-+91-9937148622 |

prerana_bgr@rediffmail.com |

  Saturday 21st November 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ: ୩ ଜଣ ଡାକ୍ତର ନିଲମ୍ବିତ   (20-Nov-2026)       ||      ବାତ୍ୟାର ପ୍ରଭାବ ହ୍ରାସ, ତଥାପି ଜାରି ରହିଛି ସତର୍କତା ଓ ପ୍ରସ୍ତୁତି: ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ*   (20-Nov-2026)       ||      ଅସହାୟ ଓ ଗରିବ ପରିବାରଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ଛେଳି ବଣ୍ଟନ♦️୨୫ଟି ଅନୁସୂଚିତ ଜାତି ଓ ଜନଜାତି ପରିବାରକୁ ମିଳିଲା ୫୦ ଟି ଛେଳି   (20-Nov-2026)       ||      ବାତ୍ୟା ଅକଭାନ୍ ର ଲ୍ୟାଣ୍ତ ଫଲ ପର୍ଯ୍ୟାୟରେ ବିଭିନ୍ନ ଜିଲ୍ଲାର ସ୍ଥିତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସୂଚନା ! ପରିସ୍ଥିତି ନିୟନ୍ତ୍ରଣାଧିନ ରହିଛି   (20-Nov-2026)       ||      *ଡାବୁଗାଁ ବ୍ଲକରେ ୬୭ ଶିକ୍ଷକଙ୍କ ପଦୋନ୍ନତି* *ବିଦ୍ରୋହ:-ପଦୋନ୍ନତି ପାଇବା ପରେ ଶିକ୍ଷକ ମହଲରେ ଖୁସିର ଲହରୀ ଖେଳିଯାଇଛି*   (20-Nov-2026)       ||      ସପ୍ତାହ ପାରାୟଣରେ ସମୁଦ୍ର ମନ୍ଥନର ବିସ୍ତୃତ ବ୍ୟାଖ୍ୟା, ଭକ୍ତିରେ ବିଭୋର ଶ୍ରୋତା   (20-Nov-2026)       ||      ରାଜୁ ବାଗ ହତ୍ୟା ର ନ୍ୟାୟ ନ ମିଳିବା ନେଇ ସିଡ୍ୟୁଲଡ଼ କାଷ୍ଟ ଫେଡେରେସନ କର୍ମକର୍ତା ଙ୍କ ଥାନା ଘେରାଉ ନିଷ୍ପତି   (20-Nov-2026)       ||      ବିଶ୍ୱ ମଧୁମେହ ଦିବସ ୨୦୨୬ ପାଳିତ; ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ମାଲକାନଗିରି ଓ ଯାଜପୁର ଜିଲ୍ଲା ସମ୍ମାନିତ   (20-Nov-2026)       ||      ଭତ୍ତା ବିଳମ୍ବ ନେଇ ଡାବୁଗାଁରେ ବିଜେଡିର ବ୍ଲକ ଘେରାଉ, ଜିଲ୍ଲାପାଳଙ୍କୁ ଦାବିପତ୍ର   (20-Nov-2026)       ||      ବାଚସ୍ପତି ସୁରମା ପାଢ଼ୀଙ୍କୁ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବକୁ ନିମନ୍ତ୍ରଣ   (20-Nov-2026)       ||      ଦାଦନସର୍ଦ୍ଦାରଙ୍କ ଉପରେ ଆଇଟି ଚଢାଉ ଦାବି♦️ ବେଆଇନ ଶ୍ରମିକଚାଲାଣରୁ କୋଟିପତି   (20-Nov-2026)       ||      ବଦଳି ନୀତିର ଖୋଲା ଉଲ୍ଲଂଘନ; ଗୋଟିଏ ସ୍ଥାନରେ ଦୀର୍ଘଦିନ ଧରି ଜମି ରହିଛନ୍ତି ଅଧିକାରୀ   (20-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ସାଧାରଣ ପରିଷଦ ବୈଠକ ଓ କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧନା    (20-Nov-2026)       ||      ଗଣ୍ଡର ଭଉଁରୀରେ ନଦୀକୂଳ ଜିଲ୍ଲାର ପ୍ରାଥମିକ ଶିକ୍ଷା ! ୪ ଟି ପଦରେ ଜଣେ ଭାରପ୍ରାପ୍ତ ♦️ ଶିକ୍ଷକଙ୍କ ଅଦିନବଦଳିରେ ପ୍ରିୟାପ୍ରିତିତୋଷଣ    (20-Nov-2026)       ||      ଚଳିତ ବଜେଟ ରାଶିର ଅର୍ଥ ଖର୍ଚ୍ଚ କରିପାରୁନାହଁ, ପୁଣି କାହିଁକି ଅତିରିକ୍ତ ବଜେଟ ଆଣିଛ?: କଂଗ୍ରେସ   (20-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଦ୍ୱିତୀୟ ସେମି ଫାଇନାଲ   (19-Nov-2026)       ||      *ବିଶିପାଲି ଉଚ୍ଚ ପ୍ରାଥମିକ ସ୍କୁଲରେ ବିଜ୍ଞାନ ମେଳା ଅନୁଷ୍ଠିତ*   (19-Nov-2026)       ||      କଟାପାଲି ଶ୍ରୀ ବିଶାଖା ଦାଶ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞନମେଳା   (19-Nov-2026)       ||      ଜନ ଗଣନା ପ୍ରଶିକ୍ଷଣ ଶିବିର ରେ ଯୋଗ ଦେଲେ ସମ୍ବଲପୁର ଆର୍ ଡି ସି* ଓ - * *ପ୍ରଥମ ଥର ଜାତିଗତ ଭାଷାଗତ କୁ ଚିହ୍ନଟ କରା ଯାଇ ପାରିବ*- *ଉପ ଜିଲ୍ଲାପାଳ*-   (19-Nov-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମ ମନ୍ଦିର ଠାରେ, ୨୯ ତମ ଅଁଳା ନବମୀ ଓ ଛପନଭୋଗ ଅବସରରେ ସୁନ୍ଦରାକାଣ୍ଡ କାର୍ଯ୍ୟକ୍ରମ   (19-Nov-2026)       ||     

