-+91-9937148622 |

prerana_bgr@rediffmail.com |

  Saturday 21st November 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ: ୩ ଜଣ ଡାକ୍ତର ନିଲମ୍ବିତ   (20-Nov-2026)       ||      ବାତ୍ୟାର ପ୍ରଭାବ ହ୍ରାସ, ତଥାପି ଜାରି ରହିଛି ସତର୍କତା ଓ ପ୍ରସ୍ତୁତି: ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ*   (20-Nov-2026)       ||      ଅସହାୟ ଓ ଗରିବ ପରିବାରଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ଛେଳି ବଣ୍ଟନ♦️୨୫ଟି ଅନୁସୂଚିତ ଜାତି ଓ ଜନଜାତି ପରିବାରକୁ ମିଳିଲା ୫୦ ଟି ଛେଳି   (20-Nov-2026)       ||      ବାତ୍ୟା ଅକଭାନ୍ ର ଲ୍ୟାଣ୍ତ ଫଲ ପର୍ଯ୍ୟାୟରେ ବିଭିନ୍ନ ଜିଲ୍ଲାର ସ୍ଥିତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସୂଚନା ! ପରିସ୍ଥିତି ନିୟନ୍ତ୍ରଣାଧିନ ରହିଛି   (20-Nov-2026)       ||      *ଡାବୁଗାଁ ବ୍ଲକରେ ୬୭ ଶିକ୍ଷକଙ୍କ ପଦୋନ୍ନତି* *ବିଦ୍ରୋହ:-ପଦୋନ୍ନତି ପାଇବା ପରେ ଶିକ୍ଷକ ମହଲରେ ଖୁସିର ଲହରୀ ଖେଳିଯାଇଛି*   (20-Nov-2026)       ||      ସପ୍ତାହ ପାରାୟଣରେ ସମୁଦ୍ର ମନ୍ଥନର ବିସ୍ତୃତ ବ୍ୟାଖ୍ୟା, ଭକ୍ତିରେ ବିଭୋର ଶ୍ରୋତା   (20-Nov-2026)       ||      ରାଜୁ ବାଗ ହତ୍ୟା ର ନ୍ୟାୟ ନ ମିଳିବା ନେଇ ସିଡ୍ୟୁଲଡ଼ କାଷ୍ଟ ଫେଡେରେସନ କର୍ମକର୍ତା ଙ୍କ ଥାନା ଘେରାଉ ନିଷ୍ପତି   (20-Nov-2026)       ||      ବିଶ୍ୱ ମଧୁମେହ ଦିବସ ୨୦୨୬ ପାଳିତ; ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ମାଲକାନଗିରି ଓ ଯାଜପୁର ଜିଲ୍ଲା ସମ୍ମାନିତ   (20-Nov-2026)       ||      ଭତ୍ତା ବିଳମ୍ବ ନେଇ ଡାବୁଗାଁରେ ବିଜେଡିର ବ୍ଲକ ଘେରାଉ, ଜିଲ୍ଲାପାଳଙ୍କୁ ଦାବିପତ୍ର   (20-Nov-2026)       ||      ବାଚସ୍ପତି ସୁରମା ପାଢ଼ୀଙ୍କୁ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବକୁ ନିମନ୍ତ୍ରଣ   (20-Nov-2026)       ||      ଦାଦନସର୍ଦ୍ଦାରଙ୍କ ଉପରେ ଆଇଟି ଚଢାଉ ଦାବି♦️ ବେଆଇନ ଶ୍ରମିକଚାଲାଣରୁ କୋଟିପତି   (20-Nov-2026)       ||      ବଦଳି ନୀତିର ଖୋଲା ଉଲ୍ଲଂଘନ; ଗୋଟିଏ ସ୍ଥାନରେ ଦୀର୍ଘଦିନ ଧରି ଜମି ରହିଛନ୍ତି ଅଧିକାରୀ   (20-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ସାଧାରଣ ପରିଷଦ ବୈଠକ ଓ କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧନା    (20-Nov-2026)       ||      ଗଣ୍ଡର ଭଉଁରୀରେ ନଦୀକୂଳ ଜିଲ୍ଲାର ପ୍ରାଥମିକ ଶିକ୍ଷା ! ୪ ଟି ପଦରେ ଜଣେ ଭାରପ୍ରାପ୍ତ ♦️ ଶିକ୍ଷକଙ୍କ ଅଦିନବଦଳିରେ ପ୍ରିୟାପ୍ରିତିତୋଷଣ    (20-Nov-2026)       ||      ଚଳିତ ବଜେଟ ରାଶିର ଅର୍ଥ ଖର୍ଚ୍ଚ କରିପାରୁନାହଁ, ପୁଣି କାହିଁକି ଅତିରିକ୍ତ ବଜେଟ ଆଣିଛ?: କଂଗ୍ରେସ   (20-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ସେମି ଫାଇନାଲ   (19-Nov-2026)       ||      *ବିଶିପାଲି ଉଚ୍ଚ ପ୍ରାଥମିକ ସ୍କୁଲରେ ବିଜ୍ଞାନ ମେଳା ଅନୁଷ୍ଠିତ*   (19-Nov-2026)       ||      କଟାପାଲି ଶ୍ରୀ ବିଶାଖା ଦାଶ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞନମେଳା   (19-Nov-2026)       ||      ଜନ ଗଣନା ପ୍ରଶିକ୍ଷଣ ଶିବିର ରେ ଯୋଗ ଦେଲେ ସମ୍ବଲପୁର ଆର୍ ଡି ସି* ଓ - * *ପ୍ରଥମ ଥର ଜାତିଗତ ଭାଷାଗତ କୁ ଚିହ୍ନଟ କରା ଯାଇ ପାରିବ*- *ଉପ ଜିଲ୍ଲାପାଳ*-   (19-Nov-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମ ମନ୍ଦିର ଠାରେ, ୨୯ ତମ ଅଁଳା ନବମୀ ଓ ଛପନଭୋଗ ଅବସରରେ ସୁନ୍ଦରାକାଣ୍ଡ କାର୍ଯ୍ୟକ୍ରମ   (19-Nov-2026)       ||     

