-+91-9937148622 |

prerana_bgr@rediffmail.com |

  Monday 16th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ    (15-Nov-2026)       ||      ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ    (15-Nov-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ    (15-Nov-2026)       ||      ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   (15-Nov-2026)       ||      ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   (15-Nov-2026)       ||      ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   (15-Nov-2026)       ||      ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   (15-Nov-2026)       ||      ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   (15-Nov-2026)       ||      ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (15-Nov-2026)       ||      ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ    (15-Nov-2026)       ||      ମନ୍ଥର ଗତିରେ ଚାଲିଛି ସୁବର୍ଣ୍ଣପୁର ଜିଲ୍ଲାର ବନ୍ଦୋବସ୍ତ ପ୍ରକ୍ରିୟା   (15-Nov-2026)       ||      ପତ୍ରା ଜଙ୍ଗଲକୁ ବେଆଇନ ଜବରଦଖଲ କାହା ସ୍ୱାର୍ଥରେ ? ଜଗୁଆଳି ବିକୁଥିଲା ଦେଶୀମଦ♦️ ମଣିଷକୃତ ଭୁଲ ପାଇଁ ହାତୀ ଆକ୍ରମଣରେ ନିରୀହ ବୃଦ୍ଧ ଙ୍କ ଜୀବନ ଗଲା    (15-Nov-2026)       ||      ୧୯ ତମ ଲୋଇସିଂହା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ – ୨୦୨୬   (15-Nov-2026)       ||      ପଲସଦା ଉଚ୍ଚ ବିଦ୍ୟାଳୟରେ ଧୁମଧାମରେ ପାଳିତ ହେଲା ଶିଶୁ ମହୋତ୍ସବ–୨୦୨୬   (15-Nov-2026)       ||      ବଲାଙ୍ଗୀର ହେବ ରକ୍ତହୀନତା ମୁକ୍ତ♦️ ଶପଥ ନେଲେ ଯୁବ ସ୍ୱେଚ୍ଛାସେବୀ - ଗୀତ, ନୃତ୍ୟ ଓ ରକ୍ତ ପରୀକ୍ଷାରେ ଝୁମିଲା ମହାବିଦ୍ୟାଳୟ   (15-Nov-2026)       ||      ଡୁଙ୍ଗୁରିପାଲି:   ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଫଟାମୁଣ୍ଡା ପରିସରରେ ଶିଶୁ ଦିବସ ପାଳିତ    (15-Nov-2026)       ||      ବ୍ରିକ୍ସ ସ୍ଥାୟୀ ଜୀବନଶୈଳୀ ସପ୍ତାହ ୨୦୨୬’ ପାଳିତ   (15-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ନେତୃତ୍ୱ ବିକାଶ ତଥା ଜାତୀୟ ଓ ଆନ୍ତର୍ଜାତୀୟ ଛାତ୍ରବୃତ୍ତି ସୁଯୋଗ ସମ୍ପର୍କିତ ଆଲୋଚନାଚକ୍ର ଅନୁଷ୍ଠିତ   (15-Nov-2026)       ||     

