-+91-9937148622 |

prerana_bgr@rediffmail.com |

  Sunday 22nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||      ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   (22-Nov-2026)       ||      ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||      କୃଷିମହାବିଦ୍ୟାଳୟ ଶିଳାନ୍ୟାସ ପ୍ରସଙ୍ଗ.. ବିଧାୟକଙ୍କର ପ୍ରଶ୍ନ ସରକାରଙ୍କୁ ; ଉତ୍ତର ସରକାର ବଦଳରେ ବିଜେପି ପାର୍ଟିର   (21-Nov-2026)       ||     

HOME   ଜିଲ୍ଲା

ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ 

22-Nov-2026



ବାଲିଗୁଡ଼ା(ସୁଶୀଳ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ଅପରାହ୍ନରେ ହଠାତ୍ ତାଙ୍କର ଶ୍ୱାସକ୍ରିୟାରେ ସମସ୍ୟା ଦେଖାଦେବାରୁ ତାଙ୍କୁ ତୁରନ୍ତ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଥିଲା। ଏଠାରେ ଡାକ୍ତରମାନେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରିବା ସହ ଚିକିତ୍ସା ଆରମ୍ଭ କରିଥିଲେ। ସୂଚନା ଅନୁଯାୟୀ, କିଛିଦିନ ପୂର୍ବରୁ ମଧ୍ୟ ଶ୍ରୀ ପ୍ରଧାନ ଅସୁସ୍ଥ ହୋଇପଡ଼ିଥିଲେ। ସେତେବେଳେ ତାଙ୍କୁ ଭୁବନେଶ୍ୱରର ଏକ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଇଥିଲା। ସେଠାରେ ସୁସ୍ଥ ହେବା ପରେ ସେ ବାଲିଗୁଡ଼ା ଫେରିଥିଲେ। ମାତ୍ର ପୁଣିଥରେ ଅସୁସ୍ଥତା ଅନୁଭବ କରିବା ସହ ଶ୍ୱାସକ୍ରିୟାରେ କଷ୍ଟ ହେବାରୁ ତାଙ୍କୁ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା।

ଚିକିତ୍ସାଳୟ ଅଧିକାରୀ ଡା. ଶ୍ରବଣ କୁମାର ସାହୁକାର ଓ ଅନ୍ୟ ଡାକ୍ତରମାନେ ତାଙ୍କର ଚିକିତ୍ସା କରିଥିଲେ। ଶ୍ରୀ ପ୍ରଧାନଙ୍କ କିଡ୍‌ନୀ ଓ ହୃଦ୍‌ଯନ୍ତ୍ରଜନିତ କିଛି ସମସ୍ୟା ଥିବାରୁ ଅଧିକ ଓ ଉନ୍ନତ ମାନର ଚିକିତ୍ସା ନିମନ୍ତେ ତାଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଡା.

ସାହୁକାର ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ, ଶ୍ରୀ ପ୍ରଧାନ ଅସୁସ୍ଥ ଥିବା ଖବର ପାଇ ବାଲିଗୁଡ଼ା ସହରର ଜଣାଶୁଣା ସମାଜସେବୀ ଟୁନା ଦାସ ଚିକିତ୍ସାଳୟରେ ପହଞ୍ଚି ତାଙ୍କୁ ସାକ୍ଷାତ କରିଥିଲେ। ଏଥିସହ ପରିବାରବର୍ଗଙ୍କୁ ସାନ୍ତ୍ୱନା ଓ ସାହସ ଦେବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ।
ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷଙ୍କ ପୁନର୍ବାର ଅସୁସ୍ଥତା ଖବର ପ୍ରଚାର ହେବା ପରେ ସହରର ବିଭିନ୍ନ ମହଲରେ ଚିନ୍ତା ପ୍ରକାଶ ପାଇଛି। ତାଙ୍କର ଶୀଘ୍ର ସୁସ୍ଥତା ପାଇଁ ସହରବାସୀ ଓ ଶୁଭେଚ୍ଛୁ ମାନେ କାମନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026
  ଜିଲ୍ଲା  
୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ   22-Nov-2026
  ଜିଲ୍ଲା  
ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   22-Nov-2026
  ଜିଲ୍ଲା  
ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   22-Nov-2026
  ଜିଲ୍ଲା  
*ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   22-Nov-2026
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026
  ଜିଲ୍ଲା  
ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   22-Nov-2026
  ରାଜ୍ୟ  
ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   22-Nov-2026

You Might Also Like