-+91-9937148622 |
prerana_bgr@rediffmail.com |
Wednesday 18th November 2026 |
R.N.I. Regd No. ODIODI/2010/46693
Breaking News
17-Nov-2026
ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ପିଏମ୍ ଶ୍ରୀ ମହାରାଜା ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀର ଛାତ୍ର ଆଶୁତୋଷ ପଣ୍ଡା ରାଜ୍ୟସ୍ତରୀୟ ସୁରଭି ପ୍ରତିଯୋଗିତାରେ ତୃତୀୟ ସ୍ଥାନ ହାସଲ କରି ବିଦ୍ୟାଳୟ ତଥା ସୁବର୍ଣ୍ଣପୁର ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି।
ତାଙ୍କର ଏହି ସଫଳତାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ, କର୍ମଚାରୀ ଓ ଛାତ୍ରଛାତ୍ରୀ ଖୁସି ପ୍ରକାଶ କରିବା ସହ ବିଦ୍ୟାଳୟ ଓ ସହର ର ବୁଦ୍ଧିଜିବୀ ଙ୍କ ପକ୍ଷରୁ ଶୁଭେଛା କୃତଜ୍ଞତା ଜଣାଇଛନ୍ତି।
ଆଶୁତୋଷଙ୍କ ଏହି ସଫଳତା ତାଙ୍କର ନିଷ୍ଠା, ପରିଶ୍ରମ ଓ ପ୍ରତିଭାର ପରିଚୟ ଦେବା ସହ ଜିଲ୍ଲା ର ଅନ୍ୟ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇଛି।