-+91-9937148622 |

prerana_bgr@rediffmail.com |

  Tuesday 17th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   (17-Nov-2026)       ||      ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   (16-Nov-2026)       ||      CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   (16-Nov-2026)       ||      ୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    (16-Nov-2026)       ||      କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   (16-Nov-2026)       ||      ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ    (16-Nov-2026)       ||      *ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   (16-Nov-2026)       ||      ବରପାଳି ଯାଦବ ସମାଜର ମହାନତା   (16-Nov-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   (16-Nov-2026)       ||      *ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   (16-Nov-2026)       ||      *କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   (16-Nov-2026)       ||      କୋକସରା ରେ କେ ଜେ ୟୁ ପକ୍ଷରୁ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ   (16-Nov-2026)       ||      ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର    (16-Nov-2026)       ||      *ଡାବୁଗାଁ ଠାରେ ନୂତନ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରଥମ ଥର ପାଇଁ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ - ୨୦୨୬ ପାଳିତ♦️ -ଚାଞ୍ଚଲ୍ୟକର ଖବର ଅପେକ୍ଷା ବିଶ୍ୱସନୀୟତା ଓ ଦାୟିତ୍ୱବୋଧକ ସାମ୍ବାଦିକତା ଆଜିର ସବୁଠାରୁ ବଡ଼ ଆବଶ୍ୟକତା: ଅତିଥିବୃନ୍ଦ   (16-Nov-2026)       ||      ୧୮ରୁ୨୦ ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ   (16-Nov-2026)       ||      ରୟାଲ ଏକାଡେମୀର ବାର୍ଷିକ କ୍ରୀଡା   (16-Nov-2026)       ||      ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ୬ତମ ବାର୍ଷିକ ପ୍ରତିଷ୍ଠା ଦିବସ ‘ସମର୍ପଣ୍-୨୦୨୬’ ପାଳିତ; ସଂଗଠନକୁ ଆମ୍ବୁଲାନ୍ସ ଯୋଗାଇ ଦେବାକୁ ବଲାଙ୍ଗିର ବିଧାୟକଙ୍କ ଘୋଷଣା   (16-Nov-2026)       ||      ବରିଷ୍ଠ ନାଗରିକ ସଂଘ ର ନିଜସ୍ୱ ଗୃହ ନିର୍ମାଣ ପାଇଁ ଭୂମିପୂଜା ଓ ଭିତ୍ତିପ୍ରସ୍ତର ସ୍ଥାପନ    (16-Nov-2026)       ||     

HOME   ରାଜ୍ୟ

ଇଣ୍ଡିଆନ୍ ଇଣ୍ଟରନ୍ୟାସନାଲ ଟ୍ରେଡ୍ ଫେୟାରରେ ଓମ୍ଫେଡ୍ ଷ୍ଟଲ୍ ବୁଲି ଦେଖିଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ

16-Nov-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ ୪୫ତମ ଇଣ୍ଡିଆନ୍ ଇଣ୍ଟରନ୍ୟାସନାଲ ଟ୍ରେଡ୍ ଫେୟାରରେ ଓଡିଶା ପାଭଲିୟନକୁ ଉଦ୍ଘାଟନ କରିବା ସହ ଓମ୍ଫେଡ୍‌ର ଆକର୍ଷଣୀୟ ଷ୍ଟଲ୍ ପରିଦର୍ଶନ କରିଛନ୍ତି ଓଡ଼ିଶାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ନଭେମ୍ବର ୧୪ ରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଦେଶର ବିଭିନ୍ନ ରାଜ୍ୟର ବାଣିଜ୍ୟିକ ସଂସ୍ଥା ସେମାନଙ୍କ ଉତ୍ପାଦ ଓ ସାମଗ୍ରୀ ପ୍ରଦର୍ଶନ କରୁଛନ୍ତି।
ଏହି ମେଳାରେ ଓମ୍ଫେଡ୍ ପକ୍ଷରୁ ଏକ ଆକର୍ଷଣୀୟ ଷ୍ଟଲ୍ ଖୋଲାଯାଇଛି। ଏଠାରେ ଓମ୍ଫେଡ୍‌ର ବିଭିନ୍ନ ଉଚ୍ଚମାନର ଦୁଗ୍ଧଜାତ ଉତ୍ପାଦ ଯଥା ଏ-୨ ଘିଅ, ଫ୍ଲେଭର୍ଡ ମିଲ୍କ ଓ ବିଭିନ୍ନ ସ୍ୱାଦର ଲସି ଆଦି ପ୍ରଦର୍ଶନ ସହ ବିକ୍ରି କରାଯାଉଛି। ଏହି ଉତ୍ପାଦଗୁଡ଼ିକ ମଧ୍ୟରୁ ଏ-୨ ଘିଅ ଓ ଫ୍ଲେଭର୍ଡ ମିଲ୍କର ଚାହିଦା ସର୍ବାଧିକ ରହିଛି। ଓଡ଼ିଆ ଗ୍ରାହକଙ୍କ ସମେତ ଅନ୍ୟ ରାଜ୍ୟର ଗ୍ରାହକମାନେ ମଧ୍ୟ ଓମ୍ଫେଡ୍ ଉତ୍ପାଦ ପ୍ରତି ବିଶେଷ ଆଗ୍ରହ ପ୍ରକାଶ କରୁଛନ୍ତି।
ଏହି ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓମ୍ଫେଡ୍‌ର ଅଂଶଗ୍ରହଣ କେବଳ ବ୍ୟବସାୟିକ କାରବାର ମଧ୍ୟରେ ସୀମିତ ନୁହେଁ। ଓମ୍ଫେଡ୍ ଦ୍ୱାରା ପ୍ରସ୍ତୁତ ଗୁଣାତ୍ମକ ଦୁଗ୍ଧଜାତ ଉତ୍ପାଦଗୁଡ଼ିକୁ ଦେଶର ବିଭିନ୍ନ ଅଞ୍ଚଳ ସମେତ ଅନ୍ତର୍ଜାତୀୟ ବଜାରରେ ପରିଚିତ କରାଇବା ସହ ଏହାର ବଜାର ସମ୍ପ୍ରସାରଣ କରିବା ଏହି ପଦକ୍ଷେପର ମୁଖ୍ୟ ଉଦ୍ଦେଶ୍ୟ ବୋଲି କହିଛନ୍ତି ଓମ୍ଫେଡ୍‌ର ପରିଚାଳନା ନିର୍ଦ୍ଦେଶିକା ପ୍ରଣତି ଛୋଟରାୟ, ଭା.ପ୍ର.ସେ. । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   17-Nov-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   16-Nov-2026
  ଜିଲ୍ଲା  
CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   16-Nov-2026
  ଜିଲ୍ଲା  
୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    16-Nov-2026
  ଜିଲ୍ଲା  
କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   16-Nov-2026
  ଜିଲ୍ଲା  
ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   16-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ   16-Nov-2026
  ଜିଲ୍ଲା  
*ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   16-Nov-2026
  ଜିଲ୍ଲା  
ବରପାଳି ଯାଦବ ସମାଜର ମହାନତା   16-Nov-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   16-Nov-2026
  ଜିଲ୍ଲା  
*ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   16-Nov-2026
  ଜିଲ୍ଲା  
*କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   16-Nov-2026

You Might Also Like