HOME   ଜିଲ୍ଲା

ବିଶ୍ୱ ମଧୁମେହ ଦିବସ ୨୦୨୬ ପାଳିତ; ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ମାଲକାନଗିରି ଓ ଯାଜପୁର ଜିଲ୍ଲା ସମ୍ମାନିତ

20-Nov-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ଭୁବନେଶ୍ୱରସ୍ଥିତ ସହରାଞ୍ଚଳ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର, ବି.ଏମ୍.ସି. ହସ୍ପିଟାଲଠାରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡ଼ା ସଞ୍ଜୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବିଶ୍ୱ ମଧୁମେହ ଦିବସ ୨୦୨୬ର ରାଜ୍ୟସ୍ତରୀୟ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା ମଧୁମେହ ସମ୍ପର୍କରେ ସଚେତନତା ବୃଦ୍ଧି, ରୋଗର ଶୀଘ୍ର ଚିହ୍ନଟ ଏବଂ ଉପଯୁକ୍ତ ଚିକିତ୍ସା ଓ ପରିଚାଳନାକୁ ପ୍ରୋତ୍ସାହିତ କରିବା।
ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ନିର୍ଦ୍ଦେଶକ (ଅଣସଂକ୍ରାମକ ରୋଗ)ଡ଼. ବିନୟ କୁମାର ଦାସ ମହାପାତ୍ର, ଯୁଗ୍ମ ନିର୍ଦ୍ଦେଶକ (ଅଣସଂକ୍ରାମକ ରୋଗ) ଡ଼. ବିନୟ କୁମାର ସାହୁ , ମୁଖ୍ୟ ଚିକିତ୍ସା ଅଧିକାରୀ, ବି.ଏମ୍.ସି. ହସ୍ପିଟାଲ ଡ଼. ସିଦ୍ଧାର୍ଥ ରାୟ , ପି.ଜି.ଆଇ.ଏମ୍.ଇ.ଆର୍. ଓ କ୍ୟାପିଟାଲ ହସ୍ପିଟାଲର ଶିଶୁରୋଗ ବିଶେଷଜ୍ଞ ଡ଼. ଆଶିଷ କୁମାର ଦୀକ୍ଷିତ ଏବଂ ଅନ୍ୟ ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀ ଓ ସ୍ୱାସ୍ଥ୍ୟକର୍ମୀମାନେ ଯୋଗଦେଇଥିଲେ ।
ଏହି ଦିବସ ପାଳନ ଅବସରରେ ମଧୁମେହ ଏବଂ ମଧୁମେହ ଜନିତ ରେଟିନୋପାଥି ପାଇଁ ଏକ ସ୍ୱତନ୍ତ୍ର ସ୍କ୍ରିନିଂ ଶିବିର ଆୟୋଜନ କରାଯାଇଥିଲା, ଯେଉଁଥିରେ ରୋଗର ଶୀଘ୍ର ଚିହ୍ନଟ ଓ ସମୟୋଚିତ ଚିକିତ୍ସାକୁ ପ୍ରୋତ୍ସାହନ କରାଯାଇଛି । ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା, ସୁସ୍ଥ ଜୀବନଶୈଳୀ ଅବଲମ୍ବନ ଏବଂ ମଧୁମେହର ଉପଯୁକ୍ତ ପରିଚାଳନା ଦ୍ୱାରା ବିଭିନ୍ନ ଜଟିଳତାକୁ

