-+91-9937148622 |

prerana_bgr@rediffmail.com |

  Tuesday 17th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   (17-Nov-2026)       ||      ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   (16-Nov-2026)       ||      CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   (16-Nov-2026)       ||      ୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    (16-Nov-2026)       ||      କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   (16-Nov-2026)       ||      ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ    (16-Nov-2026)       ||      *ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   (16-Nov-2026)       ||      ବରପାଳି ଯାଦବ ସମାଜର ମହାନତା   (16-Nov-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   (16-Nov-2026)       ||      *ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   (16-Nov-2026)       ||      *କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   (16-Nov-2026)       ||      କୋକସରା ରେ କେ ଜେ ୟୁ ପକ୍ଷରୁ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ   (16-Nov-2026)       ||      ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର    (16-Nov-2026)       ||      *ଡାବୁଗାଁ ଠାରେ ନୂତନ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରଥମ ଥର ପାଇଁ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ - ୨୦୨୬ ପାଳିତ♦️ -ଚାଞ୍ଚଲ୍ୟକର ଖବର ଅପେକ୍ଷା ବିଶ୍ୱସନୀୟତା ଓ ଦାୟିତ୍ୱବୋଧକ ସାମ୍ବାଦିକତା ଆଜିର ସବୁଠାରୁ ବଡ଼ ଆବଶ୍ୟକତା: ଅତିଥିବୃନ୍ଦ   (16-Nov-2026)       ||      ୧୮ରୁ୨୦ ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ   (16-Nov-2026)       ||      ରୟାଲ ଏକାଡେମୀର ବାର୍ଷିକ କ୍ରୀଡା   (16-Nov-2026)       ||      ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ୬ତମ ବାର୍ଷିକ ପ୍ରତିଷ୍ଠା ଦିବସ ‘ସମର୍ପଣ୍-୨୦୨୬’ ପାଳିତ; ସଂଗଠନକୁ ଆମ୍ବୁଲାନ୍ସ ଯୋଗାଇ ଦେବାକୁ ବଲାଙ୍ଗିର ବିଧାୟକଙ୍କ ଘୋଷଣା   (16-Nov-2026)       ||      ବରିଷ୍ଠ ନାଗରିକ ସଂଘ ର ନିଜସ୍ୱ ଗୃହ ନିର୍ମାଣ ପାଇଁ ଭୂମିପୂଜା ଓ ଭିତ୍ତିପ୍ରସ୍ତର ସ୍ଥାପନ    (16-Nov-2026)       ||     

HOME   ଜିଲ୍ଲା

ରୟାଲ ଏକାଡେମୀର ବାର୍ଷିକ କ୍ରୀଡା

16-Nov-2026



ବଲାଙ୍ଗିର(ପ୍ରେରଣା ଖବର):- ବଲାଙ୍ଗିର କଲେଜ ଛକ ସ୍ଥିତ ରୟାଲ ଏକାଡେମୀ ବିଦ୍ୟାଳୟର ବାର୍ଷିକ କ୍ରୀଡା ସ୍ଥାନୀୟ ଟାଉନ ବିଦ୍ୟାଳୟ ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ରୟାଲ ଏକାଡେମୀର ପ୍ରତିଷ୍ଠାତା ନିରୁପମା ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବାର୍ଷିକ କ୍ରୀଡା ସମସ୍ତ ଛାତ୍ର ଛାତ୍ରୀ ଯୋଗଦାନ କରିଥିଲେ । ଉକ୍ତ କ୍ରୀଡା ରେ ସିନିୟର ଚମ୍ପିୟାନ ଋତୁରାଜ ପଶାୟତ, ଜୁନିୟର ଚମ୍ପିୟାନ ଭୈରବ ମହାନନ୍ଦ ଏବଂ ସବ୍ ଜୁନିୟର ଚମ୍ପିୟାନ ଏମ୍‌ଡି ଇବ୍ରାହିମ ଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଦୌଡ ପ୍ରତିଯୋଗିତାରେ

ଗୋବିନ୍ଦ ମହାନ୍ତି, ନିରଖୋ ରଣା, ପୂର୍ଣ୍ଣଚନ୍ଦ୍ର ସୁନା ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ପାଇଁ ପୁରସ୍କୃତ ହୋଇଥିଲେ । ଅଭିଭାବକମାନଙ୍କ ମ୍ୟୁଜିକ ଚେୟାର ପ୍ରତିଯୋଗିତାରେ ନମିତା ପୁଟେଲ, ଉର୍ମି ସୁନା, ରୁକସାର ବରବିନ ଯଥାକ୍ରମେ ପ୍ରଥ. ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ବିଜେତା ହୋଇଥିଲେ । ଉକ୍ତ କ୍ରୀଡା ଉତ୍ସବରେ

ରୟାଲ ଏକାଡେମୀର ଟ୍ରଷ୍ଟ ସଭ୍ୟ ପ୍ରକାଶ କୁମାର ନେପାକ ମୁଖ୍ୟ ଅତିଥି ଏବଂ ଟ୍ରଷ୍ଟ ସଭ୍ୟ ଅଜିତ କୁମାର ପଣ୍ଡା ସମ୍ମାନିତ ଅତିଥି ରୂପେ ଯୋଗଦାନ କରି ପୁରସ୍କାର ବିତରଣ କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷା ସଂଜିତା ଦାସ, ଶିକ୍ଷୟିତ୍ରୀ ସସ୍ମିତା ମହାକୁର, ମୋନିକା ପାଢୀ, ହେମଲତା ସାହୁ, ସ୍ୱାଗତିକା ପାତ୍ର ତଥା ଶିକ୍ଷକ ଦେବାନନ୍ଦ ସାହୁ, ପ୍ରିତିଶ ନାଗ ଙ୍କ ସହଯୋଗରେ ବାର୍ଷିକ କ୍ରୀଡା ସୁଚାରୁ ରୂପେ ଆୟୋଜିତ ହୋଇଥିଲା । ବିଦ୍ୟାଳୟର ଛାତ୍ର ମନୀଷ ନନ୍ଦ, ଆରୟବ ଧରୁଆ, କ୍ରିତିକା ଖମାରୀ, ଆଶୀର୍ବାଦ ପୁଟେଲ, ଆହ୍ୱାନ ଦ୍ୱିବେଦୀ, ଏମ୍‌ଡି ଅଫନ ଆୟୋଜନରେ ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   17-Nov-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   16-Nov-2026
  ଜିଲ୍ଲା  
CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   16-Nov-2026
  ଜିଲ୍ଲା  
୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    16-Nov-2026
  ଜିଲ୍ଲା  
କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   16-Nov-2026
  ଜିଲ୍ଲା  
ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   16-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ   16-Nov-2026
  ଜିଲ୍ଲା  
*ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   16-Nov-2026
  ଜିଲ୍ଲା  
ବରପାଳି ଯାଦବ ସମାଜର ମହାନତା   16-Nov-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   16-Nov-2026
  ଜିଲ୍ଲା  
*ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   16-Nov-2026
  ଜିଲ୍ଲା  
*କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   16-Nov-2026

You Might Also Like