-+91-9937148622 |

prerana_bgr@rediffmail.com |

  Tuesday 17th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   (17-Nov-2026)       ||      ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   (16-Nov-2026)       ||      CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   (16-Nov-2026)       ||      ୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    (16-Nov-2026)       ||      କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   (16-Nov-2026)       ||      ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ    (16-Nov-2026)       ||      *ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   (16-Nov-2026)       ||      ବରପାଳି ଯାଦବ ସମାଜର ମହାନତା   (16-Nov-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   (16-Nov-2026)       ||      *ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   (16-Nov-2026)       ||      *କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   (16-Nov-2026)       ||      କୋକସରା ରେ କେ ଜେ ୟୁ ପକ୍ଷରୁ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ   (16-Nov-2026)       ||      ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର    (16-Nov-2026)       ||      *ଡାବୁଗାଁ ଠାରେ ନୂତନ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରଥମ ଥର ପାଇଁ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ - ୨୦୨୬ ପାଳିତ♦️ -ଚାଞ୍ଚଲ୍ୟକର ଖବର ଅପେକ୍ଷା ବିଶ୍ୱସନୀୟତା ଓ ଦାୟିତ୍ୱବୋଧକ ସାମ୍ବାଦିକତା ଆଜିର ସବୁଠାରୁ ବଡ଼ ଆବଶ୍ୟକତା: ଅତିଥିବୃନ୍ଦ   (16-Nov-2026)       ||      ୧୮ରୁ୨୦ ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ   (16-Nov-2026)       ||      ରୟାଲ ଏକାଡେମୀର ବାର୍ଷିକ କ୍ରୀଡା   (16-Nov-2026)       ||      ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ୬ତମ ବାର୍ଷିକ ପ୍ରତିଷ୍ଠା ଦିବସ ‘ସମର୍ପଣ୍-୨୦୨୬’ ପାଳିତ; ସଂଗଠନକୁ ଆମ୍ବୁଲାନ୍ସ ଯୋଗାଇ ଦେବାକୁ ବଲାଙ୍ଗିର ବିଧାୟକଙ୍କ ଘୋଷଣା   (16-Nov-2026)       ||      ବରିଷ୍ଠ ନାଗରିକ ସଂଘ ର ନିଜସ୍ୱ ଗୃହ ନିର୍ମାଣ ପାଇଁ ଭୂମିପୂଜା ଓ ଭିତ୍ତିପ୍ରସ୍ତର ସ୍ଥାପନ    (16-Nov-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ୬ତମ ବାର୍ଷିକ ପ୍ରତିଷ୍ଠା ଦିବସ ‘ସମର୍ପଣ୍-୨୦୨୬’ ପାଳିତ; ସଂଗଠନକୁ ଆମ୍ବୁଲାନ୍ସ ଯୋଗାଇ ଦେବାକୁ ବଲାଙ୍ଗିର ବିଧାୟକଙ୍କ ଘୋଷଣା

16-Nov-2026



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ କୋଶଲ କଳାମଣ୍ଡଳ ପଡ଼ିଆଠାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ୬ତମ ବାର୍ଷିକ ପ୍ରତିଷ୍ଠା ଦିବସ ‘ସମର୍ପଣ୍-୨୦୨୬’ ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମର ପ୍ରାରମ୍ଭରେ ସଂଗଠନର ସମସ୍ତ ସଦସ୍ୟ, ସଦସ୍ୟା ଏବଂ ଉପଦେଷ୍ଟା ମଣ୍ଡଳୀଙ୍କ ଦ୍ୱାରା ପାରମ୍ପରିକ ରୀତିନୀତିରେ ମଞ୍ଚ ପୂଜା ସମ୍ପନ୍ନ ହୋଇଥିଲା।​ପୂର୍ବାହ୍ନରେ ସଂଗଠନ ପକ୍ଷରୁ ସମାଜସେବା ଉଦ୍ଦେଶ୍ୟରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ସମେତ ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ପରୀକ୍ଷା ଶିବିରର ଆୟୋଜନ କରାଯାଇଥିଲା। ସନ୍ଧ୍ୟାରେ ଆୟୋଜିତ ସାଧାରଣ