HOME   ଜିଲ୍ଲା

ବାଚସ୍ପତି ସୁରମା ପାଢ଼ୀଙ୍କୁ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବକୁ ନିମନ୍ତ୍ରଣ

20-Nov-2026



ବରଗଡ(ପ୍ରେରଣା ଖବର): ନାରୀଶିକ୍ଷାର ପ୍ରସାର ଓ ମହିଳା ସଶକ୍ତୀକରଣକୁ ଗୁରୁତ୍ୱ ଦେଇ ୧୯୯୩ ମସିହାରେ ପ୍ରତିଷ୍ଠିତ ପାଇକମାଲ ସ୍ଥିତ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ଚଳିତ ବର୍ଷ ତା'ର ୩୪ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳନ କରିବାକୁ ଯାଉଛି। ଆସନ୍ତା ଡିସେମ୍ବର ୬ ତାରିଖ, ରବିବାର ଦିନ ଏହି ଉତ୍ସବ ଆୟୋଜିତ ହେବ।
ପଶ୍ଚିମ ଓଡିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ପରିଚାଳନା କମିଟିର ତତ୍କାଳୀନ ଟ୍ରଷ୍ଟ ସଭାପତି ତଥା ବର୍ତ୍ତମାନର ମାନ୍ୟବର ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କ ଉଦ୍ୟମ ଓ ପ୍ରେରଣାରେ ଏହି ବିଦ୍ୟାଳୟ ସ୍ଥାପିତ ହୋଇଥିଲା। ପ୍ରଭୁ ନୃସିଂହନାଥଙ୍କ କୃପାରୁ କନ୍ଦା ଖୋଳୁ ଖୋଳୁ ପାଇଥିବା କନ୍ଧ ସମ୍ପ୍ରଦାୟର ହରି ଓ ଯମୁନା ଦମ୍ପତିଙ୍କ ନାମକୁ ଚିରସ୍ମରଣୀୟ କରି ରଖିବା ଉଦ୍ଦେଶ୍ୟରେ ବିଦ୍ୟାଳୟର ନାମକରଣ 'ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ' କରାଯାଇଥିଲା।
ଏହି ଗୌରବମୟ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେବା ପାଇଁ ବିଦ୍ୟାଳୟର ପ୍ରତିଷ୍ଠାତା ତଥା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କ ପକ୍ଷରୁ ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ କରାଯାଇଥିଲା। ବାଚସ୍ପତି ମହୋଦୟା ଏହି ନିମନ୍ତ୍ରଣକୁ ସମ୍ମାନ ଜଣାଇ ତାଙ୍କର ସଦୟ ସ୍ୱୀକୃତି ପ୍ରଦାନ କରିଥିବାରୁ ବିଦ୍ୟାଳୟ ପରିବାରରେ ଆନନ୍ଦ ଓ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି।
ବାଚସ୍ପତିଙ୍କ ଯୋଗଦାନକୁ ନେଇ ବିଦ୍ୟାଳୟ ପରିଚାଳନା କମିଟି, ଅଭିଭାବକ, ପୁରାତନ ଛାତ୍ରୀ (ଆଲୁମିନି), ବର୍ତ୍ତମାନର ଛାତ୍ରୀ ତଥା ସମଗ୍ର ପାଇକମାଲ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି। ଏହି ଉତ୍ସବ ବିଦ୍ୟାଳୟର ଗୌରବମୟ ଇତିହାସ ସହ ନାରୀଶିକ୍ଷାର ଗୁରୁତ୍ୱ ଓ ସାମାଜିକ ପ୍ରଗତିର ବାର୍ତ୍ତା ବହନ କରିବ ବୋଲି ଆଶା ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ: ୩ ଜଣ ଡାକ୍ତର ନିଲମ୍ବିତ   20-Nov-2026
