-+91-9937148622 |

prerana_bgr@rediffmail.com |

  Monday 16th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ    (15-Nov-2026)       ||      ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ    (15-Nov-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ    (15-Nov-2026)       ||      ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   (15-Nov-2026)       ||      ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   (15-Nov-2026)       ||      ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   (15-Nov-2026)       ||      ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   (15-Nov-2026)       ||      ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   (15-Nov-2026)       ||      ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (15-Nov-2026)       ||      ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ    (15-Nov-2026)       ||      ମନ୍ଥର ଗତିରେ ଚାଲିଛି ସୁବର୍ଣ୍ଣପୁର ଜିଲ୍ଲାର ବନ୍ଦୋବସ୍ତ ପ୍ରକ୍ରିୟା   (15-Nov-2026)       ||      ପତ୍ରା ଜଙ୍ଗଲକୁ ବେଆଇନ ଜବରଦଖଲ କାହା ସ୍ୱାର୍ଥରେ ? ଜଗୁଆଳି ବିକୁଥିଲା ଦେଶୀମଦ♦️ ମଣିଷକୃତ ଭୁଲ ପାଇଁ ହାତୀ ଆକ୍ରମଣରେ ନିରୀହ ବୃଦ୍ଧ ଙ୍କ ଜୀବନ ଗଲା    (15-Nov-2026)       ||      ୧୯ ତମ ଲୋଇସିଂହା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ – ୨୦୨୬   (15-Nov-2026)       ||      ପଲସଦା ଉଚ୍ଚ ବିଦ୍ୟାଳୟରେ ଧୁମଧାମରେ ପାଳିତ ହେଲା ଶିଶୁ ମହୋତ୍ସବ–୨୦୨୬   (15-Nov-2026)       ||      ବଲାଙ୍ଗୀର ହେବ ରକ୍ତହୀନତା ମୁକ୍ତ♦️ ଶପଥ ନେଲେ ଯୁବ ସ୍ୱେଚ୍ଛାସେବୀ - ଗୀତ, ନୃତ୍ୟ ଓ ରକ୍ତ ପରୀକ୍ଷାରେ ଝୁମିଲା ମହାବିଦ୍ୟାଳୟ   (15-Nov-2026)       ||      ଡୁଙ୍ଗୁରିପାଲି:   ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଫଟାମୁଣ୍ଡା ପରିସରରେ ଶିଶୁ ଦିବସ ପାଳିତ    (15-Nov-2026)       ||      ବ୍ରିକ୍ସ ସ୍ଥାୟୀ ଜୀବନଶୈଳୀ ସପ୍ତାହ ୨୦୨୬’ ପାଳିତ   (15-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ନେତୃତ୍ୱ ବିକାଶ ତଥା ଜାତୀୟ ଓ ଆନ୍ତର୍ଜାତୀୟ ଛାତ୍ରବୃତ୍ତି ସୁଯୋଗ ସମ୍ପର୍କିତ ଆଲୋଚନାଚକ୍ର ଅନୁଷ୍ଠିତ   (15-Nov-2026)       ||     

HOME   ଜିଲ୍ଲା

ନିର୍ଦ୍ଧାରିତ ସମୟରେ ଖୋଲୁନି ମନ୍ଦିର, ଦୀର୍ଘ ସମୟ ଅପେକ୍ଷାରେ ଭକ୍ତ; ତାଲା ଝୁଲୁଥିବାରୁ ଅସନ୍ତୋଷ

13-Nov-2026



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ସହରର ଅଧିଷ୍ଠାତ୍ରୀ ଦେବୀ ମା' ପାଟଣେଶ୍ୱରୀଙ୍କ ମନ୍ଦିରର ନୀତିକାନ୍ତି ଓ ପରିଚାଳନା ବ୍ୟବସ୍ଥାକୁ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମନ୍ଦିର ଖୋଲିବା ସମୟ, ମା'ଙ୍କ ପହଡ଼ ପଡ଼ିବା ସମୟ ଏବଂ ଦୈନନ୍ଦିନ ପୂଜାନୀତିର ସମୟସୂଚୀକୁ ନେଇ ଭକ୍ତମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

ଅଭିଯୋଗ ଅନୁସାରେ, ମନ୍ଦିରର ପୂଜକମାନଙ୍କ ମଧ୍ୟରେ ଚାଲିଥିବା ଟଣାଓଟରା ଓ ଆଭ୍ୟନ୍ତରୀଣ ବିବାଦ ଯୋଗୁଁ ମନ୍ଦିରର ନିୟମିତ ପୂଜାନୀତି ପ୍ରଭାବିତ ହେଉଛି। ଗୁରୁବାର ଦିନ ଅପରାହ୍ନ ୫ଟା ହୋଇ ୫ଟା ୧୫ ମିନିଟ୍ ଅତିକ୍ରମ କରିଥିଲେ ମଧ୍ୟ ମନ୍ଦିରରେ ତାଲା ଝୁଲୁଥିଲା। ଫଳରେ ଦର୍ଶନ ପାଇଁ ଆସିଥିବା ଅନେକ ଭକ୍ତ ଦୀର୍ଘ ସମୟ ଧରି ଅପେକ୍ଷା କରି ନିରାଶ ହୋଇଥିଲେ।

