-+91-9937148622 |

prerana_bgr@rediffmail.com |

  Thursday 19th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡୋଙ୍ଗରିଗୁଡ଼ା ଆଦର୍ଶ ବିଦ୍ୟାଳୟରେ ଖାଦ୍ୟ କଳା ଓ ସାହିତ୍ୟ ସମହୋତ୍ସବ ଅନୁଷ୍ଠିତ*   (19-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ପଞ୍ଚମ ଦିବସ    (18-Nov-2026)       ||      ଯୁବକକୁ ଗୁଳି କରି ହତ୍ୟା, ଲୋକେ ଆତଙ୍କିତ   (18-Nov-2026)       ||      ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ ଉଦଘାଟିତ(ଏ ଅଞ୍ଚଳର କଳା,ସଂସ୍କୃତି,ପରମ୍ପରା ଅନନ୍ୟ)   (18-Nov-2026)       ||      ବିନିକା ଏନଏସିରୁ ମଧୁବାବୁ ବାର୍ଦ୍ଧକ୍ୟ ଭତ୍ତାପାଇଁ ରଖାଯାଇଥିବା ସାଢେ ୪ ଲକ୍ଷ ଟଙ୍କା ଚୋରି   (18-Nov-2026)       ||      ସମ୍ଭାବ୍ୟ ବାତ୍ୟା ‘ଅକଓ୍ୱାନ’ ମୁକାବିଲା ପାଇଁ ବିଏମ୍‌ସିର ବ୍ୟାପକ ପ୍ରସ୍ତୁତି♦️ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ, ହେଡ୍ କ୍ୱାର୍ଟର ନ ଛାଡିବାକୁ ନିର୍ଦେଶ   (18-Nov-2026)       ||      ଦୁଲଦୁଲି ୨୦୨୭’ ପାଇଁ ଝାରସୁଗୁଡା ଜ଼ିଲ୍ଲା ମହୋତ୍ସବ ସମିତିର ପ୍ରଥମ ପ୍ରସ୍ତୁତି ବୈଠକ   (18-Nov-2026)       ||      କୃଷି ବିଶ୍ୱବିଦ୍ୟାଳୟର ପ୍ରତିଶ୍ରୁତି ଦେଇ ମହାବିଦ୍ୟାଳୟର ଶିଳାନ୍ୟାସ — ତାହା ବି କେବଳ ଫମ୍ପା ଘୋଷଣା କି ?    (18-Nov-2026)       ||      ସପ୍ତାହ ପାରାୟଣ ପାଇଁ କଳସ ଶୋଭାଯାତ୍ରା   (18-Nov-2026)       ||      ବିଚ ରାସ୍ତାରେ ଯୁବକକୁ ଗୁଳିମାରି ହତ୍ୟା,ଦୁର୍ବୁର୍ତ୍ତ ଫେରାର I   (18-Nov-2026)       ||      ବଲାଙ୍ଗିର ମାଟିର ପୁଅ ସତ୍ୟବାନ ନାଗ ଙ୍କ ବିଶ୍ୱ ରେକର୍ଡ ଯାତ୍ରା, ସମ୍ବଲପୁର ମହୋତ୍ସବରେ ଲେଖିଲେ ନୂଆ ଅଧ୍ୟାୟ   (18-Nov-2026)       ||      ନବନିର୍ବାଚିତ ଓଷ୍ଟା ରାଜ୍ୟ ନେତୃବୃନ୍ଦଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (18-Nov-2026)       ||      ସମ୍ବିଧାନ ଦିବସ ଅବସରରେ ‘ସମ୍ବିଧାନ ରକ୍ଷା ଶୋଭାଯାତ୍ରା’♦️ ପଂଚାୟତ ଓ ପୌର ନିର୍ବାଚନ ପାଇଁ ଏହା କଂଗ୍ରେସର ବିଗୁଲ ହେବ: ଭକ୍ତ   (18-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଚତୁର୍ଥ ଦିବସ    (18-Nov-2026)       ||      ନର୍ଲା ଡାକ ବଙ୍ଗଳା ପରିସରରେ ଜାତୀୟ ପ୍ରେସ ଦିବସ ପାଳିତ   (17-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଚତୁର୍ଥ ଦିବସ    (17-Nov-2026)       ||      ଦଶମ ଶ୍ରେଣୀ ମେଧାବୀ ଛାତ୍ରୀଙ୍କୁ ଶିକ୍ଷାବିତ୍ ପୀତବାସ ପଣ୍ଡାଙ୍କ ଦିଗଦର୍ଶନ   (17-Nov-2026)       ||      ବେଲପଡ଼ାରେ ଶିଶୁଙ୍କ ପ୍ରତିଭାର ମହାମଞ୍ଚ ‘ପତାଙ୍ଗୀ-୨୦୨୬’ ଉଦ୍‌ଘାଟିତ   (17-Nov-2026)       ||      ଦେବଗିରି ବାର୍ତ୍ତା ସମ୍ମାନରେ ସମ୍ମାନୀତ ହେବେ ଯୁବ ସାମ୍ବାଦିକ ତୁଳାରାମ ବେହେରା   (17-Nov-2026)       ||      ପୂର୍ବତନ ଖେଳାଳି ଫୁଟବଲ୍ ପ୍ରତିଯୋଗିତା   (17-Nov-2026)       ||     

