-+91-9937148622 |

prerana_bgr@rediffmail.com |

  Sunday 22nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||      କୃଷିମହାବିଦ୍ୟାଳୟ ଶିଳାନ୍ୟାସ ପ୍ରସଙ୍ଗ.. ବିଧାୟକଙ୍କର ପ୍ରଶ୍ନ ସରକାରଙ୍କୁ ; ଉତ୍ତର ସରକାର ବଦଳରେ ବିଜେପି ପାର୍ଟିର   (21-Nov-2026)       ||      ସଡ଼କ ସୁରକ୍ଷାକୁ ନେଇ ଜିଲ୍ଲାପାଳଙ୍କ କଡ଼ା ଆଭିମୁଖ୍ୟ, ୨୩ରୁ ସରକାରୀ କର୍ମଚାରୀଙ୍କ ପାଇଁ ହେଲମେଟ୍ ବାଧ୍ୟତାମୂଳକ   (21-Nov-2026)       ||      ପିଲାମାନଙ୍କ ପ୍ରତିଭା, ସୃଜନଶୀଳତା ଓ ସୁରକ୍ଷାର ବାର୍ତ୍ତା ନେଇ ଆୟୋଜିତ ହେଲା ‘ପତଙ୍ଗୀ – ଶିଶୁ ମହୋତ୍ସବ ୨୦୨୬’   (21-Nov-2026)       ||      ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ   (21-Nov-2026)       ||      ଓଡ଼ିଶାର ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆ ଲାଇଭରେ ଝୁମିଲେ ଛାତ୍ରଛାତ୍ରୀ   (21-Nov-2026)       ||      ବିଶ୍ୱ ଦର୍ଶନଶାସ୍ତ୍ର ଦିବସ ପାଳିତ    (21-Nov-2026)       ||      ମାଁ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ନାଗାବଳୀ ଛାତ୍ରୀ ନିବାସରେ ଖାଦ୍ୟରୁ ବଡ଼ ପୋକ ବାହାରିବା ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ଟେଣ୍ଡର ପ୍ରକ୍ରିୟା ପାଇଁ ଦାବି   (21-Nov-2026)       ||      ଟିକ୍ରାପଡା ଅହୋରାତ୍ର ନାମଯଜ୍ଞ ଟିକ୍ରାପଡା ରାମଜୀ ମନ୍ଦିର ଛକ ରେ ଆଜିଠାରୁ ଆରମ୍ଭ    (21-Nov-2026)       ||      ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   (21-Nov-2026)       ||      ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ: ସୁବର୍ଣ୍ଣପୁର ଜିଲ୍ଲାର ୮୩୩ଟି ଗ୍ରାମ ବାଲ୍ୟ ବିବାହ ମୁକ୍ତ ଘୋଷିତ   (21-Nov-2026)       ||      ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   (21-Nov-2026)       ||      *ଉମରକୋଟ ବ୍ଲକରେ ପଦୋନ୍ନତି ପାଇଲେ ପ୍ରାଥମିକ ଶିକ୍ଷକ*   (21-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଆଦିକବି ମହର୍ଷି ବାଲ୍ମୀକି ଜୟନ୍ତୀ ସମାରୋହ ଅନୁଷ୍ଠିତ   (21-Nov-2026)       ||      ସପ୍ତାହ ପାରାୟଣରେ ବଳି-ବାମନ ଚରିତ୍ର ଓ କୃଷ୍ଣ ଜନ୍ମ ବ୍ୟାଖ୍ୟା,ଭାବବିହ୍ଵଳ ହେଲେ ଶ୍ରୋତା   (21-Nov-2026)       ||      ବଲାଙ୍ଗୀରର ଜେଏସ୍‌ଏମ୍‌ ମହାବିଦ୍ୟାଳୟର ୧୧ତମ  ପ୍ରତିଷ୍ଠା ଦିବସ ପାଳିତ    (21-Nov-2026)       ||      ବାତ୍ୟା ଅକଭାନ୍ ର ସଫଳ ମୁକାବିଲା: ସ୍ଥିତି ସ୍ୱାଭାବିକ, କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟ ଜାରି ଓଡ଼ିଶାରେ ଟଳିଲା ବଡ଼ ବିପଦ: ବାତ୍ୟା ଅକଭାନ୍’ ପରେ ତ୍ୱରିତ ପୁନରୁଦ୍ଧାର ଏବଂ ଦୀର୍ଘମିଆଦୀ ବିପର୍ଯ୍ୟୟ ପରିଚାଳନା ଉପରେ ସରକାରଙ୍କ ଗୁରୁତ୍ୱ    (21-Nov-2026)       ||      ହାତୀ-ମଣିଷ ମୁହାଁମୁହିଁରେ ଉଭୟଙ୍କ ପ୍ରାଣହାନୀ ! ଘାଗୁର୍ଲିରେ ଜଣକର ମୃତ୍ୟୁର କାରଣ ଚଲାପଥ ଅବରୋଧ    (21-Nov-2026)       ||      ଥାଲେସେମିଆ ରୋଗୀର ଚିକିତ୍ସା ପାଇଁ ରକ୍ତ ବାଧକ   (21-Nov-2026)       ||      କ୍ଷୁଦ୍ର ଜଳସେଚନ ବିଭାଗର ପ୍ରକଳ୍ପ♦️ସରକାରୀ ଯୋଜନାର ବିକଳାଙ୍ଗ ଗର୍ଭପାତ !   (21-Nov-2026)       ||     