ମନ୍ଦିର କେତେବେଳେ ଖୋଲିବ, କେତେବେଳେ ବନ୍ଦ ରହିବ ଏବଂ ମା'ଙ୍କ ପହଡ଼ କେଉଁ ସମୟରେ ପଡ଼ିବ, ତାହାର ସ୍ପଷ୍ଟ ସୂଚନା ଭକ୍ତମାନଙ୍କୁ ମିଳିବା ଆବଶ୍ୟକ ବୋଲି ସାଧାରଣରେ ମତପ୍ରକାଶ ପାଇଛି।

ଭକ୍ତମାନଙ୍କ ମତରେ, ମନ୍ଦିର ପରିଚାଳନା ଦାୟିତ୍ୱରେ ଥିବା କର୍ତ୍ତୃପକ୍ଷ ଏକ ନିର୍ଦ୍ଧାରିତ ସମୟସୂଚୀ ପ୍ରସ୍ତୁତ କରି ମନ୍ଦିର ସମ୍ମୁଖରେ ଏକ ସୂଚନା ଫଳକ ଲଗାଇବା ଉଚିତ। ଏଥିରେ ମନ୍ଦିର ଖୋଲିବା, ପୂଜାନୀତି, ଭୋଗ ଓ ପହଡ଼ ପଡ଼ିବାର ସମୟ ସ୍ପଷ୍ଟ ଭାବେ ଉଲ୍ଲେଖ ରହିବା ଦରକାର।

ପୂଜକମାନଙ୍କ ମଧ୍ୟରେ ଯାହା ବି ବିବାଦ ରହିଛି, ତାହା ଆଲୋଚନା ମାଧ୍ୟମରେ ସମାଧାନ ହେବା ଉଚିତ। କିନ୍ତୁ ଏହି ବିବାଦର ପ୍ରଭାବ ମା'ଙ୍କ ନୀତିକାନ୍ତି ଓ ଭକ୍ତଙ୍କ ଦର୍ଶନ ଉପରେ ପଡ଼ିବା ଆଦୌ ଉଚିତ ନୁହେଁ।

ତିନି ଭାଇଙ୍କ ମଧ୍ୟରେ ଚାଲିଥିବା ଟଣାଓଟରା ଭିତରେ ମନ୍ଦିରରେ ତାଲା ଝୁଲିବା ଘଟଣା ଭକ୍ତମାନଙ୍କୁ ବ୍ୟଥିତ କରିଛି। ମା' ପାଟଣେଶ୍ୱରୀଙ୍କ ମନ୍ଦିରରେ ଶୃଙ୍ଖଳିତ ନୀତିକାନ୍ତି ଓ ସୁବ୍ୟବସ୍ଥିତ ଦର୍ଶନ ସୁନିଶ୍ଚିତ କରିବା ଦିଗରେ ଦେବୋତ୍ତର ବିଭାଗ ତୁରନ୍ତ ହସ୍ତକ୍ଷେପ କରିବାକୁ ଦାବି ହମନ୍ଦିର ପରିଚାଳନା ଓ ନୀତିକାନ୍ତିକୁ ନେଇ ପ୍ରଶ୍ନବାଚୀ

ନିର୍ଦ୍ଧାରିତ ସମୟରେ ଖୋଲୁନି ମନ୍ଦିର, ଦୀର୍ଘ ସମୟ ଅପେକ୍ଷାରେ ଭକ୍ତ; ତାଲା ଝୁଲୁଥିବାରୁ ଅସନ୍ତୋଷ

ବଲାଙ୍ଗୀର ସହରର ଅଧିଷ୍ଠାତ୍ରୀ ଦେବୀ ମା' ପାଟଣେଶ୍ୱରୀଙ୍କ ମନ୍ଦିରର ନୀତିକାନ୍ତି ଓ ପରିଚାଳନା ବ୍ୟବସ୍ଥାକୁ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମନ୍ଦିର ଖୋଲିବା ସମୟ, ମା'ଙ୍କ ପହଡ଼ ପଡ଼ିବା ସମୟ ଏବଂ ଦୈନନ୍ଦିନ ପୂଜାନୀତିର ସମୟସୂଚୀକୁ ନେଇ ଭକ୍ତମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

