-+91-9937148622 |

prerana_bgr@rediffmail.com |

  Sunday 22nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||      କୃଷିମହାବିଦ୍ୟାଳୟ ଶିଳାନ୍ୟାସ ପ୍ରସଙ୍ଗ.. ବିଧାୟକଙ୍କର ପ୍ରଶ୍ନ ସରକାରଙ୍କୁ ; ଉତ୍ତର ସରକାର ବଦଳରେ ବିଜେପି ପାର୍ଟିର   (21-Nov-2026)       ||      ସଡ଼କ ସୁରକ୍ଷାକୁ ନେଇ ଜିଲ୍ଲାପାଳଙ୍କ କଡ଼ା ଆଭିମୁଖ୍ୟ, ୨୩ରୁ ସରକାରୀ କର୍ମଚାରୀଙ୍କ ପାଇଁ ହେଲମେଟ୍ ବାଧ୍ୟତାମୂଳକ   (21-Nov-2026)       ||      ପିଲାମାନଙ୍କ ପ୍ରତିଭା, ସୃଜନଶୀଳତା ଓ ସୁରକ୍ଷାର ବାର୍ତ୍ତା ନେଇ ଆୟୋଜିତ ହେଲା ‘ପତଙ୍ଗୀ – ଶିଶୁ ମହୋତ୍ସବ ୨୦୨୬’   (21-Nov-2026)       ||      ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ   (21-Nov-2026)       ||      ଓଡ଼ିଶାର ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆ ଲାଇଭରେ ଝୁମିଲେ ଛାତ୍ରଛାତ୍ରୀ   (21-Nov-2026)       ||      ବିଶ୍ୱ ଦର୍ଶନଶାସ୍ତ୍ର ଦିବସ ପାଳିତ    (21-Nov-2026)       ||      ମାଁ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ନାଗାବଳୀ ଛାତ୍ରୀ ନିବାସରେ ଖାଦ୍ୟରୁ ବଡ଼ ପୋକ ବାହାରିବା ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ଟେଣ୍ଡର ପ୍ରକ୍ରିୟା ପାଇଁ ଦାବି   (21-Nov-2026)       ||      ଟିକ୍ରାପଡା ଅହୋରାତ୍ର ନାମଯଜ୍ଞ ଟିକ୍ରାପଡା ରାମଜୀ ମନ୍ଦିର ଛକ ରେ ଆଜିଠାରୁ ଆରମ୍ଭ    (21-Nov-2026)       ||      ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   (21-Nov-2026)       ||      ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ: ସୁବର୍ଣ୍ଣପୁର ଜିଲ୍ଲାର ୮୩୩ଟି ଗ୍ରାମ ବାଲ୍ୟ ବିବାହ ମୁକ୍ତ ଘୋଷିତ   (21-Nov-2026)       ||      ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   (21-Nov-2026)       ||      *ଉମରକୋଟ ବ୍ଲକରେ ପଦୋନ୍ନତି ପାଇଲେ ପ୍ରାଥମିକ ଶିକ୍ଷକ*   (21-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଆଦିକବି ମହର୍ଷି ବାଲ୍ମୀକି ଜୟନ୍ତୀ ସମାରୋହ ଅନୁଷ୍ଠିତ   (21-Nov-2026)       ||      ସପ୍ତାହ ପାରାୟଣରେ ବଳି-ବାମନ ଚରିତ୍ର ଓ କୃଷ୍ଣ ଜନ୍ମ ବ୍ୟାଖ୍ୟା,ଭାବବିହ୍ଵଳ ହେଲେ ଶ୍ରୋତା   (21-Nov-2026)       ||      ବଲାଙ୍ଗୀରର ଜେଏସ୍‌ଏମ୍‌ ମହାବିଦ୍ୟାଳୟର ୧୧ତମ  ପ୍ରତିଷ୍ଠା ଦିବସ ପାଳିତ    (21-Nov-2026)       ||      ବାତ୍ୟା ଅକଭାନ୍ ର ସଫଳ ମୁକାବିଲା: ସ୍ଥିତି ସ୍ୱାଭାବିକ, କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟ ଜାରି ଓଡ଼ିଶାରେ ଟଳିଲା ବଡ଼ ବିପଦ: ବାତ୍ୟା ଅକଭାନ୍’ ପରେ ତ୍ୱରିତ ପୁନରୁଦ୍ଧାର ଏବଂ ଦୀର୍ଘମିଆଦୀ ବିପର୍ଯ୍ୟୟ ପରିଚାଳନା ଉପରେ ସରକାରଙ୍କ ଗୁରୁତ୍ୱ    (21-Nov-2026)       ||      ହାତୀ-ମଣିଷ ମୁହାଁମୁହିଁରେ ଉଭୟଙ୍କ ପ୍ରାଣହାନୀ ! ଘାଗୁର୍ଲିରେ ଜଣକର ମୃତ୍ୟୁର କାରଣ ଚଲାପଥ ଅବରୋଧ    (21-Nov-2026)       ||      ଥାଲେସେମିଆ ରୋଗୀର ଚିକିତ୍ସା ପାଇଁ ରକ୍ତ ବାଧକ   (21-Nov-2026)       ||      କ୍ଷୁଦ୍ର ଜଳସେଚନ ବିଭାଗର ପ୍ରକଳ୍ପ♦️ସରକାରୀ ଯୋଜନାର ବିକଳାଙ୍ଗ ଗର୍ଭପାତ !   (21-Nov-2026)       ||     

