-+91-9937148622 |

prerana_bgr@rediffmail.com |

  Friday 20th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ସେମି ଫାଇନାଲ   (19-Nov-2026)       ||      *ବିଶିପାଲି ଉଚ୍ଚ ପ୍ରାଥମିକ ସ୍କୁଲରେ ବିଜ୍ଞାନ ମେଳା ଅନୁଷ୍ଠିତ*   (19-Nov-2026)       ||      କଟାପାଲି ଶ୍ରୀ ବିଶାଖା ଦାଶ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞନମେଳା   (19-Nov-2026)       ||      ଜନ ଗଣନା ପ୍ରଶିକ୍ଷଣ ଶିବିର ରେ ଯୋଗ ଦେଲେ ସମ୍ବଲପୁର ଆର୍ ଡି ସି* ଓ - * *ପ୍ରଥମ ଥର ଜାତିଗତ ଭାଷାଗତ କୁ ଚିହ୍ନଟ କରା ଯାଇ ପାରିବ*- *ଉପ ଜିଲ୍ଲାପାଳ*-   (19-Nov-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମ ମନ୍ଦିର ଠାରେ, ୨୯ ତମ ଅଁଳା ନବମୀ ଓ ଛପନଭୋଗ ଅବସରରେ ସୁନ୍ଦରାକାଣ୍ଡ କାର୍ଯ୍ୟକ୍ରମ   (19-Nov-2026)       ||      ପଣ୍ଡାକିଟାଲରେ ସିଆରଏଫଏମ ରବି ୨୦୨୬-୨୭ ଚାଷୀ ସଚେତନତା କାର୍ଯ୍ୟକ୍ରମ   (19-Nov-2026)       ||      ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା 2026   (19-Nov-2026)       ||      *ଜନ ଗଣନା ପ୍ରଶିକ୍ଷଣ ଶିବିର ରେ ଯୋଗ ଦେଲେ ସମ୍ବଲପୁର ଆର୍ ଡି ସି* ଓ - *ପ୍ରଥମ ଥର ଜାତିଗତ ଭାଷାଗତ ଉପରେ ଚିହ୍ନଟ ହୋଇ ପାରିବ*- *ଉପ ଜିଲ୍ଲାପାଳ*-   (19-Nov-2026)       ||      ଅନୁଭୂତିରେ ଶ୍ରୀ ଗୋପାଳ ଜୀ   (19-Nov-2026)       ||      *ଡୋଙ୍ଗରିଗୁଡ଼ା ଆଦର୍ଶ ବିଦ୍ୟାଳୟରେ ଖାଦ୍ୟ କଳା ଓ ସାହିତ୍ୟ ସମହୋତ୍ସବ ଅନୁଷ୍ଠିତ*   (19-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ପଞ୍ଚମ ଦିବସ    (18-Nov-2026)       ||      ଯୁବକକୁ ଗୁଳି କରି ହତ୍ୟା, ଲୋକେ ଆତଙ୍କିତ   (18-Nov-2026)       ||      ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ ଉଦଘାଟିତ(ଏ ଅଞ୍ଚଳର କଳା,ସଂସ୍କୃତି,ପରମ୍ପରା ଅନନ୍ୟ)   (18-Nov-2026)       ||      ବିନିକା ଏନଏସିରୁ ମଧୁବାବୁ ବାର୍ଦ୍ଧକ୍ୟ ଭତ୍ତାପାଇଁ ରଖାଯାଇଥିବା ସାଢେ ୪ ଲକ୍ଷ ଟଙ୍କା ଚୋରି   (18-Nov-2026)       ||      ସମ୍ଭାବ୍ୟ ବାତ୍ୟା ‘ଅକଓ୍ୱାନ’ ମୁକାବିଲା ପାଇଁ ବିଏମ୍‌ସିର ବ୍ୟାପକ ପ୍ରସ୍ତୁତି♦️ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ, ହେଡ୍ କ୍ୱାର୍ଟର ନ ଛାଡିବାକୁ ନିର୍ଦେଶ   (18-Nov-2026)       ||      ଦୁଲଦୁଲି ୨୦୨୭’ ପାଇଁ ଝାରସୁଗୁଡା ଜ଼ିଲ୍ଲା ମହୋତ୍ସବ ସମିତିର ପ୍ରଥମ ପ୍ରସ୍ତୁତି ବୈଠକ   (18-Nov-2026)       ||      କୃଷି ବିଶ୍ୱବିଦ୍ୟାଳୟର ପ୍ରତିଶ୍ରୁତି ଦେଇ ମହାବିଦ୍ୟାଳୟର ଶିଳାନ୍ୟାସ — ତାହା ବି କେବଳ ଫମ୍ପା ଘୋଷଣା କି ?    (18-Nov-2026)       ||      ସପ୍ତାହ ପାରାୟଣ ପାଇଁ କଳସ ଶୋଭାଯାତ୍ରା   (18-Nov-2026)       ||      ବିଚ ରାସ୍ତାରେ ଯୁବକକୁ ଗୁଳିମାରି ହତ୍ୟା,ଦୁର୍ବୁର୍ତ୍ତ ଫେରାର I   (18-Nov-2026)       ||      ବଲାଙ୍ଗିର ମାଟିର ପୁଅ ସତ୍ୟବାନ ନାଗ ଙ୍କ ବିଶ୍ୱ ରେକର୍ଡ ଯାତ୍ରା, ସମ୍ବଲପୁର ମହୋତ୍ସବରେ ଲେଖିଲେ ନୂଆ ଅଧ୍ୟାୟ   (18-Nov-2026)       ||     