  ଜିଲ୍ଲା  
ବାତ୍ୟାର ପ୍ରଭାବ ହ୍ରାସ, ତଥାପି ଜାରି ରହିଛି ସତର୍କତା ଓ ପ୍ରସ୍ତୁତି: ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ*   20-Nov-2026
  ରାଜ୍ୟ  
ଅସହାୟ ଓ ଗରିବ ପରିବାରଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ଛେଳି ବଣ୍ଟନ♦️୨୫ଟି ଅନୁସୂଚିତ ଜାତି ଓ ଜନଜାତି ପରିବାରକୁ ମିଳିଲା ୫୦ ଟି ଛେଳି   20-Nov-2026
  ଜିଲ୍ଲା  
ବାତ୍ୟା ଅକଭାନ୍ ର ଲ୍ୟାଣ୍ତ ଫଲ ପର୍ଯ୍ୟାୟରେ ବିଭିନ୍ନ ଜିଲ୍ଲାର ସ୍ଥିତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସୂଚନା ! ପରିସ୍ଥିତି ନିୟନ୍ତ୍ରଣାଧିନ ରହିଛି   20-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ୬୭ ଶିକ୍ଷକଙ୍କ ପଦୋନ୍ନତି* *ବିଦ୍ରୋହ:-ପଦୋନ୍ନତି ପାଇବା ପରେ ଶିକ୍ଷକ ମହଲରେ ଖୁସିର ଲହରୀ ଖେଳିଯାଇଛି*   20-Nov-2026
  ଜିଲ୍ଲା  
ସପ୍ତାହ ପାରାୟଣରେ ସମୁଦ୍ର ମନ୍ଥନର ବିସ୍ତୃତ ବ୍ୟାଖ୍ୟା, ଭକ୍ତିରେ ବିଭୋର ଶ୍ରୋତା   20-Nov-2026
  ଜିଲ୍ଲା  
ରାଜୁ ବାଗ ହତ୍ୟା ର ନ୍ୟାୟ ନ ମିଳିବା ନେଇ ସିଡ୍ୟୁଲଡ଼ କାଷ୍ଟ ଫେଡେରେସନ କର୍ମକର୍ତା ଙ୍କ ଥାନା ଘେରାଉ ନିଷ୍ପତି   20-Nov-2026
  ଜିଲ୍ଲା  
ବିଶ୍ୱ ମଧୁମେହ ଦିବସ ୨୦୨୬ ପାଳିତ; ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ମାଲକାନଗିରି ଓ ଯାଜପୁର ଜିଲ୍ଲା ସମ୍ମାନିତ   20-Nov-2026
  ଜିଲ୍ଲା  
ଭତ୍ତା ବିଳମ୍ବ ନେଇ ଡାବୁଗାଁରେ ବିଜେଡିର ବ୍ଲକ ଘେରାଉ, ଜିଲ୍ଲାପାଳଙ୍କୁ ଦାବିପତ୍ର   20-Nov-2026
  ଜିଲ୍ଲା  
ବାଚସ୍ପତି ସୁରମା ପାଢ଼ୀଙ୍କୁ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବକୁ ନିମନ୍ତ୍ରଣ   20-Nov-2026
  ଜିଲ୍ଲା  
ଦାଦନସର୍ଦ୍ଦାରଙ୍କ ଉପରେ ଆଇଟି ଚଢାଉ ଦାବି♦️ ବେଆଇନ ଶ୍ରମିକଚାଲାଣରୁ କୋଟିପତି   20-Nov-2026
  ରାଜ୍ୟ  
ବଦଳି ନୀତିର ଖୋଲା ଉଲ୍ଲଂଘନ; ଗୋଟିଏ ସ୍ଥାନରେ ଦୀର୍ଘଦିନ ଧରି ଜମି ରହିଛନ୍ତି ଅଧିକାରୀ   20-Nov-2026

You Might Also Like