HOME   ଜିଲ୍ଲା

*ଡାବୁଗାଁରେ ରାସ୍ତା ଜବରଦଖଲ : ଅଟକୁଛି ଟ୍ରାଫିକ୍, ବଢୁଛି ଦୁର୍ଘଟଣା ଆଶଙ୍କା, ନିରବ ପ୍ରଶାସନ*

13-Nov-2026



ଡାବୁଗାଁ, (ପ୍ରିୟଦର୍ଶିନୀ ପାତ୍ର)
 ନବରଙ୍ଗପୁର ଜିଲ୍ଲାର ଡାବୁଗାଁ ବଜାରରେ ଦିନକୁ ଦିନ ଟ୍ରାଫିକ୍ ସମସ୍ୟା ଅସହ୍ୟ ହୋଇ ପଡ଼ିଛି। ଏହାର ମୁଖ୍ୟ କାରଣ ହେଉଛି ରାସ୍ତା କଡ଼ରେ ବେଆଇନ୍ ଜବରଦଖଲ।କିଛି ବ୍ୟବସାୟୀ ରାସ୍ତା ପାର୍ଶ୍ୱରେ ଲୁହା ଭାଡି ପକାଇ ଛୋଟ ଦୋକାନ ଖୋଲିଥିଲେ। ପ୍ରଶାସନ ଚୁପ୍ ରହିବାରୁ ସେମାନେ ଦିନକୁ ଦିନ ଦୋକାନର ଆକାର ବଢ଼ାଇ ଚାଲିଛନ୍ତି। ଦୋକାନର ସମସ୍ତ ଜିନିଷପତ୍ର ରାସ୍ତାକୁ ଲାଗି ରଖିବା ଫଳରେ ରାସ୍ତା ସଂକୁଚିତ ହୋଇ ଯାଇଛି। ଏମିତିକି କିଛି ଦୋକାନୀ ସିଧା ରାସ୍ତା ଉପରେ ଜିନିଷ ରଖୁଛନ୍ତି।ଖାସ କରି ସରକାରୀ ଏମ ସ୍କୁଲ ଏବଂ ଷ୍ଟେଟ ବ୍ୟାଙ୍କ ନିକଟରେ *ସବୁଠାରୁ ବେଶି ଅସୁବିଧା ଏହି ଦୁଇଟି ରାସ୍ତାରେ -*
- *ସରକାରୀ ମେଡିକାଲ୍ ଠାରୁ ତାରିଣୀ ମନ୍ଦିର ପର୍ଯ୍ୟନ୍ତ*
- *ଚାରିଛକ ଠାରୁ ଡାବୁଗାଁ ସରକାରୀ ହାଇସ୍କୁଲ୍ ପର୍ଯ୍ୟନ୍ତ*
ମେଡିକାଲ୍ କୁ ଯାଉଥିବା ରୋଗୀ, ସ୍କୁଲ୍ ଯାଉଥିବା ଛାତ୍ରଛାତ୍ରୀ ଏବଂ ସାଧାରଣ ଲୋକେ ପ୍ରତିଦିନ ହନ୍ତସନ୍ତ ହେଉଛନ୍ତି। ଏମ୍ବୁଲାନ୍ସ ଯିବା ବି କଷ୍ଟକର ହୋଇ ପଡ଼ିଛି। ଯେକୌଣସି ମୁହୂର୍ତ୍ତରେ ବଡ଼ ଦୁର୍ଘଟଣା ଘଟିପାରେ ବୋଲି ଲୋକେ ଆଶଙ୍କା କରୁଛନ୍ତି।
ଏହି ଜବରଦଖଲ ଉଚ୍ଛେଦ ପାଇଁ ସ୍ଥାନୀୟ ତହସିଲ ଏବଂ ପୋଲିସ ପ୍ରଶାସନ ତୁରନ୍ତ ପଦକ୍ଷେପ ନେବାକୁ ସାଧାରଣରେ ଜୋର୍ ଦାବି ହେଉଛି। ରାସ୍ତା କଡ଼ରୁ ସମସ୍ତ ଜବରଦଖଲ ହଟିଲେ ହିଁ ଟ୍ରାଫିକ୍ ସମସ୍ୟାର ସ୍ଥାୟୀ ସମାଧାନ ହେବ ବୋଲି ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି।ପ୍ରଶାସନ ଆଉ କେତେ ଦିନ ଚୁପ୍ ରହିବ? ଦୁର୍ଘଟଣା ଘଟିବା ପରେ ଚେତିବ କି?


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ   15-Nov-2026
  ଜିଲ୍ଲା  
ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ   15-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ   15-Nov-2026
  ଜିଲ୍ଲା  
ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   15-Nov-2026
  ଜିଲ୍ଲା  
ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   15-Nov-2026
  ଜିଲ୍ଲା  
ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   15-Nov-2026
  ଜିଲ୍ଲା  
ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   15-Nov-2026
  ଜିଲ୍ଲା  
ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   15-Nov-2026
  ଜିଲ୍ଲା  
ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   15-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ   15-Nov-2026

You Might Also Like