-+91-9937148622 |

prerana_bgr@rediffmail.com |

  Tuesday 17th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   (17-Nov-2026)       ||      ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   (16-Nov-2026)       ||      CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   (16-Nov-2026)       ||      ୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    (16-Nov-2026)       ||      କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   (16-Nov-2026)       ||      ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ    (16-Nov-2026)       ||      *ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   (16-Nov-2026)       ||      ବରପାଳି ଯାଦବ ସମାଜର ମହାନତା   (16-Nov-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   (16-Nov-2026)       ||      *ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   (16-Nov-2026)       ||      *କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   (16-Nov-2026)       ||      କୋକସରା ରେ କେ ଜେ ୟୁ ପକ୍ଷରୁ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ   (16-Nov-2026)       ||      ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର    (16-Nov-2026)       ||      *ଡାବୁଗାଁ ଠାରେ ନୂତନ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରଥମ ଥର ପାଇଁ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ - ୨୦୨୬ ପାଳିତ♦️ -ଚାଞ୍ଚଲ୍ୟକର ଖବର ଅପେକ୍ଷା ବିଶ୍ୱସନୀୟତା ଓ ଦାୟିତ୍ୱବୋଧକ ସାମ୍ବାଦିକତା ଆଜିର ସବୁଠାରୁ ବଡ଼ ଆବଶ୍ୟକତା: ଅତିଥିବୃନ୍ଦ   (16-Nov-2026)       ||      ୧୮ରୁ୨୦ ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ   (16-Nov-2026)       ||      ରୟାଲ ଏକାଡେମୀର ବାର୍ଷିକ କ୍ରୀଡା   (16-Nov-2026)       ||      ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ୬ତମ ବାର୍ଷିକ ପ୍ରତିଷ୍ଠା ଦିବସ ‘ସମର୍ପଣ୍-୨୦୨୬’ ପାଳିତ; ସଂଗଠନକୁ ଆମ୍ବୁଲାନ୍ସ ଯୋଗାଇ ଦେବାକୁ ବଲାଙ୍ଗିର ବିଧାୟକଙ୍କ ଘୋଷଣା   (16-Nov-2026)       ||      ବରିଷ୍ଠ ନାଗରିକ ସଂଘ ର ନିଜସ୍ୱ ଗୃହ ନିର୍ମାଣ ପାଇଁ ଭୂମିପୂଜା ଓ ଭିତ୍ତିପ୍ରସ୍ତର ସ୍ଥାପନ    (16-Nov-2026)       ||     

HOME   ଜିଲ୍ଲା

ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

16-Nov-2026



ବଲାଙ୍ଗୀର(ପ୍ରେରଣା ଖବର): ଆଜି ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଉପସ୍ଥିତ ରହି ଜନସାଧାରଣଙ୍କ ଠାରୁ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ସମସ୍ୟା ନେଇ ଶିବିରକୁ ଆସିଥିବା ଅଭିଯୋଗକାରୀ ମାନେ ନିଜ ନିଜର ଅଭିଯୋଗ ଓ ଦାବି ଉପସ୍ଥାପନ କରିଥିଲେ। ଜିଲ୍ଲାପାଳ ସେମାନଙ୍କ ସମସ୍ୟାକୁ ଗୁରୁତ୍ୱର ସହ ଶୁଣିବା ସହ ସମ୍ପୃକ୍ତ ଅଧିକାରୀମାନଙ୍କୁ ଅଭିଯୋଗ

ଗୁଡ଼ିକର ଯାଞ୍ଚ କରି ଯଥାଶୀଘ୍ର ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ଆୟୋଜିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୋଟ ୪୦ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ, ସେଥିମଧ୍ୟରୁ ୪ଟି ଗୋଷ୍ଠୀଗତ ଏବଂ ୩୬ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା। ଏହି ସମସ୍ତ ଅଭିଯୋଗର ତ୍ୱରିତ ଓ ସନ୍ତୋଷଜନକ ସମାଧାନ ନିମନ୍ତେ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତରଣୀ ସୁନାଙ୍କ ସମେତ

ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିଲେ। ଶିବିର ସମାପ୍ତି ପରେ ଜିଲ୍ଲାପାଳ କରୁଆଝର ସ୍ଥିତ ଶ୍ରୀରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରି ସେଠାକାର ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟିତ୍ରୀମାନଙ୍କ ସହ ବିଦ୍ୟାଳୟର ଶିକ୍ଷାଦାନ ଓ ବିଭାଗୀୟ ବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   17-Nov-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   16-Nov-2026
  ଜିଲ୍ଲା  
CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   16-Nov-2026
  ଜିଲ୍ଲା  
୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    16-Nov-2026
  ଜିଲ୍ଲା  
କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   16-Nov-2026
  ଜିଲ୍ଲା  
ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   16-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ   16-Nov-2026
  ଜିଲ୍ଲା  
*ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   16-Nov-2026
  ଜିଲ୍ଲା  
ବରପାଳି ଯାଦବ ସମାଜର ମହାନତା   16-Nov-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   16-Nov-2026
  ଜିଲ୍ଲା  
*ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   16-Nov-2026
  ଜିଲ୍ଲା  
*କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   16-Nov-2026

You Might Also Like