-+91-9937148622 |

prerana_bgr@rediffmail.com |

  Sunday 15th November 2026 |

| | | |

R.N.I. Regd No. ODIODI/2010/46693

Breaking News

*କାମତା ଗ୍ରାମରେ ଦୁଇଜଣ ମେଣ୍ଢା ଚୋର କୁ ଧରି କଙ୍ଗାରୁ କୋର୍ଟ ରେ ଦଣ୍ଡଦେଲେ ଗ୍ରାମବାସୀ*   (14-Nov-2026)       ||      ନେହେରୁଙ୍କ ଜୀବନଦର୍ଶନରୁ ପ୍ରେରଣା ନେବାକୁ ଆହ୍ୱାନ, ମ୍ୟୁଜିକ୍ ଚେୟାରରେ ଛାତ୍ରୀଙ୍କ ଉତ୍ସାହ   (14-Nov-2026)       ||      ଟାଉନ ବାଳିକା ହାଇସ୍କୁଲ ରେ ବିଜ୍ଞାନ ଓ ସାହିତ୍ୟର ଯୁଗଳବନ୍ଦୀ    (14-Nov-2026)       ||      ଗନ୍ଧମାର୍ଦ୍ଦନ ରେ ଖଣି ଖୋଲାଯିବନି ବୋଲି ବିଧାନସଭାରେ ସଂକଳ୍ପ ନିଆଯାଉ- ପ୍ରଫୁଲ୍ଲ ସାମନ୍ତରା   (14-Nov-2026)       ||      ଓଡ଼ିଶା ୨୩ ବର୍ଷରୁ କମ୍ ମହିଳା କ୍ରିକେଟ ଦଳରେ ବଲାଙ୍ଗିରର ଦୁଇ ଝିଅ   (14-Nov-2026)       ||      ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ଓଡ଼ିଶାରେ ଆବାସ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ମିଳିଲା ଆଉ ୧ ଲକ୍ଷ ଆବାସ, ମୋଟ ଆବାସ ସଂଖ୍ୟା ୫ ଲକ୍ଷକୁ ବୃଦ୍ଧି   (14-Nov-2026)       ||      ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ): ଓଡ଼ିଶାରେ ଆବାସ ବଣ୍ଟନର ଶୁଭାରମ୍ଭ ଅବସରରେ ଭବାନୀପାଟଣା ଜିଲ୍ଲାସ୍ତରୀୟ ସମାରୋହ   (14-Nov-2026)       ||      ସୁବର୍ଣ୍ଣପୁର ସହରରେ ବ୍ରାହ୍ମଣ ସମାଜ ପକ୍ଷରୁ ବିଶାଳ ରାଲି   (14-Nov-2026)       ||      *ଜୟ ଭୀମ କ୍ରିକେଟ୍ ସେମି ଫାଇନାଲରେ ସିଂଢୋଲକୁ ହରାଇ ପାଟଣାଗଡ଼ ଦଳ ଫାଇନାଲ କୁ ପ୍ରବେଶ*-   (14-Nov-2026)       ||      ସତଲମା ଶିଶୁବିଦ୍ୟାମନ୍ଦିରରେ ଜେଜେମା-ଜେଜେବାପା ସମ୍ମିଳନୀ   (14-Nov-2026)       ||      ବିଜେପୁରରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (14-Nov-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ଦିବସ, ଶିଶୁ ଶିବିର ଓ କନ୍ୟା ଶିବିର ଅନୁଷ୍ଠିତ   (14-Nov-2026)       ||      ନୂତନ ହିତାଧିକାରିଙ୍କ ଭତ୍ତା ବାଣ୍ଟିଲେ ବିଧାୟକ   (14-Nov-2026)       ||      ଲୋଇସିଂହା ଠାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା - 2026 ଅନୁଷ୍ଠିତ    (14-Nov-2026)       ||      ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ୬ତମ ବାର୍ଷିକ ପ୍ରତିଷ୍ଠା ଦିବସ ‘ସମର୍ପଣ୍-୨୦୨୬’ ପାଳିତ; ସଂଗଠନକୁ ଆମ୍ବୁଲାନ୍ସ ଯୋଗାଇ ଦେବାକୁ ବଲାଙ୍ଗିର ବିଧାୟକଙ୍କ ଘୋଷଣା   (14-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ   (14-Nov-2026)       ||      ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ହରଭଙ୍ଗା ତହସିଲ କାର୍ଯ୍ୟାଳୟ ଓ ଥାନା ପରିଦର୍ଶନ କଲେ   (14-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ଶିଶୁ ଦିବସ ପାଳିତ   (14-Nov-2026)       ||      ରେମତା ଗ୍ରାମର ସଚେତନ ନାଗରିକମାନେ ଏକତ୍ରିତ ହୋଇ ମଦ ବିକ୍ରି ବନ୍ଦ ପାଇଁ ଥାନାରେ ଦେଲେ ଦାବୀପତ୍ର   (14-Nov-2026)       ||      ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଲକ୍ଷ୍ୟ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ହେବ   (13-Nov-2026)       ||     

