ୍ତି )
ଏମ୍‌ଡିଆର-୧୪ ଅନ୍ତର୍ଗତ ଚୂଡାକଳ ଛକଠାରୁ ଚଟୁମାରୀ ପର୍ଯ୍ୟନ୍ତ ରାସ୍ତା ପ୍ରଶସ୍ତିକରଣ ସମୟରେ ଜମି ଅଧିଗ୍ରହଣ ପ୍ରକ୍ରିୟା ଓ ଉଚିତ କ୍ଷତିପୂରଣ ପ୍ରଦାନ କରାଯାଇ ନଥିବା ପ୍ରତିବାଦରେ ସ୍ଥାନୀୟ ଜମିମାଲିକମାନେ ସମାଜସେବୀ ସତ୍ୟ ରଞ୍ଜନ କରଙ୍କ ନେତୃତ୍ୱରେ ବରୀ ତହସିଲ କାର୍ଯ୍ୟାଳୟ ଫାଟକ ସମ୍ମୁଖରେ ଗଣ ଧାରଣା ଦେଇଥିଲେ । ଖବର ପାଇ ଧାରଣା ସ୍ଥଳରେ ତହସିଲଦାର ଓ ବରୀ ଥାନାଅଧିକାରିଣୀ ପହଞ୍ଚି ପ୍ରତିଶ୍ରୁତି ଦେବା ପରେ ଗଣଧାରଣା ସାମୟିକ ଭାବେ ସ୍ଥଗିତ ହୋଇଥିବା ଜଣାପଡିଛି । 
 ଚୂଡାକଳ ଛକଠାରୁ ଚଟୁମାରୀ ପର୍ଯ୍ୟନ୍ତ ରାସ୍ତା ପ୍ରଶସ୍ତିକରଣ ସମୟରେ ପୂର୍ତ୍ତବିଭାଗ ଜମି ଅଧିଗ୍ରହଣ ପ୍ରକ୍ରିୟା ଅନୁସରଣ ନକରି କିମ୍ବା ପ୍ରଭାବିତ ଜମିମାଲିକଙ୍କୁ ପୂର୍ବ ସୂଚନା ନଦେଇ କାର୍ଯ୍ୟ ଆରମ୍ଭ କରିଥିଲା । ଯାହାକୁ ବିରୋଧ କରି ସ୍ଥାନୀୟ ଜମିମାଲିକମାନେ ନିଜର ଜମି ଓ ଜୀବିକାକୁ ନେଇ ଚିନ୍ତିତ ହେବା ସହ ଗୁରୁବାର ଦିନ ପ୍ରତିବାଦକୁ ଓହ୍ଲାଇ ଥିଲେ । ଏହି ଗଣଧାରଣାରେ ସମାଜସେବୀ ସତ୍ୟରଞ୍ଜନ କରଙ୍କ ନେତୃତ୍ୱରେ ସର୍ବୋଦୟ ନେତା ରମାକାନ୍ତ ମଣ୍ଡଳ, କୃଷକ ନେତା ଦେବ ଦାସ,  ପ୍ରଶାନ୍ତ ବେହେରା, ପଦ୍ମନ କର, ଜୟରାମ ନାୟକ, ଅଜୟ ରଥ, ପ୍ରହଲ୍ଲାଦ ବେହୁରା, ମୋହନ ମଳିକ, ବିରଞ୍ଚି ନାରାୟଣ ସାହୁ, ମହେଶ୍ୱର ପଲାଇ, ଶଶିକାନ୍ତ ବେହେରା, ପ୍ରଭାତୀ ପରିଡ଼ା, ରୁକ୍ମଣୀ ମହାନ୍ତି, ଶରତ ସାହୁ, ସୁଦର୍ଶନ ସାହୁ, ପ୍ରଶାନ୍ତ ତ୍ରିପାଠୀ, ହୃଷୀକେଶ ପାଢ଼ୀ, ନିର୍ମଳ ମଳିକ, ଧରଣୀଧର ମଳିକ, ଭାଗିରଥି ମଳିକଙ୍କ ସମେତ ବହୁ ଜମିମାଲିକ ଏହି ଗଣଧାରଣାରେ ସାମିଲ ହୋଇଥିଲେ । 
 ଖବର ପାଇ ବରୀ ତହସିଲଦାର ଦିପ୍ତିମୟୀ ବେହେରା ଓ ବରୀ ରାମଚନ୍ଦ୍ରପୁର ଥାନା ଅଧିକାରିଧାରଣୀ ହେମଲତା ଦାସ ଘଟଣା ସ୍ଥଳରେ ପହଁଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ଖୁବ୍ ଶୀଘ୍ର ପଲ୍ଲୀସଭା ଆୟୋଜନ କରାଯିବ ଓ ଏହି ସମୟରେ ରାସ୍ତା ପ୍ରଶସ୍ତିକରଣ କାର୍ଯ୍ୟ ବନ୍ଦ ରଖାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନକାରୀମାନେ ଗଣଧାରଣାକୁ ସାମୟିକ ଭାବେ ସ୍ଥଗିତ ରଖିଥିବା ଘୋଷଣା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ   15-Nov-2026
  ଜିଲ୍ଲା  
ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ   15-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ   15-Nov-2026
  ଜିଲ୍ଲା  
ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   15-Nov-2026
  ଜିଲ୍ଲା  
ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   15-Nov-2026
  ଜିଲ୍ଲା  
ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   15-Nov-2026
  ଜିଲ୍ଲା  
ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   15-Nov-2026
  ଜିଲ୍ଲା  
ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   15-Nov-2026
  ଜିଲ୍ଲା  
ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   15-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ   15-Nov-2026

You Might Also Like