HOME   ଜିଲ୍ଲା

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଆଦିକବି ମହର୍ଷି ବାଲ୍ମୀକି ଜୟନ୍ତୀ ସମାରୋହ ଅନୁଷ୍ଠିତ

21-Nov-2026



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରର ସ୍ନାତକୋତ୍ତର ସଂସ୍କୃତ ବିଭାଗ ଏବଂ ସଂସ୍କୃତ ଭାରତୀର ମିଳିତ ତତ୍ତ୍ୱାବଧାନରେ ନଭେମ୍ବର ୨୧ ତାରିଖ ଶନିବାର ଦିନ ଆଦିକବି ମହର୍ଷି ବାଲ୍ମୀକି ଜୟନ୍ତୀ ସମାରୋହ ମହାବିଦ୍ୟାଳୟର ପ୍ରେକ୍ଷାଳୟରେ ଆୟୋଜିତ ହୋଇଯାଇଛି।

ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଅରବିନ୍ଦ କୁମାର ଓଝାଙ୍କ ଅଧ୍ଯକ୍ଷତାରେ ଆୟୋଜିତ ଏହି ସମାରୋହରେ ମୁଖ୍ୟବକ୍ତା ଭାବେ ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛତାମଖନାର ସଂସ୍କୃତ ଅଧ୍ୟାପକ ଡ. ଦୈତାରୀ ପୂଜାରୀ ଯୋଗଦେଇ ମହର୍ଷି ବାଲ୍ମୀକିଙ୍କ ଜୀବନୀ, ସାହିତ୍ୟିକ ଅବଦାନ ତଥା ମହାକାବ୍ୟ ରାମାୟଣର ନୈତିକ, ସାଂସ୍କୃତିକ ଓ ମାନବୀୟ ମୂଲ୍ୟବୋଧ ସମ୍ପର୍କରେ ନିଜର ସାରଗର୍ଭକ ବକ୍ତବ୍ୟ ରଖିଥିଲେ।

ସଂସ୍କୃତ ବିଭାଗର ମୁଖ୍ୟ ଡ. ସଦାଶିବ ମଲ୍ଲିକ ନିଜ ବକ୍ତବ୍ୟରେ ସଂସ୍କୃତ ଭାଷା ଓ ସାହିତ୍ୟର ମହତ୍ତ୍ୱ ତଥା ଭାରତୀୟ ସଂସ୍କୃତିରେ ମହର୍ଷି ବାଲ୍ମୀକିଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ। ପ୍ରାରମ୍ଭରେ ଶ୍ରୀ ଅଜିତ କୁମାର ପଣ୍ଡା ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।