HOME   ଜିଲ୍ଲା

ସତଲମା ଶିଶୁବିଦ୍ୟାମନ୍ଦିରରେ ଜେଜେମା-ଜେଜେବାପା ସମ୍ମିଳନୀ

14-Nov-2026



ବରପାଲି : (ସୁଦାମ ଦୀପ)ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସତଲମା ଶିଶୁବିଦ୍ୟାମନ୍ଦିର ପରିସରରେ ଜେଜେମା-ଜେଜେବାପା ସମ୍ମିଳନୀ ଆଡ଼ମ୍ବରପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। ଶିଶୁମନ୍ଦିର ପରିଚାଳନା ସମିତିର ସଭାପତି ମୋହନଚାନ୍ଦ ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମ୍ମିଳନୀରେ ଶତାଧିକ ଜେଜେମା ଓ ଜେଜେବାପା ଯୋଗଦେଇଥିଲେ।
କାର୍ଯ୍ୟକ୍ରମରେ ସମ୍ବଲପୁରୀ ଭାଷାବିତ୍ ତଥା କବି କିଶୋର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ପରିଚାଳନା ସମିତିର ପୂର୍ବତନ ସଭାପତି ବନବାସ ପ୍ରଧାନ ସମ୍ମାନିତ ଅତିଥି, ପୂର୍ବତନ ସମ୍ପାଦକ ଦିନେଶ ସାହୁ ସମ୍ମାନିତ ବକ୍ତା ଏବଂ ଉପସଭାପତି ହିମାଂଶୁ ସାହୁ ଅତିଥି ଭାବେ ଯୋଗଦେଇଥିଲେ।
ଏହି ଅବସରରେ ବକ୍ତାମାନେ ଶିଶୁମାନଙ୍କ ଜୀବନରେ ଜେଜେମା ଓ ଜେଜେବାପାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିଥିଲେ। ଶିଶୁମାନଙ୍କ ସୃଜନଶୀଳତାର ବିକାଶ, ନୈତିକ ଶିକ୍ଷା, ସଂସ୍କାର ଓ ପାରିବାରିକ ମୂଲ୍ୟବୋଧର ବିକାଶରେ ଜେଜେମା ଓ ଜେଜେବାପାଙ୍କ ଅବଦାନ ଅତୁଳନୀୟ ବୋଲି ମତପ୍ରକାଶ ପାଇଥିଲା।ପ୍ରଧାନ ଆଚାର୍ଯ୍ୟ ବିବେକାନନ୍ଦ ପ୍ରଧାନ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ସମ୍ପାଦକ ଦୁଷ୍ମନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଅନିଲ ଗୁରୁଜୀଙ୍କ ସଂଯୋଜନାରେ ଶିଶୁଭାଇ ଓ ଭଉଣୀମାନେ ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରି ଉପସ୍ଥିତ ଅତିଥି ଓ ଅଭିଭାବକଙ୍କ ମନ ମୋହିଥିଲେ।ସମ୍ମିଳନୀରେ ଶତାଧିକ ଜେଜେମା ଓ ଜେଜେବାପାଙ୍କ ଉପସ୍ଥିତି କାର୍ଯ୍ୟକ୍ରମକୁ ଆକର୍ଷଣୀୟ କରିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*କାମତା ଗ୍ରାମରେ ଦୁଇଜଣ ମେଣ୍ଢା ଚୋର କୁ ଧରି କଙ୍ଗାରୁ କୋର୍ଟ ରେ ଦଣ୍ଡଦେଲେ ଗ୍ରାମବାସୀ*   14-Nov-2026
