-+91-9937148622 |

prerana_bgr@rediffmail.com |

  Sunday 15th November 2026 |

| | | |

R.N.I. Regd No. ODIODI/2010/46693

Breaking News

*କାମତା ଗ୍ରାମରେ ଦୁଇଜଣ ମେଣ୍ଢା ଚୋର କୁ ଧରି କଙ୍ଗାରୁ କୋର୍ଟ ରେ ଦଣ୍ଡଦେଲେ ଗ୍ରାମବାସୀ*   (14-Nov-2026)       ||      ନେହେରୁଙ୍କ ଜୀବନଦର୍ଶନରୁ ପ୍ରେରଣା ନେବାକୁ ଆହ୍ୱାନ, ମ୍ୟୁଜିକ୍ ଚେୟାରରେ ଛାତ୍ରୀଙ୍କ ଉତ୍ସାହ   (14-Nov-2026)       ||      ଟାଉନ ବାଳିକା ହାଇସ୍କୁଲ ରେ ବିଜ୍ଞାନ ଓ ସାହିତ୍ୟର ଯୁଗଳବନ୍ଦୀ    (14-Nov-2026)       ||      ଗନ୍ଧମାର୍ଦ୍ଦନ ରେ ଖଣି ଖୋଲାଯିବନି ବୋଲି ବିଧାନସଭାରେ ସଂକଳ୍ପ ନିଆଯାଉ- ପ୍ରଫୁଲ୍ଲ ସାମନ୍ତରା   (14-Nov-2026)       ||      ଓଡ଼ିଶା ୨୩ ବର୍ଷରୁ କମ୍ ମହିଳା କ୍ରିକେଟ ଦଳରେ ବଲାଙ୍ଗିରର ଦୁଇ ଝିଅ   (14-Nov-2026)       ||      ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ଓଡ଼ିଶାରେ ଆବାସ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ମିଳିଲା ଆଉ ୧ ଲକ୍ଷ ଆବାସ, ମୋଟ ଆବାସ ସଂଖ୍ୟା ୫ ଲକ୍ଷକୁ ବୃଦ୍ଧି   (14-Nov-2026)       ||      ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ): ଓଡ଼ିଶାରେ ଆବାସ ବଣ୍ଟନର ଶୁଭାରମ୍ଭ ଅବସରରେ ଭବାନୀପାଟଣା ଜିଲ୍ଲାସ୍ତରୀୟ ସମାରୋହ   (14-Nov-2026)       ||      ସୁବର୍ଣ୍ଣପୁର ସହରରେ ବ୍ରାହ୍ମଣ ସମାଜ ପକ୍ଷରୁ ବିଶାଳ ରାଲି   (14-Nov-2026)       ||      *ଜୟ ଭୀମ କ୍ରିକେଟ୍ ସେମି ଫାଇନାଲରେ ସିଂଢୋଲକୁ ହରାଇ ପାଟଣାଗଡ଼ ଦଳ ଫାଇନାଲ କୁ ପ୍ରବେଶ*-   (14-Nov-2026)       ||      ସତଲମା ଶିଶୁବିଦ୍ୟାମନ୍ଦିରରେ ଜେଜେମା-ଜେଜେବାପା ସମ୍ମିଳନୀ   (14-Nov-2026)       ||      ବିଜେପୁରରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (14-Nov-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ଦିବସ, ଶିଶୁ ଶିବିର ଓ କନ୍ୟା ଶିବିର ଅନୁଷ୍ଠିତ   (14-Nov-2026)       ||      ନୂତନ ହିତାଧିକାରିଙ୍କ ଭତ୍ତା ବାଣ୍ଟିଲେ ବିଧାୟକ   (14-Nov-2026)       ||      ଲୋଇସିଂହା ଠାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା - 2026 ଅନୁଷ୍ଠିତ    (14-Nov-2026)       ||      ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ୬ତମ ବାର୍ଷିକ ପ୍ରତିଷ୍ଠା ଦିବସ ‘ସମର୍ପଣ୍-୨୦୨୬’ ପାଳିତ; ସଂଗଠନକୁ ଆମ୍ବୁଲାନ୍ସ ଯୋଗାଇ ଦେବାକୁ ବଲାଙ୍ଗିର ବିଧାୟକଙ୍କ ଘୋଷଣା   (14-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ   (14-Nov-2026)       ||      ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ହରଭଙ୍ଗା ତହସିଲ କାର୍ଯ୍ୟାଳୟ ଓ ଥାନା ପରିଦର୍ଶନ କଲେ   (14-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ଶିଶୁ ଦିବସ ପାଳିତ   (14-Nov-2026)       ||      ରେମତା ଗ୍ରାମର ସଚେତନ ନାଗରିକମାନେ ଏକତ୍ରିତ ହୋଇ ମଦ ବିକ୍ରି ବନ୍ଦ ପାଇଁ ଥାନାରେ ଦେଲେ ଦାବୀପତ୍ର   (14-Nov-2026)       ||      ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଲକ୍ଷ୍ୟ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ହେବ   (13-Nov-2026)       ||     

