-+91-9937148622 |

prerana_bgr@rediffmail.com |

  Monday 16th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ    (15-Nov-2026)       ||      ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ    (15-Nov-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ    (15-Nov-2026)       ||      ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   (15-Nov-2026)       ||      ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   (15-Nov-2026)       ||      ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   (15-Nov-2026)       ||      ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   (15-Nov-2026)       ||      ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   (15-Nov-2026)       ||      ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (15-Nov-2026)       ||      ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ    (15-Nov-2026)       ||      ମନ୍ଥର ଗତିରେ ଚାଲିଛି ସୁବର୍ଣ୍ଣପୁର ଜିଲ୍ଲାର ବନ୍ଦୋବସ୍ତ ପ୍ରକ୍ରିୟା   (15-Nov-2026)       ||      ପତ୍ରା ଜଙ୍ଗଲକୁ ବେଆଇନ ଜବରଦଖଲ କାହା ସ୍ୱାର୍ଥରେ ? ଜଗୁଆଳି ବିକୁଥିଲା ଦେଶୀମଦ♦️ ମଣିଷକୃତ ଭୁଲ ପାଇଁ ହାତୀ ଆକ୍ରମଣରେ ନିରୀହ ବୃଦ୍ଧ ଙ୍କ ଜୀବନ ଗଲା    (15-Nov-2026)       ||      ୧୯ ତମ ଲୋଇସିଂହା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ – ୨୦୨୬   (15-Nov-2026)       ||      ପଲସଦା ଉଚ୍ଚ ବିଦ୍ୟାଳୟରେ ଧୁମଧାମରେ ପାଳିତ ହେଲା ଶିଶୁ ମହୋତ୍ସବ–୨୦୨୬   (15-Nov-2026)       ||      ବଲାଙ୍ଗୀର ହେବ ରକ୍ତହୀନତା ମୁକ୍ତ♦️ ଶପଥ ନେଲେ ଯୁବ ସ୍ୱେଚ୍ଛାସେବୀ - ଗୀତ, ନୃତ୍ୟ ଓ ରକ୍ତ ପରୀକ୍ଷାରେ ଝୁମିଲା ମହାବିଦ୍ୟାଳୟ   (15-Nov-2026)       ||      ଡୁଙ୍ଗୁରିପାଲି:   ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଫଟାମୁଣ୍ଡା ପରିସରରେ ଶିଶୁ ଦିବସ ପାଳିତ    (15-Nov-2026)       ||      ବ୍ରିକ୍ସ ସ୍ଥାୟୀ ଜୀବନଶୈଳୀ ସପ୍ତାହ ୨୦୨୬’ ପାଳିତ   (15-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ନେତୃତ୍ୱ ବିକାଶ ତଥା ଜାତୀୟ ଓ ଆନ୍ତର୍ଜାତୀୟ ଛାତ୍ରବୃତ୍ତି ସୁଯୋଗ ସମ୍ପର୍କିତ ଆଲୋଚନାଚକ୍ର ଅନୁଷ୍ଠିତ   (15-Nov-2026)       ||     

HOME   ଜିଲ୍ଲା

ଇଂରାଜୀ ବିଭାଗର ସ୍ୱାଗତ ସମ୍ବର୍ଦ୍ଧନା

13-Nov-2026



ବେଲପଡା, ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବେଲପଡା ରେ କଲେଜ ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ମେହେର ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ନବାଗତ ଛାତ୍ରଛାତ୍ରୀ ଙ୍କୁ ସ୍ୱାଗତ ଜଣାଇ ସମ୍ବର୍ଦ୍ଧିତ କରାଯାଇଛି l ଛାତ୍ରୀ ପ୍ରତ୍ୟୁଷା ପାଢ଼ୀଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଇଂରାଜୀ ବିଭାଗ ମୁଖ୍ୟ ପ୍ରାଧ୍ୟାପକ ଡ଼କ୍ଟର ଦୁର୍ବାଦଳ ଘିବେଲା, ଅଧ୍ୟାପକ ଡକ୍ଟର ଗଙ୍ଗାଧର ଦେହେରୀ, ଅଧ୍ୟାପିକା ସରିତା ବାରିକ ପ୍ରମୁଖ ନିଜ ନିଜ ବକ୍ତବ୍ୟରେ ଛାତ୍ରଛାତ୍ରୀଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ଏବଂ ଶୃଙ୍ଖଳିତ ଜୀବନ ନିର୍ମାଣ ପାଇଁ ଚେଷ୍ଟିତ ହେବାକୁ ପରାମର୍ଶ ଦେଇଥିଲେ। ଅଧ୍ୟକ୍ଷଙ୍କ ସମେତ ମଞ୍ଚାସିନ ଅତିଥି ଓଡ଼ିଆ ବିଭାଗ ମୁଖ୍ୟ ମନୋଜ କୁମାର ମହାଖୁଡ଼ ଏବଂ ଶିକ୍ଷା ବିଭାଗ ମୁଖ୍ୟ ପ୍ରାଧ୍ୟାପକ ତନ୍ମୟ କୁମାର ପାଣିଗ୍ରାହୀ ଛାତ୍ରଛାତ୍ରୀଙ୍କ ଦାୟିତ୍ୱ, କର୍ତ୍ତବ୍ୟ ଏବଂ ଚରିତ୍ର ନିର୍ମାଣ ବିଷୟରେ ଆଲୋଚନା କରିଥିଲେ। ଛାତ୍ର ନିତ୍ୟାନନ୍ଦ ସାହୁ, ଗୁପ୍ତେଶ୍ୱର ମହାନନ୍ଦ, ସୁରଜ ସିଂ,  ବିଶ୍ୱଜିତ ନାଏକ,ଛାତ୍ରୀ ଲକ୍ଷ୍ମୀପ୍ରିୟା ଘିବେଲାଙ୍କ ନେତୃତ୍ଵରେ କାର୍ଯ୍ୟକ୍ରମଟି ଆକର୍ଷଣୀୟ ହୋଇ ପାରିଥିଲା  । ଏଇ ଉପଲକ୍ଷେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବହୁବିଧ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶେଷରେ ଛାତ୍ରୀ ଅନାମିକା ଦୋରା ଧନ୍ୟବାଦ ଅର୍ପଣ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ   15-Nov-2026
  ଜିଲ୍ଲା  
ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ   15-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ   15-Nov-2026
  ଜିଲ୍ଲା  
ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   15-Nov-2026
  ଜିଲ୍ଲା  
ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   15-Nov-2026
  ଜିଲ୍ଲା  
ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   15-Nov-2026
  ଜିଲ୍ଲା  
ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   15-Nov-2026
  ଜିଲ୍ଲା  
ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   15-Nov-2026
  ଜିଲ୍ଲା  
ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   15-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ   15-Nov-2026

You Might Also Like