  ଜିଲ୍ଲା  
ନେହେରୁଙ୍କ ଜୀବନଦର୍ଶନରୁ ପ୍ରେରଣା ନେବାକୁ ଆହ୍ୱାନ, ମ୍ୟୁଜିକ୍ ଚେୟାରରେ ଛାତ୍ରୀଙ୍କ ଉତ୍ସାହ   14-Nov-2026
  ଜିଲ୍ଲା  
ଟାଉନ ବାଳିକା ହାଇସ୍କୁଲ ରେ ବିଜ୍ଞାନ ଓ ସାହିତ୍ୟର ଯୁଗଳବନ୍ଦୀ   14-Nov-2026
  ଜିଲ୍ଲା  
ଗନ୍ଧମାର୍ଦ୍ଦନ ରେ ଖଣି ଖୋଲାଯିବନି ବୋଲି ବିଧାନସଭାରେ ସଂକଳ୍ପ ନିଆଯାଉ- ପ୍ରଫୁଲ୍ଲ ସାମନ୍ତରା   14-Nov-2026
  ଜିଲ୍ଲା  
ଓଡ଼ିଶା ୨୩ ବର୍ଷରୁ କମ୍ ମହିଳା କ୍ରିକେଟ ଦଳରେ ବଲାଙ୍ଗିରର ଦୁଇ ଝିଅ   14-Nov-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ଓଡ଼ିଶାରେ ଆବାସ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ମିଳିଲା ଆଉ ୧ ଲକ୍ଷ ଆବାସ, ମୋଟ ଆବାସ ସଂଖ୍ୟା ୫ ଲକ୍ଷକୁ ବୃଦ୍ଧି   14-Nov-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ): ଓଡ଼ିଶାରେ ଆବାସ ବଣ୍ଟନର ଶୁଭାରମ୍ଭ ଅବସରରେ ଭବାନୀପାଟଣା ଜିଲ୍ଲାସ୍ତରୀୟ ସମାରୋହ   14-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ସହରରେ ବ୍ରାହ୍ମଣ ସମାଜ ପକ୍ଷରୁ ବିଶାଳ ରାଲି   14-Nov-2026
  ଜିଲ୍ଲା  
*ଜୟ ଭୀମ କ୍ରିକେଟ୍ ସେମି ଫାଇନାଲରେ ସିଂଢୋଲକୁ ହରାଇ ପାଟଣାଗଡ଼ ଦଳ ଫାଇନାଲ କୁ ପ୍ରବେଶ*-   14-Nov-2026
  ଜିଲ୍ଲା  
ସତଲମା ଶିଶୁବିଦ୍ୟାମନ୍ଦିରରେ ଜେଜେମା-ଜେଜେବାପା ସମ୍ମିଳନୀ   14-Nov-2026
  ଜିଲ୍ଲା  
ବିଜେପୁରରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   14-Nov-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ଦିବସ, ଶିଶୁ ଶିବିର ଓ କନ୍ୟା ଶିବିର ଅନୁଷ୍ଠିତ   14-Nov-2026

You Might Also Like