-+91-9937148622 |

prerana_bgr@rediffmail.com |

  Tuesday 17th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   (17-Nov-2026)       ||      ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   (16-Nov-2026)       ||      CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   (16-Nov-2026)       ||      ୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    (16-Nov-2026)       ||      କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   (16-Nov-2026)       ||      ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ    (16-Nov-2026)       ||      *ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   (16-Nov-2026)       ||      ବରପାଳି ଯାଦବ ସମାଜର ମହାନତା   (16-Nov-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   (16-Nov-2026)       ||      *ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   (16-Nov-2026)       ||      *କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   (16-Nov-2026)       ||      କୋକସରା ରେ କେ ଜେ ୟୁ ପକ୍ଷରୁ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ   (16-Nov-2026)       ||      ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର    (16-Nov-2026)       ||      *ଡାବୁଗାଁ ଠାରେ ନୂତନ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରଥମ ଥର ପାଇଁ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ - ୨୦୨୬ ପାଳିତ♦️ -ଚାଞ୍ଚଲ୍ୟକର ଖବର ଅପେକ୍ଷା ବିଶ୍ୱସନୀୟତା ଓ ଦାୟିତ୍ୱବୋଧକ ସାମ୍ବାଦିକତା ଆଜିର ସବୁଠାରୁ ବଡ଼ ଆବଶ୍ୟକତା: ଅତିଥିବୃନ୍ଦ   (16-Nov-2026)       ||      ୧୮ରୁ୨୦ ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ   (16-Nov-2026)       ||      ରୟାଲ ଏକାଡେମୀର ବାର୍ଷିକ କ୍ରୀଡା   (16-Nov-2026)       ||      ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ୬ତମ ବାର୍ଷିକ ପ୍ରତିଷ୍ଠା ଦିବସ ‘ସମର୍ପଣ୍-୨୦୨୬’ ପାଳିତ; ସଂଗଠନକୁ ଆମ୍ବୁଲାନ୍ସ ଯୋଗାଇ ଦେବାକୁ ବଲାଙ୍ଗିର ବିଧାୟକଙ୍କ ଘୋଷଣା   (16-Nov-2026)       ||      ବରିଷ୍ଠ ନାଗରିକ ସଂଘ ର ନିଜସ୍ୱ ଗୃହ ନିର୍ମାଣ ପାଇଁ ଭୂମିପୂଜା ଓ ଭିତ୍ତିପ୍ରସ୍ତର ସ୍ଥାପନ    (16-Nov-2026)       ||     

