-+91-9937148622 |

prerana_bgr@rediffmail.com |

  Tuesday 17th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   (17-Nov-2026)       ||      ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   (16-Nov-2026)       ||      CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   (16-Nov-2026)       ||      ୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    (16-Nov-2026)       ||      କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   (16-Nov-2026)       ||      ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ    (16-Nov-2026)       ||      *ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   (16-Nov-2026)       ||      ବରପାଳି ଯାଦବ ସମାଜର ମହାନତା   (16-Nov-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   (16-Nov-2026)       ||      *ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   (16-Nov-2026)       ||      *କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   (16-Nov-2026)       ||      କୋକସରା ରେ କେ ଜେ ୟୁ ପକ୍ଷରୁ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ   (16-Nov-2026)       ||      ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର    (16-Nov-2026)       ||      *ଡାବୁଗାଁ ଠାରେ ନୂତନ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରଥମ ଥର ପାଇଁ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ - ୨୦୨୬ ପାଳିତ♦️ -ଚାଞ୍ଚଲ୍ୟକର ଖବର ଅପେକ୍ଷା ବିଶ୍ୱସନୀୟତା ଓ ଦାୟିତ୍ୱବୋଧକ ସାମ୍ବାଦିକତା ଆଜିର ସବୁଠାରୁ ବଡ଼ ଆବଶ୍ୟକତା: ଅତିଥିବୃନ୍ଦ   (16-Nov-2026)       ||      ୧୮ରୁ୨୦ ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ   (16-Nov-2026)       ||      ରୟାଲ ଏକାଡେମୀର ବାର୍ଷିକ କ୍ରୀଡା   (16-Nov-2026)       ||      ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ୬ତମ ବାର୍ଷିକ ପ୍ରତିଷ୍ଠା ଦିବସ ‘ସମର୍ପଣ୍-୨୦୨୬’ ପାଳିତ; ସଂଗଠନକୁ ଆମ୍ବୁଲାନ୍ସ ଯୋଗାଇ ଦେବାକୁ ବଲାଙ୍ଗିର ବିଧାୟକଙ୍କ ଘୋଷଣା   (16-Nov-2026)       ||      ବରିଷ୍ଠ ନାଗରିକ ସଂଘ ର ନିଜସ୍ୱ ଗୃହ ନିର୍ମାଣ ପାଇଁ ଭୂମିପୂଜା ଓ ଭିତ୍ତିପ୍ରସ୍ତର ସ୍ଥାପନ    (16-Nov-2026)       ||     

