-+91-9937148622 |

prerana_bgr@rediffmail.com |

  Sunday 15th November 2026 |

| | | |

R.N.I. Regd No. ODIODI/2010/46693

Breaking News

*କାମତା ଗ୍ରାମରେ ଦୁଇଜଣ ମେଣ୍ଢା ଚୋର କୁ ଧରି କଙ୍ଗାରୁ କୋର୍ଟ ରେ ଦଣ୍ଡଦେଲେ ଗ୍ରାମବାସୀ*   (14-Nov-2026)       ||      ନେହେରୁଙ୍କ ଜୀବନଦର୍ଶନରୁ ପ୍ରେରଣା ନେବାକୁ ଆହ୍ୱାନ, ମ୍ୟୁଜିକ୍ ଚେୟାରରେ ଛାତ୍ରୀଙ୍କ ଉତ୍ସାହ   (14-Nov-2026)       ||      ଟାଉନ ବାଳିକା ହାଇସ୍କୁଲ ରେ ବିଜ୍ଞାନ ଓ ସାହିତ୍ୟର ଯୁଗଳବନ୍ଦୀ    (14-Nov-2026)       ||      ଗନ୍ଧମାର୍ଦ୍ଦନ ରେ ଖଣି ଖୋଲାଯିବନି ବୋଲି ବିଧାନସଭାରେ ସଂକଳ୍ପ ନିଆଯାଉ- ପ୍ରଫୁଲ୍ଲ ସାମନ୍ତରା   (14-Nov-2026)       ||      ଓଡ଼ିଶା ୨୩ ବର୍ଷରୁ କମ୍ ମହିଳା କ୍ରିକେଟ ଦଳରେ ବଲାଙ୍ଗିରର ଦୁଇ ଝିଅ   (14-Nov-2026)       ||      ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ଓଡ଼ିଶାରେ ଆବାସ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ମିଳିଲା ଆଉ ୧ ଲକ୍ଷ ଆବାସ, ମୋଟ ଆବାସ ସଂଖ୍ୟା ୫ ଲକ୍ଷକୁ ବୃଦ୍ଧି   (14-Nov-2026)       ||      ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ): ଓଡ଼ିଶାରେ ଆବାସ ବଣ୍ଟନର ଶୁଭାରମ୍ଭ ଅବସରରେ ଭବାନୀପାଟଣା ଜିଲ୍ଲାସ୍ତରୀୟ ସମାରୋହ   (14-Nov-2026)       ||      ସୁବର୍ଣ୍ଣପୁର ସହରରେ ବ୍ରାହ୍ମଣ ସମାଜ ପକ୍ଷରୁ ବିଶାଳ ରାଲି   (14-Nov-2026)       ||      *ଜୟ ଭୀମ କ୍ରିକେଟ୍ ସେମି ଫାଇନାଲରେ ସିଂଢୋଲକୁ ହରାଇ ପାଟଣାଗଡ଼ ଦଳ ଫାଇନାଲ କୁ ପ୍ରବେଶ*-   (14-Nov-2026)       ||      ସତଲମା ଶିଶୁବିଦ୍ୟାମନ୍ଦିରରେ ଜେଜେମା-ଜେଜେବାପା ସମ୍ମିଳନୀ   (14-Nov-2026)       ||      ବିଜେପୁରରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (14-Nov-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ଦିବସ, ଶିଶୁ ଶିବିର ଓ କନ୍ୟା ଶିବିର ଅନୁଷ୍ଠିତ   (14-Nov-2026)       ||      ନୂତନ ହିତାଧିକାରିଙ୍କ ଭତ୍ତା ବାଣ୍ଟିଲେ ବିଧାୟକ   (14-Nov-2026)       ||      ଲୋଇସିଂହା ଠାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା - 2026 ଅନୁଷ୍ଠିତ    (14-Nov-2026)       ||      ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ୬ତମ ବାର୍ଷିକ ପ୍ରତିଷ୍ଠା ଦିବସ ‘ସମର୍ପଣ୍-୨୦୨୬’ ପାଳିତ; ସଂଗଠନକୁ ଆମ୍ବୁଲାନ୍ସ ଯୋଗାଇ ଦେବାକୁ ବଲାଙ୍ଗିର ବିଧାୟକଙ୍କ ଘୋଷଣା   (14-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ   (14-Nov-2026)       ||      ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ହରଭଙ୍ଗା ତହସିଲ କାର୍ଯ୍ୟାଳୟ ଓ ଥାନା ପରିଦର୍ଶନ କଲେ   (14-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ଶିଶୁ ଦିବସ ପାଳିତ   (14-Nov-2026)       ||      ରେମତା ଗ୍ରାମର ସଚେତନ ନାଗରିକମାନେ ଏକତ୍ରିତ ହୋଇ ମଦ ବିକ୍ରି ବନ୍ଦ ପାଇଁ ଥାନାରେ ଦେଲେ ଦାବୀପତ୍ର   (14-Nov-2026)       ||      ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଲକ୍ଷ୍ୟ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ହେବ   (13-Nov-2026)       ||     