ଏହି ଅବସରରେ ମହାବିଦ୍ୟାଳୟର ବିଭିନ୍ନ ବିଭାଗର ଅଧ୍ୟାପକ ଓ ଅଧ୍ୟାପିକାଙ୍କ ସମେତ ଯୁକ୍ତ ଦୁଇ ସ୍ତରର ସଂସ୍କୃତ ଶିକ୍ଷକ (PGT) ଶ୍ରୀ ଜତୀନ୍ଦ୍ର ଦଣ୍ଡସେନା ଉପସ୍ଥିତ ଥିଲେ। ସଂସ୍କୃତ ବିଭାଗର ସମସ୍ତ ଛାତ୍ରଛାତ୍ରୀ ମଧ୍ୟ ଉପସ୍ଥିତ ରହି ସମାରୋହରେ ଅଂଶଗ୍ରହଣ କରିଥିଲେ। ଏଥିସହ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ (JMC) ବିଭାଗର ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମର ବିଭିନ୍ନ ପର୍ଯ୍ୟାୟକୁ ଫଟୋଗ୍ରାଫି ଓ ଭିଡିଓଗ୍ରାଫି ମାଧ୍ୟମରେ ଲିପିବଦ୍ଧ କରିଥିଲେ। ଶେଷରେ ଡ. ସମୀର ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ। ସମଗ୍ର କାର୍ଯ୍ୟକ୍ରମର ମଞ୍ଚ ସଂଚାଳନ କରିଥିଲେ ଶ୍ରୀ ଆଦର୍ଶ କୁମାର ମହାପାତ୍ର ।


News Comment




Photo in News

Advertisment
Lastest News
  ଅପରାଧ  
ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ   21-Nov-2026
  ରାଜନୀତି  
କୃଷିମହାବିଦ୍ୟାଳୟ ଶିଳାନ୍ୟାସ ପ୍ରସଙ୍ଗ.. ବିଧାୟକଙ୍କର ପ୍ରଶ୍ନ ସରକାରଙ୍କୁ ; ଉତ୍ତର ସରକାର ବଦଳରେ ବିଜେପି ପାର୍ଟିର   21-Nov-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ନେଇ ଜିଲ୍ଲାପାଳଙ୍କ କଡ଼ା ଆଭିମୁଖ୍ୟ, ୨୩ରୁ ସରକାରୀ କର୍ମଚାରୀଙ୍କ ପାଇଁ ହେଲମେଟ୍ ବାଧ୍ୟତାମୂଳକ   21-Nov-2026
  ଜିଲ୍ଲା  
ପିଲାମାନଙ୍କ ପ୍ରତିଭା, ସୃଜନଶୀଳତା ଓ ସୁରକ୍ଷାର ବାର୍ତ୍ତା ନେଇ ଆୟୋଜିତ ହେଲା ‘ପତଙ୍ଗୀ – ଶିଶୁ ମହୋତ୍ସବ ୨୦୨୬’   21-Nov-2026
  ଜିଲ୍ଲା  
ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ   21-Nov-2026
  ଜିଲ୍ଲା  
ଓଡ଼ିଶାର ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆ ଲାଇଭରେ ଝୁମିଲେ ଛାତ୍ରଛାତ୍ରୀ   21-Nov-2026
  ଜିଲ୍ଲା  
ବିଶ୍ୱ ଦର୍ଶନଶାସ୍ତ୍ର ଦିବସ ପାଳିତ   21-Nov-2026
  ଜିଲ୍ଲା  
ମାଁ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ନାଗାବଳୀ ଛାତ୍ରୀ ନିବାସରେ ଖାଦ୍ୟରୁ ବଡ଼ ପୋକ ବାହାରିବା ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ଟେଣ୍ଡର ପ୍ରକ୍ରିୟା ପାଇଁ ଦାବି   21-Nov-2026
  ଜିଲ୍ଲା  
ଟିକ୍ରାପଡା ଅହୋରାତ୍ର ନାମଯଜ୍ଞ ଟିକ୍ରାପଡା ରାମଜୀ ମନ୍ଦିର ଛକ ରେ ଆଜିଠାରୁ ଆରମ୍ଭ   21-Nov-2026
  ଜିଲ୍ଲା  
ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   21-Nov-2026
  ଜିଲ୍ଲା  
ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ: ସୁବର୍ଣ୍ଣପୁର ଜିଲ୍ଲାର ୮୩୩ଟି ଗ୍ରାମ ବାଲ୍ୟ ବିବାହ ମୁକ୍ତ ଘୋଷିତ   21-Nov-2026
  ଜିଲ୍ଲା  
ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   21-Nov-2026

You Might Also Like