-+91-9937148622 |

prerana_bgr@rediffmail.com |

  Sunday 22nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||      କୃଷିମହାବିଦ୍ୟାଳୟ ଶିଳାନ୍ୟାସ ପ୍ରସଙ୍ଗ.. ବିଧାୟକଙ୍କର ପ୍ରଶ୍ନ ସରକାରଙ୍କୁ ; ଉତ୍ତର ସରକାର ବଦଳରେ ବିଜେପି ପାର୍ଟିର   (21-Nov-2026)       ||      ସଡ଼କ ସୁରକ୍ଷାକୁ ନେଇ ଜିଲ୍ଲାପାଳଙ୍କ କଡ଼ା ଆଭିମୁଖ୍ୟ, ୨୩ରୁ ସରକାରୀ କର୍ମଚାରୀଙ୍କ ପାଇଁ ହେଲମେଟ୍ ବାଧ୍ୟତାମୂଳକ   (21-Nov-2026)       ||      ପିଲାମାନଙ୍କ ପ୍ରତିଭା, ସୃଜନଶୀଳତା ଓ ସୁରକ୍ଷାର ବାର୍ତ୍ତା ନେଇ ଆୟୋଜିତ ହେଲା ‘ପତଙ୍ଗୀ – ଶିଶୁ ମହୋତ୍ସବ ୨୦୨୬’   (21-Nov-2026)       ||      ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ   (21-Nov-2026)       ||      ଓଡ଼ିଶାର ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆ ଲାଇଭରେ ଝୁମିଲେ ଛାତ୍ରଛାତ୍ରୀ   (21-Nov-2026)       ||      ବିଶ୍ୱ ଦର୍ଶନଶାସ୍ତ୍ର ଦିବସ ପାଳିତ    (21-Nov-2026)       ||      ମାଁ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ନାଗାବଳୀ ଛାତ୍ରୀ ନିବାସରେ ଖାଦ୍ୟରୁ ବଡ଼ ପୋକ ବାହାରିବା ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ଟେଣ୍ଡର ପ୍ରକ୍ରିୟା ପାଇଁ ଦାବି   (21-Nov-2026)       ||      ଟିକ୍ରାପଡା ଅହୋରାତ୍ର ନାମଯଜ୍ଞ ଟିକ୍ରାପଡା ରାମଜୀ ମନ୍ଦିର ଛକ ରେ ଆଜିଠାରୁ ଆରମ୍ଭ    (21-Nov-2026)       ||      ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   (21-Nov-2026)       ||      ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ: ସୁବର୍ଣ୍ଣପୁର ଜିଲ୍ଲାର ୮୩୩ଟି ଗ୍ରାମ ବାଲ୍ୟ ବିବାହ ମୁକ୍ତ ଘୋଷିତ   (21-Nov-2026)       ||      ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   (21-Nov-2026)       ||      *ଉମରକୋଟ ବ୍ଲକରେ ପଦୋନ୍ନତି ପାଇଲେ ପ୍ରାଥମିକ ଶିକ୍ଷକ*   (21-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଆଦିକବି ମହର୍ଷି ବାଲ୍ମୀକି ଜୟନ୍ତୀ ସମାରୋହ ଅନୁଷ୍ଠିତ   (21-Nov-2026)       ||      ସପ୍ତାହ ପାରାୟଣରେ ବଳି-ବାମନ ଚରିତ୍ର ଓ କୃଷ୍ଣ ଜନ୍ମ ବ୍ୟାଖ୍ୟା,ଭାବବିହ୍ଵଳ ହେଲେ ଶ୍ରୋତା   (21-Nov-2026)       ||      ବଲାଙ୍ଗୀରର ଜେଏସ୍‌ଏମ୍‌ ମହାବିଦ୍ୟାଳୟର ୧୧ତମ  ପ୍ରତିଷ୍ଠା ଦିବସ ପାଳିତ    (21-Nov-2026)       ||      ବାତ୍ୟା ଅକଭାନ୍ ର ସଫଳ ମୁକାବିଲା: ସ୍ଥିତି ସ୍ୱାଭାବିକ, କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟ ଜାରି ଓଡ଼ିଶାରେ ଟଳିଲା ବଡ଼ ବିପଦ: ବାତ୍ୟା ଅକଭାନ୍’ ପରେ ତ୍ୱରିତ ପୁନରୁଦ୍ଧାର ଏବଂ ଦୀର୍ଘମିଆଦୀ ବିପର୍ଯ୍ୟୟ ପରିଚାଳନା ଉପରେ ସରକାରଙ୍କ ଗୁରୁତ୍ୱ    (21-Nov-2026)       ||      ହାତୀ-ମଣିଷ ମୁହାଁମୁହିଁରେ ଉଭୟଙ୍କ ପ୍ରାଣହାନୀ ! ଘାଗୁର୍ଲିରେ ଜଣକର ମୃତ୍ୟୁର କାରଣ ଚଲାପଥ ଅବରୋଧ    (21-Nov-2026)       ||      ଥାଲେସେମିଆ ରୋଗୀର ଚିକିତ୍ସା ପାଇଁ ରକ୍ତ ବାଧକ   (21-Nov-2026)       ||      କ୍ଷୁଦ୍ର ଜଳସେଚନ ବିଭାଗର ପ୍ରକଳ୍ପ♦️ସରକାରୀ ଯୋଜନାର ବିକଳାଙ୍ଗ ଗର୍ଭପାତ !   (21-Nov-2026)       ||     

