-+91-9937148622 |

prerana_bgr@rediffmail.com |

  Monday 16th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ    (15-Nov-2026)       ||      ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ    (15-Nov-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ    (15-Nov-2026)       ||      ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   (15-Nov-2026)       ||      ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   (15-Nov-2026)       ||      ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   (15-Nov-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   (15-Nov-2026)       ||      ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   (15-Nov-2026)       ||      ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   (15-Nov-2026)       ||      ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (15-Nov-2026)       ||      ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ    (15-Nov-2026)       ||      ମନ୍ଥର ଗତିରେ ଚାଲିଛି ସୁବର୍ଣ୍ଣପୁର ଜିଲ୍ଲାର ବନ୍ଦୋବସ୍ତ ପ୍ରକ୍ରିୟା   (15-Nov-2026)       ||      ପତ୍ରା ଜଙ୍ଗଲକୁ ବେଆଇନ ଜବରଦଖଲ କାହା ସ୍ୱାର୍ଥରେ ? ଜଗୁଆଳି ବିକୁଥିଲା ଦେଶୀମଦ♦️ ମଣିଷକୃତ ଭୁଲ ପାଇଁ ହାତୀ ଆକ୍ରମଣରେ ନିରୀହ ବୃଦ୍ଧ ଙ୍କ ଜୀବନ ଗଲା    (15-Nov-2026)       ||      ୧୯ ତମ ଲୋଇସିଂହା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ – ୨୦୨୬   (15-Nov-2026)       ||      ପଲସଦା ଉଚ୍ଚ ବିଦ୍ୟାଳୟରେ ଧୁମଧାମରେ ପାଳିତ ହେଲା ଶିଶୁ ମହୋତ୍ସବ–୨୦୨୬   (15-Nov-2026)       ||      ବଲାଙ୍ଗୀର ହେବ ରକ୍ତହୀନତା ମୁକ୍ତ♦️ ଶପଥ ନେଲେ ଯୁବ ସ୍ୱେଚ୍ଛାସେବୀ - ଗୀତ, ନୃତ୍ୟ ଓ ରକ୍ତ ପରୀକ୍ଷାରେ ଝୁମିଲା ମହାବିଦ୍ୟାଳୟ   (15-Nov-2026)       ||      ଡୁଙ୍ଗୁରିପାଲି:   ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଫଟାମୁଣ୍ଡା ପରିସରରେ ଶିଶୁ ଦିବସ ପାଳିତ    (15-Nov-2026)       ||      ବ୍ରିକ୍ସ ସ୍ଥାୟୀ ଜୀବନଶୈଳୀ ସପ୍ତାହ ୨୦୨୬’ ପାଳିତ   (15-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ନେତୃତ୍ୱ ବିକାଶ ତଥା ଜାତୀୟ ଓ ଆନ୍ତର୍ଜାତୀୟ ଛାତ୍ରବୃତ୍ତି ସୁଯୋଗ ସମ୍ପର୍କିତ ଆଲୋଚନାଚକ୍ର ଅନୁଷ୍ଠିତ   (15-Nov-2026)       ||     

HOME   ଜିଲ୍ଲା

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ

15-Nov-2026



ଲୋଇସିଂହା, (ବିନୋଦ ଦୀପ) ଆୟୋଜକ ଷ୍ଟାଡିୟମ୍ ଟ୍ରଷ୍ଟ ବୋର୍ଡ ଓ ଆଥଲେଟିକ ଏସୋସିଏସନ ଲୋଇସିଂହା ତଥା ୨୦୨୬ ମସିହାର ପ୍ରତିଷ୍ଠା ଦିବସ ପାଳନ ଉପଲକ୍ଷେ ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ ଦ୍ୱିତୀୟ ମ୍ୟାଚ୍ ସ୍ପୋର୍ଟସ ହଷ୍ଟେଲ ଫୁଲବାଣୀ ବନାମ ଶରତ ଏକାଦଶ ବରଗଡ଼ ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ନିର୍ଦ୍ଧାରିତ ଖେଳ ସମୟରେ ସ୍ପୋର୍ଟସ ହଷ୍ଟେଲ ଫୁଲବାଣୀ ଦଳ ରୁ ରିଣ୍ଟୁ ଶାନ୍ତ ଗୋଲ୍ ଦେବାରୁ ୧-୦ ଗୋଲ୍‌ରେ ବିଜୟୀ ହେଲା l ଆଜିର ମ୍ୟାଚ ରେ ରେଫରୀ ଭାବେ ଦେବାଶିଷ ବାଗ, ବିଜୟ ରଣା, ସନ୍ଦୀପ ତରିଆ ଅଞ୍ଜନ ବେଶ୍ରା l ମ୍ୟାଚ୍ କମିଶନର୍ ସୁଦୟ ବାରିକ l ଆଜିର ଖେଳ ରେ ମୁଖ୍ୟଅତିଥି ଭାବେ ସିପୋରା ସରାୟ ଲୁଗୁନ
ଆଇଆଇସି ଲୋଇସିଂହା ଥାନା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବ ରେ ସୁଦୀପ ସା ସରପଞ୍ଚ ବୁର୍ଡା, ରାଜ୍ ନାରାୟଣ ଅଗ୍ରୱାଲ ସମାଜସେବୀ l ମଞ୍ଚାସିନ ଥିଲେ ଶ୍ରୀ ଦିଲୀପ କୁମାର ବେହେରା ସଦସ୍ୟ ଷ୍ଟାଡିୟମ୍ ଟ୍ରଷ୍ଟ ବୋର୍ଡ ତଥା ସଭାପତି ଆଥଲେଟିକ୍ ଏସୋସିଏସନ, ଶ୍ରୀମତୀ ସ୍ମିତା ମିଶ୍ର ସମ୍ପାଦିକା ଷ୍ଟାଡିୟମ୍ ଟ୍ରଷ୍ଟ ବୋର୍ଡ, ବିଭୂତି ଭୂଷଣ ସାହାଣୀ ଷ୍ଟାଡିୟମ୍ ଟ୍ରଷ୍ଟ ବୋର୍ଡ ସଦସ୍ୟ l ଆସନ୍ତା କାଲି ର ମ୍ୟାଚ୍ ପ୍ରଥମ ସେମିଫାଇନାଲ
ଆଥେଲେଟିକ ଏସୋସିଏସନ୍ ଲୋଇସିଂହା ବନାମ ସ୍ପୋର୍ଟସ ହଷ୍ଟେଲ ଫୁଲବାଣୀ ମଧ୍ୟରେ ହେବ l ବୁଲୁ ବହିଦାର, ଆନନ୍ଦ ପୁଟେଲ, ଚତୁର ଦଳାଇ, ନଜୁ ଖାନ୍, ରଞ୍ଜନ ବେହେରା, ବ୍ରଜ ବିଶୋଇ, ସଞ୍ଜୀବ ସାହୁ, ବିଷ୍ଣୁ, ଶିବ ଅଗ୍ରୱାଲ, ସିଲୁ ସେବକ, ଭାଗବତିଆ ଭୋଇ, କରନ ପଧାନ, ମନୋଜ ମାହାଣା, ଟିକୁ ପାଣ୍ଡିଆ, ଦେବ ବିଶ୍ୱାଳ, ରିତେଶ, ରମେଶ, ସୁମିତ, ମୋହିତ ମିଶ୍ର, ବୁଧିଆ ନାଏକ, ଆକାଶ ପଧାନ ସରୋଜ ବିଶ୍ୱାଳ ଓ ସରୋଜ ପୁଟେଲ ପ୍ରମୁଖ ଆଜିର ଖେଳ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ଦିବସ   15-Nov-2026
  ଜିଲ୍ଲା  
ଟ୍ରକ ସହ ୮କୁଇଣ୍ଟାଲ ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ଅନ୍ତଃ ରାଜ୍ୟ ମାଫିଆ ଗିରଫ   15-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଦାବିପତ୍ର, ବଲାଙ୍ଗୀର ରେ ହାଇକୋର୍ଟ ସ୍ଥାୟୀ ଵେଞ୍ଚ ପୁନଃସ୍ଥାପନ ହେଉ   15-Nov-2026
  ଜିଲ୍ଲା  
ରାଜ୍ୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହେଲେ ବଲାଙ୍ଗୀରର ଏଡିଇଓ ସେବାଶ୍ରୀ ଭୋଇ   15-Nov-2026
  ଜିଲ୍ଲା  
ବରପାଲି ଏନଏସି ପକ୍ଷରୁ ୨୨୯ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ   15-Nov-2026
  ଜିଲ୍ଲା  
ମଣ୍ଟେସରୀ ପବ୍ଲିକ ସ୍କୁଲ ରେ ନେହେରୁ ଜୟନ୍ତୀ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ   15-Nov-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶିଶୁ ଦିବସ ପାଳିତ।   15-Nov-2026
  ଜିଲ୍ଲା  
ଶିଶୁମାନଙ୍କ ସୁରକ୍ଷା ପାଇଁ ପରିବାର, ସମାଜ ଓ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ହିଁ ଆମେ ଶିଶୁମାନଙ୍କୁ ଉତ୍ତମ ନ୍ୟାୟ ଦେଇପାରିବା   15-Nov-2026
  ଜିଲ୍ଲା  
ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଓ ଜନଜାତି ଗୌରବ ଦିବସ ପାଳିତ   15-Nov-2026
  ଜିଲ୍ଲା  
ବରପାଲିରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   15-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦର ଭୂତଳ ପୋଲ ଠାରୁ ହାଟପଦା ପଡ଼ା ଦୈନିକ ବଜାର ଓ ୧୨ ନମ୍ବର ୱାର୍ଡର ତାରିଣୀ ମନ୍ଦିର ରାସ୍ତା ଅବସ୍ଥା ଶୋଚନୀୟ   15-Nov-2026

You Might Also Like