-+91-9937148622 |

prerana_bgr@rediffmail.com |

  Monday 16th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ    (15-Nov-2026)       ||      ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ    (15-Nov-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ    (15-Nov-2026)       ||      ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   (15-Nov-2026)       ||      ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   (15-Nov-2026)       ||      ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   (15-Nov-2026)       ||      ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   (15-Nov-2026)       ||      ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   (15-Nov-2026)       ||      ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (15-Nov-2026)       ||      ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ    (15-Nov-2026)       ||      ମନ୍ଥର ଗତିରେ ଚାଲିଛି ସୁବର୍ଣ୍ଣପୁର ଜିଲ୍ଲାର ବନ୍ଦୋବସ୍ତ ପ୍ରକ୍ରିୟା   (15-Nov-2026)       ||      ପତ୍ରା ଜଙ୍ଗଲକୁ ବେଆଇନ ଜବରଦଖଲ କାହା ସ୍ୱାର୍ଥରେ ? ଜଗୁଆଳି ବିକୁଥିଲା ଦେଶୀମଦ♦️ ମଣିଷକୃତ ଭୁଲ ପାଇଁ ହାତୀ ଆକ୍ରମଣରେ ନିରୀହ ବୃଦ୍ଧ ଙ୍କ ଜୀବନ ଗଲା    (15-Nov-2026)       ||      ୧୯ ତମ ଲୋଇସିଂହା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ – ୨୦୨୬   (15-Nov-2026)       ||      ପଲସଦା ଉଚ୍ଚ ବିଦ୍ୟାଳୟରେ ଧୁମଧାମରେ ପାଳିତ ହେଲା ଶିଶୁ ମହୋତ୍ସବ–୨୦୨୬   (15-Nov-2026)       ||      ବଲାଙ୍ଗୀର ହେବ ରକ୍ତହୀନତା ମୁକ୍ତ♦️ ଶପଥ ନେଲେ ଯୁବ ସ୍ୱେଚ୍ଛାସେବୀ - ଗୀତ, ନୃତ୍ୟ ଓ ରକ୍ତ ପରୀକ୍ଷାରେ ଝୁମିଲା ମହାବିଦ୍ୟାଳୟ   (15-Nov-2026)       ||      ଡୁଙ୍ଗୁରିପାଲି:   ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଫଟାମୁଣ୍ଡା ପରିସରରେ ଶିଶୁ ଦିବସ ପାଳିତ    (15-Nov-2026)       ||      ବ୍ରିକ୍ସ ସ୍ଥାୟୀ ଜୀବନଶୈଳୀ ସପ୍ତାହ ୨୦୨୬’ ପାଳିତ   (15-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ନେତୃତ୍ୱ ବିକାଶ ତଥା ଜାତୀୟ ଓ ଆନ୍ତର୍ଜାତୀୟ ଛାତ୍ରବୃତ୍ତି ସୁଯୋଗ ସମ୍ପର୍କିତ ଆଲୋଚନାଚକ୍ର ଅନୁଷ୍ଠିତ   (15-Nov-2026)       ||     

HOME   ଜିଲ୍ଲା

ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ

15-Nov-2026



(ଡୋଲେଶ୍ଵର  ବାଗ )
ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ କମଲ ସିଂ ମାଝୀଙ୍କ ସଭାପତିତ୍ବରେ ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ ହୋଇଅଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜଗଦୀଶ ପ୍ରସାଦ ଖମାରୀ, ମୂଖ୍ୟ ବକ୍ତା ସି ଆର ସି ସି ମଧୁସୂଦନ ମାଝୀ ,  ବିଶିଷ୍ଟ ଅତିଥି ପ୍ରସନ୍ନ ମାଝୀ ପୂର୍ବତନ ଆଦିବାସୀ ସଂଘ ସଭାପତି, ସମ୍ମାନିତ ଅତିଥି 
ଅନୀଳ କୁମାର ସା ପ୍ରଧାନ ଶିକ୍ଷକ ମହୁଲପଡା ଉଚ୍ଚ ବିଦ୍ୟାଳୟ,ଅବସର ପ୍ରାପ୍ତ ବିଜ୍ଞାନ ଶିକ୍ଷକ ଲିଙ୍ଗରାଜ ସା, ବିଦ୍ୟାଳୟ ପରିଚାଳନା କମିଟି ଉପସଭାପତି ଅହଲ୍ୟା ବାଗ , ସାମ୍ବାଦିକ ନୀଳମଣି ପଣ୍ଡା, ଲମ୍ବୋଦର ବାଗ ମଞ୍ଚାସୀନ ହୋଇଥିଲେ । ଦେବ ପୂଜନ ଓ ଭଗବାନ ବିର୍ସା ମୁଣ୍ଡାଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ ହେବାପରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ସ୍ବାଗତ ସଂଗୀତ ଗାନ କରାଯାଇଥିଲା । ଶିକ୍ଷୟତ୍ରୀ ଜୋସ୍ଳାମୟୀ ଜଗତ ବିଦ୍ୟାଳୟ ବିବରଣୀ ପଠନ କରିଥିବା ବେଳେ  ଆଦିବାସୀ ବିଭାଗରେ ଚାଲୁଥିବା ବିଭିନ୍ନ କାର୍ଯ୍ୟକ୍ରମ ଏବଂ ଛାତ୍ରଛାତ୍ରୀମାନଙ୍କ ସର୍ବାଙ୍ଗୀନ ବିକାଶ ଲକ୍ଷ୍ୟ ନେଇ ବିଭିନ୍ନ ଯୋଜନା ସଂପର୍କରେ ନିମନ୍ତ୍ରିତ ଅତିଥି, ଶିକ୍ଷକ ଏବଂ ଅଭିଭାବକ ନିଜର ମତାମତ ପ୍ରଦାନ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅନେକ ପ୍ରତିଯୋଗୀତା ଅନୁଷ୍ଠିତ ହେବା ସହ ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଥିଲେ । ଏହି କାର୍ଯ୍ୟକ୍ରମକୁ ଶିକ୍ଷକ ଡ଼ିସମ୍ବର ମେହେର ପରିଚାଳନା କରୁଥିବା ବେଳେ  ଶିକ୍ଷୟତ୍ରୀ ମୋନାଲିସା ପତୀ ଧନ୍ୟବାଦ ଅର୍ପଣ କରିଥିଲେ ଏବଂ  ଶିଶୁ ସେବିକା ଦୀପାଞ୍ଜଳୀ ଭୋଇ ,ଶିକ୍ଷକ ତ୍ରିନାଥ ମେହେର, ସହଯୋଗ ପ୍ରଦାନ‌ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ   15-Nov-2026
  ଜିଲ୍ଲା  
ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ   15-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ   15-Nov-2026
  ଜିଲ୍ଲା  
ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   15-Nov-2026
  ଜିଲ୍ଲା  
ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   15-Nov-2026
  ଜିଲ୍ଲା  
ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   15-Nov-2026
  ଜିଲ୍ଲା  
ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   15-Nov-2026
  ଜିଲ୍ଲା  
ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   15-Nov-2026
  ଜିଲ୍ଲା  
ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   15-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ   15-Nov-2026

You Might Also Like