HOME   ରାଜ୍ୟ

ବାତ୍ୟା ଅକଭାନ୍ ର ସଫଳ ମୁକାବିଲା: ସ୍ଥିତି ସ୍ୱାଭାବିକ, କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟ ଜାରି ଓଡ଼ିଶାରେ ଟଳିଲା ବଡ଼ ବିପଦ: ବାତ୍ୟା ଅକଭାନ୍’ ପରେ ତ୍ୱରିତ ପୁନରୁଦ୍ଧାର ଏବଂ ଦୀର୍ଘମିଆଦୀ ବିପର୍ଯ୍ୟୟ ପରିଚାଳନା ଉପରେ ସରକାରଙ୍କ ଗୁରୁତ୍ୱ

21-Nov-2026



ଭୁବନେଶ୍ବର: ଆଜି ରାଜ୍ୟ ଜରୁରୀକାଳୀନ ପରିଚାଳନା କେନ୍ଦ୍ର( ଏସଇଓସି) କାର୍ଯ୍ୟାଳରେ ଏସଆରସି ଶ୍ରୀ ରାଜେଶ ପ୍ରଭାକର ପାଟିଲ  ସ୍ୱାଭାବିକ ସ୍ଥିତି, କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟ ଜାରି   ଉପରେ  ଗଣମାଧ୍ୟମକୁ ସୂଚନା ଦେଇଥିଲେ ।  ସମ୍ଭାବ୍ୟ ବାତ୍ୟା ଅକବନ  ଓ ପ୍ରବଳ ବର୍ଷା ପ୍ରଭାବର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ସତର୍କତା ଓ ପ୍ରସ୍ତୁତି ଗ୍ରହଣ କରାଯାଇଥିଲା। ‘’ ଅକଭାନ୍ ପ୍ରାରମ୍ଭିକ ପର୍ଯ୍ୟାୟରେ ଆନ୍ଧ୍ରପ୍ରଦେଶ ମୁହାଁ ହେବାର ଥିଲେ ମଧ୍ୟ ହଠାତ୍ ଗତ ୧୮ ତାରିଖରେ ଏହାର ଗତିପଥ ଓଡ଼ିଶା ଆଡ଼କୁ ମୋଡ଼ ନେଇଥିଲା। ଏହି ପରିପ୍ରେକ୍ଷୀରେ ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଗ୍ରେ ରଖି ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟାପକ ପଦକ୍ଷେପ ନିଆଯାଇଥିଲା।

