-+91-9937148622 |

prerana_bgr@rediffmail.com |

  Tuesday 17th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   (17-Nov-2026)       ||      ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   (16-Nov-2026)       ||      CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   (16-Nov-2026)       ||      ୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    (16-Nov-2026)       ||      କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   (16-Nov-2026)       ||      ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ    (16-Nov-2026)       ||      *ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   (16-Nov-2026)       ||      ବରପାଳି ଯାଦବ ସମାଜର ମହାନତା   (16-Nov-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   (16-Nov-2026)       ||      *ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   (16-Nov-2026)       ||      *କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   (16-Nov-2026)       ||      କୋକସରା ରେ କେ ଜେ ୟୁ ପକ୍ଷରୁ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ   (16-Nov-2026)       ||      ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର    (16-Nov-2026)       ||      *ଡାବୁଗାଁ ଠାରେ ନୂତନ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରଥମ ଥର ପାଇଁ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ - ୨୦୨୬ ପାଳିତ♦️ -ଚାଞ୍ଚଲ୍ୟକର ଖବର ଅପେକ୍ଷା ବିଶ୍ୱସନୀୟତା ଓ ଦାୟିତ୍ୱବୋଧକ ସାମ୍ବାଦିକତା ଆଜିର ସବୁଠାରୁ ବଡ଼ ଆବଶ୍ୟକତା: ଅତିଥିବୃନ୍ଦ   (16-Nov-2026)       ||      ୧୮ରୁ୨୦ ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ   (16-Nov-2026)       ||      ରୟାଲ ଏକାଡେମୀର ବାର୍ଷିକ କ୍ରୀଡା   (16-Nov-2026)       ||      ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ୬ତମ ବାର୍ଷିକ ପ୍ରତିଷ୍ଠା ଦିବସ ‘ସମର୍ପଣ୍-୨୦୨୬’ ପାଳିତ; ସଂଗଠନକୁ ଆମ୍ବୁଲାନ୍ସ ଯୋଗାଇ ଦେବାକୁ ବଲାଙ୍ଗିର ବିଧାୟକଙ୍କ ଘୋଷଣା   (16-Nov-2026)       ||      ବରିଷ୍ଠ ନାଗରିକ ସଂଘ ର ନିଜସ୍ୱ ଗୃହ ନିର୍ମାଣ ପାଇଁ ଭୂମିପୂଜା ଓ ଭିତ୍ତିପ୍ରସ୍ତର ସ୍ଥାପନ    (16-Nov-2026)       ||     

HOME   ଜିଲ୍ଲା

*ଡାବୁଗାଁ ଠାରେ ନୂତନ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରଥମ ଥର ପାଇଁ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*

16-Nov-2026



*ନବରଙ୍ଗପୁର :* (ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ମିଶନ ଶକ୍ତି ସଭାଗୃହରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନୂତନ ଜିଲ୍ଲାପାଳ ମଧୁସ୍ମିତାଙ୍କ ଅଧ୍ୟକ୍ଷତାରେ ଏହା ପ୍ରଥମ ଥର ପାଇଁ ଅନୁଷ୍ଠିତ ହୋଇଛି।ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ୩୬ଟି ଅଭିଯୋଗର ଶୁଣାଣି କରି ତାହାର ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗର ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୩୬ଟି ଅଭିଯୋଗ ମଧ୍ୟରୁ ୧୯ଟି ବ୍ୟକ୍ତିଗତ ଓ ୧୭ଟି ଗୋଷ୍ଠୀଗତ ଅଭିଯୋଗ ଥିଲା।
ଡାବୁଗାଁ ମୁଖ୍ୟରାସ୍ତା ଚାରିଛକରେ ଟ୍ରାଫିକ ସମସ୍ୟା, ଭିବିଜି ରାମ ଜି ଆନୁକୂଲ୍ୟରେ ଲୋକଙ୍କୁ କାର୍ଯ୍ୟ ଯୋଗାଇ ଦେବା, ଡାବୁଗାଁ ଏସବିଆଇ ଓ ଉତ୍କଳ ବ୍ୟାଙ୍କ ପରିସରରେ ପାନୀୟ ଜଳ ଓ ଶୌଚାଳୟ ଯୋଗାଇ ଦେବା, କେଲିଆ ଶୈବ ପୀଠରେ ଅର୍ଦ୍ଧ ନିର୍ମିତ ମଣ୍ଡପକୁ ସମ୍ପୂର୍ଣ୍ଣ କରିବା, ଡାବୁଗାଁ ବ୍ଲକ ଅଧୀନ ରାବନାଗୁଡା ଗ୍ରାମକୁ ଲକ୍ଷ୍ମୀ ବସ୍ ସୁବିଧା ଯୋଗାଇ ଦେବା ଭଳି ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ଶୁଣାଣିରେ ଆସିଥିଲା। ଏଥିରେ ନବରଙ୍ଗପୁର ଆରକ୍ଷୀ ଅଧୀକ୍ଷକ କାଶ୍ୟପ ପାର୍ଥ ଜଗଦୀଶଙ୍କ ସହ ଜିଲ୍ଲାସ୍ତରୀୟ ଅଧିକାରୀ, ଡାବୁଗାଁ ବିଡିଓ ସମୀର କୁମାର ପାତ୍ର, ଡାବୁଗାଁ ତହସିଲଦାର ଗୀତ ମୁର୍ମୁ, ଗୋଷ୍ଠୀ ଶିକ୍ଷା ଅଧିକାରୀ, ବ୍ଲକ କୃଷି ଅଧିକାରୀ ସୁଦେଷ୍ଣା ଧଳ, ଡାବୁଗାଁ ବନାଞ୍ଚଳ ଅଧିକାରୀ ରାମଚନ୍ଦ୍ର ଭତ୍ରା, ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ରାଉତ, ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀ, ସହକାରୀ ଉଦ୍ୟାନ ଅଧିକାରୀ ରବିଶଙ୍କର ପଣ୍ଡା, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ସହକାରୀ ନିର୍ବାହୀ ଯନ୍ତ୍ରୀ, ଯୋଗାଣ ନିରୀକ୍ଷକ ସିପ୍ରା ସାମଲ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା ସହ ଅନେକ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   17-Nov-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   16-Nov-2026
  ଜିଲ୍ଲା  
CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   16-Nov-2026
  ଜିଲ୍ଲା  
୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    16-Nov-2026
  ଜିଲ୍ଲା  
କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   16-Nov-2026
  ଜିଲ୍ଲା  
ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   16-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ   16-Nov-2026
  ଜିଲ୍ଲା  
*ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   16-Nov-2026
  ଜିଲ୍ଲା  
ବରପାଳି ଯାଦବ ସମାଜର ମହାନତା   16-Nov-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   16-Nov-2026
  ଜିଲ୍ଲା  
*ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   16-Nov-2026
  ଜିଲ୍ଲା  
*କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   16-Nov-2026

You Might Also Like