-+91-9937148622 |

prerana_bgr@rediffmail.com |

  Sunday 22nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||      ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   (22-Nov-2026)       ||      ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||      କୃଷିମହାବିଦ୍ୟାଳୟ ଶିଳାନ୍ୟାସ ପ୍ରସଙ୍ଗ.. ବିଧାୟକଙ୍କର ପ୍ରଶ୍ନ ସରକାରଙ୍କୁ ; ଉତ୍ତର ସରକାର ବଦଳରେ ବିଜେପି ପାର୍ଟିର   (21-Nov-2026)       ||      ସଡ଼କ ସୁରକ୍ଷାକୁ ନେଇ ଜିଲ୍ଲାପାଳଙ୍କ କଡ଼ା ଆଭିମୁଖ୍ୟ, ୨୩ରୁ ସରକାରୀ କର୍ମଚାରୀଙ୍କ ପାଇଁ ହେଲମେଟ୍ ବାଧ୍ୟତାମୂଳକ   (21-Nov-2026)       ||      ପିଲାମାନଙ୍କ ପ୍ରତିଭା, ସୃଜନଶୀଳତା ଓ ସୁରକ୍ଷାର ବାର୍ତ୍ତା ନେଇ ଆୟୋଜିତ ହେଲା ‘ପତଙ୍ଗୀ – ଶିଶୁ ମହୋତ୍ସବ ୨୦୨୬’   (21-Nov-2026)       ||      ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ   (21-Nov-2026)       ||      ଓଡ଼ିଶାର ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆ ଲାଇଭରେ ଝୁମିଲେ ଛାତ୍ରଛାତ୍ରୀ   (21-Nov-2026)       ||      ବିଶ୍ୱ ଦର୍ଶନଶାସ୍ତ୍ର ଦିବସ ପାଳିତ    (21-Nov-2026)       ||      ମାଁ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ନାଗାବଳୀ ଛାତ୍ରୀ ନିବାସରେ ଖାଦ୍ୟରୁ ବଡ଼ ପୋକ ବାହାରିବା ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ଟେଣ୍ଡର ପ୍ରକ୍ରିୟା ପାଇଁ ଦାବି   (21-Nov-2026)       ||      ଟିକ୍ରାପଡା ଅହୋରାତ୍ର ନାମଯଜ୍ଞ ଟିକ୍ରାପଡା ରାମଜୀ ମନ୍ଦିର ଛକ ରେ ଆଜିଠାରୁ ଆରମ୍ଭ    (21-Nov-2026)       ||      ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   (21-Nov-2026)       ||     

HOME   ଜିଲ୍ଲା

ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର

22-Nov-2026



ବଲାଙ୍ଗିର- ସଦାଇପାଲି ପଲ୍ଲିଶ୍ରୀ ବିହାର ଠାରେ ସାଇଟ ନର୍ସିଂ କଲେଜ ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଜିଲ୍ଲା ଶିଶୁ ସହାୟତା ସେବା ୧୦୯୮, ବଲାଙ୍ଗିର ତରଫରୁ ଶିଶୁସୁରକ୍ଷା ଓ  ଶିଶୁଅଧିକାର ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ନର୍ସିଂ କଲେଜର ପ୍ରିନସିପାଲ ସ୍ନିଗଧାମିନତି ଦାନୀ ମୁଖ୍ୟ ଅତିଥି ରୁପେ ଯୋଗଦାନ କରିଥିଲେ ଏବଂ ଶିଶୁମାନଙ୍କ ସୁରକ୍ଷା, ଅଧିକାର ଓ ସାମାଜିକ ସଚେତନତାମୂଳକ ଅଭିଭାଷଣ ରଖିଥିଲେ ।  କାର୍ଯ୍ୟକ୍ରମରେ ଶିଶୁସୁରକ୍ଷା, ଶିଶୁଅଧିକାର, ଶିଶୁଶ୍ରମ ନିରାକରଣ ଏବ ଶିଶୁ ମାନଙ୍କ ପ୍ରତି ହେଉଥିବା ଅନ୍ୟାୟ ଓ ନିର୍ଯାତନା ବିରୋଧରେ ସମ୍ମାନୀତ ଅତିଥି ରୁପେ ଜିଲ୍ଲାରୁ ଆସିଥିବା ରିସୋର୍ସ ପର୍ସନ ଅରୁଣ କୁମାର ଖୁଆସ, ମିଲି ମଲ୍ଲିକ, ବସନ୍ତ ହରପାଲ, ସୁଭମ ଜୈନ ସଚେତନତା ରହିବା ଉପରେ ଗୁରୁତ୍ୱ ଦିଆଯାଇଥିଲା । ଏଥିସହ ଅସହାୟ ଓ ବିପଦରେ ଥିବା ଶିଶୁମାନଙ୍କ ସହାୟତା ପାଇଁ ୨୪ ଘଣ୍ଟିଆ ନିଃଶୁଲ୍କ ଶିଶୁ ସହାୟତା ହେଲ୍ପଲାଇନ୍ ନମ୍ବର ୧୦୯୮ ସମ୍ପର୍କରେ ମଧ୍ୟ ସୂଚନା ଦିଆଯାଇଥିଲା । ଶିବିରରେ ବହୁ ଛାତ୍ରଛାତ୍ରୀ ଏବଂ ପ୍ରଶାସନିକ ଅଧିକାରୀ ପ୍ରଶାନ୍ତ କୁମାର ତ୍ରିପାଠୀ, ଅଧ୍ୟାପକ ଅଶୋକ କୁମାର ପଧାନ, ଜୟନ୍ତ ପଟେଲ, ମହମ୍ବଦ କାଜିମ, ଭାଗବତ ଅଦାବରିଆ, ସୁବାଷ ଦାଶ, ଲୋକନାଥ ସିଂହ ପ୍ରମୁଖ ସହଯୋଗ କରିଥିଲେ ।  ଶେଷରେ ନର୍ସିଂ ଉପାଧ୍ୟକ୍ଷା ଲୋପାମୁଦ୍ରା ମିଶ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026
  ଜିଲ୍ଲା  
ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   22-Nov-2026
  ରାଜ୍ୟ  
ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   22-Nov-2026
  ଜିଲ୍ଲା  
ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   22-Nov-2026
  ଅପରାଧ  
ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   22-Nov-2026
  ଜିଲ୍ଲା  
*ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   22-Nov-2026
  ଜିଲ୍ଲା  
ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   22-Nov-2026
  ଜିଲ୍ଲା  
*ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   22-Nov-2026
  ଜିଲ୍ଲା  
ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   22-Nov-2026
  ଅପରାଧ  
ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ   21-Nov-2026
  ରାଜନୀତି  
କୃଷିମହାବିଦ୍ୟାଳୟ ଶିଳାନ୍ୟାସ ପ୍ରସଙ୍ଗ.. ବିଧାୟକଙ୍କର ପ୍ରଶ୍ନ ସରକାରଙ୍କୁ ; ଉତ୍ତର ସରକାର ବଦଳରେ ବିଜେପି ପାର୍ଟିର   21-Nov-2026

You Might Also Like