ସଭାରେ ବଲାଙ୍ଗିରର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ କଳିକେଶ ନାରାୟଣ ସିଂଦେଓ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ, ବଲାଙ୍ଗିର ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ବଲାଙ୍ଗିର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସରିତା ବାଗ ଏବଂ ଦେଓଗାଁ ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଦୟାନିଧି ଖମାରୀ ମଞ୍ଚାସୀନ ରହି ସଂଗଠନର ଜନହିତକର କାର୍ଯ୍ୟକୁ ଭୂୟସୀ ପ୍ରଶଂସା କରିବା ସହିତ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ସିଂଦେଓ ସଂଗଠନର ସେବା ମନୋଭାବରେ ଖୁସି ହୋଇ ଆଗାମୀ ଦିନରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନକୁ ଏକ ଆମ୍ବୁଲାନ୍ସ ଯୋଗାଇ ଦେବେ ବୋଲି ମଞ୍ଚରୁ ଘୋଷଣା କରିଥିଲେ।

​କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାର ସମସ୍ତ ଅଗ୍ରଣୀ ସାମାଜିକ ସଂଗଠନ ସମେତ ସୁନ୍ଦରଗଡ଼, କଳାହାଣ୍ଡି ଓ ବରଗଡ଼ ଜିଲ୍ଲାରୁ ଆସିଥିବା ଅନେକ ଅଗ୍ରଣୀ ସାମାଜିକ ସଂଗଠନକୁ ସେମାନଙ୍କ ଉଲ୍ଲେଖନୀୟ ସେବା ପାଇଁ ସମ୍ମାନିତ କରାଯାଇଥିଲା। ​ସଂସ୍କୃତିକ କାର୍ଯ୍ୟକ୍ରମରେ ଲୋକପ୍ରିୟ କଣ୍ଠଶିଳ୍ପୀ ରୁକୁ ସୁନା ଓ ଟିମ୍, ଶିବାନନ୍ଦ ତ୍ରିପାଠୀ, ବ୍ୟାସଦେବ ପୁରୋହିତ, ଶ୍ରେୟାଂଶ ଶେଖର, ସୁଚିତ୍ରା ଦାସ, ଦିପିତା ସ୍ୱାଇଁ ଏବଂ ଦିନେଶ ଜଗତଙ୍କ ରଙ୍ଗାରଙ୍ଗ ସଙ୍ଗୀତ ଓ ନୃତ୍ୟ ପରିବେଷଣରେ ଦର୍ଶକ ମାନେ ମଧ୍ୟ ରାତ୍ରି ପର୍ଯ୍ୟନ୍ତ ଝୁମି ଉଠିଥିଲେ। ସଭା ମଞ୍ଚକୁ ସଂଗଠନର ସମ୍ପାଦକ ଗୋବିନ୍ଦ ଚନ୍ଦ୍ର ଶତପଥୀ ପରିଚାଳନା କରିଥିବା ବେଳେ ସାଂସ୍କୃତିକ ମଞ୍ଚକୁ ବୀରେନ୍ଦ୍ର ପାଣ୍ଡେ ପରିଚାଳନା କରିଥିଲେ। ପରିଶେଷରେ ସଂଗଠନର ସଭାପତି ଉତ୍ତମ ନନ୍ଦ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ସଂଗଠନର ସମସ୍ତ ସଦସ୍ୟ ଓ ସଦସ୍ୟାଙ୍କ ମିଳିତ ସହଯୋଗରେ କାର୍ଯ୍ୟକ୍ରମଟି ସଫଳତାର ସହ ସମ୍ପନ୍ନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   17-Nov-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   16-Nov-2026
  ଜିଲ୍ଲା  
CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   16-Nov-2026
  ଜିଲ୍ଲା  
୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    16-Nov-2026
  ଜିଲ୍ଲା  
କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   16-Nov-2026
  ଜିଲ୍ଲା  
ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   16-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ   16-Nov-2026
  ଜିଲ୍ଲା  
*ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   16-Nov-2026
  ଜିଲ୍ଲା  
ବରପାଳି ଯାଦବ ସମାଜର ମହାନତା   16-Nov-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   16-Nov-2026
  ଜିଲ୍ଲା  
*ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   16-Nov-2026
  ଜିଲ୍ଲା  
*କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   16-Nov-2026

You Might Also Like