ଗଞ୍ଜାମ, ଗଜପତି, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର ଆଦି ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲାଗୁଡ଼ିକରେ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ଆଣିବା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା। ମାତ୍ର ୨୪ ଘଣ୍ଟା ମଧ୍ୟରେ ଏକ ବିରାଟ ମାତ୍ରାରେ ଲୋକମାନଙ୍କୁ ସ୍ଥାନାନ୍ତରିତ କରିବା ଏକ ବଡ଼ ଆହ୍ୱାନ ଥିଲେ ମଧ୍ୟ ସମସ୍ତଙ୍କ ମିଳିତ ପ୍ରୟାସରେ ଏହାକୁ ସଫଳ କରାଯାଇପାରିଛି।  
ମାନ୍ୟବର ମୁଖ୍ୟମନ୍ତ୍ରୀ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଏବଂ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ 'Team Spirit' (ଦଳଗତ ଭାବନା) ସହ କାମ କରିଛନ୍ତି। ଗଣମାଧ୍ୟମ ମାଧ୍ୟମରେ ସଠିକ୍ ଓ ସମୟୋଚିତ ନିର୍ଦ୍ଦେଶାବଳୀ ଜନସାଧାରଣଙ୍କ ପାଖରେ ପହଞ୍ଚାଯିବା ଯୋଗୁଁ ବଡ଼ଧରଣର କ୍ଷୟକ୍ଷତି ଏଡ଼ାଯାଇପାରିଛି। 
ବାତ୍ୟାର ପ୍ରଭାବ ଆକଳନ କରାଯାଇଥିବା ଆକଳନ ଅପେକ୍ଷା କମ୍ ରହିଛି। ବର୍ତ୍ତମାନ ଏହା  ଓଡ଼ିଶାରେ ଏକ ଲଘୁଚାପରେ ପରିଣତ ହୋଇଛି ଏବଂ ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଥିଲେ ମଧ୍ୟ କୌଣସି ଜାଗାରେ ଚିନ୍ତାଜନକ ସ୍ଥିତି ନାହିଁ। ସବୁ ଜାଗାରେ ୫୦ ମି.ମି.ରୁ କମ୍ ବର୍ଷା ରେକର୍ଡ କରାଯାଇଛି,  କିଛି ଅଞ୍ଚଳରେ ବର୍ଷା ହେବା କାରଣରୁ କିଛି ଜାଗାରେ ଜଳବନ୍ଦୀ ସମସ୍ୟା ଦେଖାଦେଇଥିଲା, ଯାହାକୁ ଜିଲ୍ଲା ପ୍ରଶାସନ ତୁରନ୍ତ ପଦକ୍ଷେପ ନେଇ ସମାଧାନ କରିଛି।  ରାଜ୍ୟରେ ହୋଇଥିବା ବର୍ଷା  ଆଜିର ତଥ୍ୟ ଅନୁଯାୟୀ, କଟକ ଜିଲ୍ଲାରେ ହାରାହାରି ୫୩.୫ ମିମି ଏବଂ କେନ୍ଦ୍ରାପଡ଼ାରେ ୫୧.୬ ମିମି  ବର୍ଷା ରେକର୍ଡ ହୋଇଛି। ସେହିପରି ଖୋର୍ଦ୍ଧାରେ ୩୦.୭ ମିମି , ପୁରୀରେ ୨୪.୪ ମିମି ଏବଂ ଗଞ୍ଜାମ ଜିଲ୍ଲାରେ ହାରାହାରି ୨୩.୦ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଏପର୍ଯ୍ୟନ୍ତ ବର୍ଷା ହୋଇଛି। ଏହା ବ୍ୟତୀତ ଗଜପତି ଜିଲ୍ଲାରେ ସବୁଠାରୁ କମ୍ ଅର୍ଥାତ୍ ୧.୨ ମିମି ଜିଲ୍ଲା ହାରାହାରି ବର୍ଷା ରେକର୍ଡ କରାଯାଇଛି। ।  ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ହୋଇଛି ।   

