-+91-9937148622 |

prerana_bgr@rediffmail.com |

  Saturday 21st November 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ: ୩ ଜଣ ଡାକ୍ତର ନିଲମ୍ବିତ   (20-Nov-2026)       ||      ବାତ୍ୟାର ପ୍ରଭାବ ହ୍ରାସ, ତଥାପି ଜାରି ରହିଛି ସତର୍କତା ଓ ପ୍ରସ୍ତୁତି: ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ*   (20-Nov-2026)       ||      ଅସହାୟ ଓ ଗରିବ ପରିବାରଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ଛେଳି ବଣ୍ଟନ♦️୨୫ଟି ଅନୁସୂଚିତ ଜାତି ଓ ଜନଜାତି ପରିବାରକୁ ମିଳିଲା ୫୦ ଟି ଛେଳି   (20-Nov-2026)       ||      ବାତ୍ୟା ଅକଭାନ୍ ର ଲ୍ୟାଣ୍ତ ଫଲ ପର୍ଯ୍ୟାୟରେ ବିଭିନ୍ନ ଜିଲ୍ଲାର ସ୍ଥିତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସୂଚନା ! ପରିସ୍ଥିତି ନିୟନ୍ତ୍ରଣାଧିନ ରହିଛି   (20-Nov-2026)       ||      *ଡାବୁଗାଁ ବ୍ଲକରେ ୬୭ ଶିକ୍ଷକଙ୍କ ପଦୋନ୍ନତି* *ବିଦ୍ରୋହ:-ପଦୋନ୍ନତି ପାଇବା ପରେ ଶିକ୍ଷକ ମହଲରେ ଖୁସିର ଲହରୀ ଖେଳିଯାଇଛି*   (20-Nov-2026)       ||      ସପ୍ତାହ ପାରାୟଣରେ ସମୁଦ୍ର ମନ୍ଥନର ବିସ୍ତୃତ ବ୍ୟାଖ୍ୟା, ଭକ୍ତିରେ ବିଭୋର ଶ୍ରୋତା   (20-Nov-2026)       ||      ରାଜୁ ବାଗ ହତ୍ୟା ର ନ୍ୟାୟ ନ ମିଳିବା ନେଇ ସିଡ୍ୟୁଲଡ଼ କାଷ୍ଟ ଫେଡେରେସନ କର୍ମକର୍ତା ଙ୍କ ଥାନା ଘେରାଉ ନିଷ୍ପତି   (20-Nov-2026)       ||      ବିଶ୍ୱ ମଧୁମେହ ଦିବସ ୨୦୨୬ ପାଳିତ; ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ମାଲକାନଗିରି ଓ ଯାଜପୁର ଜିଲ୍ଲା ସମ୍ମାନିତ   (20-Nov-2026)       ||      ଭତ୍ତା ବିଳମ୍ବ ନେଇ ଡାବୁଗାଁରେ ବିଜେଡିର ବ୍ଲକ ଘେରାଉ, ଜିଲ୍ଲାପାଳଙ୍କୁ ଦାବିପତ୍ର   (20-Nov-2026)       ||      ବାଚସ୍ପତି ସୁରମା ପାଢ଼ୀଙ୍କୁ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବକୁ ନିମନ୍ତ୍ରଣ   (20-Nov-2026)       ||      ଦାଦନସର୍ଦ୍ଦାରଙ୍କ ଉପରେ ଆଇଟି ଚଢାଉ ଦାବି♦️ ବେଆଇନ ଶ୍ରମିକଚାଲାଣରୁ କୋଟିପତି   (20-Nov-2026)       ||      ବଦଳି ନୀତିର ଖୋଲା ଉଲ୍ଲଂଘନ; ଗୋଟିଏ ସ୍ଥାନରେ ଦୀର୍ଘଦିନ ଧରି ଜମି ରହିଛନ୍ତି ଅଧିକାରୀ   (20-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ସାଧାରଣ ପରିଷଦ ବୈଠକ ଓ କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧନା    (20-Nov-2026)       ||      ଗଣ୍ଡର ଭଉଁରୀରେ ନଦୀକୂଳ ଜିଲ୍ଲାର ପ୍ରାଥମିକ ଶିକ୍ଷା ! ୪ ଟି ପଦରେ ଜଣେ ଭାରପ୍ରାପ୍ତ ♦️ ଶିକ୍ଷକଙ୍କ ଅଦିନବଦଳିରେ ପ୍ରିୟାପ୍ରିତିତୋଷଣ    (20-Nov-2026)       ||      ଚଳିତ ବଜେଟ ରାଶିର ଅର୍ଥ ଖର୍ଚ୍ଚ କରିପାରୁନାହଁ, ପୁଣି କାହିଁକି ଅତିରିକ୍ତ ବଜେଟ ଆଣିଛ?: କଂଗ୍ରେସ   (20-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ସେମି ଫାଇନାଲ   (19-Nov-2026)       ||      *ବିଶିପାଲି ଉଚ୍ଚ ପ୍ରାଥମିକ ସ୍କୁଲରେ ବିଜ୍ଞାନ ମେଳା ଅନୁଷ୍ଠିତ*   (19-Nov-2026)       ||      କଟାପାଲି ଶ୍ରୀ ବିଶାଖା ଦାଶ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞନମେଳା   (19-Nov-2026)       ||      ଜନ ଗଣନା ପ୍ରଶିକ୍ଷଣ ଶିବିର ରେ ଯୋଗ ଦେଲେ ସମ୍ବଲପୁର ଆର୍ ଡି ସି* ଓ - * *ପ୍ରଥମ ଥର ଜାତିଗତ ଭାଷାଗତ କୁ ଚିହ୍ନଟ କରା ଯାଇ ପାରିବ*- *ଉପ ଜିଲ୍ଲାପାଳ*-   (19-Nov-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମ ମନ୍ଦିର ଠାରେ, ୨୯ ତମ ଅଁଳା ନବମୀ ଓ ଛପନଭୋଗ ଅବସରରେ ସୁନ୍ଦରାକାଣ୍ଡ କାର୍ଯ୍ୟକ୍ରମ   (19-Nov-2026)       ||     

HOME   ଜିଲ୍ଲା

ଭତ୍ତା ବିଳମ୍ବ ନେଇ ଡାବୁଗାଁରେ ବିଜେଡିର ବ୍ଲକ ଘେରାଉ, ଜିଲ୍ଲାପାଳଙ୍କୁ ଦାବିପତ୍ର

20-Nov-2026



ଡାବୁଗାଁ,(ପ୍ରିୟଦର୍ଶିନୀ ପାତ୍ର)
 ଭତ୍ତା ବଣ୍ଟନରେ ଅହେତୁକ ବିଳମ୍ବ ପ୍ରତିବାଦରେ ଆଜି ଡାବୁଗାଁ ବ୍ଲକ ବିଜେଡି ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଛି। ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରତିବାଦ ସଭାରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ପୂର୍ବତନ ସାଂସଦ ରମେଶ ମାଝୀ, ନବରଙ୍ଗପୁର ପୂର୍ବତନ ବିଧାୟକ ସଦାଶିବ ପ୍ରଧାନି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ ଓ ବିଜେଡି ନେତା ପ୍ରଦୀପ ମାଝୀ ଡାବୁଗାଁ ବ୍ଲକ ବିଧାୟକ ପ୍ରତିନିଧି ଏମ ବୁଲୁ ରାଓ, ବିଜେଡି ବରିଷ୍ଟ ନେତା ଏମ ଅପା ରାଓ ସମେତ ନିର୍ବାଚନ ମଣ୍ଡଳୀର ଅନେକ ଜନପ୍ରତିନିଧି ଉପସ୍ଥିତ ଥିଲେ। ଏଥିରେ ବିଭିନ୍ନ ପଞ୍ଚାୟତରୁ ପ୍ରାୟ ୨ ହଜାରରୁ ଊର୍ଦ୍ଧ୍ଵ ଲୋକ ଯୋଗ ଦେଇଥିଲେ। ପରେ ବିଡିଓ ସମୀର ପାତ୍ରଙ୍କ ଜରିଆରେ ନବରଙ୍ଗପୁର ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।ଦାବିପତ୍ରରେ କୁହାଯାଇଛି, ବର୍ତ୍ତମାନ ସରକାରଙ୍କ କାର୍ଯ୍ୟକାଳରେ ଭତ୍ତା ପ୍ରଦାନରେ ଅହେତୁକ ବିଳମ୍ବ ହେଉଥିବାରୁ ବୃଦ୍ଧ, ବୃଦ୍ଧା, ବିଧବା ଓ ଭିନ୍ନକ୍ଷମ ହିତାଧିକାରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହା ସେମାନଙ୍କର ଏକମାତ୍ର ଆର୍ଥିକ ସହାୟତା। ଏହା ଉପରେ ନିର୍ଭର କରି ସେମାନେ ଔଷଧ, ଖାଦ୍ୟ ଓ ଅନ୍ୟାନ୍ୟ ଜରୁରୀ ଆବଶ୍ୟକତା ପୂରଣ କରନ୍ତି। ଆସନ୍ତା ୩୦ ତାରିଖ ମଧ୍ୟରେ ସମସ୍ତ ହିତାଧିକାରୀଙ୍କୁ ବକେୟା ସହ ମାସିକ ଭତ୍ତା ପ୍ରଦାନ ସୁନିଶ୍ଚିତ କରିବାକୁ ଦାବି କରାଯାଇଛି। ଯଦି ୩୦ ତାରିଖ ସୁଦ୍ଧା ଭତ୍ତା ନ ମିଳେ, ଆଗାମୀ ଦିନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ଦାବିପତ୍ରରେ ଚେତାବନୀ ଦିଆଯାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ: ୩ ଜଣ ଡାକ୍ତର ନିଲମ୍ବିତ   20-Nov-2026
  ଜିଲ୍ଲା  
ବାତ୍ୟାର ପ୍ରଭାବ ହ୍ରାସ, ତଥାପି ଜାରି ରହିଛି ସତର୍କତା ଓ ପ୍ରସ୍ତୁତି: ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ*   20-Nov-2026
  ରାଜ୍ୟ  
ଅସହାୟ ଓ ଗରିବ ପରିବାରଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ଛେଳି ବଣ୍ଟନ♦️୨୫ଟି ଅନୁସୂଚିତ ଜାତି ଓ ଜନଜାତି ପରିବାରକୁ ମିଳିଲା ୫୦ ଟି ଛେଳି   20-Nov-2026
  ଜିଲ୍ଲା  
ବାତ୍ୟା ଅକଭାନ୍ ର ଲ୍ୟାଣ୍ତ ଫଲ ପର୍ଯ୍ୟାୟରେ ବିଭିନ୍ନ ଜିଲ୍ଲାର ସ୍ଥିତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସୂଚନା ! ପରିସ୍ଥିତି ନିୟନ୍ତ୍ରଣାଧିନ ରହିଛି   20-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ୬୭ ଶିକ୍ଷକଙ୍କ ପଦୋନ୍ନତି* *ବିଦ୍ରୋହ:-ପଦୋନ୍ନତି ପାଇବା ପରେ ଶିକ୍ଷକ ମହଲରେ ଖୁସିର ଲହରୀ ଖେଳିଯାଇଛି*   20-Nov-2026
  ଜିଲ୍ଲା  
ସପ୍ତାହ ପାରାୟଣରେ ସମୁଦ୍ର ମନ୍ଥନର ବିସ୍ତୃତ ବ୍ୟାଖ୍ୟା, ଭକ୍ତିରେ ବିଭୋର ଶ୍ରୋତା   20-Nov-2026
  ଜିଲ୍ଲା  
ରାଜୁ ବାଗ ହତ୍ୟା ର ନ୍ୟାୟ ନ ମିଳିବା ନେଇ ସିଡ୍ୟୁଲଡ଼ କାଷ୍ଟ ଫେଡେରେସନ କର୍ମକର୍ତା ଙ୍କ ଥାନା ଘେରାଉ ନିଷ୍ପତି   20-Nov-2026
  ଜିଲ୍ଲା  
ବିଶ୍ୱ ମଧୁମେହ ଦିବସ ୨୦୨୬ ପାଳିତ; ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ମାଲକାନଗିରି ଓ ଯାଜପୁର ଜିଲ୍ଲା ସମ୍ମାନିତ   20-Nov-2026
  ଜିଲ୍ଲା  
ଭତ୍ତା ବିଳମ୍ବ ନେଇ ଡାବୁଗାଁରେ ବିଜେଡିର ବ୍ଲକ ଘେରାଉ, ଜିଲ୍ଲାପାଳଙ୍କୁ ଦାବିପତ୍ର   20-Nov-2026
  ଜିଲ୍ଲା  
ବାଚସ୍ପତି ସୁରମା ପାଢ଼ୀଙ୍କୁ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବକୁ ନିମନ୍ତ୍ରଣ   20-Nov-2026
  ଜିଲ୍ଲା  
ଦାଦନସର୍ଦ୍ଦାରଙ୍କ ଉପରେ ଆଇଟି ଚଢାଉ ଦାବି♦️ ବେଆଇନ ଶ୍ରମିକଚାଲାଣରୁ କୋଟିପତି   20-Nov-2026
  ରାଜ୍ୟ  
ବଦଳି ନୀତିର ଖୋଲା ଉଲ୍ଲଂଘନ; ଗୋଟିଏ ସ୍ଥାନରେ ଦୀର୍ଘଦିନ ଧରି ଜମି ରହିଛନ୍ତି ଅଧିକାରୀ   20-Nov-2026

You Might Also Like