-+91-9937148622 |

prerana_bgr@rediffmail.com |

  Monday 16th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ    (15-Nov-2026)       ||      ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ    (15-Nov-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ    (15-Nov-2026)       ||      ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   (15-Nov-2026)       ||      ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   (15-Nov-2026)       ||      ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   (15-Nov-2026)       ||      ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   (15-Nov-2026)       ||      ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   (15-Nov-2026)       ||      ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (15-Nov-2026)       ||      ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ    (15-Nov-2026)       ||      ମନ୍ଥର ଗତିରେ ଚାଲିଛି ସୁବର୍ଣ୍ଣପୁର ଜିଲ୍ଲାର ବନ୍ଦୋବସ୍ତ ପ୍ରକ୍ରିୟା   (15-Nov-2026)       ||      ପତ୍ରା ଜଙ୍ଗଲକୁ ବେଆଇନ ଜବରଦଖଲ କାହା ସ୍ୱାର୍ଥରେ ? ଜଗୁଆଳି ବିକୁଥିଲା ଦେଶୀମଦ♦️ ମଣିଷକୃତ ଭୁଲ ପାଇଁ ହାତୀ ଆକ୍ରମଣରେ ନିରୀହ ବୃଦ୍ଧ ଙ୍କ ଜୀବନ ଗଲା    (15-Nov-2026)       ||      ୧୯ ତମ ଲୋଇସିଂହା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ – ୨୦୨୬   (15-Nov-2026)       ||      ପଲସଦା ଉଚ୍ଚ ବିଦ୍ୟାଳୟରେ ଧୁମଧାମରେ ପାଳିତ ହେଲା ଶିଶୁ ମହୋତ୍ସବ–୨୦୨୬   (15-Nov-2026)       ||      ବଲାଙ୍ଗୀର ହେବ ରକ୍ତହୀନତା ମୁକ୍ତ♦️ ଶପଥ ନେଲେ ଯୁବ ସ୍ୱେଚ୍ଛାସେବୀ - ଗୀତ, ନୃତ୍ୟ ଓ ରକ୍ତ ପରୀକ୍ଷାରେ ଝୁମିଲା ମହାବିଦ୍ୟାଳୟ   (15-Nov-2026)       ||      ଡୁଙ୍ଗୁରିପାଲି:   ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଫଟାମୁଣ୍ଡା ପରିସରରେ ଶିଶୁ ଦିବସ ପାଳିତ    (15-Nov-2026)       ||      ବ୍ରିକ୍ସ ସ୍ଥାୟୀ ଜୀବନଶୈଳୀ ସପ୍ତାହ ୨୦୨୬’ ପାଳିତ   (15-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ନେତୃତ୍ୱ ବିକାଶ ତଥା ଜାତୀୟ ଓ ଆନ୍ତର୍ଜାତୀୟ ଛାତ୍ରବୃତ୍ତି ସୁଯୋଗ ସମ୍ପର୍କିତ ଆଲୋଚନାଚକ୍ର ଅନୁଷ୍ଠିତ   (15-Nov-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ

15-Nov-2026



ବଲାଙ୍ଗୀର: ପାଟଣା ଷ୍ଟେଟ ଅମଳରେ ବଲାଙ୍ଗୀରରେ ଏକ  ହାଇକୋର୍ଟ କାର୍ଯ୍ୟ କରୁଥିଲା କିନ୍ତୁ ଚକ୍ରାନ୍ତର ଶୀକାର ହୋଇ ହାଇକୋର୍ଟ କଟକକୁ ସ୍ଥାନାନ୍ତର ହେଲା। ହୋଇକୋର୍ଟ ର ସ୍ଥାୟୀ ବେଞ୍ଚ ପୁନଃସ୍ଥାପନ ଦାବି ନେଇ ବଲାଙ୍ଗୀର ରେ ଦୀର୍ଘ ବର୍ଷ ହେଲା ଆନ୍ଦୋଳନ ଚାଲି ଆସି ଛି । ଏହି ପରିପ୍ରେକ୍ଷୀରେ ବଲାଙ୍ଗୀରରେ ହାଇକୋର୍ଟର ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ଦାବିରେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ର ଏକ ପ୍ରତିନିଧି ଦଳ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ଗତ ୧୪ତାରିଖ ଦିନ ସ୍ଥାନୀୟ ପଥରଚେପା ଠାରେ ଅନୁଷ୍ଠିତ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନ କାର୍ଯ୍ୟକ୍ରମରେ ରାଜ୍ୟ ମୁଖ୍ୟମନ୍ତ୍ରୀ ଯୋଗ ଦେବା ଅବସରରେ ଓକିଲ ସଂଘ ପକ୍ଷରୁ ଏହି ଦାବିପତ୍ର ପ୍ରଦାନ କରାଯ।ଇଛି । ଜିଲ୍ଲା ଓକିଲ ସଂଘର ସଭାପତି ବାସୁଦେବ ରଥ, ସମ୍ପାଦକ ଅସିତ ଷଡ଼ଙ୍ଗୀ ଓ ସରକାରୀ ଓକିଲ ଭବାନୀ ଶଙ୍କର ଶତପଥୀ ମୁଖ୍ୟମନ୍ତ୍ରୀଙ୍କୁ ଏହି ଦାବିପତ୍ର ପ୍ରଦାନ କରିଛନ୍ତି । ଲୋକଙ୍କ ସୁବିଧା ଦୃଷ୍ଟିରୁ ବଲାଙ୍ଗୀର ଜେଲଖାନା ନିକଟରେ ନିର୍ମାଣାଧୀନ  ସିଭିଲ କୋର୍ଟ ପାଖରେ ହିଁ ସରକାରଙ୍କ ପ୍ରସ୍ତାବିତ  ଜିଲ୍ଳାପାଳ କାର୍ଯ୍ୟାଳୟ ସ୍ଥାପନ କରାଯିବାକୁ ଦାବିପତ୍ର ରେ ଉଲ୍ଲେଖ କରାଯାଇଛି ।  ଏଥି ସହ ବଲାଙ୍ଗୀରରୁ ବିଶାଖାପାଟଣାକୁ ଏକ ବସ ଚଳାଚଳ ପାଇଁ  ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ତରଫରୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଙ୍କ ନିକଟରେ ଦାବି କରାଯାଇଛି । କିଛି ବର୍ଷ ପୂର୍ବରୁ ସମ୍ବଲପୁରରୁ ବଲାଙ୍ଗୀର ଦେଇ ବିଶାଖାପାଟଣାକୁ ବସ ଚଳାଚଳ କରୁଥିଲା। କିନ୍ତୁ କୌଣସି କାରଣରୁ ଏହାକୁ ସବୁଦିନ ପାଇଁ ବନ୍ଦ କରିଦିଆଗଲା। ତେଣୁ ବଲାଙ୍ଗୀରରୁ ବିଶାଖାପାଟଣାକୁ ସିଧାସଳଖ  ଏକ ବସ ଚାଚାଚଳ ପାଇଁ ଓକିଲ ସଂଘ ତରଫରୁ ସରକାରଙ୍କ ପାଖରେ ଦାବି କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ   15-Nov-2026
  ଜିଲ୍ଲା  
ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ   15-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ   15-Nov-2026
  ଜିଲ୍ଲା  
ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   15-Nov-2026
  ଜିଲ୍ଲା  
ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   15-Nov-2026
  ଜିଲ୍ଲା  
ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   15-Nov-2026
  ଜିଲ୍ଲା  
ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   15-Nov-2026
  ଜିଲ୍ଲା  
ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   15-Nov-2026
  ଜିଲ୍ଲା  
ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   15-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ   15-Nov-2026

You Might Also Like