ଜମିରେ ଫସଲ ନଷ୍ଟ ହୋଇଥିବା ଅଞ୍ଚଳର ଆକଳନ କାମ ଖୁବ୍ ଶୀଘ୍ର କରାଯିବ ଏବଂ ପ୍ରଭାବିତମାନଙ୍କୁ ସରକାରଙ୍କ ନିୟମ ଅନୁଯାୟୀ ସହାୟତା ପ୍ରଦାନ କରାଯିବ। ଏହା ସହିତ ଭୂସ୍ଖଳନ (Landslide) ଏବଂ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ଦୀର୍ଘମିଆଦୀ ଯୋଜନା (Long-term Strategy) ପ୍ରସ୍ତୁତ କରୁଛନ୍ତି।  
ସମସ୍ତ ଗଣମାଧ୍ୟମ ପ୍ରତିନିଧି, ପ୍ରଶାସନିକ ଅଧିକାରୀ ଏବଂ ସହଯୋଗ କରିଥିବା ସମସ୍ତ ଜନସାଧାରଣଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ କୃତଜ୍ଞତା ଓ ଧନ୍ୟବାଦ ଜ୍ଞାପନ କରାଯାଉଛି।


News Comment




Photo in News

Advertisment
Lastest News
  ଅପରାଧ  
ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ   21-Nov-2026
  ରାଜନୀତି  
କୃଷିମହାବିଦ୍ୟାଳୟ ଶିଳାନ୍ୟାସ ପ୍ରସଙ୍ଗ.. ବିଧାୟକଙ୍କର ପ୍ରଶ୍ନ ସରକାରଙ୍କୁ ; ଉତ୍ତର ସରକାର ବଦଳରେ ବିଜେପି ପାର୍ଟିର   21-Nov-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ନେଇ ଜିଲ୍ଲାପାଳଙ୍କ କଡ଼ା ଆଭିମୁଖ୍ୟ, ୨୩ରୁ ସରକାରୀ କର୍ମଚାରୀଙ୍କ ପାଇଁ ହେଲମେଟ୍ ବାଧ୍ୟତାମୂଳକ   21-Nov-2026
  ଜିଲ୍ଲା  
ପିଲାମାନଙ୍କ ପ୍ରତିଭା, ସୃଜନଶୀଳତା ଓ ସୁରକ୍ଷାର ବାର୍ତ୍ତା ନେଇ ଆୟୋଜିତ ହେଲା ‘ପତଙ୍ଗୀ – ଶିଶୁ ମହୋତ୍ସବ ୨୦୨୬’   21-Nov-2026
  ଜିଲ୍ଲା  
ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ   21-Nov-2026
  ଜିଲ୍ଲା  
ଓଡ଼ିଶାର ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆ ଲାଇଭରେ ଝୁମିଲେ ଛାତ୍ରଛାତ୍ରୀ   21-Nov-2026
  ଜିଲ୍ଲା  
ବିଶ୍ୱ ଦର୍ଶନଶାସ୍ତ୍ର ଦିବସ ପାଳିତ   21-Nov-2026
  ଜିଲ୍ଲା  
ମାଁ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ନାଗାବଳୀ ଛାତ୍ରୀ ନିବାସରେ ଖାଦ୍ୟରୁ ବଡ଼ ପୋକ ବାହାରିବା ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ଟେଣ୍ଡର ପ୍ରକ୍ରିୟା ପାଇଁ ଦାବି   21-Nov-2026
  ଜିଲ୍ଲା  
ଟିକ୍ରାପଡା ଅହୋରାତ୍ର ନାମଯଜ୍ଞ ଟିକ୍ରାପଡା ରାମଜୀ ମନ୍ଦିର ଛକ ରେ ଆଜିଠାରୁ ଆରମ୍ଭ   21-Nov-2026
  ଜିଲ୍ଲା  
ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   21-Nov-2026
  ଜିଲ୍ଲା  
ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ: ସୁବର୍ଣ୍ଣପୁର ଜିଲ୍ଲାର ୮୩୩ଟି ଗ୍ରାମ ବାଲ୍ୟ ବିବାହ ମୁକ୍ତ ଘୋଷିତ   21-Nov-2026
  ଜିଲ୍ଲା  
ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   21-Nov-2026

You Might Also Like