-+91-9937148622 |

prerana_bgr@rediffmail.com |

  Thursday 19th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡୋଙ୍ଗରିଗୁଡ଼ା ଆଦର୍ଶ ବିଦ୍ୟାଳୟରେ ଖାଦ୍ୟ କଳା ଓ ସାହିତ୍ୟ ସମହୋତ୍ସବ ଅନୁଷ୍ଠିତ*   (19-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ପଞ୍ଚମ ଦିବସ    (18-Nov-2026)       ||      ଯୁବକକୁ ଗୁଳି କରି ହତ୍ୟା, ଲୋକେ ଆତଙ୍କିତ   (18-Nov-2026)       ||      ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ ଉଦଘାଟିତ(ଏ ଅଞ୍ଚଳର କଳା,ସଂସ୍କୃତି,ପରମ୍ପରା ଅନନ୍ୟ)   (18-Nov-2026)       ||      ବିନିକା ଏନଏସିରୁ ମଧୁବାବୁ ବାର୍ଦ୍ଧକ୍ୟ ଭତ୍ତାପାଇଁ ରଖାଯାଇଥିବା ସାଢେ ୪ ଲକ୍ଷ ଟଙ୍କା ଚୋରି   (18-Nov-2026)       ||      ସମ୍ଭାବ୍ୟ ବାତ୍ୟା ‘ଅକଓ୍ୱାନ’ ମୁକାବିଲା ପାଇଁ ବିଏମ୍‌ସିର ବ୍ୟାପକ ପ୍ରସ୍ତୁତି♦️ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ, ହେଡ୍ କ୍ୱାର୍ଟର ନ ଛାଡିବାକୁ ନିର୍ଦେଶ   (18-Nov-2026)       ||      ଦୁଲଦୁଲି ୨୦୨୭’ ପାଇଁ ଝାରସୁଗୁଡା ଜ଼ିଲ୍ଲା ମହୋତ୍ସବ ସମିତିର ପ୍ରଥମ ପ୍ରସ୍ତୁତି ବୈଠକ   (18-Nov-2026)       ||      କୃଷି ବିଶ୍ୱବିଦ୍ୟାଳୟର ପ୍ରତିଶ୍ରୁତି ଦେଇ ମହାବିଦ୍ୟାଳୟର ଶିଳାନ୍ୟାସ — ତାହା ବି କେବଳ ଫମ୍ପା ଘୋଷଣା କି ?    (18-Nov-2026)       ||      ସପ୍ତାହ ପାରାୟଣ ପାଇଁ କଳସ ଶୋଭାଯାତ୍ରା   (18-Nov-2026)       ||      ବିଚ ରାସ୍ତାରେ ଯୁବକକୁ ଗୁଳିମାରି ହତ୍ୟା,ଦୁର୍ବୁର୍ତ୍ତ ଫେରାର I   (18-Nov-2026)       ||      ବଲାଙ୍ଗିର ମାଟିର ପୁଅ ସତ୍ୟବାନ ନାଗ ଙ୍କ ବିଶ୍ୱ ରେକର୍ଡ ଯାତ୍ରା, ସମ୍ବଲପୁର ମହୋତ୍ସବରେ ଲେଖିଲେ ନୂଆ ଅଧ୍ୟାୟ   (18-Nov-2026)       ||      ନବନିର୍ବାଚିତ ଓଷ୍ଟା ରାଜ୍ୟ ନେତୃବୃନ୍ଦଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (18-Nov-2026)       ||      ସମ୍ବିଧାନ ଦିବସ ଅବସରରେ ‘ସମ୍ବିଧାନ ରକ୍ଷା ଶୋଭାଯାତ୍ରା’♦️ ପଂଚାୟତ ଓ ପୌର ନିର୍ବାଚନ ପାଇଁ ଏହା କଂଗ୍ରେସର ବିଗୁଲ ହେବ: ଭକ୍ତ   (18-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଚତୁର୍ଥ ଦିବସ    (18-Nov-2026)       ||      ନର୍ଲା ଡାକ ବଙ୍ଗଳା ପରିସରରେ ଜାତୀୟ ପ୍ରେସ ଦିବସ ପାଳିତ   (17-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଚତୁର୍ଥ ଦିବସ    (17-Nov-2026)       ||      ଦଶମ ଶ୍ରେଣୀ ମେଧାବୀ ଛାତ୍ରୀଙ୍କୁ ଶିକ୍ଷାବିତ୍ ପୀତବାସ ପଣ୍ଡାଙ୍କ ଦିଗଦର୍ଶନ   (17-Nov-2026)       ||      ବେଲପଡ଼ାରେ ଶିଶୁଙ୍କ ପ୍ରତିଭାର ମହାମଞ୍ଚ ‘ପତାଙ୍ଗୀ-୨୦୨୬’ ଉଦ୍‌ଘାଟିତ   (17-Nov-2026)       ||      ଦେବଗିରି ବାର୍ତ୍ତା ସମ୍ମାନରେ ସମ୍ମାନୀତ ହେବେ ଯୁବ ସାମ୍ବାଦିକ ତୁଳାରାମ ବେହେରା   (17-Nov-2026)       ||      ପୂର୍ବତନ ଖେଳାଳି ଫୁଟବଲ୍ ପ୍ରତିଯୋଗିତା   (17-Nov-2026)       ||     