ରୋକିବା ଉପରେ ଗୁରୁତ୍ବାରୋପ କରାଯାଇଥିଲା।
କାର୍ଯ୍ୟକ୍ରମରେ ଜାତୀୟ ଅଣ-ସଂକ୍ରାମକ ରୋଗ ନିରାକରଣ ଓ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଅଧୀନରେ ୨୦୨୬–୨୭ ବର୍ଷ ପାଇଁ ଉତ୍କୃଷ୍ଟ ପ୍ରଦର୍ଶନ ନିମନ୍ତେ ମାଲକାନଗିରି ଓ ଯାଜପୁର ଜିଲ୍ଲାକୁ ସମ୍ମାନିତ କରାଯାଇଛି । ମଧୁମେହ ସ୍କ୍ରିନିଂ, ଚିକିତ୍ସା ଏବଂ ରୋଗ ନିୟନ୍ତ୍ରଣ କ୍ଷେତ୍ରରେ ଏହି ଜିଲ୍ଲାଗୁଡ଼ିକର ସଫଳତା ହାସଲ କରିବା ସହ ମଧୁମେହ ରୋଗୀଙ୍କ ଆଭା ଆଇଡି ସୃଷ୍ଟି ସୁନିଶ୍ଚିତ କରିବାରେ ସେମାନଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ: ୩ ଜଣ ଡାକ୍ତର ନିଲମ୍ବିତ   20-Nov-2026
  ଜିଲ୍ଲା  
ବାତ୍ୟାର ପ୍ରଭାବ ହ୍ରାସ, ତଥାପି ଜାରି ରହିଛି ସତର୍କତା ଓ ପ୍ରସ୍ତୁତି: ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ*   20-Nov-2026
  ରାଜ୍ୟ  
ଅସହାୟ ଓ ଗରିବ ପରିବାରଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ଛେଳି ବଣ୍ଟନ♦️୨୫ଟି ଅନୁସୂଚିତ ଜାତି ଓ ଜନଜାତି ପରିବାରକୁ ମିଳିଲା ୫୦ ଟି ଛେଳି   20-Nov-2026
  ଜିଲ୍ଲା  
ବାତ୍ୟା ଅକଭାନ୍ ର ଲ୍ୟାଣ୍ତ ଫଲ ପର୍ଯ୍ୟାୟରେ ବିଭିନ୍ନ ଜିଲ୍ଲାର ସ୍ଥିତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସୂଚନା ! ପରିସ୍ଥିତି ନିୟନ୍ତ୍ରଣାଧିନ ରହିଛି   20-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ୬୭ ଶିକ୍ଷକଙ୍କ ପଦୋନ୍ନତି* *ବିଦ୍ରୋହ:-ପଦୋନ୍ନତି ପାଇବା ପରେ ଶିକ୍ଷକ ମହଲରେ ଖୁସିର ଲହରୀ ଖେଳିଯାଇଛି*   20-Nov-2026
  ଜିଲ୍ଲା  
ସପ୍ତାହ ପାରାୟଣରେ ସମୁଦ୍ର ମନ୍ଥନର ବିସ୍ତୃତ ବ୍ୟାଖ୍ୟା, ଭକ୍ତିରେ ବିଭୋର ଶ୍ରୋତା   20-Nov-2026
  ଜିଲ୍ଲା  
ରାଜୁ ବାଗ ହତ୍ୟା ର ନ୍ୟାୟ ନ ମିଳିବା ନେଇ ସିଡ୍ୟୁଲଡ଼ କାଷ୍ଟ ଫେଡେରେସନ କର୍ମକର୍ତା ଙ୍କ ଥାନା ଘେରାଉ ନିଷ୍ପତି   20-Nov-2026
  ଜିଲ୍ଲା  
ବିଶ୍ୱ ମଧୁମେହ ଦିବସ ୨୦୨୬ ପାଳିତ; ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ମାଲକାନଗିରି ଓ ଯାଜପୁର ଜିଲ୍ଲା ସମ୍ମାନିତ   20-Nov-2026
  ଜିଲ୍ଲା  
ଭତ୍ତା ବିଳମ୍ବ ନେଇ ଡାବୁଗାଁରେ ବିଜେଡିର ବ୍ଲକ ଘେରାଉ, ଜିଲ୍ଲାପାଳଙ୍କୁ ଦାବିପତ୍ର   20-Nov-2026
  ଜିଲ୍ଲା  
ବାଚସ୍ପତି ସୁରମା ପାଢ଼ୀଙ୍କୁ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବକୁ ନିମନ୍ତ୍ରଣ   20-Nov-2026
  ଜିଲ୍ଲା  
ଦାଦନସର୍ଦ୍ଦାରଙ୍କ ଉପରେ ଆଇଟି ଚଢାଉ ଦାବି♦️ ବେଆଇନ ଶ୍ରମିକଚାଲାଣରୁ କୋଟିପତି   20-Nov-2026
  ରାଜ୍ୟ  
ବଦଳି ନୀତିର ଖୋଲା ଉଲ୍ଲଂଘନ; ଗୋଟିଏ ସ୍ଥାନରେ ଦୀର୍ଘଦିନ ଧରି ଜମି ରହିଛନ୍ତି ଅଧିକାରୀ   20-Nov-2026

You Might Also Like