ଅଭିଯୋଗ ଅନୁସାରେ, ମନ୍ଦିରର ପୂଜକମାନଙ୍କ ମଧ୍ୟରେ ଚାଲିଥିବା ଟଣାଓଟରା ଓ ଆଭ୍ୟନ୍ତରୀଣ ବିବାଦ ଯୋଗୁଁ ମନ୍ଦିରର ନିୟମିତ ପୂଜାନୀତି ପ୍ରଭାବିତ ହେଉଛି। ଗୁରୁବାର ଦିନ ଅପରାହ୍ନ ୫ଟା ହୋଇ ୫ଟା ୧୫ ମିନିଟ୍ ଅତିକ୍ରମ କରିଥିଲେ ମଧ୍ୟ ମନ୍ଦିରରେ ତାଲା ଝୁଲୁଥିଲା। ଫଳରେ ଦର୍ଶନ ପାଇଁ ଆସିଥିବା ଅନେକ ଭକ୍ତ ଦୀର୍ଘ ସମୟ ଧରି ଅପେକ୍ଷା କରି ନିରାଶ ହୋଇଥିଲେ।

ମନ୍ଦିର କେତେବେଳେ ଖୋଲିବ, କେତେବେଳେ ବନ୍ଦ ରହିବ ଏବଂ ମା'ଙ୍କ ପହଡ଼ କେଉଁ ସମୟରେ ପଡ଼ିବ, ତାହାର ସ୍ପଷ୍ଟ ସୂଚନା ଭକ୍ତମାନଙ୍କୁ ମିଳିବା ଆବଶ୍ୟକ ବୋଲି ସାଧାରଣରେ ମତପ୍ରକାଶ ପାଇଛି।

ଭକ୍ତମାନଙ୍କ ମତରେ, ମନ୍ଦିର ପରିଚାଳନା ଦାୟିତ୍ୱରେ ଥିବା କର୍ତ୍ତୃପକ୍ଷ ଏକ ନିର୍ଦ୍ଧାରିତ ସମୟସୂଚୀ ପ୍ରସ୍ତୁତ କରି ମନ୍ଦିର ସମ୍ମୁଖରେ ଏକ ସୂଚନା ଫଳକ ଲଗାଇବା ଉଚିତ। ଏଥିରେ ମନ୍ଦିର ଖୋଲିବା, ପୂଜାନୀତି, ଭୋଗ ଓ ପହଡ଼ ପଡ଼ିବାର ସମୟ ସ୍ପଷ୍ଟ ଭାବେ ଉଲ୍ଲେଖ ରହିବା ଦରକାର।

ପୂଜକମାନଙ୍କ ମଧ୍ୟରେ ଯାହା ବି ବିବାଦ ରହିଛି, ତାହା ଆଲୋଚନା ମାଧ୍ୟମରେ ସମାଧାନ ହେବା ଉଚିତ। କିନ୍ତୁ ଏହି ବିବାଦର ପ୍ରଭାବ ମା'ଙ୍କ ନୀତିକାନ୍ତି ଓ ଭକ୍ତଙ୍କ ଦର୍ଶନ ଉପରେ ପଡ଼ିବା ଆଦୌ ଉଚିତ ନୁହେଁ।

ତିନି ଭାଇଙ୍କ ମଧ୍ୟରେ ଚାଲିଥିବା ଟଣାଓଟରା ଭିତରେ ମନ୍ଦିରରେ ତାଲା ଝୁଲିବା ଘଟଣା ଭକ୍ତମାନଙ୍କୁ ବ୍ୟଥିତ କରିଛି। ମା' ପାଟଣେଶ୍ୱରୀଙ୍କ ମନ୍ଦିରରେ ଶୃଙ୍ଖଳିତ ନୀତିକାନ୍ତି ଓ ସୁବ୍ୟବସ୍ଥିତ ଦର୍ଶନ ସୁନିଶ୍ଚିତ କରିବା ଦିଗରେ ଦେବୋତ୍ତର ବିଭାଗ ତୁରନ୍ତ ହସ୍ତକ୍ଷେପ କରିବାକୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ   15-Nov-2026
  ଜିଲ୍ଲା  
ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ   15-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ   15-Nov-2026
  ଜିଲ୍ଲା  
ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   15-Nov-2026
  ଜିଲ୍ଲା  
ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   15-Nov-2026
  ଜିଲ୍ଲା  
ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   15-Nov-2026
  ଜିଲ୍ଲା  
ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   15-Nov-2026
  ଜିଲ୍ଲା  
ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   15-Nov-2026
  ଜିଲ୍ଲା  
ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   15-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ   15-Nov-2026

You Might Also Like