HOME   ଜିଲ୍ଲା

ଦୁଲଦୁଲି ୨୦୨୭’ ପାଇଁ ଝାରସୁଗୁଡା ଜ଼ିଲ୍ଲା ମହୋତ୍ସବ ସମିତିର ପ୍ରଥମ ପ୍ରସ୍ତୁତି ବୈଠକ

18-Nov-2026



ଝାରସୁଗୁଡ଼ା(ପ୍ରେରଣା ଖବର): ଆଗାମୀ ‘ଦୁଲଦୁଲି ୨୦୨୭’ ମହୋତ୍ସବକୁ ସୁଚାରୁରୂପେ ଓ ଭବ୍ୟ ଭାବେ ଆୟୋଜନ କରିବା ନିମନ୍ତେ ଆଜି ସ୍ଥାନୀୟ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ଅଡିଟୋରିୟମଠାରେ ଝାରସୁଗୁଡା ଜ଼ିଲ୍ଲା ମହୋତ୍ସବ ସମିତିର ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଦୁଲଦୁଲି ସୋସାଇଟି ପଞ୍ଜିକରଣ ସଦସ୍ୟବୃନ୍ଦ ଏବଂ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଯୋଗଦେଇ ମହୋତ୍ସବର ପ୍ରାଥମିକ ରୂପରେଖ, ଏବଂ ପରିଚାଳନାଗତ ଦିଗ ଉପରେ ବିସ୍ତୃତ ଆଲୋଚନା କରିଥିଲେ। ବୈଠକର ପ୍ରାରମ୍ଭରେ ଜିଲ୍ଲା ସୂଚନା ଲୋକସମ୍ପର୍କ ଅଧିକାରୀ ତଥା ଭାରପ୍ରାପ୍ତ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ରିତାକାନ୍ତି ବଳିୟାରସିଂହ ସମସ୍ତ ଅତିଥି ଓ ସଦସ୍ୟମାନଙ୍କୁ ସ୍ୱାଗତ ଜଣାଇବା ସହ ବୈଠକର ଆଭିମୁଖ୍ୟ ସମ୍ପର୍କରେ ସମ୍ୟକ୍ ସୂଚନା ପ୍ରଦାନ କରିଥିଲେ। ଡେପୁଟି କଲେକ୍ଟର ତଥା ଜ଼ିଲ୍ଲା କ୍ରୀଡା ଅଧିକାରୀ ଅମ୍ରିତ ଆଚାର୍ଯ୍ୟ ଦୁଲଦୁଲି କାର୍ଯ୍ୟକ୍ରମର ସମସ୍ତ ତଥ୍ୟ, ବିଭିନ୍ନ କମିଟିର କାର୍ଯ୍ୟ ଉପସ୍ଥାପନ କରିବା ସହ ସଭlକୁ ପରିଚାଳନା କରିଥିଲେ l ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ଚହ୍ବାଣ ‘ଦୁଲଦୁଲି ୨୦୨୭’କୁ ଜିଲ୍ଲାର କଳା, ସଂସ୍କୃତି ଓ ପରମ୍ପରାର ଏକ ଅନନ୍ୟ ମଞ୍ଚ ଭାବେ ଗଢ଼ି ତୋଳିବା ପାଇଁ ସମସ୍ତଙ୍କର ସକ୍ରିୟ ସହଯୋଗ କାମନା କରିଥିଲେ। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିଶ୍ୱରଞ୍ଜନ ନାୟକ, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ବ୍ରଜବନ୍ଧୁ ଭୋଇ, ପ୍ରକଳ୍ପ ନିର୍ଦ୍ଦେଶକ (ପୁନର୍ବାସ ଓ ଥଇଥାନ)  ଲଳିତ ସୋରେଙ୍ଗ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ଦିଲ୍ଲୀପ