HOME   ଜିଲ୍ଲା

ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ ଉଦଘାଟିତ(ଏ ଅଞ୍ଚଳର କଳା,ସଂସ୍କୃତି,ପରମ୍ପରା ଅନନ୍ୟ)

18-Nov-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଚରଦା ଠାରେ ଅନୁଷ୍ଟିତ କଲାସୀ ଯାତ୍ରା ପରିପ୍ରେକ୍ଷୀରେ ଆଜି ବୁଧବାର ସନ୍ଧ୍ୟା ଠାରୁ ୩ଦିନ ଧରି ଅନୁଷ୍ଠିତ ହେବାକୁ ଯାଉଥିବା ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ ସନ୍ଧ୍ୟାରେ ଉଦଘାଟିତ ହୋଇଛି।ପ୍ରାରମ୍ଭରେ ଇଷ୍ଟଦେବୀ ମାଁ ଚରଦେଇ ଓ ବାବା କପିଳେଶ୍ୱରଙ୍କ ଠାରେ ଯଥାରୀତି ପୂଜାର୍ଚ୍ଚନା ପରେ କମିଟିର ସମସ୍ତ ସଦସ୍ୟ ଏକ ମଶାଲ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରି ମହୋତ୍ସବ ପେଣ୍ଡାଲକୁ ପହଞ୍ଚିବା ପରେ ଆନୁଷ୍ଠାନିକ ଭାବେ ଉଦ୍ଘାଟନ ହୋଇଥିଲା ।କମିଟି ସଭାପତି ଅଶୋକ ପୃଷ୍ଟିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ କୁମାର ମେହେର ମୁଖ୍ୟ ଅତିଥି,ଉପ ଜିଲ୍ଲାପାଳ ଡ଼ ସୌମ୍ୟା ରୂପା ରଥ,ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଯମୁନା ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ।ଅତିଥି ମାନେ ଏ ଅଞ୍ଚଳର କଳା,ସଂସ୍କୃତି,ପରମ୍ପରା ଅନନ୍ୟ ବୋଲି କହିଥିଲେ।ପରେ ଉଦଘୋଷକ ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା ଓ ସୋନପୁର ଉଦଘୋଷିକା ସସ୍ମିତା ପରମଗୁରୁଙ୍କ ସଂଯୋଜନାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ପେଣ୍ଡାଲରେ କଣ୍ଠଶିଳ୍ପୀ ବିବେକାନନ୍ଦ ପଣ୍ଡା,ସୁଶୀଲ ମହାଲିଂ,ଜ୍ୟୋତି ମିଶ୍ରଙ୍କ ସୁ ମଧୁର ସଙ୍ଗୀତ ପରିବେଷଣ ଦେଖଣାହାରୀ ଦର୍ଶକଙ୍କ ମନକୁ ଛୁଇଁଥିଲା ସେହିପରି ସାହାଜବାହାଳର ସୁଲତା,ସୁଶୀଳ ମୁଖୀ କଲା ସଂସ୍କୃତି ଡାଲଖାଇ ଗୃବ,ବିନିକା ର ନୃତ୍ୟ ନିକେତନ ଦ୍ୱାରା ପରିବେଷିତ ଲୋକ ନୃତ୍ୟ ଆକର୍ଷିତ କରିଥିଲା ।