HOME   ଜିଲ୍ଲା

ପତ୍ରାପାଲିଠାରେ ମାଗଣା ସ୍ୱାସ୍ଥ୍ୟ ଶିବିର

16-Nov-2026



ବରପାଲି, (ସୁଦାମ ଦୀପ): ବରଗଡ ଜିଲ୍ଲା 
ବରପାଲି ବ୍ଲକ ପତ୍ରାପାଲି ଗ୍ରାମରେ ଲୋକମାନଙ୍କୁ ସ୍ୱାସ୍ଥ୍ୟସେବା ପହଞ୍ଚାଇବା, ସ୍ୱାସ୍ଥ୍ୟ ସଚେତନତା ବୃଦ୍ଧି କରିବା ଏବଂ ଅସହାୟ ଲୋକଙ୍କୁ ସାମାଜିକ ସହାୟତା ଯୋଗାଇଦେବା ଉଦ୍ଦେଶ୍ୟ ନେଇ ସରସ୍ୱତୀ ଥେରାପି ଆଣ୍ଡ ରିହାବିଲିଟେସନ୍ ସେଣ୍ଟର (ଏସ୍ ଆର ଟି ସି) ପକ୍ଷରୁ ଏକ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଓ ପରାମର୍ଶ ଶିବିର ଆୟୋଜିତ ହୋଇଯାଇଛି। ସମାଜସେବୀ ଗଣେଶ୍ୱର ଭୋଇ  ଶିବିରକୁ ଉଦ୍‌ଘାଟନ କରିଥିଲେ। ଏହି ଶିବିରରେ ପ୍ରାୟ ୨୫୦ ଜଣ ଲୋକ ମାଗଣା ଚିକିତ୍ସା ସେବା ଓ ସ୍ୱାସ୍ଥ୍ୟ ପରାମର୍ଶ ପାଇ ଉପକୃତ ହୋଇଥିଲେ । ଶିବିରରେ ରୋଗୀମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯିବା ସହ ଆବଶ୍ୟକୀୟ ଔଷଧ ଓ ବସ୍ତ୍ର ମାଗଣାରେ ବଣ୍ଟନ କରାଯାଇଥିଲା । ଶିବିରରେ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡା. ଶିଳ୍ପୀ ବିଶ୍ୱାଳ, ଡା. ସୁଧାମୟୀ ମେହେର (ଆଗଲପୁର ସିଏଚ୍ ସି), ଡା. ସୁସ୍ମିତା ପଣ୍ଡା (କୁମ୍ଭାରୀ ପିଏଚ୍ ସି), ଡା. କଲ୍ୟାଣୀ କଲାସୀ (ଖଣ୍ଡହତା ସିଏଚ୍‌ସି) ଓ ଡା. ଟିକେଶ୍ୱର ଗର୍ତ୍ତିଆ (ଡୁଙ୍ଗୁରିପାଲି ସିଏଚ୍ ସି) ରୋଗୀମାନଙ୍କୁ ଚିକିତ୍ସା ପରାମର୍ଶ ପ୍ରଦାନ କରିଥିଲେ ।ଫିଜିଓଥେରାପିଷ୍ଟ ଡା. ସସୀମ ପ୍ରଧାନ ମଧ୍ୟ ଚିକିତ୍ସା ସେବା ଯୋଗାଇ ଦେଇଥିଲେ। ସୁଧାଂଶୁ ପାତ୍ର ଓ ସସ୍ମିତା ବନଛୋର ଔଷଧ ବଣ୍ଟନ କାର୍ଯ୍ୟରେ ସହଯୋଗ କରିଥିଲେ ।
ଏହି ଅବସରରେ ପତ୍ରାପାଲି ଅଙ୍ଗନବାଡ଼ି କର୍ମୀ ସୁଜାତା ଥଇତ, ଆଶାକର୍ମୀ ଗାୟତ୍ରୀ ନାୟକ ଓ ବିଦ୍ୟାଳୟର ମୁଖ୍ୟଶିକ୍ଷକ ସରୋଜ ଦାଶ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ସଂସ୍ଥାର  ସଭାପତି ଲୀଳାବତୀ ତ୍ରିପାଠୀ, ସମ୍ପାଦିକା ସୁନୀତା ମୁଣ୍ଡଓ ଉପସଭାପତି ଘରଜୁଗୀ ଗଡତିଆଙ୍କ ନେତୃତ୍ୱରେ ସଦସ୍ୟା ବେଦମତୀ ପରିଡ଼ା, ସଞ୍ଜୁ ବେହେରା, ବିଜୟଲକ୍ଷ୍ମୀ ତ୍ରିପାଠୀ, ଅଯୋଧ୍ୟା ଦାଶ, ଆରତୀ ଦାଶ, ଅଞ୍ଜଳି ପ୍ରଧାନ, ପୂର୍ଣ୍ଣିମା ମେହେର, ଅନୁପମା ପ୍ରଧାନ ଓ ଯଶୋବନ୍ତୀ ମେହେର ଶିବିରରେ ଯୋଗଦେଇଥିଲେ।ସେହିପରି ସ୍ୱତନ୍ତ୍ର ଶିକ୍ଷକ ବିବେଶିଖା ବେହେରା ଓ ପ୍ରଶାନ୍ତ କୁମାର ସାମଲ, କର୍ମଚାରୀ ନୂତନ ପ୍ରଧାନ ଓ ସୁନୀତା କୁମ୍ଭାରଙ୍କ ସମେତ ସମସ୍ତ ସହଯୋଗୀ ଶିବିରର ସଫଳ ଆୟୋଜନରେ ସକ୍ରିୟ ସହଯୋଗ କରିଥିଲେ।ଏଭଳି ଜନହିତକର କାର୍ଯ୍ୟକ୍ରମକୁ ଗ୍ରାମବାସୀମାନେ ଭୂୟସୀ ପ୍ରଶଂସା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   17-Nov-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   16-Nov-2026
  ଜିଲ୍ଲା  
CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   16-Nov-2026
  ଜିଲ୍ଲା  
୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    16-Nov-2026
  ଜିଲ୍ଲା  
କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   16-Nov-2026
  ଜିଲ୍ଲା  
ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   16-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ   16-Nov-2026
  ଜିଲ୍ଲା  
*ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   16-Nov-2026
  ଜିଲ୍ଲା  
ବରପାଳି ଯାଦବ ସମାଜର ମହାନତା   16-Nov-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   16-Nov-2026
  ଜିଲ୍ଲା  
*ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   16-Nov-2026
  ଜିଲ୍ଲା  
*କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   16-Nov-2026

You Might Also Like