କୁମାର ପ୍ରଧାନ ଏବଂ ଉପଜିଲ୍ଲାପାଳ ଶ୍ରୀ ସବ୍ୟସାଚୀ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତାମତ ରଖିଥିଲେ। ସେହିପରି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ପ୍ରତିନିଧି ଶ୍ରୀ ନୱଲ ଅଗ୍ରୱାଲ ଏବଂ ମାନ୍ୟବର ସାଂସଦଙ୍କ ପ୍ରତିନିଧି ଶ୍ଳୋକ ସର୍ଣ୍ଣା, ବିଧାୟକଙ୍କ ପ୍ରତିନିଧି ବଲ ବିନ୍ଦର ସିଂ, ଜ଼ିଲ୍ଲା କଳା ସଂସ୍କୃତି ସଙ୍ଘର  ଉପ ସଭାପତି ଶ୍ରୀଯୁକ୍ତ ସୁଡ଼ଙ୍ଗ ପଧାନ, ଝାରସୁଗୁଡା ବ୍ଲକ କଳା ସଂସ୍କୃତି ସଙ୍ଘର ଉପ ସଭାପତି ଶ୍ରୀଯୁକ୍ତ ଗଜରାଜ ପ୍ରଧାନ,ରକ୍ତଦାତା ସଙ୍ଘର ସଭ୍ୟ ଶ୍ରୀଯୁକ୍ତ ରାଜେଶ ପାଢ଼ୀ ପ୍ରେସ ରିପୋର୍ଟର ରିତେଶ ଶର୍ମା ସମେତ ଦୁଲଦୁଲି ସୋସାଇଟି ପଞ୍ଜିକରଣ କମିଟିର ସମସ୍ତ ସଦସ୍ୟ, ପୋଲିସ ଅଧିକାରୀ ବୃନ୍ଦ ଓ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ  ଏହି ବୈଠକରେ ଅଂଶଗ୍ରହଣ କରିଥିଲେ। ବୈଠକ ଶେଷରେ ସୁଶ୍ରୀ ବଳିୟାରସିଂହ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡୋଙ୍ଗରିଗୁଡ଼ା ଆଦର୍ଶ ବିଦ୍ୟାଳୟରେ ଖାଦ୍ୟ କଳା ଓ ସାହିତ୍ୟ ସମହୋତ୍ସବ ଅନୁଷ୍ଠିତ*   19-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ପଞ୍ଚମ ଦିବସ   18-Nov-2026
  ଜିଲ୍ଲା  
ଯୁବକକୁ ଗୁଳି କରି ହତ୍ୟା, ଲୋକେ ଆତଙ୍କିତ   18-Nov-2026
  ଜିଲ୍ଲା  
ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ ଉଦଘାଟିତ(ଏ ଅଞ୍ଚଳର କଳା,ସଂସ୍କୃତି,ପରମ୍ପରା ଅନନ୍ୟ)   18-Nov-2026
  ଜିଲ୍ଲା  
ବିନିକା ଏନଏସିରୁ ମଧୁବାବୁ ବାର୍ଦ୍ଧକ୍ୟ ଭତ୍ତାପାଇଁ ରଖାଯାଇଥିବା ସାଢେ ୪ ଲକ୍ଷ ଟଙ୍କା ଚୋରି   18-Nov-2026
  ଜିଲ୍ଲା  
ସମ୍ଭାବ୍ୟ ବାତ୍ୟା ‘ଅକଓ୍ୱାନ’ ମୁକାବିଲା ପାଇଁ ବିଏମ୍‌ସିର ବ୍ୟାପକ ପ୍ରସ୍ତୁତି♦️ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ, ହେଡ୍ କ୍ୱାର୍ଟର ନ ଛାଡିବାକୁ ନିର୍ଦେଶ   18-Nov-2026
  ଜିଲ୍ଲା  
ଦୁଲଦୁଲି ୨୦୨୭’ ପାଇଁ ଝାରସୁଗୁଡା ଜ଼ିଲ୍ଲା ମହୋତ୍ସବ ସମିତିର ପ୍ରଥମ ପ୍ରସ୍ତୁତି ବୈଠକ   18-Nov-2026
  ଜିଲ୍ଲା  
କୃଷି ବିଶ୍ୱବିଦ୍ୟାଳୟର ପ୍ରତିଶ୍ରୁତି ଦେଇ ମହାବିଦ୍ୟାଳୟର ଶିଳାନ୍ୟାସ — ତାହା ବି କେବଳ ଫମ୍ପା ଘୋଷଣା କି ?   18-Nov-2026
  ଜିଲ୍ଲା  
ସପ୍ତାହ ପାରାୟଣ ପାଇଁ କଳସ ଶୋଭାଯାତ୍ରା   18-Nov-2026
  ଜିଲ୍ଲା  
ବିଚ ରାସ୍ତାରେ ଯୁବକକୁ ଗୁଳିମାରି ହତ୍ୟା,ଦୁର୍ବୁର୍ତ୍ତ ଫେରାର I   18-Nov-2026
  ଜିଲ୍ଲା  
ବଲାଙ୍ଗିର ମାଟିର ପୁଅ ସତ୍ୟବାନ ନାଗ ଙ୍କ ବିଶ୍ୱ ରେକର୍ଡ ଯାତ୍ରା, ସମ୍ବଲପୁର ମହୋତ୍ସବରେ ଲେଖିଲେ ନୂଆ ଅଧ୍ୟାୟ   18-Nov-2026
  ଜିଲ୍ଲା  
ନବନିର୍ବାଚିତ ଓଷ୍ଟା ରାଜ୍ୟ ନେତୃବୃନ୍ଦଙ୍କୁ ଭବ୍ୟ ସମ୍ବର୍ଦ୍ଧନା   18-Nov-2026

You Might Also Like