ଶେଷରେ ଯୋଗଦେଇଥିବା ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନର କଳାକାର ମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡୋଙ୍ଗରିଗୁଡ଼ା ଆଦର୍ଶ ବିଦ୍ୟାଳୟରେ ଖାଦ୍ୟ କଳା ଓ ସାହିତ୍ୟ ସମହୋତ୍ସବ ଅନୁଷ୍ଠିତ*   19-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ପଞ୍ଚମ ଦିବସ   18-Nov-2026
  ଜିଲ୍ଲା  
ଯୁବକକୁ ଗୁଳି କରି ହତ୍ୟା, ଲୋକେ ଆତଙ୍କିତ   18-Nov-2026
  ଜିଲ୍ଲା  
ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ ଉଦଘାଟିତ(ଏ ଅଞ୍ଚଳର କଳା,ସଂସ୍କୃତି,ପରମ୍ପରା ଅନନ୍ୟ)   18-Nov-2026
  ଜିଲ୍ଲା  
ବିନିକା ଏନଏସିରୁ ମଧୁବାବୁ ବାର୍ଦ୍ଧକ୍ୟ ଭତ୍ତାପାଇଁ ରଖାଯାଇଥିବା ସାଢେ ୪ ଲକ୍ଷ ଟଙ୍କା ଚୋରି   18-Nov-2026
  ଜିଲ୍ଲା  
ସମ୍ଭାବ୍ୟ ବାତ୍ୟା ‘ଅକଓ୍ୱାନ’ ମୁକାବିଲା ପାଇଁ ବିଏମ୍‌ସିର ବ୍ୟାପକ ପ୍ରସ୍ତୁତି♦️ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ, ହେଡ୍ କ୍ୱାର୍ଟର ନ ଛାଡିବାକୁ ନିର୍ଦେଶ   18-Nov-2026
  ଜିଲ୍ଲା  
ଦୁଲଦୁଲି ୨୦୨୭’ ପାଇଁ ଝାରସୁଗୁଡା ଜ଼ିଲ୍ଲା ମହୋତ୍ସବ ସମିତିର ପ୍ରଥମ ପ୍ରସ୍ତୁତି ବୈଠକ   18-Nov-2026
  ଜିଲ୍ଲା  
କୃଷି ବିଶ୍ୱବିଦ୍ୟାଳୟର ପ୍ରତିଶ୍ରୁତି ଦେଇ ମହାବିଦ୍ୟାଳୟର ଶିଳାନ୍ୟାସ — ତାହା ବି କେବଳ ଫମ୍ପା ଘୋଷଣା କି ?   18-Nov-2026
  ଜିଲ୍ଲା  
ସପ୍ତାହ ପାରାୟଣ ପାଇଁ କଳସ ଶୋଭାଯାତ୍ରା   18-Nov-2026
  ଜିଲ୍ଲା  
ବିଚ ରାସ୍ତାରେ ଯୁବକକୁ ଗୁଳିମାରି ହତ୍ୟା,ଦୁର୍ବୁର୍ତ୍ତ ଫେରାର I   18-Nov-2026
  ଜିଲ୍ଲା  
ବଲାଙ୍ଗିର ମାଟିର ପୁଅ ସତ୍ୟବାନ ନାଗ ଙ୍କ ବିଶ୍ୱ ରେକର୍ଡ ଯାତ୍ରା, ସମ୍ବଲପୁର ମହୋତ୍ସବରେ ଲେଖିଲେ ନୂଆ ଅଧ୍ୟାୟ   18-Nov-2026
  ଜିଲ୍ଲା  
ନବନିର୍ବାଚିତ ଓଷ୍ଟା ରାଜ୍ୟ ନେତୃବୃନ୍ଦଙ୍କୁ ଭବ୍ୟ ସମ୍ବର୍ଦ୍ଧନା   18-Nov-2026

You Might Also Like