-+91-9937148622 |

prerana_bgr@rediffmail.com |

  Sunday 22nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||      କୃଷିମହାବିଦ୍ୟାଳୟ ଶିଳାନ୍ୟାସ ପ୍ରସଙ୍ଗ.. ବିଧାୟକଙ୍କର ପ୍ରଶ୍ନ ସରକାରଙ୍କୁ ; ଉତ୍ତର ସରକାର ବଦଳରେ ବିଜେପି ପାର୍ଟିର   (21-Nov-2026)       ||      ସଡ଼କ ସୁରକ୍ଷାକୁ ନେଇ ଜିଲ୍ଲାପାଳଙ୍କ କଡ଼ା ଆଭିମୁଖ୍ୟ, ୨୩ରୁ ସରକାରୀ କର୍ମଚାରୀଙ୍କ ପାଇଁ ହେଲମେଟ୍ ବାଧ୍ୟତାମୂଳକ   (21-Nov-2026)       ||      ପିଲାମାନଙ୍କ ପ୍ରତିଭା, ସୃଜନଶୀଳତା ଓ ସୁରକ୍ଷାର ବାର୍ତ୍ତା ନେଇ ଆୟୋଜିତ ହେଲା ‘ପତଙ୍ଗୀ – ଶିଶୁ ମହୋତ୍ସବ ୨୦୨୬’   (21-Nov-2026)       ||      ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ   (21-Nov-2026)       ||      ଓଡ଼ିଶାର ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆ ଲାଇଭରେ ଝୁମିଲେ ଛାତ୍ରଛାତ୍ରୀ   (21-Nov-2026)       ||      ବିଶ୍ୱ ଦର୍ଶନଶାସ୍ତ୍ର ଦିବସ ପାଳିତ    (21-Nov-2026)       ||      ମାଁ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ନାଗାବଳୀ ଛାତ୍ରୀ ନିବାସରେ ଖାଦ୍ୟରୁ ବଡ଼ ପୋକ ବାହାରିବା ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ଟେଣ୍ଡର ପ୍ରକ୍ରିୟା ପାଇଁ ଦାବି   (21-Nov-2026)       ||      ଟିକ୍ରାପଡା ଅହୋରାତ୍ର ନାମଯଜ୍ଞ ଟିକ୍ରାପଡା ରାମଜୀ ମନ୍ଦିର ଛକ ରେ ଆଜିଠାରୁ ଆରମ୍ଭ    (21-Nov-2026)       ||      ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   (21-Nov-2026)       ||      ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ: ସୁବର୍ଣ୍ଣପୁର ଜିଲ୍ଲାର ୮୩୩ଟି ଗ୍ରାମ ବାଲ୍ୟ ବିବାହ ମୁକ୍ତ ଘୋଷିତ   (21-Nov-2026)       ||      ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   (21-Nov-2026)       ||      *ଉମରକୋଟ ବ୍ଲକରେ ପଦୋନ୍ନତି ପାଇଲେ ପ୍ରାଥମିକ ଶିକ୍ଷକ*   (21-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଆଦିକବି ମହର୍ଷି ବାଲ୍ମୀକି ଜୟନ୍ତୀ ସମାରୋହ ଅନୁଷ୍ଠିତ   (21-Nov-2026)       ||      ସପ୍ତାହ ପାରାୟଣରେ ବଳି-ବାମନ ଚରିତ୍ର ଓ କୃଷ୍ଣ ଜନ୍ମ ବ୍ୟାଖ୍ୟା,ଭାବବିହ୍ଵଳ ହେଲେ ଶ୍ରୋତା   (21-Nov-2026)       ||      ବଲାଙ୍ଗୀରର ଜେଏସ୍‌ଏମ୍‌ ମହାବିଦ୍ୟାଳୟର ୧୧ତମ  ପ୍ରତିଷ୍ଠା ଦିବସ ପାଳିତ    (21-Nov-2026)       ||      ବାତ୍ୟା ଅକଭାନ୍ ର ସଫଳ ମୁକାବିଲା: ସ୍ଥିତି ସ୍ୱାଭାବିକ, କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟ ଜାରି ଓଡ଼ିଶାରେ ଟଳିଲା ବଡ଼ ବିପଦ: ବାତ୍ୟା ଅକଭାନ୍’ ପରେ ତ୍ୱରିତ ପୁନରୁଦ୍ଧାର ଏବଂ ଦୀର୍ଘମିଆଦୀ ବିପର୍ଯ୍ୟୟ ପରିଚାଳନା ଉପରେ ସରକାରଙ୍କ ଗୁରୁତ୍ୱ    (21-Nov-2026)       ||      ହାତୀ-ମଣିଷ ମୁହାଁମୁହିଁରେ ଉଭୟଙ୍କ ପ୍ରାଣହାନୀ ! ଘାଗୁର୍ଲିରେ ଜଣକର ମୃତ୍ୟୁର କାରଣ ଚଲାପଥ ଅବରୋଧ    (21-Nov-2026)       ||      ଥାଲେସେମିଆ ରୋଗୀର ଚିକିତ୍ସା ପାଇଁ ରକ୍ତ ବାଧକ   (21-Nov-2026)       ||      କ୍ଷୁଦ୍ର ଜଳସେଚନ ବିଭାଗର ପ୍ରକଳ୍ପ♦️ସରକାରୀ ଯୋଜନାର ବିକଳାଙ୍ଗ ଗର୍ଭପାତ !   (21-Nov-2026)       ||     