HOME   ଜିଲ୍ଲା

ପଣ୍ଡାକିଟାଲରେ ସିଆରଏଫଏମ ରବି ୨୦୨୬-୨୭ ଚାଷୀ ସଚେତନତା କାର୍ଯ୍ୟକ୍ରମ

19-Nov-2026



ଝରଣିପାଲି, (ପ୍ରେରଣା ଖବର) ଅଗଲପୁର ବ୍ଲକ୍ ଅନ୍ତର୍ଗତ ଝରଣିପାଲି ଗ୍ରାମ ପଞ୍ଚାୟତର ପଣ୍ଡାକିଟାଲ ଗ୍ରାମରେ ରବି ଋତୁ ୨୦୨୬-୨୭ ଅବସରରେ କମ୍ପ୍ରେନସିଭ ରାଇସ ଫଲୋ ମେନେଜମେଣ୍ଟ (ସିଆରଏଫଏମ) ଯୋଜନା ଅନ୍ତର୍ଗତ ଏକ ଚାଷୀ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି l ଗ୍ରାମ୍ୟ କୃଷି କର୍ମଚାରୀ ବୈକୁଣ୍ଠ ଜଗତ ଓ କୃଷକ ସାଥୀ କୃଷକ ସାଥି ଙ୍କ ଆହ୍ୱାନକ୍ରମେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଝରଣିପାଲି ସରପଞ୍ଚ ଶ୍ରୀମତୀ ସୁନିତା ସାହୁ, ସ୍ଥାନୀୟ କୃଷି ଇନ୍‌ପୁଟ୍ ଡିଲର ଏବଂ ସିଆରପି ଯଶୋଦା ବାଗ ଯୋଗଦେଇ ଚାଷୀମାନଙ୍କୁ ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମରେ ଧାନ ଅମଳ ପରେ ପତିତ ରହୁଥିବା ଜମିରେ ଅବଶିଷ୍ଟ ମାଟିର ଆର୍ଦ୍ରତାକୁ ଉପଯୋଗ କରି ମୁଗ, ବିରି, ମସୁର ଓ ସୋରିଷ ଆଦି ଡାଲି ଓ ତୈଳବୀଜ ଫସଲ ଚାଷ କରିବାକୁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଥିଲା। ଏହାଦ୍ୱାରା ପତିତ ଜମିର ସଦୁପଯୋଗ ସହ ଫସଲ ବିବିଧକରଣ, ମାଟିର ଉର୍ବରତା ବୃଦ୍ଧି ଓ ସ୍ଥାୟୀ କୃଷି ପ୍ରଣାଳୀକୁ ପ୍ରୋତ୍ସାହନ ମିଳିପାରିବ ବୋଲି ଆଲୋକପାତ କରାଯାଇଥିଲା l ଏଥିସହିତ ଉନ୍ନତମାନର ବିହନ ବ୍ୟବହାର, ବିହନ ବିଶୋଧନ, ସଠିକ୍ ବୁଣା ପ୍ରଣାଳୀ, ସାର ପରିଚାଳନା ଏବଂ ରୋଗପୋକ ନିୟନ୍ତ୍ରଣ ସମ୍ପର୍କରେ ଚାଷୀମାନଙ୍କୁ ବୈଷୟିକ କୃଷି ପରାମର୍ଶ ପ୍ରଦାନ କରାଯାଇଥିଲା l ଏହି ଅବସରରେ ସିଆରଏଫଏମ ଯୋଜନା ଅନ୍ତର୍ଗତ ବିଭିନ୍ନ ଡାଲି ଓ ତୈଳବୀଜ ଫସଲର ବିହନ ଚାଷୀମାନଙ୍କୁ ବଣ୍ଟନ କରାଯାଇଥିଲା। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଚାଷ କାର୍ଯ୍ୟ ପାଇଁ ଉପଯୁକ୍ତ ସମୟରେ ବିହନ ଯୋଗାଇ ଦିଆଯାଇଥିବାରୁ ଚାଷୀମାନେ ସନ୍ତୋଷ ଓ ଆଗ୍ରହ ପ୍ରକାଶ କରିବା ସହ ବିଭାଗର ଏହି ପଦକ୍ଷେପକୁ ସ୍ୱାଗତ କରିଥିଲେ l ପତିତ ଜମିର ସଦୁପଯୋଗ, ମୃତ୍ତିକାର ସ୍ୱାସ୍ଥ୍ୟ ସୁରକ୍ଷା, ଫସଲ ଉତ୍ପାଦନ ବୃଦ୍ଧି ଏବଂ ଚାଷୀଙ୍କ ଆୟ ବୃଦ୍ଧି ମାଧ୍ୟମରେ କୃଷି କ୍ଷେତ୍ରକୁ ଅଧିକ ସମୃଦ୍ଧ କରିବା ହିଁ ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ସେମି ଫାଇନାଲ   19-Nov-2026
  ଜିଲ୍ଲା  
*ବିଶିପାଲି ଉଚ୍ଚ ପ୍ରାଥମିକ ସ୍କୁଲରେ ବିଜ୍ଞାନ ମେଳା ଅନୁଷ୍ଠିତ*   19-Nov-2026
  ଜିଲ୍ଲା  
କଟାପାଲି ଶ୍ରୀ ବିଶାଖା ଦାଶ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞନମେଳା   19-Nov-2026
  ଜିଲ୍ଲା  
ଜନ ଗଣନା ପ୍ରଶିକ୍ଷଣ ଶିବିର ରେ ଯୋଗ ଦେଲେ ସମ୍ବଲପୁର ଆର୍ ଡି ସି* ଓ - * *ପ୍ରଥମ ଥର ଜାତିଗତ ଭାଷାଗତ କୁ ଚିହ୍ନଟ କରା ଯାଇ ପାରିବ*- *ଉପ ଜିଲ୍ଲାପାଳ*-   19-Nov-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମ ମନ୍ଦିର ଠାରେ, ୨୯ ତମ ଅଁଳା ନବମୀ ଓ ଛପନଭୋଗ ଅବସରରେ ସୁନ୍ଦରାକାଣ୍ଡ କାର୍ଯ୍ୟକ୍ରମ   19-Nov-2026
  ଜିଲ୍ଲା  
ପଣ୍ଡାକିଟାଲରେ ସିଆରଏଫଏମ ରବି ୨୦୨୬-୨୭ ଚାଷୀ ସଚେତନତା କାର୍ଯ୍ୟକ୍ରମ   19-Nov-2026
  ଜିଲ୍ଲା  
ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା 2026   19-Nov-2026
  ଜିଲ୍ଲା  
*ଜନ ଗଣନା ପ୍ରଶିକ୍ଷଣ ଶିବିର ରେ ଯୋଗ ଦେଲେ ସମ୍ବଲପୁର ଆର୍ ଡି ସି* ଓ - *ପ୍ରଥମ ଥର ଜାତିଗତ ଭାଷାଗତ ଉପରେ ଚିହ୍ନଟ ହୋଇ ପାରିବ*- *ଉପ ଜିଲ୍ଲାପାଳ*-   19-Nov-2026
  ଜିଲ୍ଲା  
ଅନୁଭୂତିରେ ଶ୍ରୀ ଗୋପାଳ ଜୀ   19-Nov-2026
  ଜିଲ୍ଲା  
*ଡୋଙ୍ଗରିଗୁଡ଼ା ଆଦର୍ଶ ବିଦ୍ୟାଳୟରେ ଖାଦ୍ୟ କଳା ଓ ସାହିତ୍ୟ ସମହୋତ୍ସବ ଅନୁଷ୍ଠିତ*   19-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ପଞ୍ଚମ ଦିବସ   18-Nov-2026
  ଜିଲ୍ଲା  
ଯୁବକକୁ ଗୁଳି କରି ହତ୍ୟା, ଲୋକେ ଆତଙ୍କିତ   18-Nov-2026

You Might Also Like