HOME   ଜିଲ୍ଲା

ଟାଉନ ବାଳିକା ହାଇସ୍କୁଲ ରେ ବିଜ୍ଞାନ ଓ ସାହିତ୍ୟର ଯୁଗଳବନ୍ଦୀ

14-Nov-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଶିଶୁଦିବସ ପାଳିତ ହୋଇଛି ଅନନ୍ୟ ଭାବରେ। ଗୋଟିଏ ଦିନ ଅନେକ କାର୍ଯ୍ୟକ୍ରମ ଭିତରେ  ଛାତ୍ରୀମାନଙ୍କ ଉତ୍ସାହ ବାରିହୋଇ ପଡୁଥିଲା। ସକାଳେ ଶିଶୁ ଦିବସ ପାଳିତ ହୋଇ ସମସ୍ତ ଛାତ୍ରୀଙ୍କୁ ସ୍କ୍ୱା୍ୱାଗତ କରଯାଇଥିଲା ବିଦ୍ୟାଳୟ ବ୍ୟାଣ୍ଡ ର ତାଳେ ତାଳେ। ପରେ ବିଜ୍ଞାନମେଳା ଆରମ୍ଭ ହୋଇଥିଲା। ଜଣ ଛାତ୍ରୀ ବିଭିନ୍ନ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ।   ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ

ନମିତା ପାଣିଗ୍ରାହୀ  ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଜ଼ିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର  ଜିଲ୍ଲା ବିଜ୍ଞାନ ନିରୀକ୍ଷକ   ଜଗଦୀଶ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବାବେଳେ ଯୁବୋଦୟ ଶିକ୍ଷାନୁଷ୍ଠାନ ର ଅଧ୍ୟାପକ ସନ୍ଦୀପ କୁମାର କୁଅଁର ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ।କାର୍ଯ୍ୟକ୍ରମ ପ୍ରଥମରେ ରେ ବିଜ୍ଞାନ ମେଳାକୁ  ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଜଗଦୀଶ ମିଶ୍ର  ଉଦଘାଟନ କରିଥିବା ବେଳେ ଚଳିତ ବର୍ଷ ର ପ୍ରାଚୀରପତ୍ରିକା "ଅରୁଣିମା"କୁ  ଉଦଘାଟନ କରିଥିଲେ ଅଧ୍ୟାପକ ସନ୍ଦୀପ କୁମାର କୁଅଁର । ପରେ ପରେ ଅନୁଷ୍ଠିତ ପୁରସ୍କାର ବିତରଣୀକୁ ସଂଯୋଜନା କରିଥିଲେ