HOME   ଜିଲ୍ଲା

ଓଡ଼ିଶାର ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆ ଲାଇଭରେ ଝୁମିଲେ ଛାତ୍ରଛାତ୍ରୀ

21-Nov-2026



ବଲାଙ୍ଗୀର(ପ୍ରେରଣା ଖବର): ଯୁବୋଦୟ ସବୁବେଳେ ନିଜର ନିଆରା ପ୍ରସ୍ତୁତି, ସ୍ୱତନ୍ତ୍ରତା ପାଇଁ ଚର୍ଚାରେ ରହିଆସିଛି। ଆଇ ଆଇଟି ହେଉ କି ଜେ ଇ ଇ କି ମେଡିକାଲ, ଶିଳ୍ଷାଦାନ. ଶୈଳୀ ହେଉ କି ପରୀକ୍ଷାଫଳ ହେଉ କି ଇନୋଭେସନ, ସବୁବେଳେ ନିଜକୁ ସ୍ୱତନ୍ତ୍ର ଭାବରେ ଉପସ୍ଥାପିତ କରିଛି। ଯୁବୋଦୟ ଶିକ୍ଷାନୁଷ୍ଠାନ  ତରଫରୁ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ବାର୍ଷିକ ସଂଗୀତସନ୍ଧ୍ୟା ଷ୍ଟାର ନାଇଟ୍ - ବ୍ଲାଷ୍ଟ ରେ  ଓଡ଼ିଶାର

ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆ ଲାଇଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯୁବୋଦୟ ର ଅଡ଼ିଟେରିଅମ "ସ୍ୱାଧ୍ୟାୟ"  ଠାରେ  ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ  ଆରମ୍ଭରେ ଯୁବୋଦୟ  ଶିକ୍ଷାନୁଷ୍ଠାନ ସମୂହର ନିର୍ଦେଶକ ଶ୍ରୀ ଅମ୍ବରୀଶ ଦାଶ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ସେମାନଙ୍କର ଆଗାମୀ ପରୀକ୍ଷା କିପରି ସର୍ବଶ୍ରେଷ୍ଠ ପରୀକ୍ଷାଫଳ ପ୍ରଦାନ କରିପାରିବ ସେ ସମ୍ପର୍କରେ ବୁଝାଇ ଦୃଢ ସଂକଳ୍ପ, ନିଷ୍ଠାପର ଓ ପୌନଃପୌନିକ ଉଦ୍ୟମକୁ ଜାରିରଖିବାକୁ ପରାମର୍ଶ ଦେଇଥିଲେ। ପରେ ପରେ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆ ଓ ତାଙ୍କ ସାଥୀ ଙ୍କୁ ସ୍ୱାଗତ କରାଯାଇଥିଲା। ଯୁବୋଦୟ ଶିକ୍ଷାନୁଷ୍ଠାନ ସମୂହର ନିର୍ଦେଶକ ଶ୍ରୀ ଅମ୍ବରୀଶ ଦାଶ ଫୁଲ ତୋଡ଼ା ଓ ଅଙ୍ଗବସ୍ତ୍ର ସେଇ ସ୍ୱାଗତ କଲାପରେ ନିଜର କଥାରେ ଯୁବୋଦୟ ଶିକ୍ଷାନୁଷ୍ଠାନ ଗତ ପାଞ୍ଚ ବର୍ଷ ମଧ୍ୟରେ  AIIMS ଓ ଅନ୍ୟ ସରକାରୀ

