-+91-9937148622 |

prerana_bgr@rediffmail.com |

  Monday 16th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ    (15-Nov-2026)       ||      ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ    (15-Nov-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ    (15-Nov-2026)       ||      ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   (15-Nov-2026)       ||      ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   (15-Nov-2026)       ||      ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   (15-Nov-2026)       ||      ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   (15-Nov-2026)       ||      ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   (15-Nov-2026)       ||      ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (15-Nov-2026)       ||      ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ    (15-Nov-2026)       ||      ମନ୍ଥର ଗତିରେ ଚାଲିଛି ସୁବର୍ଣ୍ଣପୁର ଜିଲ୍ଲାର ବନ୍ଦୋବସ୍ତ ପ୍ରକ୍ରିୟା   (15-Nov-2026)       ||      ପତ୍ରା ଜଙ୍ଗଲକୁ ବେଆଇନ ଜବରଦଖଲ କାହା ସ୍ୱାର୍ଥରେ ? ଜଗୁଆଳି ବିକୁଥିଲା ଦେଶୀମଦ♦️ ମଣିଷକୃତ ଭୁଲ ପାଇଁ ହାତୀ ଆକ୍ରମଣରେ ନିରୀହ ବୃଦ୍ଧ ଙ୍କ ଜୀବନ ଗଲା    (15-Nov-2026)       ||      ୧୯ ତମ ଲୋଇସିଂହା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ – ୨୦୨୬   (15-Nov-2026)       ||      ପଲସଦା ଉଚ୍ଚ ବିଦ୍ୟାଳୟରେ ଧୁମଧାମରେ ପାଳିତ ହେଲା ଶିଶୁ ମହୋତ୍ସବ–୨୦୨୬   (15-Nov-2026)       ||      ବଲାଙ୍ଗୀର ହେବ ରକ୍ତହୀନତା ମୁକ୍ତ♦️ ଶପଥ ନେଲେ ଯୁବ ସ୍ୱେଚ୍ଛାସେବୀ - ଗୀତ, ନୃତ୍ୟ ଓ ରକ୍ତ ପରୀକ୍ଷାରେ ଝୁମିଲା ମହାବିଦ୍ୟାଳୟ   (15-Nov-2026)       ||      ଡୁଙ୍ଗୁରିପାଲି:   ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଫଟାମୁଣ୍ଡା ପରିସରରେ ଶିଶୁ ଦିବସ ପାଳିତ    (15-Nov-2026)       ||      ବ୍ରିକ୍ସ ସ୍ଥାୟୀ ଜୀବନଶୈଳୀ ସପ୍ତାହ ୨୦୨୬’ ପାଳିତ   (15-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ନେତୃତ୍ୱ ବିକାଶ ତଥା ଜାତୀୟ ଓ ଆନ୍ତର୍ଜାତୀୟ ଛାତ୍ରବୃତ୍ତି ସୁଯୋଗ ସମ୍ପର୍କିତ ଆଲୋଚନାଚକ୍ର ଅନୁଷ୍ଠିତ   (15-Nov-2026)       ||     

HOME   ଜିଲ୍ଲା

ବ୍ରିକ୍ସ ସ୍ଥାୟୀ ଜୀବନଶୈଳୀ ସପ୍ତାହ ୨୦୨୬’ ପାଳିତ

15-Nov-2026



ପରିବେଶ ସୁରକ୍ଷା ପାଇଁ ସାତ ଦିନିଆ ସ୍ୱତନ୍ତ୍ର ଅଭିଯାନ

ବରଗଡ଼(ପ୍ରେରଣା ଖବର):ପରିବେଶର ସୁରକ୍ଷା ଏବଂ ଏକ ସ୍ଥାୟୀ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଶିକ୍ଷାର୍ଥୀମାନଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ବଡ଼ମାଳ ହାଇସ୍କୁଲରେ ‘ବ୍ରିକ୍ସ ସ୍ଥାୟୀ ଜୀବନଶୈଳୀ ସପ୍ତାହ ୨୦୨୬’ ପାଲିତ ହୋଇଯାଇଛି।ଇକୋ କ୍ଲବ୍ ମାଷ୍ଟର ଟ୍ରେନର ତଥା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଞ୍ଜୟ ଖମାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମିଶନ ଲାଇଫ୍’ ନୀତି ଉପରେ ଆଧାରିତ ଥିମ୍- "ଗୋଟିଏ ସପ୍ତାହ, ସାତୋଟି କାର୍ଯ୍ୟ, ଗୋଟିଏ ପୃଥିବୀ" କୁ ନେଇ ସପ୍ତାହବ୍ୟାପୀ ସୁସ୍ଥ

ଜୀବନଶୈଳୀ ପାଇଁ ଯୋଗ ଅଧିବେଶନ,ସବୁଜ ଶପଥ ପାଠ,ବିଦ୍ୟୁତ୍ ଅପଚୟ ରୋକିବା ପାଇଁ ଦକ୍ଷ ଉପକରଣର ବ୍ୟବହାର,ଜଳ ସଂରକ୍ଷଣ,ପାରମ୍ପରିକ ଖାଦ୍ୟର ପ୍ରଚାର ତଥା ଜୈବିକ କୃଷି ସମ୍ପର୍କରେ ସଚେତନତା,ଏକକ ବ୍ୟବହୃତ ପ୍ଲାଷ୍ଟିକ୍ ବର୍ଜନ,ଇ-ବର୍ଜ୍ୟବସ୍ତୁ ପରିଚାଳନା, ବର୍ଜ୍ୟବସ୍ତୁ  ହ୍ରାସ,ପୁନଃବ୍ୟବହାର ଓ ପୁନଃଚକ୍ରଣ,ସ୍ବଚ୍ଛତା

ଅଭିଯାନ,ଶକ୍ତି ସଂରକ୍ଷଣ ଆଦି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଇକୋ କ୍ଲବ୍ ଶିକ୍ଷୟିତ୍ରୀ ସୁଧାରାଣୀ ପ୍ରଧାନଙ୍କ ସଂଯୋଜନା କ୍ରମେ ଅନୁଷ୍ଠିତ ଏହି ଅଭିଯାନରେ ଇକୋ କ୍ଲବ୍ ଓ ଶକ୍ତି କ୍ଲବର ସଦସ୍ୟ,ବିଦ୍ୟାଳୟ ପରିଚାଲନା କମିଟୀର ଅଧ୍ୟକ୍ଷ ନରେନ୍ଦ୍ର ପ୍ରଧାନ, ଶିକ୍ଷକ ଅଗସ୍ତି ପ୍ରଧାନ,ଆଶିଷ କୁମାର ବିଶି, ଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ସାହୁ,ଅଞ୍ଜଳି ଗଣିତ,ସଂଯୁକ୍ତା ପ୍ରଧାନ,ଅର୍ଚ୍ଚନା ପ୍ରଧାନ,ଶୀଲା ଭୋଇ ଓ ମମତା ପଣ୍ଡା ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ   15-Nov-2026
  ଜିଲ୍ଲା  
ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ   15-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ   15-Nov-2026
  ଜିଲ୍ଲା  
ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   15-Nov-2026
  ଜିଲ୍ଲା  
ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   15-Nov-2026
  ଜିଲ୍ଲା  
ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   15-Nov-2026
  ଜିଲ୍ଲା  
ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   15-Nov-2026
  ଜିଲ୍ଲା  
ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   15-Nov-2026
  ଜିଲ୍ଲା  
ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   15-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ   15-Nov-2026

You Might Also Like