HOME   ଜିଲ୍ଲା

ରେମତା ଗ୍ରାମର ସଚେତନ ନାଗରିକମାନେ ଏକତ୍ରିତ ହୋଇ ମଦ ବିକ୍ରି ବନ୍ଦ ପାଇଁ ଥାନାରେ ଦେଲେ ଦାବୀପତ୍ର

14-Nov-2026



ବରପାଲି:(ସୁଦାମ ଦୀପ)ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ରେମତା ଗ୍ରାମର ସଚେତନ ନାଗରିକମାନେ ଏକତ୍ରିତ ହୋଇ ମଦ ବିକ୍ରି ବନ୍ଦ ପାଇଁ ବରପାଲି ଥାନାରେ ଦାବୀପତ୍ର ଦେଇଛନ୍ତି।
ଲିଖିତ ଦାବୀପତ୍ରରେ ସେମାନେ ଜଣାଇଛନ୍ତି, ଗାଁରେ ବେଆଇନ ମଦ ବିକ୍ରି ଯୋଗୁଁ ନାହିଁ ନଥିବା ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଛି। ସ୍କୁଲପିଲା ଓ ମହିଳାମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାସ୍ତାରେ ମଦୁଆମାନଙ୍କ ଗାଳିଗୁଲଜ, ଝଗଡ଼ା ଓ ଅଶାଳୀନ ବ୍ୟବହାର ଯୋଗୁଁ ଗାଁର ଶାନ୍ତି ଭଙ୍ଗ ହେଉଛି।
ବିଷାକ୍ତ ମଦ ଯୋଗୁଁ ମଦୁଆମାନଙ୍କ ମୃତ୍ୟୁ ଘଟୁଥିବାରୁ ଫଳରେ ସେମାନଙ୍କ ଛୁଆପିଲା ବେସାହାରା ହୋଇଯାଇଛନ୍ତି। ଅନେକ ପରିବାର ଭାଙ୍ଗି ଯାଉଛି, ଅର୍ଥିକ କ୍ଷତି ହେଉଛି। ଏଣୁ ଗାଁରେ ତୁରନ୍ତ ମଦ ବିକ୍ରି ବନ୍ଦ କରିବାକୁ ସେମାନେ ଦାବୀ କରିଛନ୍ତି।
ଗ୍ରାମର ଅନେକ ମହିଳା, ପୁରୁଷ, ୱାର୍ଡ ସଭ୍ୟ ସଭ୍ୟା ଓ ସକ୍ରିୟ ରାଜନୀତିରେ ଦଖଲ ଥିବା ବ୍ୟକ୍ତି ବିଶେଷ ମଧ୍ୟ ବରପାଲି ଥାନା ଦ୍ୱାରସ୍ଥ ହୋଇଥିଲେ। ସେମାନଙ୍କ ମଧ୍ୟରେ ସମିତି ସଭ୍ୟା ବିଜୟଲକ୍ଷ୍ମୀ ବେହେରା, ବିଜେପି ନେତା ଧିରୋଜ ପ୍ରଧାନ, ପାର୍ବତୀ ସା, ହେମକାନ୍ତି ଭୁଏ, ସନ୍ତୋଷିନି ସାହୁ ପ୍ରମୁଖ ଉପସ୍ଥିତ ଥିଲେ।
ଥାନା ପକ୍ଷରୁ ଏ ନେଇ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିବା ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*କାମତା ଗ୍ରାମରେ ଦୁଇଜଣ ମେଣ୍ଢା ଚୋର କୁ ଧରି କଙ୍ଗାରୁ କୋର୍ଟ ରେ ଦଣ୍ଡଦେଲେ ଗ୍ରାମବାସୀ*   14-Nov-2026
