-+91-9937148622 |

prerana_bgr@rediffmail.com |

  Wednesday 18th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଚତୁର୍ଥ ଦିବସ    (17-Nov-2026)       ||      ଦଶମ ଶ୍ରେଣୀ ମେଧାବୀ ଛାତ୍ରୀଙ୍କୁ ଶିକ୍ଷାବିତ୍ ପୀତବାସ ପଣ୍ଡାଙ୍କ ଦିଗଦର୍ଶନ   (17-Nov-2026)       ||      ବେଲପଡ଼ାରେ ଶିଶୁଙ୍କ ପ୍ରତିଭାର ମହାମଞ୍ଚ ‘ପତାଙ୍ଗୀ-୨୦୨୬’ ଉଦ୍‌ଘାଟିତ   (17-Nov-2026)       ||      ଦେବଗିରି ବାର୍ତ୍ତା ସମ୍ମାନରେ ସମ୍ମାନୀତ ହେବେ ଯୁବ ସାମ୍ବାଦିକ ତୁଳାରାମ ବେହେରା   (17-Nov-2026)       ||      ପୂର୍ବତନ ଖେଳାଳି ଫୁଟବଲ୍ ପ୍ରତିଯୋଗିତା   (17-Nov-2026)       ||      ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ସନ୍ତରଣ ଚାମ୍ପିୟନସିପ୍‌-୨୦୨୬ ଅନୁଷ୍ଠିତ   (17-Nov-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ୧୦ମ ଆନ୍ତଃବିଦ୍ୟାଳୟ କଳା, ହସ୍ତଶିଳ୍ପ ଓ ବିଜ୍ଞାନ ପ୍ରଦର୍ଶନୀ ଉଦ୍‌ଯାପିତ   (17-Nov-2026)       ||      ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା ଉପରେ ଦିଗଦର୍ଶନ କାର୍ଯ୍ୟକ୍ରମ   (17-Nov-2026)       ||      ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା ଉପରେ ଦିଗଦର୍ଶନ କାର୍ଯ୍ୟକ୍ରମ   (17-Nov-2026)       ||      ମନରେଗା ଅର୍ଥ କାରବାର ରେ ବଡ଼ ଅନିୟମିତତା ଅଭିଯୋଗ   (17-Nov-2026)       ||      *କାର୍ତ୍ତିକ ମାସରେ ଡାବୁଗାଁରେ ପରିବା ଦର ଆକାଶ ଛୁଆଁ , ସାଧାରଣ ଲୋକେ ହନ୍ତସନ୍ତ,ନିରବ ପ୍ରଶାସନ*   (17-Nov-2026)       ||      କୁମ୍ଭାରୀ ରେ ବ୍ରଜେଶ୍ୱରୀ ଦେବୀଙ୍କ ସ୍ନାନ ଉତ୍ସବ   (17-Nov-2026)       ||      Three Novels by Malaya Mishra Hit the Bookstores A Powerful Voice of Rebellion Against Conservative Ideologies and Outdated Values   (17-Nov-2026)       ||      ରେଶମ ଗ୍ରାମର କାର୍ତ୍ତିକ ସଂକ୍ରାନ୍ତି ଉତ୍ସବରେ ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କ ଯୋଗଦାନ   (17-Nov-2026)       ||      ଆସନ୍ତା ନଭେମ୍ବର ୨୦ ରେ ଗୁରୁ ଭଗବାନ ସାହୁଙ୍କ ଶ୍ରାଦ୍ଧବାର୍ଷିକୀ    (17-Nov-2026)       ||      *ରାଜ୍ୟସ୍ତରୀୟ ସୁରଭି ପ୍ରତିଯୋଗିତାରେ ଆଶୁତୋଷ ପଣ୍ଡା ଙ୍କ କୃତିତ୍ୱ*-   (17-Nov-2026)       ||      ଲାୟନ୍ସ କ୍ଲବ ପକ୍ଷରୁ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ମଧୁମେହ    (17-Nov-2026)       ||      କବ୍ଜା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ    (17-Nov-2026)       ||      ରାଜ୍ୟର ଅଗଣିତ ପାଠକ ପାଠିକାଙ୍କ ମନ ମୋହିବ କଥାକାର ମଳୟ ମିଶ୍ରଙ୍କ ସଦ୍ୟ ପ୍ରକାଶିତ ୩ ପୁସ୍ତକ♦️ ବିଦ୍ରୋହ  ଓ ଅଚଳ ମୂଲ୍ୟବୋଧ ବିରୁଦ୍ଧରେ ଶାଣିତ ସ୍ବର !   (17-Nov-2026)       ||      ବିଧାୟକମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ବିଧାନସଭାର କମିଟି ବ୍ୟବସ୍ଥା, କାର୍ଯ୍ୟପାଳିକାର ଉତ୍ତରଦାୟିତ୍ୱ, ବିଧେୟକ ଓ ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା   (17-Nov-2026)       ||     

HOME   ଜିଲ୍ଲା

କବ୍ଜା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ

17-Nov-2026



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ବ୍ଲକ ସାମ୍ବାଦିକ ସଂଘ (କବ୍ଜା) ପକ୍ଷରୁ ସୋମବାର କଣ୍ଟାମାଳ ଠାରେ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି l  ସଂଘ ଉପସଭାପତି ପ୍ରଭାତ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସମ୍ପାଦକ ପୂର୍ଣଚରଣ ସାହୁ ବୈଠକର କାର୍ଯ୍ୟସୂଚୀ ସମ୍ପର୍କରେ ସୂଚନା ପ୍ରଦାନ କରିବା ସହ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ  l  ଭ୍ରମାତ୍ମକ ଖବର ପ୍ରସାରଣ ବୃଦ୍ଧି କୁ ରୋକିବା ଦିଗରେ ସରକାର ଚେଷ୍ଟିତ ଥିବା ବେଳେ ନିରପେକ୍ଷ, ସତ୍ୟ, ଗଠନ ମୂଳକ ଓ ଅନୁସନ୍ଧାନ ମୂଳକ ଖବର ଉପରେ

ପ୍ରତ୍ୟେକ ସାମ୍ବାଦିକ ଚେଷ୍ଟା କରିବା ଉଚିତ ବୋଲି ବରିଷ୍ଠ ଉପଦେଷ୍ଠା ଦିବ୍ୟଶଙ୍କର ରାଉତ କହିଥିଲେ  l ସାମ୍ବାଦିକ ସୁରକ୍ଷା, ପେନସନ ବ୍ୟବସ୍ଥା ସହ ସାମ୍ବାଦିକ ମାନଙ୍କ ଦୈନନ୍ଦିନ ଜୀବନରେ ଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଉପସ୍ଥିତ ସାମ୍ବାଦିକମାନେ ନିଜ ବକ୍ତବ୍ୟରେ କହିଥିଲେ  l   ଅଂଚଳର ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ସାମ୍ବାଦିକ ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ହୋଇଥାଏ ବୋଲି ମଧ୍ୟ କହିଥିଲେ  l  ଏହିଅବସରରେ ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧିତ ପ୍ରଭାତ କୁମାର ସାହୁ ଙ୍କୁ ସଂଘ ପକ୍ଷରୁ ଉପଢୌକନ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଛି  l  ସଭା ପ୍ରାରମ୍ଭରେ ସଂଘର ପୂର୍ବତନ ସଭାପତି ଦିବଂଗତ ସ୍ବର୍ଗତ ଦୁର୍ବାକ୍ଷ ବସ୍ତିଆ ଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା   l  ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ସାମ୍ବାଦିକ ଜୟ କୁମାର ମହାରଣା, ପୂର୍ଣ୍ଣ ଚରଣ ସାହୁ,ବଂଶୀଧର ମାଝୀ,ରଞ୍ଜନ କୁମାର ପାତ୍ର, ଦେବାଶିଷ ମଲିକ,ବିଶ୍ଵାମିତ୍ର ପାଢ଼ୀ ସମେତ ଅନ୍ୟମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ l    ଶେଷରେ ରଞ୍ଜନ କୁମାର ପାତ୍ର ଧନ୍ୟବାଦ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଚତୁର୍ଥ ଦିବସ   17-Nov-2026
  ଜିଲ୍ଲା  
ଦଶମ ଶ୍ରେଣୀ ମେଧାବୀ ଛାତ୍ରୀଙ୍କୁ ଶିକ୍ଷାବିତ୍ ପୀତବାସ ପଣ୍ଡାଙ୍କ ଦିଗଦର୍ଶନ   17-Nov-2026
  ଜିଲ୍ଲା  
ବେଲପଡ଼ାରେ ଶିଶୁଙ୍କ ପ୍ରତିଭାର ମହାମଞ୍ଚ ‘ପତାଙ୍ଗୀ-୨୦୨୬’ ଉଦ୍‌ଘାଟିତ   17-Nov-2026
  ଜିଲ୍ଲା  
ଦେବଗିରି ବାର୍ତ୍ତା ସମ୍ମାନରେ ସମ୍ମାନୀତ ହେବେ ଯୁବ ସାମ୍ବାଦିକ ତୁଳାରାମ ବେହେରା   17-Nov-2026
  ଜିଲ୍ଲା  
ପୂର୍ବତନ ଖେଳାଳି ଫୁଟବଲ୍ ପ୍ରତିଯୋଗିତା   17-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ସନ୍ତରଣ ଚାମ୍ପିୟନସିପ୍‌-୨୦୨୬ ଅନୁଷ୍ଠିତ   17-Nov-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ୧୦ମ ଆନ୍ତଃବିଦ୍ୟାଳୟ କଳା, ହସ୍ତଶିଳ୍ପ ଓ ବିଜ୍ଞାନ ପ୍ରଦର୍ଶନୀ ଉଦ୍‌ଯାପିତ   17-Nov-2026
  ଜିଲ୍ଲା  
ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା ଉପରେ ଦିଗଦର୍ଶନ କାର୍ଯ୍ୟକ୍ରମ   17-Nov-2026
  ଜିଲ୍ଲା  
ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା ଉପରେ ଦିଗଦର୍ଶନ କାର୍ଯ୍ୟକ୍ରମ   17-Nov-2026
  ଜିଲ୍ଲା  
ମନରେଗା ଅର୍ଥ କାରବାର ରେ ବଡ଼ ଅନିୟମିତତା ଅଭିଯୋଗ   17-Nov-2026
  ଜିଲ୍ଲା  
*କାର୍ତ୍ତିକ ମାସରେ ଡାବୁଗାଁରେ ପରିବା ଦର ଆକାଶ ଛୁଆଁ , ସାଧାରଣ ଲୋକେ ହନ୍ତସନ୍ତ,ନିରବ ପ୍ରଶାସନ*   17-Nov-2026
  ଜିଲ୍ଲା  
କୁମ୍ଭାରୀ ରେ ବ୍ରଜେଶ୍ୱରୀ ଦେବୀଙ୍କ ସ୍ନାନ ଉତ୍ସବ   17-Nov-2026

You Might Also Like