ମେଡିକାଲ କଲେଜ ରେ ୫୦୦ ରୁ ଅଧିକ ସିଟ ରେ ନିଜ ଛାତ୍ରଛାତ୍ରୀଙ୍କୁ ଦାଖିଲା କରିପାରିଥିବା ବେଳେ IIT  ହେଉ NIT ପରୀକ୍ଷାରେ ନିଜର୨୦୦ ଛାତ୍ର ଛାତ୍ରୀ ଙ୍କୁ ସଫଳ କରି ପାରିଛି। ଏପରିକି ମେଡିକାଲ ପ୍ରବେଶିକା ରେ ଓଡିଶାର ଟପ୍ପର ଛାତ୍ର ମଧ୍ୟ ଦେଇପାରିଥିବା କଥା କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆ ପ୍ରକାଶ କରି ଏପରି ଏକ ଶିକ୍ଷାନୁଷ୍ଠାନ ରେ ସେ କାର୍ଯ୍ୟକ୍ରମ କରୁଥିବାରୁ ନିଜେ ଗର୍ବିତ ବୋଲି କହିଥିଲେ। ପରେ ପରେ ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।


News Comment




Photo in News

Advertisment
Lastest News
  ଅପରାଧ  
ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ   21-Nov-2026
  ରାଜନୀତି  
କୃଷିମହାବିଦ୍ୟାଳୟ ଶିଳାନ୍ୟାସ ପ୍ରସଙ୍ଗ.. ବିଧାୟକଙ୍କର ପ୍ରଶ୍ନ ସରକାରଙ୍କୁ ; ଉତ୍ତର ସରକାର ବଦଳରେ ବିଜେପି ପାର୍ଟିର   21-Nov-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ନେଇ ଜିଲ୍ଲାପାଳଙ୍କ କଡ଼ା ଆଭିମୁଖ୍ୟ, ୨୩ରୁ ସରକାରୀ କର୍ମଚାରୀଙ୍କ ପାଇଁ ହେଲମେଟ୍ ବାଧ୍ୟତାମୂଳକ   21-Nov-2026
  ଜିଲ୍ଲା  
ପିଲାମାନଙ୍କ ପ୍ରତିଭା, ସୃଜନଶୀଳତା ଓ ସୁରକ୍ଷାର ବାର୍ତ୍ତା ନେଇ ଆୟୋଜିତ ହେଲା ‘ପତଙ୍ଗୀ – ଶିଶୁ ମହୋତ୍ସବ ୨୦୨୬’   21-Nov-2026
  ଜିଲ୍ଲା  
ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ   21-Nov-2026
  ଜିଲ୍ଲା  
ଓଡ଼ିଶାର ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆ ଲାଇଭରେ ଝୁମିଲେ ଛାତ୍ରଛାତ୍ରୀ   21-Nov-2026
  ଜିଲ୍ଲା  
ବିଶ୍ୱ ଦର୍ଶନଶାସ୍ତ୍ର ଦିବସ ପାଳିତ   21-Nov-2026
  ଜିଲ୍ଲା  
ମାଁ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ନାଗାବଳୀ ଛାତ୍ରୀ ନିବାସରେ ଖାଦ୍ୟରୁ ବଡ଼ ପୋକ ବାହାରିବା ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ଟେଣ୍ଡର ପ୍ରକ୍ରିୟା ପାଇଁ ଦାବି   21-Nov-2026
  ଜିଲ୍ଲା  
ଟିକ୍ରାପଡା ଅହୋରାତ୍ର ନାମଯଜ୍ଞ ଟିକ୍ରାପଡା ରାମଜୀ ମନ୍ଦିର ଛକ ରେ ଆଜିଠାରୁ ଆରମ୍ଭ   21-Nov-2026
  ଜିଲ୍ଲା  
ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   21-Nov-2026
  ଜିଲ୍ଲା  
ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ: ସୁବର୍ଣ୍ଣପୁର ଜିଲ୍ଲାର ୮୩୩ଟି ଗ୍ରାମ ବାଲ୍ୟ ବିବାହ ମୁକ୍ତ ଘୋଷିତ   21-Nov-2026
  ଜିଲ୍ଲା  
ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   21-Nov-2026

You Might Also Like