  ଜିଲ୍ଲା  
ନେହେରୁଙ୍କ ଜୀବନଦର୍ଶନରୁ ପ୍ରେରଣା ନେବାକୁ ଆହ୍ୱାନ, ମ୍ୟୁଜିକ୍ ଚେୟାରରେ ଛାତ୍ରୀଙ୍କ ଉତ୍ସାହ   14-Nov-2026
  ଜିଲ୍ଲା  
ଟାଉନ ବାଳିକା ହାଇସ୍କୁଲ ରେ ବିଜ୍ଞାନ ଓ ସାହିତ୍ୟର ଯୁଗଳବନ୍ଦୀ   14-Nov-2026
  ଜିଲ୍ଲା  
ଗନ୍ଧମାର୍ଦ୍ଦନ ରେ ଖଣି ଖୋଲାଯିବନି ବୋଲି ବିଧାନସଭାରେ ସଂକଳ୍ପ ନିଆଯାଉ- ପ୍ରଫୁଲ୍ଲ ସାମନ୍ତରା   14-Nov-2026
  ଜିଲ୍ଲା  
ଓଡ଼ିଶା ୨୩ ବର୍ଷରୁ କମ୍ ମହିଳା କ୍ରିକେଟ ଦଳରେ ବଲାଙ୍ଗିରର ଦୁଇ ଝିଅ   14-Nov-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ଓଡ଼ିଶାରେ ଆବାସ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ମିଳିଲା ଆଉ ୧ ଲକ୍ଷ ଆବାସ, ମୋଟ ଆବାସ ସଂଖ୍ୟା ୫ ଲକ୍ଷକୁ ବୃଦ୍ଧି   14-Nov-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ): ଓଡ଼ିଶାରେ ଆବାସ ବଣ୍ଟନର ଶୁଭାରମ୍ଭ ଅବସରରେ ଭବାନୀପାଟଣା ଜିଲ୍ଲାସ୍ତରୀୟ ସମାରୋହ   14-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ସହରରେ ବ୍ରାହ୍ମଣ ସମାଜ ପକ୍ଷରୁ ବିଶାଳ ରାଲି   14-Nov-2026
  ଜିଲ୍ଲା  
*ଜୟ ଭୀମ କ୍ରିକେଟ୍ ସେମି ଫାଇନାଲରେ ସିଂଢୋଲକୁ ହରାଇ ପାଟଣାଗଡ଼ ଦଳ ଫାଇନାଲ କୁ ପ୍ରବେଶ*-   14-Nov-2026
  ଜିଲ୍ଲା  
ସତଲମା ଶିଶୁବିଦ୍ୟାମନ୍ଦିରରେ ଜେଜେମା-ଜେଜେବାପା ସମ୍ମିଳନୀ   14-Nov-2026
  ଜିଲ୍ଲା  
ବିଜେପୁରରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   14-Nov-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ଦିବସ, ଶିଶୁ ଶିବିର ଓ କନ୍ୟା ଶିବିର ଅନୁଷ୍ଠିତ   14-Nov-2026

You Might Also Like