HOME   ଜିଲ୍ଲା

*ଉମରକୋଟ ବ୍ଲକରେ ପଦୋନ୍ନତି ପାଇଲେ ପ୍ରାଥମିକ ଶିକ୍ଷକ*

21-Nov-2026



(ପ୍ରିୟଦର୍ଶିନୀ ପାତ୍ର)
ଉମରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ 2011 ମସିହା ରୁ ନିରନ୍ତର ଭାବେ କାର୍ଯ୍ୟରତ ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ଅର୍ଜୁନ ମହାରଣା ଲେବେଲ -IV କୁ ପଦୋନ୍ନତି ପାଇ ଥିବାରୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ, ଅନ୍ୟ କର୍ମକର୍ତ୍ତା ବୃନ୍ଦ ସ୍ୱତନ୍ତ୍ର ଭାବେ ତାଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି। ଦୀର୍ଘ ଦିନର ଅପେକ୍ଷା ପରେ ଏହି ପଦୋନ୍ନତି ମିଳିଥିବାରୁ ଶ୍ରୀ ମହାରଣା ନିଜର ଖୁସି ବ୍ୟକ୍ତି କରିବା ସହ ଓଡିଶା ସରକାର,ବିଭାଗୀୟ ମନ୍ତ୍ରୀ, ଜିଲ୍ଲା ଶିକ୍ଷା ଅଧିକାରୀ, ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଶ୍ରୀ ମହାରଣା ଜଣେ କର୍ମଠ, ଦାୟିତ୍ୱବାନ, ଉତ୍ସାହି ଶିକ୍ଷକ ଭାବେ ସର୍ବତ୍ର ପରିଚିତ। ଜଣେ ସକ୍ରିୟ BLO ଭାବେ ଜିଲ୍ଲା ପ୍ରଶାସନ ଠାରୁ ମଧ୍ୟ ପ୍ରମାଣ ପତ୍ର ସହ ସମ୍ବର୍ଦ୍ଧନା ପାଇଛନ୍ତି। ଏହି ଅବସରରେ ଶ୍ରୀ ମହାରଣାଙ୍କ ପରିବାରରେ ଖୁସିର ଲହରୀ ଖେଳି ଯାଇଛି। ବିଦ୍ୟାଳୟର ସମସ୍ତ କର୍ମକର୍ତ୍ତା ତାଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି।


News Comment




Photo in News

Advertisment
Lastest News
  ଅପରାଧ  
ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ   21-Nov-2026
  ରାଜନୀତି  
କୃଷିମହାବିଦ୍ୟାଳୟ ଶିଳାନ୍ୟାସ ପ୍ରସଙ୍ଗ.. ବିଧାୟକଙ୍କର ପ୍ରଶ୍ନ ସରକାରଙ୍କୁ ; ଉତ୍ତର ସରକାର ବଦଳରେ ବିଜେପି ପାର୍ଟିର   21-Nov-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ନେଇ ଜିଲ୍ଲାପାଳଙ୍କ କଡ଼ା ଆଭିମୁଖ୍ୟ, ୨୩ରୁ ସରକାରୀ କର୍ମଚାରୀଙ୍କ ପାଇଁ ହେଲମେଟ୍ ବାଧ୍ୟତାମୂଳକ   21-Nov-2026
  ଜିଲ୍ଲା  
ପିଲାମାନଙ୍କ ପ୍ରତିଭା, ସୃଜନଶୀଳତା ଓ ସୁରକ୍ଷାର ବାର୍ତ୍ତା ନେଇ ଆୟୋଜିତ ହେଲା ‘ପତଙ୍ଗୀ – ଶିଶୁ ମହୋତ୍ସବ ୨୦୨୬’   21-Nov-2026
  ଜିଲ୍ଲା  
ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ   21-Nov-2026
  ଜିଲ୍ଲା  
ଓଡ଼ିଶାର ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆ ଲାଇଭରେ ଝୁମିଲେ ଛାତ୍ରଛାତ୍ରୀ   21-Nov-2026
  ଜିଲ୍ଲା  
ବିଶ୍ୱ ଦର୍ଶନଶାସ୍ତ୍ର ଦିବସ ପାଳିତ   21-Nov-2026
  ଜିଲ୍ଲା  
ମାଁ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ନାଗାବଳୀ ଛାତ୍ରୀ ନିବାସରେ ଖାଦ୍ୟରୁ ବଡ଼ ପୋକ ବାହାରିବା ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ଟେଣ୍ଡର ପ୍ରକ୍ରିୟା ପାଇଁ ଦାବି   21-Nov-2026
  ଜିଲ୍ଲା  
ଟିକ୍ରାପଡା ଅହୋରାତ୍ର ନାମଯଜ୍ଞ ଟିକ୍ରାପଡା ରାମଜୀ ମନ୍ଦିର ଛକ ରେ ଆଜିଠାରୁ ଆରମ୍ଭ   21-Nov-2026
  ଜିଲ୍ଲା  
ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   21-Nov-2026
  ଜିଲ୍ଲା  
ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ: ସୁବର୍ଣ୍ଣପୁର ଜିଲ୍ଲାର ୮୩୩ଟି ଗ୍ରାମ ବାଲ୍ୟ ବିବାହ ମୁକ୍ତ ଘୋଷିତ   21-Nov-2026
  ଜିଲ୍ଲା  
ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   21-Nov-2026

You Might Also Like