-+91-9937148622 |

prerana_bgr@rediffmail.com |

  Tuesday 17th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   (17-Nov-2026)       ||      ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   (16-Nov-2026)       ||      CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   (16-Nov-2026)       ||      ୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    (16-Nov-2026)       ||      କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   (16-Nov-2026)       ||      ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ    (16-Nov-2026)       ||      *ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   (16-Nov-2026)       ||      ବରପାଳି ଯାଦବ ସମାଜର ମହାନତା   (16-Nov-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   (16-Nov-2026)       ||      *ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   (16-Nov-2026)       ||      *କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   (16-Nov-2026)       ||      କୋକସରା ରେ କେ ଜେ ୟୁ ପକ୍ଷରୁ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ   (16-Nov-2026)       ||      ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର    (16-Nov-2026)       ||      *ଡାବୁଗାଁ ଠାରେ ନୂତନ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରଥମ ଥର ପାଇଁ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (16-Nov-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ - ୨୦୨୬ ପାଳିତ♦️ -ଚାଞ୍ଚଲ୍ୟକର ଖବର ଅପେକ୍ଷା ବିଶ୍ୱସନୀୟତା ଓ ଦାୟିତ୍ୱବୋଧକ ସାମ୍ବାଦିକତା ଆଜିର ସବୁଠାରୁ ବଡ଼ ଆବଶ୍ୟକତା: ଅତିଥିବୃନ୍ଦ   (16-Nov-2026)       ||      ୧୮ରୁ୨୦ ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ   (16-Nov-2026)       ||      ରୟାଲ ଏକାଡେମୀର ବାର୍ଷିକ କ୍ରୀଡା   (16-Nov-2026)       ||      ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ୬ତମ ବାର୍ଷିକ ପ୍ରତିଷ୍ଠା ଦିବସ ‘ସମର୍ପଣ୍-୨୦୨୬’ ପାଳିତ; ସଂଗଠନକୁ ଆମ୍ବୁଲାନ୍ସ ଯୋଗାଇ ଦେବାକୁ ବଲାଙ୍ଗିର ବିଧାୟକଙ୍କ ଘୋଷଣା   (16-Nov-2026)       ||      ବରିଷ୍ଠ ନାଗରିକ ସଂଘ ର ନିଜସ୍ୱ ଗୃହ ନିର୍ମାଣ ପାଇଁ ଭୂମିପୂଜା ଓ ଭିତ୍ତିପ୍ରସ୍ତର ସ୍ଥାପନ    (16-Nov-2026)       ||     

HOME   ଜିଲ୍ଲା

କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର

16-Nov-2026



ବଲାଙ୍ଗିର(ପ୍ରେରଣା ଖବର): କୃତ୍ରିମ ବୁଦ୍ଧିମତ୍ତା ଏବେ ଆଉ କେବଳ ବିଜ୍ଞାନ କି କମ୍ପ୍ୟୁଟର ପିଲାଙ୍କ ପାଇଁ ନୁହେଁ, ଏହା ସମସ୍ତଙ୍କ ପାଇଁ। ଏହି ବାର୍ତ୍ତା ନେଇ ଆଜି ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିର ପ୍ରେକ୍ଷାଳୟ- ୦୨ ରେ "କୃତ୍ରିମ ବୁଦ୍ଧିମତ୍ତା"ସମ୍ପର୍କରେ 'ଅଭିମୁଖୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. କୌତୁକ ପନ୍ଦର ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇ କହିଥିଲେ, “କୃତ୍ରିମ ବୁଦ୍ଧିମତ୍ତାକୁ ଡରିବା ନୁହେଁ, ଏହାକୁ ଶିଖି ନିଜ ପାଠ ଓ ଭବିଷ୍ୟତ ପାଇଁ ବ୍ୟବହାର କରିବାକୁ ହେବ। ଯିଏ କୃତ୍ରିମ ବୁଦ୍ଧିମତ୍ତା ଶିଖିବ, ସେ ହିଁ ଆଗକୁ ଯିବ।” ମଞ୍ଚରେ ସହକାରୀ ପ୍ରଫେସର ଡ଼. ଶ୍ରୀକାନ୍ତ କୁମାର ବାରିକ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଗ୍ରାମରୁ ବିଶ୍ୱ ଯାଏଁ ଏହାର ପ୍ରୟୋଗ କିପରି ସାମ୍ପ୍ରତିକ କାଳରେ ହେଉଛି ଏବଂ ଆମେ କେତେ ପଛରେ ଅଛୁ ତତ୍ ସମ୍ପର୍କୀୟ ସୂଚନା ପ୍ରଦାନ କରିଥିଲେ। ମୁଖ୍ୟ ଆକର୍ଷଣ ଜ୍ଞାନୋଦୟ ଏକାଡେମୀ, ବଲାଙ୍ଗିରର ନିର୍ଦ୍ଦେଶକ ଶ୍ରୀ ନୀଳକଣ୍ଠ ବହିଦାର ଛାତ୍ରଛାତ୍ରୀଙ୍କୁ କୃତ୍ରିମ ବୁଦ୍ଧିମତ୍ତା କିପରି କାମ କରେ, ଚାଟ୍ ଜିପିଟି, ଜେମିନି ଭଳି ଟୁଲ୍ କୁ କିପରି ସଠିକ୍ ଭାବେ ବ୍ୟବହାର କରିବା, ନୋଟ୍ ବନାଇବା, ପ୍ରୋଜେକ୍ଟ କରିବା ଏବଂ ଚାକିରି ପାଇଁ ପ୍ରସ୍ତୁତ ହେବା ସେ ବିଷୟରେ ସହଜ ଭାଷାରେ ବୁଝାଇଥିଲେ। ତାଙ୍କ ସହ ସହ-ସଂଯୋଜକ ଶ୍ରୀ ଚୂଡ଼ାମଣି

ମେହେର ମଧ୍ୟ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ କରିଥିଲେ। ପରବର୍ତ୍ତୀ କାଳରେ ଏହି ବିଷୟ ବିଶେଷଜ୍ଞ ଦ୍ୱୟ ଛାତ୍ରଛାତ୍ରୀମାନଙ୍କ ମନର ସମସ୍ତ ପ୍ରଶ୍ନକୁ ସୁନ୍ଦର ଭାବରେ ସମାଧାନ କରିଥିଲେ ।ଏହି କାର୍ଯ୍ୟକ୍ରମକୁ ଅର୍ଥନୀତି ବିଭାଗର ଅଧ୍ୟାପିକା ସୁଶ୍ରୀ ସଙ୍ଗୀତା ସାହୁ ସଂଯୋଜନା କରିଥିଲେ। ଶେଷରେ ସମାଜ ବିଜ୍ଞାନ ବିଭାଗର ଅଧ୍ୟାପକ ଶ୍ରୀ ଚନ୍ଦନ ପୁହାଣ ଧନ୍ୟବାଦ ଅର୍ପଣ କରି କାର୍ଯ୍ୟକ୍ରମକୁ ସମାପ୍ତ କରିଥିଲେ। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   17-Nov-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ♦️ ସାମ୍ବାଦିକତାରେ କେବଳ ଲୋକପ୍ରିୟତା ନଦେଖି କର୍ତ୍ତବ୍ୟବୋଧକୁ ଆପଣାଇବାକୁ ହେବ-ଅତିଥି   16-Nov-2026
  ଜିଲ୍ଲା  
CAETର ଷାଠିଏ ବର୍ଷର ସଫଳ ଯାତ୍ରା: କୃଷି ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଓ ନବସୃଜନର ହୀରକ ଜୟନ୍ତୀ   16-Nov-2026
  ଜିଲ୍ଲା  
୭ ଜଣ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ    16-Nov-2026
  ଜିଲ୍ଲା  
କୃତ୍ରିମ ବୁଦ୍ଧିମତ୍ତା ସହ ଯୋଡ଼ିହେଲା ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର   16-Nov-2026
  ଜିଲ୍ଲା  
ଅପରାହ୍ନ ଦିଲ୍ଲୀ ଉତ୍ସବ ମହା ସମାରୋହ ରେ ପାଳନ* *କିଶୋର ଦ୍ବିବେଦୀ ଜାତୀୟ ଅଧ୍ଯକ୍ଷ ମନୋନୀତ*   16-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପ୍ରେସ ଦିବସ ପାଳିତ♦️ ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ   16-Nov-2026
  ଜିଲ୍ଲା  
*ପୁରାତନ ଛାତ୍ର ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ; ସୋନପୁର କଲେଜକୁ ନାକ୍ ଓ ସରକାରୀ ମାନ୍ୟତା ପାଇଁ ସଂକଳ୍ପ*   16-Nov-2026
  ଜିଲ୍ଲା  
ବରପାଳି ଯାଦବ ସମାଜର ମହାନତା   16-Nov-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ*   16-Nov-2026
  ଜିଲ୍ଲା  
*ଜୟ ଭୀମ କ୍ରିକେଟ୍ ଗ୍ରାଣ୍ଡ ଫାଇନାଲ ୨୦୨୬ ରେ ପାଟଣାଗଡ କୁ ହରାଇ ବିଜେତା ଟ୍ରଫି ହାସଲ କଲେ ବଲାଙ୍ଗିର ୱେଷ୍ଟର୍ନ ଦଳ*-   16-Nov-2026
  ଜିଲ୍ଲା  
*କାର୍ତ୍ତିକ ସୋମବାରରେ ବାବା ପାତାଳେଶ୍ୱରଙ୍କ ନୂତନ ଶିବଲିଙ୍ଗ ଦର୍ଶନ କଲେ ଶତାଧିକ ଭକ୍ତ*   16-Nov-2026

You Might Also Like