ଶିକ୍ଷୟତ୍ରୀ ଅରୁନ୍ଧତୀ ବଢ଼େଇ ଓ ଶିକ୍ଷକ ସତ୍ୟାନନ୍ଦ ବିଶ୍ୱାଳ। ଅତିଥି ଦ୍ବୟ ଛାତ୍ରୀ ମାନଙ୍କୁ  ସତ୍ୟାନୁସନ୍ଧାନୀ  ହେବାକୁ, ସୃଜନଶୀଳ ହେବାକୁ ପରାମର୍ଶ ଦେଇଥିଲେ।ଶିକ୍ଷକ ଶିକ୍ଷୟତ୍ରୀ କୃଷ୍ଣ ଚନ୍ଦ୍ର ବାଗ  ଯଯାତି କେଶରୀ ପ୍ରଧାନ, ଅରୁନ୍ଧତୀ ବଢ଼େଇ, ସତ୍ୟାନନ୍ଦ ବିଶ୍ୱାଳ,ଝୁଣିତା ଭୋଇ, ବନ୍ଦିତା ତରିଆ,ନିକିତା ଶତପଥୀ,ଯୋଗେଶ୍ଵରି ଦାସ, ମାଞ୍ଜିତ ସାଇ, ସୂର୍ୟକାନ୍ତି ନାଗ,ରୀନା ବେହେରା, ଗୀତାଞ୍ଜଳି ମାଝୀ,ସୁଜାତା ମଲ୍ଲିକ, ସୁନୀତା ପାଣିଗ୍ରାହୀ,. ଇପ୍ସିତା ପୋଢ଼. ଶତାବ୍ଦୀ ମିଶ୍ର, ଦମୟନ୍ତୀ ଚନ୍ଦନ, ସୁଚିତ୍ରା ବସ୍ତିଆ, ଯାଦବ ଜାଲ  ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*କାମତା ଗ୍ରାମରେ ଦୁଇଜଣ ମେଣ୍ଢା ଚୋର କୁ ଧରି କଙ୍ଗାରୁ କୋର୍ଟ ରେ ଦଣ୍ଡଦେଲେ ଗ୍ରାମବାସୀ*   14-Nov-2026
  ଜିଲ୍ଲା  
ନେହେରୁଙ୍କ ଜୀବନଦର୍ଶନରୁ ପ୍ରେରଣା ନେବାକୁ ଆହ୍ୱାନ, ମ୍ୟୁଜିକ୍ ଚେୟାରରେ ଛାତ୍ରୀଙ୍କ ଉତ୍ସାହ   14-Nov-2026
  ଜିଲ୍ଲା  
ଟାଉନ ବାଳିକା ହାଇସ୍କୁଲ ରେ ବିଜ୍ଞାନ ଓ ସାହିତ୍ୟର ଯୁଗଳବନ୍ଦୀ   14-Nov-2026
  ଜିଲ୍ଲା  
ଗନ୍ଧମାର୍ଦ୍ଦନ ରେ ଖଣି ଖୋଲାଯିବନି ବୋଲି ବିଧାନସଭାରେ ସଂକଳ୍ପ ନିଆଯାଉ- ପ୍ରଫୁଲ୍ଲ ସାମନ୍ତରା   14-Nov-2026
  ଜିଲ୍ଲା  
ଓଡ଼ିଶା ୨୩ ବର୍ଷରୁ କମ୍ ମହିଳା କ୍ରିକେଟ ଦଳରେ ବଲାଙ୍ଗିରର ଦୁଇ ଝିଅ   14-Nov-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ଓଡ଼ିଶାରେ ଆବାସ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ମିଳିଲା ଆଉ ୧ ଲକ୍ଷ ଆବାସ, ମୋଟ ଆବାସ ସଂଖ୍ୟା ୫ ଲକ୍ଷକୁ ବୃଦ୍ଧି   14-Nov-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ): ଓଡ଼ିଶାରେ ଆବାସ ବଣ୍ଟନର ଶୁଭାରମ୍ଭ ଅବସରରେ ଭବାନୀପାଟଣା ଜିଲ୍ଲାସ୍ତରୀୟ ସମାରୋହ   14-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ସହରରେ ବ୍ରାହ୍ମଣ ସମାଜ ପକ୍ଷରୁ ବିଶାଳ ରାଲି   14-Nov-2026
  ଜିଲ୍ଲା  
*ଜୟ ଭୀମ କ୍ରିକେଟ୍ ସେମି ଫାଇନାଲରେ ସିଂଢୋଲକୁ ହରାଇ ପାଟଣାଗଡ଼ ଦଳ ଫାଇନାଲ କୁ ପ୍ରବେଶ*-   14-Nov-2026
  ଜିଲ୍ଲା  
ସତଲମା ଶିଶୁବିଦ୍ୟାମନ୍ଦିରରେ ଜେଜେମା-ଜେଜେବାପା ସମ୍ମିଳନୀ   14-Nov-2026
  ଜିଲ୍ଲା  
ବିଜେପୁରରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   14-Nov-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ଦିବସ, ଶିଶୁ ଶିବିର ଓ କନ୍ୟା ଶିବିର ଅନୁଷ୍ଠିତ   14-Nov-2026

You Might Also Like