HOME   ଜିଲ୍ଲା

*ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*

16-Nov-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ମହାବିଦ୍ୟାଳୟ ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ସୋନପୁର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଡା. ପ୍ରଫୁଲ୍ଲ କୁମାର ରଥଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବୈଠକରେ ପୂରାତନ ଛାତ୍ର ସଂଘ କର୍ମକର୍ତ୍ତା ପ୍ରମୁଖ ଙ୍କ ସହ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଧାକାନ୍ତ ନାଏକ ଓ ନବ ନିର୍ବାଚିତ ଛାତ୍ର ସଂସଦ ସଭାପତି ଶ୍ରୀ ରୋଶନ ଶର୍ମା ଉପସ୍ଥିତ ଥିଲେ । ବୈଠକରେ ପ୍ରଥମେ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଡ. ଜୟଦେବ ଡନସେନା ଙ୍କ ଉଦ୍ଦେଶ୍ଯରେ ୨ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ପରେ ମହାବିଦ୍ୟାଳୟ ର ବିକାଶମୂଳକ କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବା ନେଇ ସଦସ୍ୟମାନେ ଗଭୀର ଉଦ୍‌ବେଗ ପ୍ରକାଶ କରିଥିଲେ। ଭିତ୍ତିଭୂମି ଉନ୍ନତି, ଶିକ୍ଷାଗତ ମାନ ବୃଦ୍ଧି, ଆଭ୍ୟନ୍ତରୀଣ ଶୃଙ୍ଖଳା ଓ ପ୍ରଶାସନିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ତୁରନ୍ତ ଓ ମିଳିତ ପଦକ୍ଷେପ ନେବାକୁ ମତ ପ୍ରକାଶ ପାଇଥିଲା ।ବୈଠକରେ ନାକ୍ ମାନ୍ୟତା ପାଇଁ ପ୍ରସ୍ତୁତି, ଭିତ୍ତିଭୂମି ବିକାଶ, ପରୀକ୍ଷା କେନ୍ଦ୍ର ଓ ମୂଲ୍ୟାୟନ କେନ୍ଦ୍ର ପୁନଃ ପ୍ରତିଷ୍ଠା, ସ୍ନାତକୋତ୍ତର ପାଠ୍ୟକ୍ରମ ଆରମ୍ଭ, ଆଭ୍ୟନ୍ତରୀଣ ଶୃଙ୍ଖଳା ଏବଂ +୩ ଶ୍ରେଣୀର ଅନୁବନ୍ଧନ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା ହୋଇଥିଲା ।
ଏହି ଅବସରରେ ପୋର୍ଟାଲ ଖୋଲିବା ମାତ୍ରେ ମହାବିଦ୍ୟାଳୟ ନାକ୍ ମାନ୍ୟତା ପାଇଁ ଆବେଦନ କରିବ ବୋଲି ଅଧ୍ୟକ୍ଷ ପ୍ରତିଶ୍ରୁତି ଦେଇଥିଲେ । ପୁରାତନ ଛାତ୍ର ସଂଘର ପ୍ରତିନିଧିଙ୍କୁ ନେଇ ଏକ ନାକ୍ ପ୍ରସ୍ତୁତି କମିଟି ଗଠନ କରାଯାଇ ସମୟ ସୀମା ମଧ୍ୟରେ ସମସ୍ତ କାର୍ଯ୍ୟ ସମ୍ପନ୍ନ କରାଯିବ ବୋଲି ମଧ୍ୟ ସେ କହିଛନ୍ତି । ଏହା ସହ +୩ ପାଠ୍ୟକ୍ରମର ଆସନ ସଂଖ୍ୟା ଯଥାଶୀଘ୍ର ଦ୍ବିଗୁଣିତ କରାଯିବ ବୋଲି ଅଧ୍ୟକ୍ଷ ପ୍ରତିଶ୍ରୁତି ଦେଇଛନ୍ତି ।
ମହାବିଦ୍ୟାଳୟର ପୂର୍ବ ଗୌରବ ଫେରାଇ ଆଣିବା, ପର୍ଯ୍ୟାପ୍ତ ପାଣ୍ଠି ପାଇବା ଓ ସରକାରୀ ମାନ୍ୟତା ହାସଲ ପାଇଁ ନାକ୍ ମାନ୍ୟତା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି ସଦସ୍ୟମାନେ ଗୁରୁତ୍ବାରୋପ କରିଥିଲେ । ଆଗାମୀ ୨୦ ଦିନ ପରେ ଛାତ୍ର ସଂଘ, ଛାତ୍ର ସଂସଦ ସଭାପତି, ପୁରାତନ ଛାତ୍ର ଓ ସାଧାରଣ ଜନତାଙ୍କୁ ନେଇ ବୈଠକ କରାଯିବା ସହ ସରକାରୀ ମାନ୍ୟତା ପ୍ରଦାନରେ ବିଳମ୍ବ ଅଭିଯୋଗକୁ ନେଇ ଆବଶ୍ୟକ ହେଲେ ବିଶାଳ ଆନ୍ଦୋଳନ ଓ ବନ୍ଦ ସମେତ ପରବର୍ତ୍ତୀ ସାମୂହିକ କାର୍ଯ୍ୟକ୍ରମ ବିଷୟରେ ନିଷ୍ପତ୍ତି ନିଆଯିବ । ବୈଠକରେ ସଭାପତି ଡା. ପ୍ରଫୁଲ୍ଲ କୁମାର ରଥ, ସମ୍ପାଦକ ଶ୍ରୀ ଭାରତ ଭୂଷଣ ଦାସ, ସଂଯୋଜକ ଶ୍ରୀ ସୁଦାମ ଚରଣ ମିଶ୍ର, କୋଷାଧ୍ୟକ୍ଷ ଶ୍ରୀ ବିଶ୍ବରଞ୍ଜନ ପୁଝାରୀ, ପରାମର୍ଶଦାତା ଶ୍ରୀ ଶ୍ରୀତାଂଶୁ ଶେଖର ମିଶ୍ର, କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ସୁଧୀର ପଣ୍ଡା, ଶ୍ରୀ ଦୀପକ ମହାପାତ୍ର, ଶ୍ରୀ ନିଶାନ୍ତ ମହାନ୍ତି, ଶ୍ରୀ ଜ୍ୟୋତିର୍ମୟ ମିଶ୍ର ଙ୍କ ସହ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   17-Nov-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   16-Nov-2026
  ଜିଲ୍ଲା  
CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   16-Nov-2026
  ଜିଲ୍ଲା  
୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    16-Nov-2026
  ଜିଲ୍ଲା  
କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   16-Nov-2026
  ଜିଲ୍ଲା  
ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   16-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ   16-Nov-2026
  ଜିଲ୍ଲା  
*ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   16-Nov-2026
  ଜିଲ୍ଲା  
ବରପାଳି ଯାଦବ ସମାଜର ମହାନତା   16-Nov-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   16-Nov-2026
  ଜିଲ୍ଲା  
*ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   16-Nov-2026
  ଜିଲ୍ଲା  
*କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   16-Nov-2026

You Might Also Like